Home

ବର୍ଷାରେ ଫସଲ କ୍ଷତିର ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ

ଛତ୍ରପୁର,୧୭ା୧୧(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଲଘୁଚାପଜନିତ ଲଗାଣ ବର୍ଷା ହୋଇଥିଲା। ଏଥିରେ ୧୨ ବ୍ଲକ ଅଧୀନ ୧୨୫ ପଞ୍ଚାୟତ ଓ ୩ ଏନଏସି ଅଞ୍ଚଳର ଫସଲ କ୍ଷତି ହୋଇଛି। କୃଷି ବିଭାଗ ପକ୍ଷରୁ ଫସଲ କ୍ଷତି…

ଭୋଗରାଇରେ ବିରଳ ପ୍ରଜାତିର ମାଛ

ଭୋଗରାଇ, ୧୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁସୁଟି ଗ୍ରାମ ନିକଟସ୍ଥ ଧାନ କ୍ଷେତରେ ଏକ ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି। ଦେଢ଼ଫୁଟ୍‌ ଲମ୍ବର ଏହି ବିରଳମାଛ ଦେହସାରା ବିଚିତ୍ର ରଙ୍ଗଥିବା ବେଳେ ମୁଣ୍ଡ ଭାଗ ଚେପଟା ଓ କିମ୍ବଦ…

‘ଅଗ୍ନି-୨’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୧୭।୧୧-ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର୍‌ ପକ୍ଷରୁ ଭଦ୍ରକ ଜିଲାସ୍ଥିତ ଅବଦୁଲ କଲାମ ଦ୍ୱୀପର ୪ ନଂ. ଲଞ୍ଚପ୍ୟାଡ୍‌ରୁ ଶନିବାର ସନ୍ଧ୍ୟା ସାଢ଼େ ୭ଟା ବେଳେ ‘ଅଗ୍ନି-୨’ କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି। ଅନୁକୂଳ ପାଗକୁ ଅନୁଧ୍ୟାନ କରି…

ସରଳ ହେବ ଜିଏସ୍‌ଟି ଫାଇଲିଂ

ନୂଆଦିଲ୍ଲୀ,୧୭-୧୧: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ରହିଥିବା ବିଭିନ୍ନ ଅସୁବିଧା ଆଗାମୀ ଦିନରେ ଦୂର ହେବ। ଏହି ପ୍ରସଙ୍ଗରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଚାର୍ଟାର୍ଡ ଆକାଉଣ୍ଟାଣ୍ଟ, ଟ୍ରେଡର ଏବଂ ଅନ୍ୟ ଅଂଶୀଦାରଙ୍କୁ ଭେଟିଛନ୍ତି। ଜିଏସ୍‌ଟି ଫର୍ମ ଏବଂ…

ନଗଦ କାରବାର ଛାଡିବାକୁ ଲୋକେ ବିମୁଖ

ମୁମ୍ବାଇ,୧୭-୧୧: ଦେଶ ମଧ୍ୟରେ ଇଣ୍ଟରନେଟ ଏବଂ ମୋବାଇଲ ଫୋନ ବ୍ୟବହାରକାରୀଙ୍କ ସଂଖ୍ୟା ବଢିଥିଲେ ମଧ୍ୟ ଏବେବି ଲୋକମାନେ ବିଭିନ୍ନ କାର୍ଯ୍ୟ ଲାଗି ନଗଦ କାରବାର ଛାଡିବାକୁ ବିମୁଖ ଅଛନ୍ତି। ଏହାଯୋଗୁ ଦେଶର ଡିଜିଟାଲ ଅର୍ଥନୀତି ସ୍ବପ୍ନ ଧିମା ହେଉଥିବା ନଜରକୁ ଆସିଛି।…

୫ ବର୍ଷ ପରେ ବଜାରରେ ମିଳିବ କୃତ୍ରିମ କିଡ୍‌ନୀ…

ଏବେ କିଡ୍‌ନୀ ସମସ୍ୟା ଦେଖାଗଲେ ଆଉ ଭୟ କରିବାର ନାହିଁ। କାରଣ ୫ ବର୍ଷ ପରେ ବଜାରରେ କୃତ୍ରିମ କିଡ୍‌ନୀ ମିଳିବ। ଆମେରିକାରେ ଗବେଷକ ଏଭଳି କିଡ୍‌ନୀ ତିଆରି କରିସାରିଛନ୍ତି। ଆଗାମୀ ୨ ବର୍ଷ ମଧ୍ୟରେ ଏନେଇ ଅଧ୍ୟୟନ ଶେଷ ହେବାର…

ଏସିସି ଇମର୍ଜିଂ ଟିମ୍ସ କପ୍‌: ଭାରତକୁ ହରାଇଲା ବାଂଲାଦେଶ

ସାଭର,୧୭।୧୧ (ପି.ଟି.)- ଗୋଟିଏ ପଟେ ବାଂଲାଦେଶ ସିନିୟର ଦଳ ପ୍ରଥମ ଟେଷ୍ଟରେ ଭାରତଠାରୁ ଇନିଂସ ପରାଜୟ ବରଣ କରିଥିବା ବେଳେ ଅନ୍ୟପଟେ ବାଂଲାଦେଶ ଜୁନିୟର ଦଳ ୬ ଉଇକେଟରେ ଭାରତକୁ ପରାସ୍ତ କରିଛି। ସାଭରଠାରେ ଚାଲିଥିବା ଏସିଆନ କ୍ରିକେଟ କାଉନସିଲ (ଏସିସି)…

ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୧୭।୧୧ (ସ୍ପୋଟର୍‌ସ ବ୍ୟୁରୋ)- ଟୋକିଓରେ ଚାଲିଥିବା ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ପ୍ରବେଶ କରିଛନ୍ତି। ସେମିଫାଇନାଲ ମ୍ୟାଚ୍‌ରେ ପ୍ରମୋଦ ୨୧-୭, ୨୧-୧୭ ସିଧାସଳଖ ଗେମ୍‌ରେ ଇଣ୍ଡୋନେସିଆର ମମନ ନୁର୍‌ଜାମନଙ୍କୁ ପରାସ୍ତ…

ବଗଲା ଧର୍ମଶାଳା ଜମିକୁ ନେଇ ପିକେଡିଏ ସଚିବଙ୍କୁ ସ୍ମାରକପତ୍ର: ବିଲ୍ଡିଂ ପ୍ଲାନ ଅନୁମୋଦନ କରା ନ ଯାଉ

ପୁରୀ ଅଫିସ, ୧୬ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ବିସ୍ଥାପିତ ହେବାକୁ ଥିବା ଲଜ୍‌ ମାଲିକମାନଙ୍କୁ ବଗଲା ଧର୍ମଶାଳା ଜମି ପ୍ରଦାନ କରାଯିବ। ଯେଉଁ ଲଜ୍‌ ମାଲିକମାନେ ଜମି ନେବାକୁ ଚାହିଁବେ ସେମାନଙ୍କୁ ଏହି ଜମି ପ୍ଲଟିଂ କରି ଦିଆଯିବ। ଏ ନେଇ…

ଇନ୍ଦୋର ଟେଷ୍ଟ: ଭାରତର ଇନିଂସ ବିଜୟ: ୩ ଦିନରେ ଖେଳ ଶେଷ, ଅଗ୍ରଓ୍ବାଲ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌

ଇନ୍ଦୋର,୧୬।୧୧(ପି.ଟି.): ଯୁବ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ଓ ପରେ ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଭାରତୀୟ କ୍ରିକେଟ ଦଳ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ବାଂଲାଦେଶକୁ ମାତ୍ର ୩ ଦିନ ମଧ୍ୟରେ ଏକ ଇନିଂସ ଓ ୧୩୦ ରନରେ…

ସେମିରୁ ବିଦାୟ ନେଲେ ଶ୍ରୀକାନ୍ତ

ହଂକଂ,୧୬ା୧୧ (ପି.ଟି.): ଭାରତର କିଡାମ୍ବି ଶ୍ରୀକାନ୍ତ ଏଠାରେ ଚାଲିଥିବା ୪୦୦,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ହଂକଂ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ଶନିବାର ସ୍ଥାନୀୟ ଫେରାଇଟ୍‌ ଲି ଚିଅକ୍‌ ୟୁଙ୍କଠାରୁ ସେ ୯-୨୧, ୨୩-୧୫ରେ ହାରିଯାଇଛନ୍ତି। ଏହି…

ଗଞ୍ଜେଇ ଜବତ, ୨ ଗିରଫ

ଫିରିଙ୍ଗିଆ,୧୬ା୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପୋଲିସ ପଲାବ୍ରୁଡି ପଞ୍ଚାୟତ ମୁସେଲିପାଂଗା ରାସ୍ତା ମାଝିପଡା ଗ୍ରାମରେ ଚଢ଼ାଉ କରି ଏକ ପିକ୍‌ଅପ ଭ୍ୟାନରୁ ୧୦୩ କେଜି ଗଞ୍ଜେଇ ଜବତ କରିବା ସହ ୨ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଅନୁଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?