ରାଜ୍ୟପାଳ ଜଣେ ଦୁର୍ବଳ ବ୍ୟକ୍ତି
ଜମ୍ମୁ,୨୩ା୧୦(ପି.ଟି.): ଦେଶରେ ରାଜ୍ୟପାଳ ଜଣେ ଦୁର୍ବଳ ବ୍ୟକ୍ତି, ଯିଏକି ଖବରଦାତା ସମ୍ମଳିନୀ କରିପାରିବେନି କି ନିଜ ହୃଦୟର କଥା କହିପାରିବେ ନାହିଁ। ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହୁଥିବା ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ ମଙ୍ଗଳବାର ଏହା କହିଛନ୍ତି। ଜିଲା କତ୍ରା…
ଶତ୍ରୁକୁ ଜବାବ ଦେବା ପାଇଁ ସଶସ୍ତ୍ର ବଳ ସକ୍ଷମ: ରାଜନାଥ
ନୂଆଦିଲ୍ଲୀ,୨୩ା୧୦(ପି.ଟି.): ଶତ୍ରୁ ପକ୍ଷକୁ କଡ଼ା ଜବାବ ଦେବା ପାଇଁ ଭାରତୀୟ ସଶସ୍ତ୍ର ବଳ ସମ୍ପୂର୍ଣ୍ଣ ଭାବେ ସକ୍ଷମ ବୋଲି ମଙ୍ଗଳବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ୩ ଦିନିଆ ନାଭାଲ କମାଣ୍ଡର୍ସ କନ୍ଫରେନ୍ସର ଦ୍ୱିତୀୟ ସଂସ୍କରଣ ନୂଆଦିଲ୍ଲୀରେ ମଙ୍ଗଳବାର ଆରମ୍ଭ ହୋଇଛି।…
ପିଓକେରେ ପାକିସ୍ତାନର ବର୍ବରତା: ବିକ୍ଷୋଭବେଳେ ଲାଠିମାଡ଼; ୨ ମୃତ, ୮୦ ଆହତ
ମୁଜାଫରାବାଦ,୨୩ା୧୦: ପାକ୍-ଅଧିକୃତ କଶ୍ମୀର(ପିଓକେ)ରେ ଇସ୍ଲାମାବାଦର ବର୍ବରତା ସୀମା ଟିପିଛି। ପିଓକେ ରାଜଧାନୀ ମୁଜାଫରାବାଦରେ ମଙ୍ଗଳବାର ସ୍ବାଧୀନତା ସପକ୍ଷରେ ଆୟୋଜିତ ଏକ ଶୋଭାଯାତ୍ରା ବେଳେ ପୋଲିସ ଲାଠିମାଡ଼ କରିଛି। ଏଥିରେ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୮୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅକ୍ଟୋବର…
ବିଜେପୁର: ବିଜୟ ନେଇ ସମସ୍ତେ ଆଶାବାଦୀ
ଭୁବନେଶ୍ୱର,୨୩-୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ବିପୁଳ ଭୋଟରେ ବିଜୟୀ ହେବା ନେଇ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ମଙ୍ଗଳବାର କହିଛନ୍ତି। ସେ କହିଛନ୍ତି ଯେ, ପୂର୍ବ ୨ଟି ନିର୍ବାଚନ ଅପେକ୍ଷା ଚଳିତଥର ଅଧିକ ଏକପାଖିଆ ଜନମତ ହୋଇଛି। ଏହା…
୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତଙ୍କ ଘରେ ଲାଗିବ ପାଣି ଟ୍ୟାପ୍
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ପ୍ରତ୍ୟେକଙ୍କ ଘରେ ପାଣି ଟ୍ୟାପ୍ ଲାଗିବ। ଫଳରେ ଲୋକଙ୍କୁ ଆଉ କଷ୍ଟ କରି ଘର ବାହାରକୁ ଆସି ପାଣି ସଂଗ୍ରହ କରିବାକୁ ପଡ଼ିବନାହିଁ। ଏହି ଯୋଜନାକୁ ବାସ୍ତବ ରୂପ ଦେବା ପାଇଁ ଜିଲା ସ୍ତରରେ ଗ୍ରାମାଞ୍ଚଳ…
ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି:ବାଣୀବିହାର-ରାଜମହଲ ରାସ୍ତା ଜୟୀ ରାଜଗୁରୁଙ୍କ ନାମରେ ନାମିତ ହେଉ
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଭୁବନେଶ୍ୱରର ବାଣୀବିହାର ଛକରୁ ରାଜମହଲ ଛକ, ଯାହାକୁ ଏବେ ଜନପଥ ବୋଲି କୁହାଯାଉଛି। ସେହି ରାସ୍ତାର ନାମକୁ ”ଜୟୀ ରାଜଗୁରୁ ଜନପଥ“ କରାଯାଉ ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି…
ରକ୍ତାଭାବ ଦୂର କରିବ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନ
ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ରାଜ୍ୟରେ ରକ୍ତାଭାବ ସମସ୍ୟାକୁ ଦୂର କରିବା ସହ ଅପହଞ୍ଚ ଅଞ୍ଚଳରେ ରକ୍ତଦାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନର ଶୁଭାରମ୍ଭ କରାଯାଇଛି। ଉପଯୁକ୍ତ ଭିତ୍ତିଭୂମି ଅଭାବ ପାଇଁ ଯେଉଁ ଅଞ୍ଚଳରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ…
ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ ଅଫିସ,୨୩ା୧୦:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…
ଭୁବନେଶ୍ୱରରେ ଇଏସ୍ଆଇସି ମେଡିକାଲ କଲେଜ ସ୍ବପ୍ନ ମଉଳିଲା
ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ଶ୍ରମିକମାନଙ୍କ ପାଇଁ ଭୁବନେଶ୍ୱରରେ ହେବାକୁ ଥିବା ପ୍ରସ୍ତାବିତ କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍ଆଇସି) ମେଡିକାଲ କଲେଜ ହେବ ନାହିଁ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଶ୍ରମ ଓ କର୍ମଚାରୀ ରାଷ୍ଟ୍ରମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ଏହି ସୂଚନା ଦେଇଛନ୍ତି। ମଙ୍ଗଳବାର ଏଠାରେ ଆୟୋଜିତ…
ଶ୍ରୀମନ୍ଦିର ସଂସ୍କାର ମାମଲାର ରାୟ ଶୁକ୍ରବାର
ନୂଆଦିଲ୍ଲୀ,୨୩-୧୦(ସ୍ବ.ପ୍ର.):ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ଏକ ରାୟ ଆସନ୍ତା ଶୁକ୍ରବାର ପ୍ରକାଶ ପାଇବ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ହଇରାଣ କରାଯାଉଥିବା ନେଇ ଏକ ପିଟିଶନ ସୁପ୍ରିମ୍କୋର୍ଟରେ ଦାଏର ହୋଇଛି। ଜଷ୍ଟିସ…
ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜି ୮ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ…
ଜେଲ୍ ଗଲେ ହଳଦୀ ମିଲ୍ ମାଲିକ
ବଲାଙ୍ଗୀର ଅଫିସ,୨୩ା୧୦- ହଳଦୀ ଭଳି ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟ ସାମଗ୍ରୀରେ ଅପମିଶ୍ରଣ କରୁଥିବା ଜଣାପଡିବା ପରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପକ୍ଷରୁ କ୍ଲବ୍ପଡା ଲିଟେରାରୀ ଆଣ୍ଡ ସୋସିଆଲ କ୍ଲବ୍ ନିକଟରେ ଥିବା ଶର୍ମା ଫୁଡ୍ ଫ୍ୟାକ୍ଟ୍ରିରେ ସେମବାର ଚଢ଼ାଉ କରାଯାଇଥିଲା…
Archives


