Home

କଟକ: ୧୯ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୨୪।୧୦: ଗତ ୫ଦିନରେ କଟକ ସହରରେ ମୋଟ ୧୯ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବୁଧବାର ସନ୍ଧ୍ୟା ସୁଦ୍ଧା ଏସ୍‌ସିବି ମେଡିକାଲରେ ମୋଟ ୭୦ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୬୫ଜଣଙ୍କୁ ୱାର୍ଡରେ ଓ ୫ଜଣଙ୍କୁ…

ଗ୍ରୀନ୍‌ ଇଣ୍ଡିଆ ଚିଟ୍‌ଫଣ୍ଡ ମାମଲାରେ ଚାର୍ଜସିଟ ଦାଖଲ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ୍‌ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବୁଧବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ଚାର୍ଜସିଟ୍‌ ଦାଖଲ କରାଯାଇଛି। ଜମାକାରୀଙ୍କୁ ଶସ୍ତାରେ ଫ୍ଲାଟ ଓ ଜମି ଦେବା ଆଳରେ କମ୍ପାନୀ ୬୯ କୋଟି ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ…

ଧାନ ଏମ୍‌ଏସ୍‌ପି ବଢ଼ିଲାନି: ଗହମ ୮୫, ଡାଲି ୩୨୫ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୨୪ା୧୦: କେନ୍ଦ୍ର ସରକାର ୨୦୧୯-୨୦ ଅମଳ ବର୍ଷ ଲାଗି ଗହମ, ଡାଲି ଓ ଅନ୍ୟାନ୍ୟ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବୃଦ୍ଧି କରିଥିଲାବେଳେ ଧାନ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। କୃଷକମାନଙ୍କ ଆୟ ବୃଦ୍ଧି ଲାଗି ସରକାର…

ବାଲିଯାତ୍ରାକୁ ଜାତୀୟ ଐତିହ୍ୟ ମାନ୍ୟତା ଦାବି

କଟକ ଅଫିସ, ୨୪।୧୦: ପ୍ରଥମ ରାଜଧାନୀ ତଥା ହଜାରେ ବର୍ଷର ସହର କଟକ ଏବଂ ଉତ୍କଳୀୟ ସଂସ୍କୃତି ଓ ପରମ୍ପରାର ଏକ ସର୍ବପୁରାତନ ଅଂଶ ଐତିହାସିକ ବାଲିଯାତ୍ରା। ତେଣୁ କଟକ ବାଲିଯାତ୍ରାକୁ ଜାତୀୟ ଐତିହ୍ୟ ଓ ସରକାରୀ ମାନ୍ୟତା ଦାବି କରିଛି…

ବିଜେପୁର ଉପନିର୍ବାଚନ: ଭୋଟ ଗଣତି ଆରମ୍ଭ

ବରଗଡ଼ ଅଫିସ,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ପୂର୍ବାହ୍ନ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପଦ୍ମପୁର ଆରଏମ୍‌ସି ପରିସରରେ ଏକ ଗୋଦାମ ହଲର ୧୪ଟି ଟେବୁଲରେ ଗଣତି ଚାଲିଛି। ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।…

ବାଂଲାଦେଶ ବିପକ୍ଷ ଟି୨୦ ସିରିଜପାଇଁ ଦଳ ଚୟନ ଆଜି; କୋହଲିଙ୍କ କାର୍ଯ୍ୟଭାର, ପନ୍ତ, ସାମସନଙ୍କ ଉପରେ ଫୋକସ

ମୁମ୍ବାଇ, ୨୪।୧୦(ପି.ଟି.)- ଭାରତ ଓ ବାଂଲାଦେଶ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଅନୁଷ୍ଠିତ ହେବ। ଏଥିପାଇଁ ଭାରତୀୟ ଦଳ ମନୋନୟନ ଗୁରୁବାର ହେବ। ଏହି ଅବସରରେ ମୁଖ୍ୟତଃ ଅଧିନାୟକ ବିରାଟ କୋହଲିଙ୍କ କାର୍ଯ୍ୟଭାର, ରିଷଭ ପନ୍ତ ଓ ସଞ୍ଜୁ…

ଆସିଲା ଆଇନଜୀବୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ: ଆତ୍ମହତ୍ୟା କରିଛନ୍ତି ଦୀପାଳି

ପୁରୁଣା ଭୁବନେଶ୍ୱର, ୨୪।୧୦ (ଡି.ଏନ୍‌.ଏ.): ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶିନୀ ଜେନା ମୃତ୍ୟୁ ଘଟଣାରେ ବ୍ୟବଚ୍ଛେଦ ରିପୋର୍ଟ ବୁଧବାର ପୋଲିସର ହସ୍ତଗତ ହୋଇଛି। ସେ ଆତ୍ମହତ୍ୟା କରିଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଧଉଳି ଥାନା ଅଧିକାରୀ ବିଶ୍ୱଜିତ ଜୟଦୀପ କହିଛନ୍ତି, ଦୀପାଳିଙ୍କୁ…

ଘରଭଡ଼ା, ମେଡିକାଲ ଆଲାଉନ୍ସ ଟଙ୍କା ଆତ୍ମସାତ୍‌ ଅଭିଯୋଗ:  ସରକାରୀ କ୍ୱାର୍ଟର୍ସରେ ରହି କର୍ମଚାରୀ ନେଉଛନ୍ତି ଭଡ଼ା

ବ୍ରହ୍ମପୁର ଅଫିସ,୨୪ା୧୦-ବ୍ରହ୍ମପୁର ମହାନଗର ନିଗମରେ ଲକ୍ଷ ଲକ୍ଷ ଟଙ୍କା ଆମତ୍ସାତ ଅଭିଯୋଗ ହୋଇଛି । ବୁଧବାର ବିଜିପୁର ସନ୍ତୋଷୀ ମା’ମନ୍ଦିର କଲ୍ୟାଣ ମଣ୍ଡପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏଭଳି ଅଭିଯୋଗ କରିଛି ଭାରତୀୟ ବିକାଶ ପରିଷଦ। ପରିଷଦ ଅଭିଯୋଗ ପ୍ରକାରେ, ବିଏମ୍‌ସିରେ…

ଦୀପାବଳି ପାଇଁ କମିଶନରେଟ ପୋଲିସର ନିର୍ଦ୍ଦେଶାନାମା ଜାରି: ରାତି ୮ରୁ ୧୦ଟା ପର୍ଯ୍ୟନ୍ତ ଫୁଟିବ ବାଣ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଦୀପାବଳି ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ନିର୍ଦ୍ଦେଶନାମା ଜାରି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଦୀପାବଳି ଦିନ ରାତି ୮ରୁ ୧୦ଟା ପର୍ଯ୍ୟନ୍ତ ବାଣ ଫୁଟାଯିବ। ୧୨୫ ଡେସିବଲ୍‌ରୁ ଅଧିକ ଶଦ୍ଦ କରୁଥିବା ବାଣର ବିକ୍ରି ଓ ଫୁଟାଇବା…

ଜିଲାପାଳଙ୍କ ଘୋଷଣା: ଗୁଣିଗାରେଡି ପ୍ରମାଣ କଲେ ୫୦ ହଜାର ପୁରସ୍କାର

ଛତ୍ରପୁର,୨୪ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଭୂତ, ପ୍ରେତ, ଗୁଣିଗାରେଡିକୁ ନେଇ ଜନସାଧାରଣଙ୍କ ମନରେ ଅହେତୁକ ଆବେଗ ରହୁଛି। ଫଳରେ ରୋଗ ବ୍ୟାଧି ପାଇଁ ଲୋକେ ଡାକ୍ତରଖାନା ନ ଯାଇ ଗୁଣିଗାରେଡି ପ୍ରତି ଆଗ୍ରହ ଦେଖାଉଛନ୍ତିି। କାହାର କୌଣସି ପାରିବାରିକ ଅସୁବିଧା ହେଲେ ପାଖପଡିଶା ଗୁଣି…

ଓଡଗାଁ ଏନ୍‌ଏସି: ଜବରଦଖଲରେ ସରକାରୀ ଜମି, ରାସ୍ତା

ଓଡ଼ଗାଁ,୨୪ା୧୦(ସ୍ବ.ପ୍ର.): ଓଡ଼ଗାଁ ଏନ୍‌ଏସି ଅଞ୍ଚଳରେ ଦିନକୁ ଦିନ ଘରୋଇ ଜାଗାବାଡି କିଣାବିକାରେ ଅହେତୁକ ଦଲାଲି ବୃଦ୍ଧି ପାଇଛି। ଏଥିଯୋଗୁ ସରକାରୀ ଜାଗାବାଡି, ରାସ୍ତା ପାର୍ଶ୍ୱ, ସରକାରୀ ଅଫିସ ଓ କଲେଜ ସଂଲଗ୍ନ ବହୁ ମୂଲ୍ୟବାନ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଉଛି।…

ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସରକାରୀ ସହାୟତା ଅପେକ୍ଷାରେ ହରିହର

ଖଣ୍ଡପଡ଼ା,୨୪।୧୦(ସ୍ବ.ପ୍ର.): ଅର୍ଥ ଅଭାବରୁ ଆବଶ୍ୟକ ଚିକିତ୍ସା ପାଇପାରୁ ନାହାନ୍ତି। ଘରେ ରୋଗଶଯ୍ୟାରେ ପଡ଼ି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏପରିସ୍ଥଳେ ସରକାରୀ ସହାୟତାକୁ ଆଶାକରି ରହିଛନ୍ତି ନୟାଗଡ ଜିଲା ଖଣ୍ଡପଡା ବ୍ଲକ କିଆଝର ପଞ୍ଚାୟତ ଅନ୍ତର୍ଗତ ଗୋଚ୍ଛାବାରୀ ଗ୍ରାମର ହରିହର ବେହେରା(୬୫)। ରକ୍ତହୀନତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri