Home

ଥରିଲା ଆଣ୍ଡାମାନ୍‌-ନିକୋବର: ଆତଙ୍କିତ ଲୋକେ

ପୋର୍ଟବ୍ଲେୟାର,୧୮।୬: ଆଣ୍ଡାମାନ-ନିକୋବରରେ ମଙ୍ଗଳବାର ଭୋର୍‌ ୩ଟା ୪୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଶୋଇଥିବା ଅବସ୍ଥାରେ ଭୂକମ୍ପ ହେବାରୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ।...

ବିଶ୍ୱକପ୍‌ ପାଇଁ ସ୍ବତନ୍ତ୍ର ଲକେଟ୍‌ ପିନ୍ଧିଲେ ପାଣ୍ଡ୍ୟା

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜର ନିଆରା ଲୁକ୍‌ ପାଇଁ ପ୍ରସିଦ୍ଧ। କିମ୍ବଦନ୍ତୀ ଫୁଟବଲର ନିଏମାରଙ୍କୁ ଅନୁକରଣ କରୁଥିବା ପାଣ୍ଡ୍ୟା ତାଙ୍କ ଭଳି ହେୟାର୍‌ଷ୍ଟାଇଲ୍‌ ମଧ୍ୟ କରିଛନ୍ତି। ପାଣ୍ଡ୍ୟାଙ୍କ ଆଉ ଏକ ପସନ୍ଦ ହେଉଛି ହୀରା। ଯାହାର...

ସିକିମ୍‌ରେ ବାଦଲ ଫଟା ବର୍ଷା: ୩ ଶହରୁ ଅଧିକ ପର୍ଯ୍ୟଟକ ଜଳବନ୍ଦୀ

ଗାଙ୍ଗଟକ୍‌,୧୮।୬: ସିକିମ୍‌ରେ ବାଦଲ ଫଟା ବର୍ଷା ହୋଇଛି। ସ୍ଥାନୀୟ ଚୁଙ୍ଗ୍‌ ଥାଙ୍ଗ୍‌ରେରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଏଠାକୁ ବୁଲି ଆସିଥିବା ୩ ଶହରୁ ଅଧିକ ପର୍ଯ୍ୟଟକ ଜଳବନ୍ଦୀ ହୋଇଥିବା କୁହାଯାଉଛି। ବର୍ଷା ଲାଗି ରହିବାରୁ ଚୁଙ୍ଗ୍‌ ଥାଙ୍ଗ୍‌-ଲାଚେନ୍‌-ଥାଙ୍ଗୁ...

ସାନିଟାରୀ ନାପକିନ୍‌ରେ ଲୁଚାଇରଖିଥିଲେ ୩ କୋଟି ଟଙ୍କାର ଡ୍ରଗ୍ସ: ମହିଳା ଗିରଫ

ବେଙ୍ଗାଲୁରୁ, ୧୮।୬: କର୍ନାଟକର କେମ୍ପେଗୌଡା ଜାତୀୟ ବିମାନବନ୍ଦରରେ ଶନିବାର ଡ୍ରଗ୍ସ କାରବାର ଅଭିଯୋଗରେ ଜଣେ ମହିଳାଙ୍କୁ ଗିରଫ କରିଛି ପୋଲିସ। ମହିଳାଜଣଙ୍କ ସାନିଟାରୀ ନାପକିନ୍‌ ଭିତରେ ୩ କୋଟି ଟଙ୍କାର ଡ୍ରଗ୍ସ ନେଇଆସୁଥିଲେ। ମହିଳାଙ୍କ ସହ ଅନ୍ୟ ୩ ଲୋକ...

ବିହାର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ କ୍ରିକେଟ ନିଶା, ଶିଶୁ ମୃତ୍ୟୁ ପ୍ରତି ନାହିଁ ଦରଦ: ଖବରଦାତା ସମ୍ମିଳନୀରେ ପଚାରିଲେ ଗଲାଣି କେତେ ଓ୍ବିକେଟ୍‌

ପାଟନା,୧୮।୬: ବିହାରରେ ଜାପାନିଜ୍‌ ଇନସେଫାଲଇଟିସ୍‌ରେ ଜଣଙ୍କ ପରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିବାରେ ଲାଗିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷ ବର୍ଦ୍ଧନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ଏବଂ ବିହାର ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଲ...

ଆସାମରେ ଶିକ୍ଷକମାନେ ନିଜ ନାଁ ପୂର୍ବରୁ ‘ଡ୍ରାଇଭର୍‌’ ଯୋଡିଲେ: ଜାଣନ୍ତୁ କାହିଁକି

ଗୁଆହାଟି, ୧୮।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ଚୌକିଦାର୍‌ ଚୋର୍‌ ହୈ’ କହି ଥଟା କରିଥିଲେ। ମୋଦି ଅତ୍ୟନ୍ତ ଚତୁରତାର ସହ ସେହି ଚୌକିଦାର ଶବ୍ଦ ବ୍ୟବହାର କରି ‘ମେ ଭି ଚୌକିଦାର’ ହଁୁ କ୍ୟାମ୍ପେନ୍‌ ଆରମ୍ଭ କରିଥିଲେ। ଏହି ସ୍ଲୋଗାନ୍‌ରେ ପ୍ରଭାବିତ...

ମୁଁ ପାକିସ୍ତାନ ଦଳର ମା’ ନୁହେଁ: ସାନିଆ

ଲଣ୍ଡନ, ୧୮।୬:ଭାରତୀୟ ଦଳ ବିଶ୍ୱକପ୍‌ ଇତିହାସରେ ପାକିସ୍ତାନ ଦଳ ବିପକ୍ଷରେ ତା’ର ଅପରାଜେୟ ଧାରା ଜାରି ରଖିବାରେ ସକ୍ଷମ ହୋଇଛି। ଏଭଳି ହାଇଭୋଲ୍ଟେଜ ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ଦଳର ଅଭିଜ୍ଞ ଖେଳାଳି ଶୋଏବ ମଲିକ ଓ ତାଙ୍କ ପତ୍ନୀ ତଥା...

ମୋଦି ପୁଣି ଦେଲେ ଝଟ୍‌କା: ଲୋକ ସଭା ବାଚସ୍ପତି ହେବେ ଓମ୍‌ ବିର୍ଲା

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଝଟ୍‌କା ଦେଇଛନ୍ତି। ଲୋକ ସଭା ବାଚସ୍ପତି ପଦ ପାଇଁ ବହୁ ଚର୍ଚ୍ଚା ଲାଗି ରହିଥିଲା। ତେବେ ରାଜସ୍ଥାନ କୋଟା ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିବା  ଓମ୍‌ ବିର୍ଲାଙ୍କୁ ବାଚସ୍ପତି ପଦ ପାଇଁ...

ଚାଇନାରେ ଲଗାତାର ୨ ଥର ଭୂକମ୍ପ: ୧୧ ଜଣଙ୍କ ମୃତ୍ୟୁ

ବେଜିଂ, ୧୮।୬: ଚାଇନାର ସିଚୁଆନ୍‌ ପ୍ରଦେଶରେ ଲଗାତାର ୨ଥର ଭୂକମ୍ପ ଅନୁଭୁତ ହୋଇଛି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨୨ଜଣ ଲୋକ ଆହତ ହୋଇଥିବା କୁହାଯାଉଛି। ସ୍ଥାନୀୟ ୟିବିନି ସହରରେ ସୋମବାର ରାତି ୧୦ଟା ୫୫ରେ ପ୍ରଥମ ଭୂକମ୍ପ...

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୨ ଜୈଶ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୧୮।୬: ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାର ବଘାମା ଅଞ୍ଚଳରେ ଦ୍ୱିତୀୟ ଥର ପାଇଁ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଥିରେ ୨ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର...

ଦୁର୍ଘଟଣାରୁ ପୋଲିସ-ଅଟୋ ଡ୍ରାଇଭର ମୁହାଁମୁହିଁ

ନୂଆଦିଲ୍ଲୀ,୧୮ା୬: ଦିଲ୍ଲୀର ମୁଖାର୍ଜୀ ନଗରରେ ଜଣେ ଅଟୋ ଡ୍ରାଇଭର୍‌ ଓ ପୋଲିସ ମଧ୍ୟରେ ବଚସାରୁ ଲଙ୍କାକାଣ୍ଡ ସୃଷ୍ଟି ହୋଇଛି। ପୋଲିସ ଗାଡ଼ି ଓ ଅଟୋ ମଧ୍ୟରେ ଦୁର୍ଘଟଣାକୁ ନେଇ ବଚସା ହୋଇଥିଲା। ପରେ ଅଟୋ ଡ୍ରାଇଭର୍‌ ଜଣକ ଏକ ଖଣ୍ଡା...

ସେନାକୁ ସମାଲୋଚନା ମହଙ୍ଗା ପଡିଲା: ପାକ୍‌ ଖବରଦାତାଙ୍କୁ ହତ୍ୟା

ଇସ୍‌ଲାମାବାଦ,୧୮ା୬(ପି.ଟି.): ପାକିସ୍ତାନୀ ସେନାବାହିନୀ ଏବଂ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇକୁ ସମାଲୋଚନା କରିବା ସେଠାକାର ଜଣେ ବ୍ଲଗର୍‌ ତଥା ଖବରଦାତାଙ୍କ ପାଇଁ ମହଙ୍ଗା ପଡିଛି। ମହମ୍ମଦ ବିଲାଲ ଖାନ୍‌ ନାମକ ଉକ୍ତ ୨୨ ବର୍ଷୀୟ ଖବରଦାତାଙ୍କୁ ଅତି ନିର୍ମମ ଭାବେ ହାଣି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri