Home

୧୫ କେଜି ଗଞ୍ଜେଇ ଜବତ, ବ୍ୟବସାୟୀ ଗିରଫ

ସୋର/ବାହାନଗା, ୩୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଅଧୀକ୍ଷକ ରାଜେନ୍ଦ୍ର ଭୋତ୍ରା ଓ ସୋର ଅବକାରୀ ଥାନାର ସବ୍‌ଇନ୍ସପେକ୍ଟର କୁଳମଣି ମହାରଣାଙ୍କ ନେତୃତ୍ୱରେ ଖନ୍ତାପଡ଼ା ଥାନା ଫତେପୁର ଗ୍ରାମରେ ଚଢାଉ କରାଯାଇଥିଲା। ଗ୍ରାମର ଅଶୋକ କୁମାର ନାୟକ (୪୬)ଙ୍କ…

ଭୁବନ ଏନ୍‌ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ

ଭୁବନ,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ପକ୍ଷରୁ ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଭୋର ୫ଟାରେ ପ୍ରଭାତ ଫେରି କରାଯାଇଥିବା ବେଳେ ପୂର୍ବାହ୍ନ ୯ଟାରେ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା…

ଷ୍ଟ୍ରେଚରରେ ନଦୀପାର ହେଲେ ଗର୍ଭବତୀ

ମୁନିଗୁଡା,୩୧ା୮(ଡ଼ି.ଏନ.ଏ): ଗାଁକୁ ରାସ୍ତା ନାହିଁ। ଅଧାବାଟରେ ଅଟକିଲା ଆସି ଆମ୍ବୁଲାନ୍ସ। ତେଣୁ ଷ୍ଟ୍ରେଚରରେ ବିପଜ୍ଜନକ ଭାବେ ନଦୀ ପାର ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆସିଲେ ଗର୍ଭବତୀ। ପରେ ଆମ୍ବୁଲାନ୍ସରେ ତାଙ୍କୁ ଆମ୍ବାଦୋଳା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା। ସେଠାରେ ସେ ଏକ…

ନୟନଯୋରିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା : ବଳାତ୍କାର ପରେ ହତ୍ୟା ଅଭିଯୋଗ

ପଦ୍ମପୁର/ତିହିଡ଼ି, ୩୧।୮ (ଡି.ଏନ.ଏ.) : ଭଦ୍ରକ ଜିଲା ନାୟକାଣିଡିହୀ ଥାନା ବାଲିମେଦ ପଞ୍ଚାୟତ ଅଧୀନ ପାଇକସାହି ନିକଟସ୍ଥ ନୟନଯୋରିରୁ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତା ଯୁବତୀଙ୍କ ପରିଚୟ ମିଳିଛି। ସେ ତିହିଡ଼ି ଥାନା ରାଜନଗର…

ଗ୍ରାମ୍ୟ ରାସ୍ତାରେ ଭାରିଯାନ ଚଳାଚଳ : ଯାତାୟାତ ବାଧାପ୍ରାପ୍ତ

ବଡ଼ବିଲ,୩୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ଗ୍ରାମକୁ ଯାଇଥିବା ରାସ୍ତାରେ ଏକ କମ୍ପାନୀର ପରିବହନ କାର୍ଯ୍ୟ ଯୋଗୁ ଶୁକ୍ରବାର ରାତିରୁ ଶନିବାର ଅପରାହ୍ନ ପର୍ଯ୍ୟନ୍ତ ଯାତାୟାତ ବନ୍ଦ ହୋଇଯାଇଛି। ଫଳରେ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବନ୍ଧରେ ବୁଡ଼ି ଶିଶୁକନ୍ୟା ମୃତ

ହିଞ୍ଜିଳିକାଟୁ,୩୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୁର୍ବନ୍ଧ ଗ୍ରାମରେ ଶନିବାର ଅପରାହ୍ନରେ ବନ୍ଧରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ପଞ୍ଚାୟତ ସାହି ବନ୍ଧ ହୁଡ଼ାରେ ବାସ କରୁଥିବା ଶଙ୍କର ସେଠୀଙ୍କ ୩ ବର୍ଷର ଶିଶୁକନ୍ୟା ଶୁଭଶ୍ରୀ ଘର ସାମ୍ନାରେ ଖେଳୁଥିବାବେଳେ…

ଖେଳନା ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ : ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଲେ ଲୋକେ

ଯୋଡ଼ା,୩୧।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀପଡ଼ିଆଠାରେ ଖେଳନା ବନ୍ଧୁକ ଦେଖାଇ ଟ୍ରକ ଡ୍ରାଇଭରଙ୍କଠାରୁ ଲୁଟ୍‌ ଉଦ୍ୟମ କରି ଜଣେ ଯୁବକ ଗିରଫ ହୋଇଥିବା ଜଣାପଡ଼ିଛି। ଯୋଡ଼ା ଥାନା ଏସ୍‌ଆଇ ବିଶ୍ୱଜିତ ବେହେରାଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଯୋଡ଼ା ଆଜାଦ ବସ୍ତିରେ ରହୁଥିବା…

ଆନନ୍ଦପୁର ପୌରପାଳିକାରେ ସ୍ବାୟତ୍ତ ଶାସନ ଦିବସ

ଆନନ୍ଦପୁର,୩୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ପୌର ଅଧିକାରୀ ହିତାଂଶୁ ଶେଖର ସାମଲଙ୍କ ସଂଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି…

ରାତିରେ ସେଓ ଖାଇଲେ କ’ଣ ହୁଏ …

ସେଓ ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ତେବେ ଏହାକୁ ଦିନର କେତେକ ନିର୍ଦ୍ଦିଷ୍ଟ ସମୟରେ ଖାଇବା ଆବଶ୍ୟକ।  ଦିନରେ ଖାଦ୍ୟ ଖାଇ ସାରିବାର ଅଧଘଣ୍ଟା କିମ୍ବା ଘଣ୍ଟେ ପରେ ସେଓ ଖାଇଲେ ହଜମ ପ୍ରକ୍ରିୟା ଭଲ ହୋଇଥାଏ। ସେଓରେ ଆସ୍କରବିକ୍‌ ଏବଂ…

ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ ବାସୁଦେବ ଛତ୍ରିଆ

ଭବାନୀପାଟଣା,୩୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ ବାସୁଦେବ ଛତ୍ରିଆ ଗତ ଶୁକ୍ରବାର ଦିନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ଥିବା ଆଇଆଇସି ସତ୍ୟ କୁମାର ନନ୍ଦଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଓ…

ବ୍ରହ୍ମଚାରୀ ରହିବାକୁ ଚାହୁଁଥିବା ଗଣେଶ କାହିଁକି କରିଥିଲେ ବିବାହ ଜାଣନ୍ତୁ…

କୌଣସି ଶୁଭ କାମ ପୂର୍ବରୁ ଗଣେଶଙ୍କୁ ଆରାଧନା କରାଯାଏ। ସମସ୍ତ ଦେବତାଙ୍କଠାରୁ ଗଣେଶଙ୍କ ସ୍ଥାନ ସର୍ବାଗ୍ରେ। ପୌରାଣିକ କଥା ଅନୁସାରେ, ଗଣେଶ ଆଜୀବନ ବ୍ରହ୍ମଚାରୀ ରହିବାକୁ ଚାହୁଁଥିଲେ। କିନ୍ତୁ ଦିନେ ତାଙ୍କର ବିବାହ ନ କରିବା ସଂକଳ୍ପ ଭାଙ୍ଗିଗଲା ଏବଂ ରିଦ୍ଧି,…

ଜମ୍ମୁ-କଶ୍ମୀର, ପଶ୍ଚିମବଙ୍ଗରେ ବଢିଛି ଭାଜପା ସଦସ୍ୟଙ୍କ ସଂଖ୍ୟା: ନଡ୍ଡା

ରାଞ୍ଚି,୩୧।୮: ଝାଡ଼ଖଣ୍ଡର ଦାଲତୋଗଞ୍ଜରେ ଶନିବାର ଆୟୋଜିତ ‘ଶକ୍ତି କେନ୍ଦ୍ର ସମ୍ମିଳନୀ’ରେ ଯୋଗଦେବା ଅବସରରେ ଭାରତୀୟ ଜନତା ପାର୍ଟି(ଭାଜପା)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଏବେ ଜମ୍ମୁ-କଶ୍ମୀର ଓ ପଶ୍ଚିମବଙ୍ଗରେ ଭାଜପା ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri