Home

ଅକ୍ଷୟ କୁମାରଙ୍କୁ ଭେଟିବା ପାଇଁ ୧୮ ଦିନରେ ୯ ଶହ କିମି ଚାଲି ମୁମ୍ବାଇରେ ପହଞ୍ଚିଲେ ଯୁବକ: ସୋସିଆଲ୍‌ ମିଡ଼ିଆରେ ଫଟୋ ଶେୟାର

ମୁମ୍ବାଇ,୧।୯: ଖିଲାଡ଼ି କୁମାର ଅକ୍ଷୟ କୁମାରଙ୍କୁ ଭେଟିବା ପାଇଁ ଜଣେ ଯୁବକ ୧୮ ଦିନରେ ୯ ଶହ କିଲୋମିଟର ପାଦରେ ଚାଲି ଚାଲି ମୁମ୍ବାଇ ପହଞ୍ଚିଛନ୍ତି। ଖିଲାଡ଼ି କୁମାର ଯୁବକଙ୍କ ସହିତ ସେଲ୍‌ଫି ନେଇ ଏହାକୁ ସୋସିଆଲ୍‌ ମିଡ଼ିଆରେ ଶେୟାର କରିଛନ୍ତି।…

ନୂଆ ଟ୍ରାଫିକ୍‌ ନିୟମ ନେଇ ବିବାଦ: ପଶ୍ଚିମବଙ୍ଗ, ରାଜସ୍ଥାନ, ମଧ୍ୟପ୍ରଦେଶ ଲାଗୁ କରିବାକୁ ମନା କଲେ

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ୧ରୁ ସାରା ଦେଶରେ ନୂଆ ଟ୍ରାଫିକ୍‌ ନିୟମ ଲାଗୁ ହୋଇଛି। ମୋଟର ବାହନ ସଂଶୋଧନ ଅଧିନିୟମ ଅନୁସାରେ ୬୩ ନୂଆ ନିୟମ ଲାଗୁ କରାଯାଇଛି। ତେବେ ଏଥିରେ ଜରିମାନା ୧୦ଗୁଣା ବଢ଼ାଯାଇଥିବାରୁ ଏହାକୁ ଲାଗୁ କରିବାକୁ ପଶ୍ଚିମବଙ୍ଗ, ରାଜସ୍ଥାନ,…

ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଡୋରିୟନ୍‌: ୨୪୧ କିଲୋମିଟର ବେଗରେ ବହିବ ପବନ

ଓ୍ବାଶିଂଟନ,୧।୯: ସାମୁଦ୍ରିକ ଝଡ଼ ଡୋରିୟନ ମାଡ଼ି ଆସୁଛି। ଏହା ଆମେରିକାର ଫ୍ଲୋରିଡ଼ାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାର ପ୍ରଭାବରେ ଘଣ୍ଟାପ୍ରତି ୨୪୧ କିଲୋମିଟର ବେଗରେ ପବନ ବହିବ। ଏହାସହିତ କେତେକ ଅଞ୍ଚଳରେ…

ବାଂଲାଦେଶ ମନ୍ତ୍ରୀଙ୍କ ଉପରକୁ ଆଇଏସ୍‌ର ଆକ୍ରମଣ: ୨ ପୋଲିସ ଆହତ

ଢାକା,୧।୯: ବାଂଲାଦେଶର ଢାକାରେ ଶନିବାର ରାତିରେ ଜଣେ ମନ୍ତ୍ରୀଙ୍କ ଉପରକୁ ଆଇଏସ୍‌ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ସୂଚନା ମିଳିଛି। ଏହି ଆକ୍ରମଣରେ ମନ୍ତ୍ରୀ ଜଣଙ୍କ ବର୍ତ୍ତି ଯାଇଥିବା ବେଳେ ୨ ପୋଲିସକର୍ମୀ ଆହତ ହୋଇଛନ୍ତି। ତେବେ ମନ୍ତ୍ରୀ ଯେଉଁବାଟ ଦେଇ ଯାଉଥିଲେ…

କଦଳୀମଞ୍ଜାରୁ ସାନିଟାରୀ ପ୍ୟାଡ୍‌ ପ୍ରସ୍ତୁତ କଲେ ଆଇଆଇଟି ଛାତ୍ର: ୧୨୧ ଥର ୨ ବର୍ଷ ପର୍ଯ୍ୟନ୍ତ ହୋଇପାରିବ ବ୍ୟବହାର

ନୂଆଦିଲ୍ଲୀ,୧।୯: ଦିଲ୍ଲୀ ଆଇଆଇଟିର ୨ ଜଣ ଛାତ୍ର କଦଳୀମଞ୍ଜାରୁ ସାନିଟାରୀ ପ୍ୟାଡ୍‌ ପ୍ରସ୍ତୁତ କରିଛନ୍ତି। ଏହାକୁ ୧୨୧ ଥର ୨ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରାଯାଇପାରିବ। ଏହାର ଦାମ ୧୯୯ଟଙ୍କା ରଖାଯାଇଛି। ଏହା ଗ୍ରାମୀଣ ମହିଳାଙ୍କ ପାଇଁ ବେଶ୍‌ ଉପଯୋଗ ହେବ…

ଆଇସିୟୁରୁ ବାହାରିଲେ ଉନ୍ନାଓ ବଳାତ୍କାର ପୀଡିତା

ନୂଆଦିଲ୍ଲୀ,୧।୯: ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଏବେ ତାଙ୍କୁ ଆଇସିୟୁରୁ ବାହାର କରାଯାଇ ଜେନରାଲ ଓ୍ବାର୍ଡକୁ ଅଣାଯାଇଛି। ସୂଚନାଯୋଗ୍ୟ, ଜୁଲାଇ ୨୮ରେ ପୀଡିତା, ତାଙ୍କ…

ଟିମ୍‌ ଇଣ୍ଡିଆ ଟ୍ରେନର ଦୌଡ଼ରେ ନିକ୍‌ ଓ୍ବେବ୍‌ ସର୍ବାଗ୍ରେ

ନୂଆଦିଲ୍ଳୀ,୧।୯(ପି.ଟି.): ଭାରତୀୟ କ୍ରିକେଟ ଦଳର କଣ୍ଡିସନିଙ୍ଗ୍‌ କୋଚ୍‌ ବା ଟ୍ରେନର ଦୌଡ଼ରେ ପୂର୍ବତନ ନ୍ୟୁଜିଲାଣ୍ଡ ରଗ୍‌ବୀ ଲିଗ୍‌ ଟ୍ରେନର ନିକ୍‌ ଓ୍ବେବ୍‌ ସାମିଲ ହୋଇଛନ୍ତି। ସେ ଏହି ଦୌଡ଼ରେ ସମସ୍ତଙ୍କଠାରୁ ଆଗରେ ରହିଛନ୍ତି। ଓ୍ବେବ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳ…

ବ୍ରେକ୍‌ଅପ୍‌ର ୩ ବର୍ଷ ପରେ ଏକାଠି ହେଲେ କ୍ୟାଟ୍ରିନା-ରଣବିର

ବଲିଉଡ୍‌ରେ ଏମିତି କିଛି ଯୋଡ଼ି ଅଛନ୍ତି ଯେ କି, ବ୍ରେକ୍‌ଅପ୍‌ ପରେ ପୁଣି ଏକାଠି ହୋଇଛନ୍ତି। ସେ ରିଲ୍‌ରେ ହେଉ କି ରିୟଲରେ। ଏହି ଯୋଡ଼ିଙ୍କ ମଧ୍ୟରୁ କ୍ୟାଟ୍ରିନା କୈଫ୍‌-ରଣବିର କପୁର ଅନ୍ୟତମ। ରଣବିର ପୂର୍ବରୁ କ୍ୟାଟ୍‌ଙ୍କ ସହ ପ୍ରେମସମ୍ପର୍କ ଥିବାବେଳେ…

ଲଭ୍‌ ଟ୍ବିଷ୍ଟରେ ନବାଗତ ଯୋଡି ‘ଦେବ୍‌-ମନସ୍ମିତା’

ପ୍ରେମର ରାସ୍ତାରେ ଚାଲିବା ଏତେ ସହଜ ନୁହେଁ। ଏହି ରାସ୍ତା ଅନେକ ଜାଗାରେ କଣ୍ଟକିତ। ପ୍ରେମ କରିବା ସମୟରେ କେତେବେଳେ ମନରେ ଖୁସିର ମାହୋଲ ସୃଷ୍ଟି ହୁଏ ତ ପୁଣି କେତେବେଳେ ଦୁଃଖ ଅବସାଦର କଳା ବାଦଲ ହଠାତ୍‌ ମାଡିଆସିଥାଏ। ସେପରି…

ରାଶି ଅନୁଯାୟୀ ଗଣେଶଙ୍କ ପୂଜା

ମେଷ: ଏ ରାଶିର ବ୍ୟକ୍ତିମାନେ ନାଲିରଙ୍ଗର ଗଣେଶ ମୂର୍ତ୍ତି ପୂଜା କରି ଲଡୁ, ଗୁଡ଼ ଭୋଗ ଲଗାନ୍ତୁ। ବୃଷ: ଏ ରାଶିର ବ୍ୟକ୍ତି ଧଳା ରଙ୍ଗର ମୂର୍ତ୍ତି ପୂଜା କରି ମୋଦକ, ମିଶ୍ରି, ଲଡୁଭୋଗ ଲଗାନ୍ତୁ। ମିଥୁନ: ଏ ରାଶିର ବ୍ୟକ୍ତି…

ଭାଜପା ଏମ୍‌ପିଙ୍କ ଗାଡ଼ି ଭାଙ୍ଗିଲେ ଟିଏମ୍‌ସି କର୍ମୀ

କୋଲକାତା,୧।୯: ପଶ୍ଚିମବଙ୍ଗର ଭାଜପା ଏମ୍‌ପି ଅର୍ଜୁନ ସିଂଙ୍କ ଗାଡ଼ିକୁ ରବିବାର କେତେଜଣ ଟିଏମ୍‌ସି କର୍ମୀ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଉତ୍ତର ୨୪ ପ୍ରଗଣାର ଶ୍ୟାମନଗର ରେଲଓ୍ବେ ଷ୍ଟେଶନ ନିକଟରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଅର୍ଜୁନ ସିଂ କହିଛନ୍ତି…

୪୭ବର୍ଷ ପୁରୁଣା ଜୋତାର ମୂଲ୍ୟ ୩ କୋଟି

ଜୋତା ପୁରୁଣା ହୋଇଗଲା ପରେ ତା’ର ସ୍ଥାନ ଅଳିଆଗଦା ହୋଇଥାଏ। ଯେତେ ଦାମୀ ହେଲେ ହେଁ ପୁରୁଣା ଚିରାଫଟା ଜୋତାକୁ କେହି ପାଦରେ ପିନ୍ଧିବାକୁ ଚାହାନ୍ତି ନାହିଁ। କିନ୍ତୁ ନିକଟରେ ନ୍ୟୁୟର୍କର ସୋଦବୀ ଅକ୍ସନ ହାଉସ୍‌ରେ ହୋଇଥିବା ନିଲାମୀରେ ୪୭ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri