Home

ସୌରଶକ୍ତିଚାଳିତ କାର ପ୍ରଦର୍ଶନ : ଘଣ୍ଟାକୁ ଯାଉଛି ୫୦କି.ମି.;  ପ୍ରଦୂଷଣମୁକ୍ତ ସହ କମ୍‌ ଖର୍ଚ୍ଚରେ ଚାଲିବ ଗାଡ଼ି

କେନ୍ଦୁଝର, ୨୪ା୧୦ (ସ୍ବ.ପ୍ର.)-ବର୍ତ୍ତମାନ ସମୟରେ ପରିବେଶର ସୁରକ୍ଷା ଉପରେ ସମସ୍ତେ ଚିନ୍ତାବ୍ୟକ୍ତ କରୁଛନ୍ତି। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଜନାର୍ଦ୍ଦନ ଗିରି। ତାଙ୍କ ଘର ଘଟଗାଁ ବ୍ଲକ ଅନ୍ତର୍ଗତ ଗୋପାଳପୁର ଗ୍ରାମରେ। ବ୍ୟୟ ବହୁଳ ପେଟ୍ରୋଲ/ଡିଜେଲ ସାଙ୍ଗକୁ ପରିବେଶର ସୁରକ୍ଷା ପାଇଁ…

କାଳୀପୂଜା ପାଇଁ ବାସୁଦେବପୁର ଚଳଚଞ୍ଚଳ

ବାସୁଦେବପୁର, ୨୪।୧୦(ଡି.ଏନ.ଏ.)- ପ୍ରସିଦ୍ଧ କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି ବାସୁଦେବପୁର ସହର। ନିଜ ନିଜର ମଣ୍ଡପକୁ ଆକର୍ଷଣୀୟ କରିବା ଲାଗି ବିଭିନ୍ନ ପୂଜା କମିଟି ଲାଗିପଡ଼ିଛନ୍ତି। ଜିଲା ଓ ରାଜ୍ୟରେ ବାସୁଦେବପୁର କାଳୀପୂଜାର ଯଥେଷ୍ଟ ଗୁରୁତ୍ୱ ରହିଥିବା ବେଳେ ଏହା ଏବେ…

ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଜଣଙ୍କର ମୃତ୍ୟୁ ଘଟଣା: ୨ ଗାଁ ପୁରୁଷଶୂନ୍ୟ

ଖଣ୍ଡପଡା,୨୪।୧୦(ସ୍ବ.ପ୍ର.): ବାର୍‌ହା ଶିକାର ପାଇଁ ଗତ ସୋମବାର ଜଙ୍ଗଲ ମଧ୍ୟରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ହେବା ପରେ ନୟାଗଡ଼ ଜିଲା ଖଣ୍ଡପଡ଼ା ବନ ବିଭାଗ ଏବେ ସକ୍ରିୟ ହୋଇ ଉଠିଛି। ବନ ବିଭାଗ, ବିଦ୍ୟୁତ…

ପରମ୍ପରାକୁ ଫିକା ପକାଉଛି କାଉଁରିଆ କାଠିର ଅଭାବ

ଆରଡ଼ି, ୨୪।୧୦ (ଡି.ଏନ୍‌.ଏ.)-ଦୀପାବଳି ଦିନ ସବୁ ଘରେ କାଉଁରିଆ କାଠି ଆବଶ୍ୟକ ପଡ଼ିଥାଏ। ରାତିରେ ଗଁ।ଦାଣ୍ଡରେ ପୂର୍ବପୁରୁଷଙ୍କୁ ପିଣ୍ଡ ଦେବା ପରେ ଏହାକୁ ଜାଳି ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ବଡ଼ବଡ଼ିଆଙ୍କୁ ଡାକିଥାନ୍ତି। ଏହି କାଉଁରିଆ କାଠି ହେଉଛି ପିତୃପୁରୁଷଙ୍କୁ ଆହ୍ବାନ କରିବାର…

ବିଭିନ୍ନ ଦାବି ନେଇ ବିକ୍ଷୋଭ

ବାରିପଦା ଅଫିସ,୨୪ା୧୦- ବିଭିନ୍ନ ଦାବି ନେଇ ଡେମୋକ୍ରେଟିକ ୟୁଥ ଅର୍ଗାନାଇଜେଶନ ପକ୍ଷରୁ ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସଂଗଠନ ପକ୍ଷରୁ ଏକ ଶୋଭାଯାତ୍ରା ବାରିପଦା ସହର ପରିକ୍ରମା କରିଥିଲା। ଜିଲାର ସମସ୍ତ ବେକାର ଯୁବତୀଯୁବକମାନଙ୍କୁ…

ଖଣି ବନ୍ଦ ରଖିବାକୁ ଚେତାଇଲା ପ୍ରଶାସନ

ଖଇରା,୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡ କପିଳଝୁରୀ ବନ୍ଧନଟା ଏବଂ ବଗେଇପୁର ମୌଜାରେ ଚାଲିଥିବା ଖଣି ପରିବେଶ ପ୍ରତି ବିପଦ ସୃଷ୍ଟି କରୁଥିବା ଅଭିଯୋଗରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ପକ୍ଷରୁ ଖଣି ବ୍ୟବହାରକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି…

ଏହି ଚୋପା ଖାଆନ୍ତୁ, କ୍ୟାନସରଠାରୁ ଦୂରେଇ ରୁହନ୍ତୁ…

କମଳାରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏଥିରେ ଲୌହ, ପୋଟାସିୟମ, କ୍ୟାଲସିୟମ୍‌, ଫ୍ରୁକ୍ଟୋଜ, ଡେକ୍ସଟ୍ରୋଜ, ଭିଟାମିନ ଏ, ବି ଓ ସି ରହିଥାଏ। କେବଳ ରସ ନୁହେଁ କମଳାର ଚୋପା ମଧ୍ୟ ଦରକାରୀ। କମଳା ଚୋପା ଖାଇଲେ କ୍ୟାନସର ମଧ୍ୟ ଭଲ…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ମୂଳା

ବାଡିବଗିଚାରେ ଅତିସହଜରେ ମିଳୁଥିବା ମୂଳାରେ ଭରପୂର ଔଷଧୀୟ ଗୁଣ ରହିଛି। ରକ୍ତଚାପଠାରୁ ଆରମ୍ଭ କରି ଡାଇବେଟିସ ପର୍ଯ୍ୟନ୍ତ ରୋଗର ମହୋଷଧୀ ଏହି ମୂଳାରେ ହିଁ ରହିଛି। ମୂଳାରେ ଫାଇଟୋକେମିକାଲସ ଓ ଏନ୍ଥୋକ୍ୟାନିସ ନାମକ ତତ୍ତ୍ୱ ରହିଥାଏ ଯାହା କ୍ୟାନ୍ସର ଭଳି ମାରାତ୍ମକ…

ନିମ୍ନମାନର ରାସ୍ତା କାମକୁ ବିରୋଧ: ଯନ୍ତ୍ରୀ ମାନିଲେ, ବନ୍ଦ ହେଲା କାମ

କାମାକ୍ଷାନଗର, ୨୩।୧୦(ଡି.ଏନ୍‌.ଏ.) : ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବାରୁଆ(କା) ପଞ୍ଚାୟତ ପୂର୍ତ୍ତ ବିଭାଗ ରାସ୍ତାଠାରୁ ଇଚ୍ଛାବତୀପୁର ଯାଏ ଚାଲିଥିବା ରାସ୍ତାକାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ଅଭିଯୋଗ ଆଣିଛନ୍ତି ଗ୍ରାମବାସୀ। ଏହାକୁ ନେଇ ପ୍ରତିବାଦର ସ୍ବର ଉଠିବା ପରେ ବିଭାଗୀୟ ଯନ୍ତ୍ରୀ…

ବିଜୟ ହଜାରେ ଟ୍ରଫି: କର୍ନାଟକ-ତାମିଲନାଡ଼ୁ ଫାଇନାଲ

ବେଙ୍ଗାଲୁରୁ, ୨୩।୧୦ (ପି.ଟି.): କର୍ନାଟକ ଓ ତାମିଲନାଡ଼ୁ ମଧ୍ୟରେ ବିଜୟ ହଜାରେ ଟ୍ରଫି ଅଷ୍ଟାଦଶ ସଂସ୍କରଣର ଫାଇନାଲ ମ୍ୟାଚ୍‌ ଖେଳାଯିବ। ବୁଧବାର ଖେଳାଯାଇଥିବା ଉଭୟ ସେମିଫାଇନାଲରେ କର୍ନାଟକ ଓ ତାମିଲନାଡ଼ୁ ଯଥାକ୍ରମେ ଛତିଶଗଡ଼ ଓ ଗୁଜରାଟକୁ ପରାସ୍ତ କରି ଟ୍ରଫି ଲଢ଼େଇକୁ…

ଭାରତ ଅଧିନାୟକ ଭଳି ବିସିସିଆଇର ନେତୃତ୍ୱ ନେବି

ମୁମ୍ବାଇ,୨୩।୧୦(ପି.ଟି.): ଭାରତୀୟ ଦଳର ନେତୃତ୍ୱ ନେଇ ଯେଉଁଭଳି କାର୍ଯ୍ୟ କରିଥିଲି, ଠିକ୍‌ ସେହିପରି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅଧ୍ୟକ୍ଷ ଭାବେ କାର୍ଯ୍ୟ ସମ୍ପାଦନ କରିବି ବୋଲି ଦାୟିତ୍ୱ ଗ୍ରହଣ କରିବା ପରେ ସୌରଭ ଗାଙ୍ଗୁଲି କହିଛନ୍ତି। ଅଧିନାୟକ ଥିବା…

ଡ୍ରୋନ୍‌ରୁ ଉତ୍ତୋଳିତ ଶ୍ରୀମନ୍ଦିର ଚିତ୍ର ଭାଇରାଲ୍‌

ପୁରୀ ଅଫିସ, ୨୩ା୧୦: ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ଫଟୋ ଉଠାଇବା କିମ୍ବା ଭିଡିଓ ଉତ୍ତୋଳନ କରିବା ନେଇ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। ଏହାସତ୍ତ୍ବେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେବା ଭଳି ସୋସିଆଲ ମିଡିିଆରେ ପୁଣି ଶ୍ରୀମନ୍ଦିରର ଫଟୋ ଭାଇରାଲ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri