Home

ଏହି ମନ୍ଦିରରେ ଦୀପରୁ ବହେ କେଶର ଠୋପା…

ଭାରତ ହେଉଛି ମନ୍ଦିରର ଦେଶ। ଏଠାରେ ଥିବା ମନ୍ଦିରରେ ଅନେକ ଅଲୌକିକ ଘଟଣା ଘଟିଥାଏ। ଯାହାର ରହସ୍ୟର ସମାଧାନ କରିବାକୁ ଆଧୁନିକ ବିଜ୍ଞାନ ମଧ୍ୟ ସକ୍ଷମ ହୋଇ ନ ଥାଏ। ମଧ୍ୟପ୍ରଦେଶ ମନାସା ସହରଠାରୁ ପ୍ରାୟ ଏକ କିଲୋମିଟର ଦୂରରେ...

ସିରିଏଲ୍‌ କିଲର୍‌ ମୁଣ୍ଡ ୧୫୧ ବର୍ଷରୁ ରଖାଯାଇଛି ସଂରକ୍ଷିତ

ପ୍ରାଚୀନ ମିଶର୍‌ରେ ଶବକୁ ସଂରକ୍ଷିତ କରାଯାଉଥିଲା, ଯାହାଙ୍କ ମମ୍ମି ଏବେ ବି ଦେଖିବାକୁ ମିଳୁଛି। କିନ୍ତୁ ଶୁଣି ଆଶ୍ଚର୍ଯ୍ୟ ହେବେ ପୁର୍ତ୍ତୁଗାଲ୍‌ର ୟୁନିଭର୍ସିଟିରେ ଡିଏଗୋ ଏଲ୍ବେସ୍‌ ନାମକ ସିରିଏଲ୍‌ କିଲର୍‌ର ମୁଣ୍ଡ ପ୍ରାୟ ୧୫୦ ବର୍ଷରୁ ସଂରକ୍ଷିତ ହୋଇ ରହିଛି।...

ରେନୋ ଆଣିଲା ନୂଆ ଟ୍ରାଇବର

ଭୁବନେଶ୍ୱର, ୧୯।୬: ୟୁରୋପର ପ୍ରମୁଖ ଅଟୋମୋଟିଭ୍‌ ବ୍ରାଣ୍ଡ୍‌ ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବରର କାର ବୁଧବାର ବଜାର ପ୍ରବେଶ ହୋଇଛି। ରେନୋ ଗ୍ରୁପର ସିଇଓ ଥିଏରୀ ବୋଲୋର, ଇଣ୍ଡିଆ ଅପରେଟସ୍ସ ସିଇଓ ଭେଙ୍କଟରାମ ମାମିଲାପଲେ କର୍ପୋରେଟ୍‌ ଡିଜାଇନ୍‌ ଇଭିପି...

ମନକଥା କହିଲେ ସମନ୍ଥା, ବିବାହ ପରେ କମିଛି ଫିଲ୍ମରେ କାମ କରିବା ସୁଯୋଗ

ମୁମ୍ବାଇ: ବିବାହ ପରେ ଅଭିନେତାମାନଙ୍କ ପାଇଁ କିଛି ବି ବଦଳି ନ ଥିଲେ ହେଁ ଅଭିନେତ୍ରୀଙ୍କ କ୍ଷେତ୍ରରେ ଅନେକ କିଛି ବଦଳିଯାଇଥାଏ। ସେଥିମଧ୍ୟରୁ ଗୋଟିଏ ହେଉଛି ଫିଲ୍ମରେ କାମ କରିବାର ସୁଯୋଗ। ଅବିବାହିତ ଅଭିନେତ୍ରୀମାନେ ଥରେ ପରଦାରେ ହିଟ୍‌ ହେବା...

ସିଡିଏମ୍‌ଓଙ୍କ ଦୁଇ ଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ ଆରମ୍ଭ: ଭବିଷ୍ୟତରେ ଓଡ଼ିଶାରେ ଡାକ୍ତର ଅଭାବ ରହିବ ନାହିଁ, ସମସ୍ତଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜ୍ୟରେ ନୂତନ ସ୍ବାସ୍ଥ୍ୟନୀତି ପ୍ରଣୟନ ସହ ଖୁବ୍‌ଶୀଘ୍ର ଭିଜନ-୨୦୨୫ ଅନୁଯାୟୀ ରାଜ୍ୟବାସୀଙ୍କୁ ବିନାମୂଲ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏ ଦିଗରେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବୁଧବାର ଆରମ୍ଭ ହୋଇଥିବା ଦୁଇ ଦିନିଆ ଜିଲା ମୁଖ୍ୟ ଚିକିତ୍ସାଧିକାରୀମାନଙ୍କ...

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବୈଠକ ଆରମ୍ଭ: ଆସିଲେନି ରାହୁଲ, ମାୟା, ମମତା

ନୂଆଦିଲ୍ଲୀ, ୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ସଂସଦ ଭବନର ଲାଇବ୍ରେରୀରେ ଆରମ୍ଭ ହୋଇଛି। ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗ ଦେଇଛନ୍ତି। କିନ୍ତୁ ଏହି...

ମାଓବାଦୀଙ୍କ ଟାର୍ଗେଟରେ ଏସ୍‌ପି ନେତା: ଅପହରଣ ପରେ କଲେ ହତ୍ୟା

ବିଜାପୁର,୧୯।୬: ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ଦବ୍‌ଦବା ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ ସମାଜବାଦୀ ପାର୍ଟି (ଏସ୍‌ପି) ନେତା ସନ୍ତୋଷ ପୁନେମଙ୍କୁ ମାଓବାଦୀ ଅପହରଣ କରି ହତ୍ୟା କରିଥିବା ସୂଚନା ମିଳିଛି। ବିଜାପୁର ନିକଟସ୍ଥ ମରିମାଲା ଅଞ୍ଚଳରୁ ବୁଧବାର ସକାଳୁ ସ୍ଥାନୀୟ...

ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ ଅଧିନାୟକଙ୍କୁ ପ୍ରଥମେ କିଏ ଫୋନ କରିଥିଲେ ଜାଣନ୍ତୁ

ଲଣ୍ଡନ, ୧୯।୬: ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପରେ ଭାରତ ନିକଟରୁ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନର ବୃହତ୍‌ ପରାଜୟକୁ ସହଜରେ ହଜମ କରିପାରି ନାହାନ୍ତି ପୂର୍ବତନ ଖେଳାଳି ଏବଂ ପାକିସ୍ତାନ ମିଡିଆ। ସୋସିଆଲ ମିଡିଆଠାରୁ ଆରମ୍ଭ କରି ପୂର୍ବତନ ଖେଳାଳିମାନେ ପାକିସ୍ତାନ...

ବିହାର ଶିଶୁ ମୃତ୍ୟୁ ଘଟଣା: ତେଜସ୍ବୀ ଉଭାନ୍‌, ଆରଜେଡି କହିଲା ବିଶ୍ୱକପ୍‌ ଦେଖିବାକୁ ଯାଇଛନ୍ତି

ପାଟଣା, ୧୯।୬: ବିହାରରେ ମସ୍ତିକ ଜ୍ୱରରେ ପ୍ରତି ଘଣ୍ଟାରେ ଶିଶୁ ମୃତ୍ୟୁ ଖବର ଆସୁଛି। ଏପର୍ଯ୍ୟନ୍ତ ୧୧୨ଜଣ ଶିଶୁଙ୍କ ମୃତ୍ୟୁ ହେଲାଣି। ଘଟଣାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏହି ସମୟରେ ରାଜ୍ୟର ପ୍ରମୁଖ...

୨,୨୨୦ ନାବାଳକ ଗାଡ଼ି ଚାଳକଙ୍କୁ ଧରିଲା ପୋଲିସ

ହାଇଦ୍ରାବାଦ,୧୯।୬: ଦେଶରେ ବେପାରୁଆ ଗାଡ଼ି ଚାଳନା ଯୋଗୁ ପ୍ରତିଦିନ ଅଧିକ ସଂଖ୍ୟାରେ ସଡ଼କ ଦୁର୍ଘଟଣା ଘଟୁଛି। ଏହାକୁ ନଜରରେ ରଖି ହାଇଦ୍ରାବାଦ ସହରରେ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଏହି ଅଭିଯାନରେ ବିନା ଲାଇସେନ୍ସଧାରୀ ଗାଡ଼ି...

୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ। ଅପରାହ୍ନ ୩.୩୦ରେ ସୂଚନା ଭବନ ପରିସରରେ ଥିବା ଗୀତ ଗୋବିନ୍ଦ ସଦନରେ ଏହା...

୧୦ କୋଟି ଟଙ୍କାରେ ଜେଡିଏସ ବିଧାୟକଙ୍କୁ କିଣିବାକୁ ଚେଷ୍ଟା କରୁଛି ଭାଜପା: କୁମାରସ୍ବାମୀ

ବେଙ୍ଗାଲୁରୁ, ୧୯।୬: ଭାଜପା ଉପରେ ପୁଣି ବର୍ଷିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ। ଭାଜପା ଜେଡିଏସ ବିଧାୟକଙ୍କୁ ୧୦ କୋଟି ଟଙ୍କାରେ କିଣିବାକୁ ଚାହୁଁଛି ବୋଲି ସେ ଅଭିଯୋଗ କରିଛନ୍ତି। ପାର୍ଟିର ଜଣେ ବିଧାୟକ ତାଙ୍କୁ ଫୋନ୍‌ ଯୋଗେ ଏପରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri