Home

ବ୍ରହ୍ମପୁର ଷ୍ଟାଡିୟମ୍‌ରେ ସର୍ବସାଧାରଣଙ୍କ ପ୍ରବେଶ: ପେସାଦାର ଖେଳାଳିଙ୍କ ବିରୋଧ

ବ୍ରହ୍ମପୁର ଅଫିସ୍‌,୨୧ା୬- ନେତା ବଦଳିଲେ, ନୀତି ବଦଳେ। ଏକଥା କୁହାଯାଏ। ହେଲେ ବ୍ରହ୍ମପୁର ସହରରେ ଏବେ ନେତା ବଦଳୁଥିବା ନୀତି ସମସ୍ୟା ସୃଷ୍ଟି କରୁଛି। ବ୍ରହ୍ମପୁର ଷ୍ଟାଡିୟମ୍‌ ବର୍ତ୍ତମାନ ଏହା ଭୋଗିବାକୁ ଯାଉଛି। ଷ୍ଟାଡିୟମ୍‌ରେ ସକାଳୁ ବ୍ୟାୟାମ କରିବା ପାଇଁ...

ଜିଲାପାଳଙ୍କୁ ଭେଟିଲେ ଠକେଇର ଶିକାର ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୨୧ା୬- ଭୁବନେଶ୍ୱରରେ ଏକ ଶିକ୍ଷା ଅନୁଷ୍ଠାନରେ ମାଗଣା ପଢ଼ିବା, ରହିବା, ଖାଇବା ଇତ୍ୟାଦି ପ୍ରଲୋଭନ ଦେଖାଇ କନ୍ଧମାଳର ଜଣେ ଯୁବକ ପାଖାପାଖି ୨୦ ଜଣ ଛାତ୍ରଙ୍କ ସାର୍ଟିଫିକେଟ ନେଇ ଯାଇଛନ୍ତି। ସେପଟେ ମିଥ୍ୟା ଆଡମିଶନ କରାଇ ପଢ଼ିବାକୁ...

ବିଭିନ୍ନ ଅବ୍ୟବସ୍ଥାରେ ଡାଏଲିସିସ ଓ୍ବାର୍ଡ

କେନ୍ଦୁଝର, ୨୧ା୬ (ସ୍ବ.ପ୍ର.)-କିଡନୀ ରୋଗୀଙ୍କୁ ମାଗଣା ଡାଇଲିସିସ ସୁବିଧା ଦେବା ସରକାର କେନ୍ଦୁଝର ଜିଲା ମୁଖ୍ୟାଳୟ ଡାକ୍ତରଖାନାରେ ଡାଇଲିସିସି ଓାର୍ଡ ଖୋଲିଛନ୍ତି। ୧୦ ବେଡ ବିଶିଷ୍ଟ ଏହି ଓ୍ବାର୍ଡରେ ବହୁ ସମସ୍ୟା ଲାଗିରହୁଥିବାରୁ ରୋଗୀ ସେବା ବାଧାପ୍ରାପ୍ତ ହେଉଛି ା...

ଭୁଲ୍‌ ଜାତିଗତ ପ୍ରମାଣପତ୍ର ଦାଖଲ ଅଭିଯୋଗ: ସୋର ବିଧାୟକଙ୍କ ନାମରେ ହାଇକୋର୍ଟରେ ମାମଲା

ସୋର, ୨୧।୬(ଡି.ଏନ.ଏ.)- ଭୁଲ୍‌ ଜାତିଗତ ପ୍ରମାଣପତ୍ର ପ୍ରଦାନ ଏବଂ ନିର୍ବାଚନୀ ସତ୍ୟପାଠରେ ନିର୍ଦ୍ଦିଷ୍ଟ କଲମ ଫାଙ୍କା ଛାଡ଼ିବା ଘଟଣା ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ପୁଣି ଥରେ ଅଡ଼ୁଆରେ ପକାଇଛି। ଏନେଇ ୨୦୧୯ ନିର୍ବାଚନରେ ସୋର ବିଧାନସଭା ଆସନ ପାଇଁ...

ପିସିବି କ୍ରିକେଟ କମିଟି: ମହସିନଙ୍କ ସ୍ଥାନରେ ଆକ୍ରମ ହେବେ ଚେୟାରମ୍ୟାନ

କରାଚୀ, ୨୧ା୬ (ପି.ଟି.)-ପୂର୍ବତନ ଟେଷ୍ଟ କ୍ରିକେଟର ମହସିନ ଖାଁ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) କ୍ରିକେଟ କମିଟି ଚେୟାରମ୍ୟାନ ପଦବୀରୁ ଓହରିଯାଇଛନ୍ତି। ବୋର୍ଡର ପରିଚାଳନା ନିର୍ଦ୍ଦେଶକ ଓ୍ବାସିମ ଆକ୍ରମ କମିଟିର ନୂତନ ମୁଖ୍ୟ ହେବେ। କ୍ରିକେଟ କମିଟିରୁ ତାଙ୍କୁ ଅବ୍ୟାହତି ଦେବା...

ଅଭ୍ୟାସ ବେଳେ ବିଜୟ ଶଙ୍କର ଆହତ: ଛାଡ଼ିବାକୁ ପଡିଲା ଟ୍ରେନିଂ ସେସନ

ସାଉଥାମ୍ପଟନ,୨୧।୬(ପି.ଟି.)- ଟିମ୍‌ ଇଣ୍ଡିଆର ଆଘାତ ସମସ୍ୟା ବଢ଼ିବାରେ ଲାଗିଛି। ଏହାର ସଦ୍ୟତମ ଶିକାର ହୋଇଛନ୍ତି ଅଲରାଉଣ୍ଡର ବିଜୟ ଶଙ୍କର। ବୁଧବାର ଅଭ୍ୟାସ ଅବସରରେ ସେ ଆହତ ହୋଇଛନ୍ତି। ବର୍ଷା ପ୍ରଭାବିତ ଏହି ଅଭ୍ୟାସ ସେସନରେ ବ୍ୟାଟିଂ କରୁଥିବା ବେଳେ ଯଶପ୍ରୀତ...

ଧାଓ୍ବନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସାନ୍ତ୍ୱନା

ନୂଆଦିଲ୍ଲୀ,୨୧।୬(ପି.ଟି.)- ତାରକା ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଇଞ୍ଜୁରି କାରଣରୁ ଭାରତୀୟ ବିଶ୍ୱକପ୍‌ ଦଳରୁ ବାଦ ପଡିଛନ୍ତି। ଫଳରେ ଭାରତର ବିଶ୍ୱକପ୍‌ ଅଭିଯାନକୁ ଜବରଦସ୍ତ ଝଟ୍‌କା ଲାଗିଛି। ଧାଓ୍ବନ ମଧ୍ୟ ଏଥିରେ ନିରାଶ ହୋଇଛନ୍ତି। ଏଥିପାଇଁ ତାଙ୍କୁ ସବୁଆଡୁ...

ଅଷ୍ଟ୍ରେଲିଆ ସେମିଫାଇନାଲ ନିକଟତର

ନଟିଂହାମ,୨୧।୬ (ପି.ଟି.)- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ ଦଳ ଅଷ୍ଟ୍ରେଲିଆ ଗୁରୁବାର ଅନୁଷ୍ଠିତ ଟୁର୍ନାମେଣ୍ଟର ୨୬ତମ ମ୍ୟାଚ୍‌ରେ ବାଂଲାଦେଶକୁ ୪୮ ରନରେ ପରାସ୍ତ କରିଛି। ଟ୍ରେଣ୍ଟ ବିଜ୍‌ରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍‌ରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି...

ଭାରତରେ ଲଞ୍ଚ ହେବନି ଫେସ୍‌ବୁକ୍‌ କ୍ରିପ୍ଟୋକରେନ୍ସି

ନୂଆଦିଲ୍ଲୀ,୨୧-୬: ସୋସିଆଲ ମିଡିଆ କମ୍ପାନୀ ଫେସ୍‌ବୁକ ଭାରତରେ ନିଜର କ୍ରିପ୍ଟୋକରେନ୍ସି ‘ଲିବ୍ରା’କୁ ଲଞ୍ଚ କରିବ ନାହିଁ। ରିଜର୍ଭ ବ୍ୟାଙ୍କ ଓ କେନ୍ଦ୍ର ସରକାର ପୂର୍ବରୁ ଦେଶରେ କୌଣସି ପ୍ରକାର କ୍ରିପ୍ଟୋକରେନ୍ସିର ପ୍ରଚଳନକୁ ବ୍ୟାନ୍‌ କରିଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ ଫେସ୍‌ବୁକ...

୧୫ମାସରେ ଉଠିଯିବ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ନିର୍ମାଣ ଖର୍ଚ୍ଚ

ନୂଆଦିଲ୍ଲୀ,୨୧-୬: ଦେଶର ପ୍ରଥମ ଇଞ୍ଜିନବିହୀନ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସ ମାସକୁ ୭ କୋଟି ଟଙ୍କା ଆୟ କରୁଛି। ଏଭଳି ହାରରେ ଆୟ ହୋଇଚାଲିଲେ ଆସନ୍ତା ୧୨ରୁ ୧୫ ମାସ ମଧ୍ୟରେ ଏହି ଟ୍ରେନ ନିର୍ମାଣରେ ହୋଇଥିବା ଖର୍ଚ୍ଚ ଆଦାୟ...

ଇଲେକ୍ଟ୍ରିକ ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌ ହେବ ଛାଡ଼

ନୂଆଦିଲ୍ଲୀ,୨୧-୬: ଦେଶରେ ପ୍ରଦୂଷଣମୁକ୍ତ ଇଲେକ୍ଟ୍ରିକ ବାହନ ଚଳାଚଳକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବ୍ୟାଟେରି ଚାଳିତ ସମସ୍ତ ପ୍ରକାର ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌କୁ ଛାଡ଼ କରିବାକୁ ଯାଉଛନ୍ତି। ସଡ଼କ ପରିବହନ ଏବଂ ଜାତୀୟ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଏ...

ଆମେରିକା-ଇରାନ ଯୁଦ୍ଧ ଲାଗିଲେ; ଅଶୋଧିତ ତେଲ ଦରରେ ଲାଗିବ ନିଆଁ

ନୂଆଦିଲ୍ଲୀ,୨୧-୬: ଇରାନ ବିରୋଧରେ ଆମେରିକାର କଟକଣା ଜାରି ପରେ ତେହରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଆମେରିକାର ଏକ ସାମରିକ ଡ୍ରୋନକୁ ଇରାନ ଖସାଇ ଦେଇଛି। ଏହାକୁ ନେଇ ଦୁଇ ଦେଶ ମଧ୍ୟରେ ଏବେ ଯୁଦ୍ଧର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri