ଶ୍ରୀମନ୍ଦିର ସଂସ୍କାର ମାମଲାର ରାୟ ଶୁକ୍ରବାର
ନୂଆଦିଲ୍ଲୀ,୨୩-୧୦(ସ୍ବ.ପ୍ର.):ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ଏକ ରାୟ ଆସନ୍ତା ଶୁକ୍ରବାର ପ୍ରକାଶ ପାଇବ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ହଇରାଣ କରାଯାଉଥିବା ନେଇ ଏକ ପିଟିଶନ ସୁପ୍ରିମ୍କୋର୍ଟରେ ଦାଏର ହୋଇଛି। ଜଷ୍ଟିସ…
ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜି ୮ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ…
ଜେଲ୍ ଗଲେ ହଳଦୀ ମିଲ୍ ମାଲିକ
ବଲାଙ୍ଗୀର ଅଫିସ,୨୩ା୧୦- ହଳଦୀ ଭଳି ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟ ସାମଗ୍ରୀରେ ଅପମିଶ୍ରଣ କରୁଥିବା ଜଣାପଡିବା ପରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପକ୍ଷରୁ କ୍ଲବ୍ପଡା ଲିଟେରାରୀ ଆଣ୍ଡ ସୋସିଆଲ କ୍ଲବ୍ ନିକଟରେ ଥିବା ଶର୍ମା ଫୁଡ୍ ଫ୍ୟାକ୍ଟ୍ରିରେ ସେମବାର ଚଢ଼ାଉ କରାଯାଇଥିଲା…
ନନ୍ଦନକାନନକୁ ଦୀପାବଳି ଭେଟି:ଉପହାରରେ ମିଳିଲା ୮ ହଳଦିଆ ଆନ୍ନାକୋଣ୍ଡା, ନାଇଲ କୁମ୍ଭୀର
ବାରଙ୍ଗ,୨୩-୧୦(ଡି.ଏନ.ଏ.):ନନ୍ଦନକାନନକୁ ମିଳିଛି ଦୀପାବଳି ଭେଟି। ଏହି ଅବସରରେ ନୂଆ ଅତିଥି ଭାବେ ୮ ହଳଦିଆ ଆନ୍ନାକୋଣ୍ଡା ଓ ୩ ନାଇଲ କୁମ୍ଭୀର ମଙ୍ଗଳବାର ସନ୍ଧ୍ୟାରେ ନନ୍ଦନକାନନରେ ପହଞ୍ଚତ୍ଛି। ଏହି ୧୧ଟି ଅତିଥିଙ୍କୁ ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କ ଟ୍ରଷ୍ଟ ଉପହାରରେ ନନ୍ଦନକାନନକୁ ଦେଇଛି।…
ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ:ଜିଲା ଗସ୍ତବେଳେ ସ୍କୁଲ, ଅନାଥାଶ୍ରମରେ ମଧ୍ୟାହ୍ନ ଭୋଜନ ଖାଅ
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମାନଙ୍କୁ ନୂଆ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସମୟରେ ଅଲଗା ଅଲଗା କାର୍ଯ୍ୟରେ ମନ୍ତ୍ରୀମାନେ ଜିଲା ଗସ୍ତ କରିବା ସମୟରେ ବାହାରେ ମଧ୍ୟାହ୍ନ ଭୋଜନ କରିବେ ନାହିଁ। ସେହି ଜିଲାରେ ଥିବା ଅନାଥ ଆଶ୍ରମ, ଭିନ୍ନକ୍ଷମ ଏବଂ…
ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ମାମଲା:‘ଆଇନର ମନ୍ଦିରକୁ ଅଚଳ କରାଯାଇପାରିବନି’
କଟକ ଅଫିସ, ୨୩-୧୦:ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବନି। ଅଦାଲତ ଚାଲିବା ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଅ। ଅଦାଲତ କାର୍ଯ୍ୟ ସ୍ବାଭାବିକ କରିବା ପାଇଁ ସ୍ଥାନୀୟ ପୋଲିସ ଅସମର୍ଥ ହେଉଥିଲେ ପାରା ମିଲିଟାରି ଫୋର୍ସ ବା ଅର୍ଦ୍ଧ…
ସୋସିଆଲ ମିଡିଆ ସହ ଆଧାର ସଂଯୋଗ:ସୁପ୍ରିମକୋର୍ଟରେ ହେବ ସବୁ ପିଟିଶନର ଶୁଣାଣି
ନୂଆଦିଲ୍ଲୀ,୨୩-୧୦(ପି.ଟି./ଆଇଏଏନ୍ଏସ୍):ସୋସିଆଲ ମିଡିଆ ସହ ଆଧାର ସଂଯୋଗୀକରଣ ନେଇ ବିଚାରାଧୀନ ଥିବା ସମସ୍ତ ମାମଲାର ଶୁଣାଣି ସୁପ୍ରିମକୋର୍ଟ କରିବେ। ଫେସ୍ବୁକ୍ ପକ୍ଷରୁ ହୋଇଥିବା ଏକ ପିଟିଶନକୁ ଗ୍ରହଣ କରି ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ଏହି ନିଷ୍ପତ୍ତି ନେଇଛନ୍ତି। ଏହାସହ ଦେଶର ବିଭିନ୍ନ ହାଇକୋର୍ଟଗୁଡ଼ିକରେ…
ଆଜି ମେଲାଣି ନେବେ ଧନଦାତ୍ରୀ
ପାଲଲହଡା,୨୩।୧୦(ଡି.ଏନ.ଏ.) -୧୦ ଦିନ ଧରି ଚାଲିଥିବା ପାଲଲହଡା ଉପଖଣ୍ଡ ଲକ୍ଷ୍ମୀପୂଜାର ଭସାଣି ଉତ୍ସବ ବୁଧବାର ସ୍ଥାନୀୟ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ୧୦ ଗୋଟି ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ମେଢ ପୂର୍ବାହ୍ନ ୧୧ ଟାରେ…
ତରକାରି ଅଲଣା ହେବାରୁ ପିଟିଲେ ସ୍ବାମୀ, ଖଟିଆରେ ବୁହାହେଲେ ଗୁରୁତର ମହିଳା
ଫିରିଙ୍ଗିଆ,୨୩ା୧୦- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡ଼ିଙ୍ଗିଆ ପଞ୍ଚାୟତ ମୁଣ୍ଡାମାସ୍କା ଗ୍ରାମରେ ସ୍ବାମୀଙ୍କଠାରୁ ମାଡ଼ ଖାଇ ଗୁରୁତର ହୋଇଥିବା ଜଣେ ମହିଳାଙ୍କୁ ଖଟିଆରେ ବୁହାଯାଇ ଡାକ୍ତରଖାନାକୁ ନିଆଯାଇଛି। ଗ୍ରାମକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ପ୍ରାୟ ୫ କି.ମି. ଦୂର ସାଡିଙ୍ଗିଆ…
ଅଧିକାରୀଙ୍କ କାର୍ଯ୍ୟକୁ ନେଇ ଖପ୍ପା
ଫୁଲବାଣୀ ଅଫିସ, ୨୩ା୧୦- ରାଜ୍ୟ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ୨ ଦିନିଆ କନ୍ଧମାଳ ଗସ୍ତରେ ଆସିଥିଲେ। ସୋମବାର ଏବଂ ମଙ୍ଗଳବାର ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ବିଭିନ୍ନ ବ୍ଲକ ଅଞ୍ଚଳରେ ବୁଲିବା ବେଳେ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟ…
ବ୍ରହ୍ମପୁର ରିଂ ରୋଡ୍: ଜମି ଅଧିଗ୍ରହଣ ସମସ୍ୟା
ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ବ୍ରହ୍ମପୁର ସହର ପାଇଁ ରିଂ ରୋଡ୍ର ପରିକଳ୍ପନା ଦୀର୍ଘ ବର୍ଷ ହେଲା ହୋଇଛି। ମାତ୍ର ତାହା କାର୍ଯ୍ୟକ୍ଷମ ହେବାରେ ଅହେତୁକ ବିଳମ୍ବ ହେଉଛି। ଘରୋଇ ଜମି ଅଧିଗ୍ରହଣରେ ସମସ୍ୟା ଦେଖାଦେଇଥିବାରୁ ଏପରି ବିଳମ୍ବ ହେଉଥିବା ଜଣାପଡିଛି। ମଙ୍ଗଳବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ…
ବ୍ୟାଙ୍କ ଧର୍ମଘଟ ଯୋଗୁ ଜମାକାରୀ ହଇରାଣ
ବାରିପଦା ଅଫିସ,୨୩ା୧୦- ଦିନିକିଆ ସର୍ବ ଭାରତୀୟ ବ୍ୟାଙ୍କ ଧର୍ମଘଟ ଯୋଗୁଁ ବାରିପଦାଠାରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଥିଲା। ସେହିପରି ଧର୍ମଘଟରେ ସାମିଲ ହୋଇ ନ ଥିବା ସତ୍ତ୍ୱେ ବାରିପଦାର ବିଭିନ୍ନ ଏସବିଆଇରେ ବ୍ୟାଙ୍କ ସେବା ବନ୍ଦ ରହି ଥିବାରୁ ଜମାକାରୀ ବହୁ…
Archives


