Home

ସରକାରୀ ତାଲିମ ପାଇଁ ବସ୍ତ୍ରାଳୟରୁ ସିସିଟିଭି ଭଡ଼ାନେବା ଘଟଣା: ୭୦ହଜାର ଟଙ୍କା ଫେରାଇବାକୁ ଡିପିସିଙ୍କ ନିର୍ଦ୍ଦେଶ

ବଡ଼ସାହି,୨୩ା୧୦(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଉଜ୍ଜ୍ୱଳ ଓ ଉତ୍‌ଥାନ ତାଲିମ କେନ୍ଦ୍ରରେ ସିସିଟିଭି ଲଗାଇବା ବ୍ୟବସ୍ଥାରେ ବ୍ୟାପକ ଅନିୟମିତତା ହୋଇଛି। ବଜାରରେ ଥିବା ଏକ ବସ୍ତ୍ରାଳୟରୁ ସିସିଟିଭି ଭଡ଼ାରେ ଆଣି ତାଲିମ କେନ୍ଦ୍ରରେ ଲଗାଇ ବିଲ୍‌ ପୈଠ କରିଥିବା ଘଟଣାକୁ ନେଇ…

ନଦୀ ସାଜିଛି ପ୍ରତିବନ୍ଧକ

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ବର୍ଷା ଆସିଲେ ଛାତିରେ ଛନକା ପଶେ। ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯିବା ଆଶଙ୍କା ଘାରେ। ବର୍ଷା ହେଉ କିମ୍ବା ଅନ୍ୟ ଦିନଗୁଡ଼ିକରେ ନଦୀ ପ୍ରତିବନ୍ଧକ ସାଜିଥାଏ। ଫଳରେ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ କୁଣ୍ଡାବାଇ ପଞ୍ଚାୟତ ବାଲମା, ଉପରବାଲମା…

ବ୍ୟାପୁଛି ଡେଙ୍ଗୁ: ବାଲିଆପାଳରେ ୩ ମୃତ, ଜଳେଶ୍ୱରରେ ୭ ଚିହ୍ନଟ

ବାଲିଆପାଳ/ଜଳେଶ୍ୱର, ୨୩ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାର ବାଲିଆପାଳ ଓ ଜଳେଶ୍ୱର ବ୍ଲକରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ବାଲିଆପାଳ ବ୍ଲକରେ ଡେଙ୍ଗୁରେ ଏଯାଏ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଳେଶ୍ୱର ବ୍ଲକରେ ୭ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ବାଲିଆପାଳ ବ୍ଲକ ଚାନ୍ଦମଣି ଗ୍ରାମରେ…

ଖେଳାଳିଙ୍କ ଧର୍ମଘଟ ପଛରେ ଷଡ଼ଯନ୍ତ୍ର ରହିଛି: ବିସିବି

ଢାକା, ୨୩ା୧୦ (ପି.ଟି.)-ଜାତୀୟ ଖେଳାଳିଙ୍କ ଅଦ୍ଭୁତପୂର୍ବ ଧର୍ମଘଟ ପଛରେ ଷଡ଼ଯନ୍ତ୍ର ରହିଥିବା ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ସଭାପତି ନାଜିବୁଲ ହସନ ମଙ୍ଗଳବାର କହିିଛନ୍ତି। ଅନ୍ୟପକ୍ଷରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଭାରତ ଟୁର୍‌ରେ ବାଂଲାଦେଶ ଯିବ ବୋଲି ସେ ଆଶା ପ୍ରକାଶ…

ଇଦୁଲ୍‌ଜୀ, ରୟ ୩.୫ କୋଟି ଲେଖାଏଁ ପାଇବେ

ନୂଆଦିଲ୍ଲୀ, ୨୩ା୧୦ (ପି.ଟି.)- ପ୍ରଶାସକ କମିଟି (ସିଇଓ) ମୁଖ୍ୟ ବିନୋଦ ରୟ ଏବଂ ପ୍ୟାନେଲର ସଦସ୍ୟା ଡାଏନା ଇଦୁଲ୍‌ଜୀ ସେମାନଙ୍କ ୩୩ ବର୍ଷର କାର୍ଯ୍ୟକାଳ ପାଇଁ ୩.୫ କୋଟି ଲେଖାଁଏ ପାଇବେ। ବୁଧବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବାର୍ଷିକ…

ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌: ଜୁନିୟର ବର୍ଗରେ ଝିଲିଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୨୩।୧୦(କ୍ରୀଡ଼ା ପ୍ରତିନିଧି)-ରାଜ୍ୟର ଭାରୋତ୍ତୋଳନ ପ୍ରତିଭା ଝିଲ୍ଲୀ ଦଳବେହେରା କ୍ୟାରିୟରରେ ଆଉ ଏକ ଅନ୍ତର୍ଜାତୀୟ ପଦକ ହାସଲ କରିଛନ୍ତି। ଦକ୍ଷିଣ କୋରିଆରେ ଚାଲିଥିବା ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ଜୁନିୟର ବାଳିକା ୪୫ କେଜି ବର୍ଗରେ ସେ ବ୍ରୋଞ୍ଜ ପଦକ ପାଇଛନ୍ତି। ଭୁବନେଶ୍ୱର…

ଇଣ୍ଡିଆନ ସୁପର ଲିଗ୍‌: ପରାଜୟରୁ ଓଡ଼ିଶା ଏଫ୍‌ସିର ଅଭିଯାନ

ଜାମସେଦପୁର,୨୩।୧୦: ଚଳିତ ହିରୋ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ)ରେ ଓଡ଼ିଶା ଏଫ୍‌ସି ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଲିଗ୍‌ରେ ଓଡ଼ିଶା ତା’ର ପ୍ରଥମ ମ୍ୟାଚ୍‌ରେ ଜାମସେଦପୁର ଏଫସି ଠାରୁ ପରାସ୍ତ ହୋଇଛି। ଜେଆରଡି ସ୍ପୋଟର୍‌ସ କମ୍ପ୍ଲେକ୍ସ ଠାରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚରେ ଓଡିଶା…

ସିଓଏ କାର୍ଯ୍ୟକାଳ ଶେଷ: ଗାଙ୍ଗୁଲି ବିସିସିଆଇ ଅଧ୍ୟକ୍ଷ ଦାୟିତ୍ୱ ନେବେ

ମୁମ୍ବାଇ, ୨୩।୧୦(ପି.ଟି.)- ଭାରତର ଅନ୍ୟତମ ସଫଳତମ ଅଧିନାୟକ ବିବେଚିତ ହେଉଥିବା ସୌରଭ ଗାଙ୍ଗୁଲି ବୁଧବାର ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅଧ୍ୟକ୍ଷ ପଦର ଦାୟିତ୍ୱ ହାତକୁ ନେବେ। ସେ ୩୯ତମ ଅଧ୍ୟକ୍ଷ ଭାବେ…

ତୃତୀୟ ସର୍ବବୃହତ୍ତ ମାର୍କେଟ ପ୍ଲେସ ହେଲା ସ୍ନାପଡିଲ୍‌

ନୂଆଦିଲ୍ଲୀ,୨୩-୧୦: ଇ-କମର୍ସ କମ୍ପାନୀ ସ୍ନାପଡିଲ କଞ୍ଜ୍ୟୁମର ଟ୍ରାଫିକରେ ଦେଶର ତୃତୀୟ ସର୍ବବୃହତ୍ତ ମାର୍କେଟ ପ୍ଲେସ ହୋଇ ପାରିଛି। ଏ କ୍ଷେତ୍ରରେ ଆମାଜନ ପ୍ରଥମ ସ୍ଥାନରେ ରହିଥିବା ବେଳେ ଫ୍ଲିପକାର୍ଟ ଦ୍ୱିତୀୟରେ ରହିଛି। ସେପ୍ଟେମ୍ବରରେ ଆମାଜନ ୩୪୪ ନିୟୁତ ହିଟ୍‌ ଟପିଥିବା ବେଳେ…

ପଦବୀ ଛାଡ଼ିଲେ ଅର୍ବାନ ଲ୍ୟାଡର ସହ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୩-୧୦: ଷ୍ଟାର୍ଟଅପ୍‌ ଅର୍ବାନ ଲ୍ୟାଡରର ସହ ପ୍ରତିଷ୍ଠାତା ତଥା ପ୍ରଡକ୍ଟ ଏବଂ ଟେକ୍ନୋଲୋଜି ଅଫିସର ଭାବେ କାର୍ଯ୍ୟ କରୁଥିବା ରାଜିବ ଶ୍ରୀବାସ୍ତବ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ବିସ୍କୁଲ ସହପାଠୀ ଆଶିଷ ଗୋୟଲଙ୍କ ସହ ମିଳିତ ହୋଇ ୨୦୧୨ରେ ସେ ଉକ୍ତ…

ଶକ୍ତିକାନ୍ତଙ୍କୁ ଭେଟିଲେ ପିଏମ୍‌ସି ବ୍ୟାଙ୍କ ଜମାକାରୀ

ନୂଆଦିଲ୍ଲୀ,୨୩-୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ଜମକାରୀ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କୁ ଭେଟିଛନ୍ତି। ଜମାକାରୀଙ୍କ ଅର୍ଥ ବ୍ୟାଙ୍କରେ ସୁରକ୍ଷିତ ରହିଛି ବୋଲି ଗଭର୍ନର ପ୍ରତିଶ୍ରୁତି ଦେଇଛନ୍ତି। ଏହି ମାମଲା ଉପରେ କେନ୍ଦ୍ରୀୟ ବ୍ୟାଙ୍କ ନଜର ରଖିଛି।…

କୋହଳ ହେଲା କର୍ମଚାରୀଙ୍କ ଉପହାର ଗ୍ରହଣ ନୀତି

ନୂଆଦିଲ୍ଲୀ,୨୩-୧୦: କେନ୍ଦ୍ର କର୍ମଚାରୀଙ୍କ ଲାଗି ରହିଥିବା ଉପହାର ଗ୍ରହଣ ନୀତିକୁ ସରକାର ମଙ୍ଗଳବାର କୋହଳ କରିଥିବା ଜଣାପଡ଼ିଛି। ଏହା ଅନ୍ତର୍ଗତ ଉପହାର କ୍ଷେତ୍ରରେ ଅର୍ଥ ଗ୍ରହଣ ସୀମାକୁ ୩ ଗୁଣରୁ ଅଧିକ ବୃଦ୍ଧି କରାଯାଇଥିବା ଜଣେ ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri