ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ
ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ ଚାଲାଣ କରିଛନ୍ତି। ଅଭିଯୁକ୍ତ ଭାଗ୍ୟବାନ ମାଜିଷ୍ଟ୍ରେଟଙ୍କ ଆଦେଶ ପ୍ରକାରେ ମା’ଙ୍କୁ ଭରଣ ପୋଷଣ…
୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା
ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ ଏକ ଯାତ୍ରା କମିଟି ଗଠନ କରାଯାଇଛି। ଏନେଇ ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର…
୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୦।୯: ସିବିଏସ୍ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍ ଦେବାକୁ ବିଚାର କରିବାକୁ କହିଛନ୍ତି। ଭାରତର ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ ଗଠିତ ଏକ…
୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର
ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ ପକ୍ଷରୁ ଦାବି ହୋଇ ଆସୁଥିବାବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର…
ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…
ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ…
ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…
ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ରାସ୍ତା କାମ ଚାଲିଥିବା ସତ୍ତ୍ୱେ…
ରାତି ୧୦ଟା ପରେ ବାଜିବନି ଲାଉଡ୍ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ଛତ୍ରପୁର ଥାନା ପରିସରରେ ବୁଧବାର ଥାନା ଅଧିକାରୀ…
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଘଟିଥିବା ବେଳେ ଜଣେ ‘ଇନଷ୍ଟା ଆଶିକ୍’ଙ୍କ ଏହି ହାଇଭୋଲଟେଜ୍ ଡ୍ରାମା…
ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…
ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା ଭରୁଆପାଲି ଗାଁରେ ପୁଣି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, ସ୍ବାମୀର ଟାଙ୍ଗିଆ…
ବରଗଡ଼ରେ ସ୍କ୍ରବ୍ ଟାଇଫସ୍ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ
ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ସୋମବାର ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇ…
ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…
ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ ଖୋର୍ଦ୍ଧା ଜିଲା ପ୍ରଶାସନ ସହ ସମୀକ୍ଷା କରିଛନ୍ତି। ଭୁବନେଶ୍ୱରରେ ବୁଧବାର ଆୟୋଜିତ ଏହି…
ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍
ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ ପଡ଼ିଛି। ଗୋଟିଏ ପଟେ ବାଫ୍ଲାମାଳି ପାହାଡ଼ରୁ ଲକ୍ଷଲକ୍ଷ ଟନ୍ ବକ୍ସାଇଟ ଖନନ କରି…

