Home

ଭିତ୍ତିଭୂମି ବିକାଶ ଲାଗି ରେଲଓ୍ବେ ଖର୍ଚ୍ଚ କରିବ ୧୮ ହଜାର କୋଟି

ନୂଆଦିଲ୍ଲୀ,୨୩-୧୦: ରେଲଓ୍ବେ ପକ୍ଷରୁ ଏକ ନୂଆ ଯୋଜନାରେ ୧୮ ହଜାର କୋଟି ଟଙ୍କା ପୁଞ୍ଜି ବିନିଯୋଗ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଭିତ୍ତିଭୂମି ଉନ୍ନତୀକରଣରେ ଏହି ଅର୍ଥ ଖର୍ଚ୍ଚ ହେବ ବୋଲି ଜଣାପଡିଛି। ବିଶେଷ କରି ଟ୍ରେନଗୁଡିକର ସ୍ପିଡକୁ ଘଣ୍ଟା ପ୍ରତି ୧୬୦…

ବ୍ୟାଙ୍କିଙ୍ଗ୍‌ ଶିଳ୍ପ ସମସ୍ୟାକୁ ନେଇ ଅଭିଜିତ ବାନାର୍ଜୀଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୨୩-୧୦: ଭାରତର ବ୍ୟାଙ୍କିଙ୍ଗ ଶିଳ୍ପରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ନେଇ ନୋବେଲ ବିଜେତା ଅଭିଜିତ ବାନାର୍ଜୀ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ କ୍ଷେତ୍ର ସମସ୍ୟା ସମାଧାନ ଲାଗି ଗଠନମୂଳକ ପରିବର୍ତ୍ତନ ଆଣିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଅଭିଜିତ ପ୍ରଧାନମନ୍ତ୍ରୀ…

ବ୍ୟାଙ୍କ ଧର୍ମଘଟ ଯୋଗୁ ବନ୍ଦ ରହିଲା ରାଜ୍ୟର ୪୨୦୦ ଶାଖା

ମୁମ୍ବାଇ, ଭୁବନେଶ୍ୱର(ବ୍ୟୁରୋ)୨୩-୧୦:ସରକାରଙ୍କ ମେଗା ବ୍ୟାଙ୍କ ମିଶ୍ରଣ ପଦକ୍ଷେପକୁ ବିରୋଧ କରି ସାରା ଦେଶରେ ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ ଯୋଗୁ ମଙ୍ଗଳବାର ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଛି। ଧର୍ମଘଟର ପ୍ରଭାବ ରାଜଧାନୀ ଭୁବନେଶ୍ୱର ସମେତ ରାଉରକେଲା, କଟକ, ସମ୍ବଲପୁର, ବାଲେଶ୍ୱର ଏବଂ ବାରିପଦା…

ଉଚ୍ଚ ରକ୍ତଚାପ ନିୟନ୍ତ୍ରିତ କରେ ଦହି

ଉଚ୍ଚ ରକ୍ତଚାପ ଯୋଗୁ ଚିନ୍ତିତ ଲୋକଙ୍କ ପାଇଁ ଦହି ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଦହି ରକ୍ତରେ ନିର୍ମିତ ହେଉଥିବା କୋଲେଷ୍ଟରୋଲ୍‌ର ଅତ୍ୟଧିକ ମାତ୍ରାକୁ ନିୟନ୍ତ୍ରିତ କରିଥାଏ। ଯଦ୍ୱାରା ଶିରାପ୍ରଶିରାରେ ରକ୍ତପ୍ରବାହ ଉପରେ କୌଣସି ପ୍ରଭାବ ପଡ଼ିବ ନାହଁି ଏବଂ ହୃଦ୍‌ସ୍ପନ୍ଦନ…

ବ୍ରେନ୍‌ଷ୍ଟ୍ରୋକ୍‌ରୁ ଦୂରେଇ ରହିବା ପାଇଁ…

ମେଥି ଓ ଦହି ଶରୀର ପାଇଁ ଉପକାରୀ । ପ୍ରତିଦିନ ମେଥି ଗୁଣ୍ଡ ଖାଇଲେ ବିଭିନ୍ନ ପ୍ରକାର ପେଟ ସମସ୍ୟା ଦୂର ହୁଏ। ମେଥି ସହିତ ଦହି ମିଶାଇ ଖାଇଲେ ବହୁ ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।…

କ୍ରିକେଟରେ ‘ଦ ହଣ୍ଡ୍ରେଡ’ ପ୍ରତିଯୋଗିତା: ଜାଣନ୍ତୁ କେମିତି ଖେଳାଯିବ

ନୂଆଦିଲ୍ଲୀ,୨୨।୧୦: କ୍ରିକେଟକୁ ଅଧିକ ରୋମାଞ୍ଚକ କରିବା ପାଇଁ ବିଭିନ୍ନ ଉପାୟ ଆପଣାଯାଉଛି। ଟି-୨୦ଠାରୁ ଆରମ୍ଭ କରି ୧୦ ଓଭର ବିଶିଷ୍ଟ ମ୍ୟାଚ ମଧ୍ୟ ଆୟୋଜନ କରାଯାଉଛି। ଏବେ ‘ଦି ହଣ୍ଡ୍ରେଡ’ ପ୍ରତିଯୋଗିତା ଆୟୋଜନ ହେବାକୁ ଯାଉଛି। ୧୦୦ ବଲ ବିଶିଷ୍ଟ ଏହି…

ଲାଲ କରିଡର ମାଟିରୁ ଲାଲ ଟମାଟୋର ସ୍ବାଦ: ୩ ଜିଲାର ଚାଷୀଙ୍କୁ ସମୃଦ୍ଧିର ବାଟ ବତାଇଛି ସୋଢ଼ ପଞ୍ଚାୟତ

ଦେବଗଡ଼, ୨୨।୧୦: ପାହାଡ଼ ପର୍ବତ ଘେରା ଦେବଗଡ଼ ଜିଲାର ଉପାନ୍ତ ତିଳେଇବଣି ବ୍ଲକ ସୋଡ଼ ଗ୍ରାମପଞ୍ଚାୟତ। ଦିନେ ଏହି ପଞ୍ଚାୟତ ମାଓବାଦୀମାନଙ୍କ ମୁଖ୍ୟ ଆଡ୍ଡାସ୍ଥଳ ଥିଲା। ଲାଲ କରିଡର ରୂପେ ପରିଚିତ ଏହି ଅଞ୍ଚଳ ୨୦୦୦ ମସିହା ବେଳକୁ ଜିଲା ଓ…

ବିନୋଦଙ୍କ ପ୍ରତି ଆକ୍ରୋଶ ନ ଥିଲା: ଇଦୁଲ୍‌ଜୀ

ମୁମ୍ବାଇ,୨୨ା୧୦ (ପି.ଟି.)-ଦୀର୍ଘ ୩୩ମାସ ଧରି ଭାରତୀୟ କ୍ରିକେଟ ପରିଚାଳନା ଦାୟିତ୍ୱରେ ରହିଥିବା ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ)ର ଅନ୍ତିମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଏକ ଖବରଦାତା ସମ୍ମିଳନୀରେ ସିଓଏର ଅନ୍ୟତମ ସଦସ୍ୟା ଡାଏନା ଇଦୁଲ୍‌ଜୀ…

ଭାରତର କ୍ଲିନ୍‌ ସୁଇପ୍‌: ଦକ୍ଷିଣ ଆଫ୍ରିକାର ଇନିଂସ ପରାଜୟ; ରୋହିତ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଓ ସିରିଜ

ରାଞ୍ଚି,୨୨।୧୦(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ ଦଳ ଆଉ ୨ ଉଇକେଟ ହାସଲ କରି ଶେଷରେ ବିଜୟର ଔପଚାରିକତା ପୂରଣ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ମଙ୍ଗଳବାର ଚତୁର୍ଥ ଦିବସରେ ଏକ…

ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଛେଦ କରାଯାଉ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୨ା୧୦: ଓଡ଼ିଶା ହିନ୍ଦୁ ଦେବୋତ୍ତର ଅଧିନିୟମ ୧୯୫୧କୁ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ଏହି ଅଧିନିୟମରୁ ଗୋବର୍ଦ୍ଧନ ମଠକୁ ବାଦ୍‌ ଦିଆଯାଇଛି। ଏଣିକି ଏହି ମଠ ଉପରେ ସରକାରଙ୍କର କୌଣସି ନିୟନ୍ତ୍ରଣ ରହିବ ନାହିଁ। ସମସ୍ତ ପରିଚାଳନାଗତ କାର୍ଯ୍ୟ ଶଙ୍କରାଚାର୍ଯ୍ୟଙ୍କ…

ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା…

ରାଜସ୍ଥାନ ପରେ ଏବେ ଉତ୍ତରପ୍ରଦେଶରେ ଟିକସମୁକ୍ତ ହେଲା ‘ସାଣ୍ଢ କି ଆଖ୍‌’

ମୁମ୍ବାଇ: ଶୁକ୍ରବାର ପରଦାକୁ ଆସିବ ତାପସୀ ପନ୍ନୁ- ଭୂମି ପେଡନେକର ଅଭିନୀତ ଫିଲ୍ମ ‘ସାଣ୍ଢ କି ଆଖ୍‌’। ମହିଳା ସଶକ୍ତିକରଣ ବିଷୟବସ୍ତୁ ଉପରେ ଆଧାରିତ ଏହି ଫିଲ୍ମଟିକୁ ସମାଲୋଚକମାନେ ପ୍ରଶଂସା କରୁଛନ୍ତି। ପୂର୍ବରୁ ଫିଲ୍ମଟିକୁ ରାଜସ୍ଥାନରେ କରମୁକ୍ତ(ଟ୍ୟାକ୍ସ ଫ୍ରି) କରାଯାଇଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri