Home

ବାଣୀଙ୍କ ବିକିନି ଟପ୍‌କୁ ନେଇ ବିବାଦ

ମୁମ୍ବାଇ: ଭାରତରେ ଆସ୍ଥା ଓ ଧର୍ମର ମହତ୍ତ୍ୱ ଅଧିକ। ଏଣୁ ଏ କ୍ଷେତ୍ରରେ ପ୍ରାୟତଃ ସବୁବେଳେ କିଛି ନା କିଛି ବିବାଦ ଓ ଘଟଣା ଦେଖିବାକୁ ମିଳିଥାଏ। ବି-ଟାଉନ୍‌ ଅଭିନେତ୍ରୀ ବାଣୀ କପୁର ଏ ପରିପ୍ରେକ୍ଷୀରେ ଏବେ ବିବାଦରେ ଫସିଛନ୍ତି। ବାଣୀଙ୍କ…

ଡେଙ୍ଗୁରେ ଆକ୍ରାନ୍ତ ସୁଶାନ୍ତ

ମୁମ୍ବାଇ: ଖୁବ୍‌ କମ୍‌ ଦିନରେ ହିଁ ବଲିଉଡ୍‌ ହିରୋ ସୁଶାନ୍ତ ସିଂ ରାଜପୂତ ନିଜ ଅଭିନୟ ମାଧ୍ୟମରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ଛିଛୋରେ’ ମଧ୍ୟ ଦର୍ଶକଙ୍କୁ ଖୁବ୍‌ ପସନ୍ଦ ଆସିଛି। ଏହାପରେ ‘୫୦ ଡ୍ରିମ୍‌ସ’ ଶେୟାର…

ରାଫାଲ ରାୟର ପୁନର୍ବିଚାର:କାହିଁକି ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫-୧୧:ସୁପ୍ରିମକୋର୍ଟ ରାଫାଲ ରାୟର ପୁନର୍ବିଚାର ପାଇଁ ଦାଏର ପିଟିଶନଗୁଡ଼ିକୁ ଖାରଜ କରିବା ସହ ଏହି ବିବାଦର ଆଇନଗତ ଦିଗ ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ୩୬ ଫାଇଟର ଜେଟ୍‌ ଡିଲ୍‌କୁ ନେଇ ତଦନ୍ତ ବା ଏଫ୍‌ଆଇଆର୍‌ ଅନାବଶ୍ୟକ ବୋଲି ତିନିଜଣିଆ ଖଣ୍ଡପୀଠ କହିଛନ୍ତି।…

୨୦୨୦ରେ ଚନ୍ଦ୍ରୟାନ-୩

ବେଙ୍ଗାଲୁରୁ,୧୫-୧୧:ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ବିକ୍ରମକୁ ଚନ୍ଦ୍ର ପୃଷ୍ଠରେ ମୃଦୁ ଅବତରଣ କରାଇବାରେ ବିଫଳ ହୋଇଥିବା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଆସନ୍ତାବର୍ଷ ନଭେମ୍ବର ସୁଦ୍ଧା ଏହାର ତୃତୀୟ ସଂସ୍କରଣର ସଫଳ ଅବତରଣ ଲାଗି କାମ ଆରମ୍ଭ କରିଛି। ଏଥିପାଇଁ ଇସ୍ରୋ ପକ୍ଷରୁ…

୪ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ

ଓଡ଼ଗାଁ,୧୫ା୧୧(ସ୍ବ.ପ୍ର.): ୪ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ । ପୁଅର ପତ୍ତା ନ ପାଇ ଦୁଃଖ ଓ ଯନ୍ତ୍ରଣାରେ ଦିନ କାଟୁଥିଲେ ପରିବାର ଲୋକେ। ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଆଇଆଇସିଙ୍କ ଉଦ୍ୟମ ଫଳରେ ହଜିଲା ପୁଅକୁ…

ନୟାଗଡ଼ ଜିଲା ଯୋଗାଣ ଅଧିକାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଜିଲା ଯୋଗାଣ ଅଧିକାରୀ ବିକ୍ରମ କୁମାର ମାଝିଙ୍କୁ ରାଜ୍ୟ ଖାଦ୍ୟ କମିଶନର ନିଲମ୍ବିତ କରିଛନ୍ତି। ଏଥିସହ ସହକାରୀ ଜିଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି। ନିଲମ୍ବନର କାରଣ ସ୍ପଷ୍ଟ ହୋଇ ନ ଥିବା…

ଅଲିଭ୍‌ ରିଡ୍‌ଲେ ସୁରକ୍ଷା ଚିନ୍ତା: ମେ’୩୧ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା

ଭୁବନେଶ୍ୱର, ୧୫-୧୧(ବ୍ୟୁରୋ):ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ସମୁଦ୍ରରୁ ମାଛଧରା ଉପରେ ସରକାର କଟକଣା ଜାରି କରିଛନ୍ତି। ଉପକୂଳଠାରୁ ସମୁଦ୍ର ଭିତରକୁ ୨୦ କିଲୋମିଟର ପର୍ଯ୍ୟନ୍ତ ଆଗାମୀ ମେ’ ୩୧ ଯାଏ ମାଛ ନ ଧରିବା ଲାଗି ମତ୍ସ୍ୟଜୀବୀଙ୍କୁ ନିର୍ଦ୍ଦେଶ…

ଠକେଇ ଅଭିଯୋଗରେ ଶିକ୍ଷୟିତ୍ରୀଙ୍କୁ ୬ ମାସ ଜେଲ

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଏସ୍‌ଡିଜେଏମ୍‌ (ଉପଖଣ୍ଡ ନ୍ୟାୟାଧିକାରୀ) ସଦ୍ୟସ୍ନାତା ପତି ୨୨ ଲକ୍ଷ ୬୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଜଣେ ଶିକ୍ଷୟିତ୍ରୀଙ୍କୁ ୬ ମାସ କାରାଦଣ୍ଡାଦେଶ କରିଛନ୍ତି । ସେ ହେଲେ ଓଡ଼ଗାଁ ବ୍ଲକ ନନ୍ଦିଘୋର ବାଳିକା ଉଚ୍ଚ ବିଦ୍ୟାଳୟର…

ବ୍ରାଜିଲ ରାଷ୍ଟ୍ରପତି ହେବେ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି

ବ୍ରାସିଲିଆ, ୧୫-୧୧(ପି.ଟି.): ୨୦୨୦ ସାଧାରଣତନ୍ତ୍ର ଦିବସରେ ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲ୍‌ସୋନାରୋ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧକୁ ସେ ଗ୍ରହଣ କରିଥିବା ଜଣାପଡ଼ିଛି। ୧୧ତମ ବ୍ରିକ୍ସ ସମିଟ୍‌ ଅବସରରେ ମୋଦି ବୋଲ୍‌ସୋନାରୋଙ୍କ ସହ ବିଭିନ୍ନ ପ୍ରସଙ୍ଗରେ…

ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଏଥିରୁ ଅଧାକପ୍‌…

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ସକାଳେ ଖାଲିପେଟରେ ଅଧାକପ୍‌ ଜିରା ପାଣି ପିଇବା ଦ୍ୱାରା ଓଜନ ହ୍ରାସ ପାଇଥାଏ। ପେଟରେ ଅଧିକ ଚର୍ବି ଜମି ଯାଇଥିଲେ ଜିରାପାଣି ପିଇବା ଦ୍ୱାରା ଫାଇଦା ମିଳିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ଅଛି। ଏହା ପିଇବା ଦ୍ୱାରା…

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ବ୍ରୋକଲି

ବ୍ରୋକଲି ଏକ ଲୋକପ୍ରିୟ ପରିବା ହୋଇ ନ ଥିଲେ ମଧ୍ୟ ଶୀତଦିନେ ଏହା ବହୁଳ ମାତ୍ରାରେ ମିଳିଥାଏ। ବ୍ରୋକଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିଫରେ ପ୍ରୋଟିନ୍‌, କ୍ୟାଲସିୟମ, କାର୍ବୋହାଇଡ୍ରେଟ୍‌, ଆଇରନ୍‌, ଭିଟାମିନ-ମ, ସି ଏବଂ ଅନେକ ପୋଷକ…

ବିରାଟ କୋହଲିଙ୍କ ଶରୀରରେ ଏହିସବୁ ନାଁରେ ରହିଛି ଟାଟୁ

ଆଜିକାଲି ଶରୀରରେ ଟାଟୁ କରିବା ଏକ ଫ୍ୟାଶନ୍‌ରେ ପରିଣତ ହୋଇଗଲାଣି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ସେ ଶରୀରରେ ଅନେକ ଟାଟୁ କରିଛନ୍ତି। ପ୍ରଥମେ ସେ ଭଗବାନ ଶିବଙ୍କ ଟାଟୁ କରିଥିଲେ। ପରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?