ଅଦରକାରୀ ପାର୍ଟସ୍ରୁ ବାଇକ୍: ଦାମ୍ ୨ହଜାର, ୫ଟଙ୍କାରେ ୫୦କିଲୋମିଟର ଯିବ
ସୁରଟ:ପରିବେଶ ପ୍ରଦୂଷଣ ବୃଦ୍ଧିପାଉଛି। ଆଗକୁ ଏକ ଭଲ ପରିବେଶ ମିଳିବ କି ନାହିଁ ତାହା କହିହେବନି। ଅନ୍ୟପକ୍ଷରେ ପେଟ୍ରୋଲ କିମ୍ବା ଡିଜେଲ ଦାମ୍କୁ ଲକ୍ଷ୍ୟ କଲେ ବାଇକ୍ ଚଲାଇବା ଯୁବପିଢିକୁ କଷ୍ଟକର ହୋଇଯିବ। ଏହି ସମସ୍ୟାର ସହଜ ସମାଧାନ କରିବା ଲାଗି…
ପବନରେ ଚାର୍ଜ ହେବ ସ୍ମାର୍ଟଫୋନ୍
ନୂଆଦିଲ୍ଲୀ:ଭାରତରେ ଓୟାରଲେସ ଚାର୍ଜିଂ ଟେକ୍ନୋଲୋଜିର ପ୍ରବେଶ ବେଶ୍ ଲୋକପ୍ରିୟ ହେବାରେ ଲାଗିଛି। କିନ୍ତୁ ଆଗାମୀ ବର୍ଷ ବଜାରରେ ଉପଲବ୍ଧ ହେବ ଓାୟାରଲେସ କ୍ୟୁ-୧ ଚାର୍ଜର ଯାହା ଅନ୍ୟ ଓ୍ବୟାରଲେସ ଚାର୍ଜର ଭଳି କାମ କରିବ। କିନ୍ତୁ ସ୍ମାର୍ଟଫୋନ ଏହି କ୍ୟୁ-୧ ଚାର୍ଜର୍କୁ…
ସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ମନୋଜ ମୁକୁନ୍ଦ ନାରାଭାନେ
ନୂଆଦିଲ୍ଲୀ,୧।୯ : ସେନାର ଉପମୁଖ୍ୟ ଦାୟିତ୍ୱ ନେଇଛନ୍ତି ଲେପ୍ଟନାଣ୍ଟ ଜେନେରାଲ ମନୋଜ ମୁକୁନ୍ଦ ନାରାଭାନେ। ସେ ଲେପ୍ଟନାଣ୍ଟ ଜେନେରାଲ ଦେବରାଜ ଅମ୍ବୁଙ୍କ ସ୍ଥାନ ନେଇଛନ୍ତି। ଅମ୍ବୁ ଅଗଷ୍ଟ ୩୧ରେ ଅବସର ଗ୍ରହଣ କରିବା ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ପୂର୍ବରୁ…
କଶ୍ମୀରକୁ ନେଇ ଖଣ୍ଡା ବୁଲାଇଲେ ମିଆଁଦାଦ୍:କହିଲେ ଆଗରୁ ଛକା ମାରୁଥିଲି, ଏବେ ଜୀବନରୁ ମାରିଦେବି
ଶ୍ରୀନଗର, ୧।୯: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ଏହି ପ୍ରସଙ୍ଗକୁ ନେଇ ଦେଶର ନେତାଙ୍କଠାରୁ ଆରମ୍ଭ କରି ଖେଳାଳିମାନଙ୍କ ପର୍ଯ୍ୟନ୍ତ ଭାରତକୁ ବିଭିନ୍ନ ଧମକ ଦେଉଛନ୍ତିି। ଏହି କ୍ରମରେ ସାମିଲ ହୋଇଛନ୍ତି ପାକିସ୍ତାନର ପୂର୍ବତନ କ୍ରିକେଟର୍…
ଗଛରେ ପିଟିହୋଇ ବାଇକ୍ଚାଳକ ମୃତ
ରାଇସୁଆଁ,୧।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ସଦର ରେଞ୍ଜ ପୋଟଳ ଗାଁର ଜଣେ ବ୍ୟକ୍ତି ବାଇକ୍ରେ ଯାଉଥିବାବେଳେ ହାତୀପଲଙ୍କୁ ଦେଖି ଭୟଭୀତ ହୋଇ ଦ୍ରୁତ ଗତିରେ ପଳାଉଥିବାବେଳେ ଗାଡ଼ିଟି ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପ୍ରକାଶ ଯେ, ପୋଟଳ…
ରାସ୍ତାରୋକୋ ପାଇଁ ପ୍ରବର୍ତ୍ତାଇଥିବା ଅଭିଯୋଗ : ଯୁବକ କୋର୍ଟଚାଲାଣ
ଯୋଡ଼ା,୧।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜରିବାହାଲଠାରେ ଶନିବାର ଛାତ୍ରୀଛାତ୍ରଙ୍କ ଦ୍ୱାରା ହୋଇଥିବା ରାସ୍ତାରୋକୋ ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ବାମେବାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପରେଶ କୁମାର ମହାନ୍ତି ସୂଚନା…
ଦୁଲୀପ ଟ୍ରଫି: ଇଣ୍ଡିଆ ଗ୍ରୀନ- ରେଡ୍ ମ୍ୟାଚ୍ ଡ୍ର
ବେଙ୍ଗାଲୁରୁ,୧।୯(ପି.ଟି.)- ଅଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍ସିଏ) ଗ୍ରାଉଣ୍ଡରେ ଇଣ୍ଡିଆ ଗ୍ରୀନ୍ ଓ ଇଣ୍ଡିଆ ରେଡ୍ ମଧ୍ୟରେ ଅନୁଷ୍ଠିତ ୪ ଦିନିଆ ଦୁଲୀପ ଟ୍ରଫି କ୍ରିକେଟ ମ୍ୟାଚ୍ ରବିବାର ଅମୀମାଂସିତ ଭାବେ ଶେଷ ହୋଇଛି। ତେବେ ପ୍ରଥମ ଇନିଂସରେ ମାତ୍ର…
ଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକ
କେସିଙ୍ଗା,୧।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଗାଈଗା ପଞ୍ଚାୟତର କେରୋକୁଡ଼ା ଗ୍ରାମର ଶୁକଦେବ ସା(୩୫)ଙ୍କୁ ସେହି ଗ୍ରାମର ବିଭୂତି ବୁଦ୍ଧିଆ (୩୦) ଠେଙ୍ଗାରେ ପିଟି ହତ୍ୟା କରିଥିବା ପୋଲିସ ସୂତ୍ରରୁ ପ୍ରକାଶ। ସୂଚନାନୁଯାୟୀ, ଶୁକଦେବଙ୍କୁ କିଛିଦିନ ତଳେ ବିଭୂତି ୬…
କେବଳ ଏହି ଗୋଟିଏ ତାରିଖ ହିଁ ଥିଲା ସଚିନଙ୍କ ପାଇଁ ଅଶୁଭ, ଏହି ଦିନ ସେ ଶତକ ଲଗାଇପାରୁ ନ ଥିଲେ
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଜ କ୍ରିକେଟ କ୍ୟାରିୟରରେ ଅନେକ ରେକର୍ଡ ହାସଲ କରିଛନ୍ତି। ତାଙ୍କ ରେକର୍ଡ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ସଚିନ ନିଜ କ୍ୟାରିୟର ଗୋଟିଏ ମାସର ପ୍ରତି ତାରିଖରେ ଶତକ କିମ୍ବା ଦ୍ୱିଶତକ ଲଗାଇଛନ୍ତି, କିନ୍ତୁ ଗୋଟିଏ…
ମୋଦିଙ୍କ ସମୟରେ ଭଲ ଖୋଜିବା ଅଳିଆରୁ ଛୁଞ୍ଚି ଖୋଜିବା ସହ ସମାନ: ଖୁର୍ସିଦ
ନୂଆଦିଲ୍ଲୀ,୧।୯: ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ସିଦ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ‘ମୋଦିଙ୍କ ସମୟରେ ଭଲ ଖୋଜିବା ଅଳିଆରୁ ଛୁଞ୍ଚି ଖୋଜିବା ସହ ସମାନ’। କାରଣ ମୋଦି ଯଦି ଭଲ କାମ କରୁ ଥାଆନ୍ତେ ତେବେ ତାଙ୍କୁ…
ସନ୍ଧ୍ୟାପରେ ଅଙ୍ଗୁର ଖାଇଲେ ସ୍ବାସ୍ଥ୍ୟ ଉପରେ ପଡ଼େ ଏହି ପ୍ରଭାବ …
ଅଙ୍ଗୁର ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ଏହାକୁ ଦିନ ବେଳେ ଖାଦ୍ୟ ଖାଇ ସାରିବାର କିଛି ସମୟ ପରେ ଖାଇଲେ ସୁଫଳ ମିଳିଥାଏ। ଅଙ୍ଗୁରରେ ଟାରଟରିକ୍ ଏସିଡ୍,ମାଲିକ୍ ଏସିଡି ଏବଂ କିଛି ପରିମାଣର ସାଇଟ୍ରିକ୍ ଏସିଡ୍ ରହିଥାଏ। ଦିନରେ ଖାଦ୍ୟ ଖାଇସାରି…
ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ କରିବ ବିଜେଡି : ପ୍ରତି ସଦସ୍ୟଙ୍କ ହେବ ଆଧାର ଲିଙ୍କ୍
ଭୁବନେଶ୍ୱର,୧।୯(ବ୍ୟୁରୋ) : ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭଯାନକୁ ଜୋରଦାର୍ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ସେପ୍ଟେମ୍ବର ୨ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ କରାଯିବ। ତେବେ ପ୍ରଥମ…
Archives


