Home

ପିଇବା ପାଣି ପାଇଁ ହିଂସାକାଣ୍ଡ: ୧୨ ରାଜ୍ୟରେ ଗଡ଼ିଛି ୫୦ ମୁଣ୍ଡ; ମଧ୍ୟପ୍ରଦେଶ-ମହାରାଷ୍ଟ୍ରରେ ସର୍ବାଧିକ

ନୂଆଦିଲ୍ଲୀ,୨୩।୧୦: ପିଇବା ପାଣି ଏବେ ମୁଖ୍ୟ ସମସ୍ୟା ଭାବେ ଦେଖାଦେଇଛି। ଏହାକୁ ନେଇ ୨୦୧୭ରେ ଦେଶର ୧୨ଟି ରାଜ୍ୟରେ ୫୦ ଜଣଙ୍କୁ ହତ୍ୟା କରାଯାଇଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି) ପକ୍ଷରୁ ପ୍ରକାଶ ପାଇଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ମଧ୍ୟପ୍ରଦେଶ ଓ…

ଆରମ୍ଭ ହେଲା ଦାଦାଙ୍କ ରାଜୁତି: ବିସିସିିଆଇ ଅଧ୍ୟକ୍ଷ ପଦ ସମ୍ଭାଳିଲେ

ମୁମ୍ବାଇ,୨୩।୧୦: ଭାରତର ସବୁଠାରୁ ସଫଳ ଅଧିନାୟକ ସୌରଭ ଗାଙ୍ଗୁଲି ବୁଧବାର ବାର୍ଷିକ ସାଧାରଣ ବୈଠକରେ ବିସିସିଆଇର ୩୯ତମ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି। ଫଳରେ ସୁପ୍ରିମ କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସନିକ କମିଟି (ସିଓଏ)ର ୩୩ମାସ ଧରି ଚାଲିଥିବା ଶାସନ ଶେଷ…

‘ମୁଁ ଧର୍ମେନ୍ଦ୍ରଙ୍କୁ ଦ୍ୱିତୀୟ ବିବାହ କରିଛି ସତ, କେବେହେଲେ ପ୍ରଥମ ସ୍ତ୍ରୀଙ୍କଠୁ ତାଙ୍କୁ ଅଲଗା କରିନାହିଁ’

ଡ୍ରିମ୍‌ଗାର୍ଲ ହେମାମାଳିନୀ ଏବଂ ଅଭିନେତା ଧର୍ମେନ୍ଦ୍ର ବଲିଉଡ୍‌ର ହିଟ୍‌ ଯୋଡି ମଧ୍ୟରୁ ଅନ୍ୟତମ। ପରଦାରେ ହେଉ ଅବା ପରଦା ବାହାରେ ଉଭୟଙ୍କ ସମ୍ପର୍କ ବେଶ୍‌ ନିବିଡ। ଇତିମଧ୍ୟରେ ଦୁହିଁଙ୍କ ବିବାହକୁ ୩୯ ବର୍ଷ ବିତିଗଲାଣି। ସମସ୍ତେ ଜାଣିଛନ୍ତି ହେମା ଧର୍ମେନ୍ଦ୍ରଙ୍କୁ ଦ୍ୱିତୀୟ…

ପାକିସ୍ତାନ ବଳରେ ବଳୀୟାନ୍‌ ତୁର୍କୀ: ବଢୁଛି ଆମେରିକା ଚିନ୍ତା

ଆଙ୍କ୍ରା,୨୩।୧୦: ତୁର୍କୀ ପରମାଣୁ ବୋମା ତିଆରି କରିବ ବୋଲି ସୂଚନା ଦେଇଛି। ପୂର୍ବରୁ ତୁର୍କୀ ପାଖରେ ଏହାର ଜ୍ଞାନକୌଶଳ ନ ଥିବାବେଳେ ଏବେ କିଭଳି ପରମାଣୁ ବୋମା କୌଶଳ ହାତେଇଛି ସେ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। କଶ୍ମୀରରେ ଅନୁଚ୍ଛେଦ…

ବିଭିନ୍ନ ଦାବି ନେଇ ଗ୍ରାମବାସୀଙ୍କ ରେଳ ଅବରୋଧ : କମ୍ପାନୀ ଦାବି ପୂରଣ ନ କଲେ ଜାରି ରହିବ ଆନ୍ଦୋଳନ

ଭବାନୀପାଟଣା,୨୩।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରେ ବେଦାନ୍ତ କାରଖାନା ପ୍ରତିଷ୍ଠା ହେବାର ଦୀର୍ଘବର୍ଷ ବିତିଯାଇଥିଲେ ହେଁ ଆଜି ପର୍ଯ୍ୟନ୍ତ ଅଞ୍ଚଳରେ କୌଣସି ବିକାଶମୂଳକ କାର୍ଯ୍ୟ କରିନାହିଁ କମ୍ପାନୀ। ଅଞ୍ଚଳରେ ଅନେକ ଶିକ୍ଷିତ ବେକାର ଯୁବତୀ ଯୁବକ ଥିଲେ ମଧ୍ୟ କମ୍ପାନୀରେ ଚାକିରି ଖଣ୍ଡିଏ…

ଜନ୍‌ଙ୍କ ପାଇଁ ‘କରଓ୍ବାଚୌଥ’ ରଖିଲେ ଫ୍ୟାନ୍‌

ମୁମ୍ବାଇ: ନିଜର ପ୍ରିୟ କଳାକାରଙ୍କ ପାଇଁ ଫ୍ୟାନ୍‌(ପ୍ରଶଂସକ)ମାନେ କିଛି ବି କରିପାରନ୍ତି। ଅନେକ ସମୟରେ ଫ୍ୟାନ୍‌ମାନେ ହାତରେ ଟାଟୁ କରିବାଠାରୁ ଆରମ୍ଭ କରି ବେଶ ପୋଷାକ ସମାନ ଭାବେ ପିନ୍ଧିବାର ନଜିର ରହିଅଛି। ହେଲେ ଏବେ ଜଣେ ଯୁବତୀ ଅଭିନେତା ଜନ୍‌…

ଏହି ଦେଶର ଲୋକେ ଭାରତୀୟ ଫିଲ୍ମକୁ କରିଥାନ୍ତି ପସନ୍ଦ

ବିଶ୍ୱରେ ଏମିତି ଦେଶ ଅଛି, ଯେଉଁ ଦେଶର ଲୋକେ ନିଜ ଦେଶର ଫିଲ୍ମ ଏବଂ ଗୀତ ଅପେକ୍ଷା ଭାରତୀୟ ଫିଲ୍ମ ଏବଂ ଗୀତକୁ ପସନ୍ଦ କରିଥାନ୍ତି। ଏପରିକି ଭାରତୀୟ ଫିଲ୍ମର ଗୀତକୁ ସବୁବେଳେ ଗୁଣୁଗୁଣାଇଥାନ୍ତି। ହିନ୍ଦୀ ଫିଲ୍ମର ସେମାନେ ଦିବାନା ପାଲଟିଯାନ୍ତି…

କାନାଡ଼ାରେ ଜଷ୍ଟିନ୍‌ ଟ୍ରୁଡୋଙ୍କ ସରକାର: କିଙ୍ଗ୍‌ମେକର ମୂଳ ଭାରତୀୟ ଜଗମିତ୍‌ ସିଂ

ଓଟାଓ୍ବା,୨୩।୧୦: କାନାଡ଼ାରେ ହୋଇଥିବା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ଲିବେରାଲ ପାର୍ଟି ଅଫ୍‌ କାନାଡ଼ା ଅଧିକ ସଂଖ୍ୟକ ଆସନରେ ସଫଳ ରହିଛି। ତାଙ୍କ ପାର୍ଟିକୁ ୧୫୭ ଆସନ ମିଳିଛି। ତେବେ ସେ ବହୁମତଠାରୁ ୧୩ଟି ଆସନ…

ଡିକେ.ଶିବ କୁମାରଙ୍କୁ ଜେଲରେ ଭେଟିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୩।୧୦: ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବାକଂଗ୍ରେସ ନେତା ଡିକେ. ଶିବ କୁମାରଙ୍କୁ ବୁଧବାର ତିହାର ଜେଲ୍‌ରେ ଭେଟିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେଠାରେ ସେ ଶିବକୁମାରଙ୍କୁ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ତାଙ୍କ ସହ କଂଗ୍ରେସର କିଛି ନେତା ମଧ୍ୟ…

କାଠଯୋଡ଼ିକୁ ଡେଇଁଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ନରାଜ, ୨୩।୧୦ (ଡି.ଏନ.ଏ.): ତ୍ରିଶୁଳିଆ ନିକଟରେ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ଉପରୁ କାଠଯୋଡ଼ି ନଦୀକୁ ଡେଇଁ ପଡିଥିବା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ୧୬ ଘଣ୍ଟା ପରେ ତାଙ୍କୁ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ବାହୁବଳୀ ପରେ କୌଣସି ଫିଲ୍ମ ସାଇନ୍‌ କରି ନ ଥିଲେ ପ୍ରଭାସ

ମୁମ୍ବାଇ,୨୩।୧୦: ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ପ୍ରଭାସ ବୁଧବାର ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୯ ଅକ୍ଟୋବର ୨୩ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ହେଉଛି ଭେଙ୍କଟ୍‌ ସତ୍ୟନାରାୟଣ ପ୍ରଭାସ ରାଜୁ ଉପ୍ପଲପଟ୍ଟି। ତାଙ୍କ ପିତା…

ଅଲ୍‌ ଆଉଟ୍‌ ମିଶନ୍‌ରେ ସେନା: ଭୁଶୁଡ଼ିବାରେ ଲାଗିଛି ଆତଙ୍କବାଦୀ ଦୁର୍ଗ; ଭାରତୀୟ ଅଲ୍‌ କାଇଦା ମୁଖ୍ୟ ଲଲହାରି ନିହତ

ଶ୍ରୀନଗର,୨୩।୧୦: ଭାରତୀୟ ସେନା ପକ୍ଷରୁ ଆତଙ୍କବାଦୀଙ୍କ ନିପାତ ପାଇଁ ଅଲ୍‌ ଆଉଟ୍‌ ମିଶନ୍‌ ଜାରି ରହିଛି। ଏହାର ପ୍ରଭାବରେ ଧୀରେ ଧୀରେ ଆତଙ୍କବାଦୀ ଦୁର୍ଗ ଭୁଶୁଡ଼ିବାରେ ଲାଗିଛି। ଇତିମଧ୍ୟରେ ଜମ୍ମୁ-କଶ୍ମୀର ଅଓ୍ବନ୍ତିପୁରାରେ ହୋଇଥିବା ଏନ୍‌କାଉଣ୍ଟରରେ ଭାରତୀୟ ଅଲ୍‌ କାଇଦା ମୁଖ୍ୟ ତଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri