Home

ଜିନ୍ସ ଓ କେପ୍ରି ପିନ୍ଧିଲେ ମିଳିବନି ଡ୍ରାଇଭିଂ ଲାଇସେନ୍ସ

ଚେନ୍ନାଇ୨୨।୧୦: ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ଲାଗୁ ହେବା ପରେ ଲୋକେ ସଚେତନ ହୋଇ ଉଠିଛନ୍ତି। ଆରଟିଓ ଅଫିସରେ ଡ୍ରାଇଭିଂ ଲାଇସେନ୍ସ ପାଇଁ ମହିଳାଙ୍କଠାରୁ ଆରମ୍ଭ କରି ଯୁବତୀ ଏବଂ ବୟସ୍କ ବ୍ୟକ୍ତିଙ୍କ ଲମ୍ବାଧାଡ଼ି ଦେଖିବାକୁ ମିଳୁଛି। ହେଲେ ଲାଇସେନ୍ସ…

ଆଖିରୁ ଲୁହ ଗଡ଼ାଇ ଟ୍ରୋଲ୍‌ ହେଲେ ନେହା କକ୍କର

ମୁମ୍ବାଇ: ବଲିଉଡ୍‌ ସିଙ୍ଗର୍‌ ନେହା କକ୍କର ଏବେ ଚର୍ଚ୍ଚାରେ ଅଛନ୍ତି। ଛୋଟ ପରଦାରେ ବେଶ୍‌ ଲୋକପ୍ରିୟତା ଅର୍ଜନ କରିଥିବା ଗୀତ ଭିତ୍ତିକ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ’ର ସିଜନ ୧୧ ଅଡିଶନ୍‌ ଚାଲିଛି। ନେହା ଏହି ଶୋ’କୁ ହୋଷ୍ଟ କରୁଥିବାବେଳେ ଷ୍ଟେଜ…

ବ୍ୟାଙ୍କ ମ୍ୟାନେଜରଙ୍କୁ ଘରେ ବନ୍ଦକରି ସର୍ବସ୍ବ ଲୁଟିନେଲେ ଲୁଟେରା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଏହାର ଉପକଣ୍ଠ ଅଞ୍ଚଳରେ ଡକାୟତ ଗ୍ୟାଙ୍ଗ ସକ୍ରିୟ ହୋଇଉଠିଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପୁରୁଣା ଭୁବନେଶ୍ୱର ସାମନ୍ତରାପୁର ଦିବ୍ୟବିହାର ଅଞ୍ଚଳରେ। ସୋମବାର ବିଳମ୍ବିତ ରାତିରେ ଦିବ୍ୟବିହାର ଅଞ୍ଚଳର ଜଣେ ବ୍ୟାଙ୍କ ମ୍ୟାନେଜର…

୨ରୁ ଅଧିକ ସନ୍ତାନ ଥିବା ଦମ୍ପତିଙ୍କୁ ମିଳିବନି ସରକାରୀ ଚାକିରି

ଗୁଆହାଟୀ,୨୨।୧୦: ଏଣିକି ୨ରୁ ଅଧିକ ସନ୍ତାନ ଥିବା ଦମ୍ପତିଙ୍କୁ ସରକାରୀ ଚାକିରି ମିଳିବନି। ଆସାମ ସରକାର ୨୦୨୧ ଜାନୁୟାରୀ ୧ଠାରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିପରି ଭୂମିହୀନ ଶ୍ରମିକଙ୍କୁୁ…

ନୋବେଲ ବିଜେତା ଅଭିଜିତଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନୋବେଲ ବିଜେତା ଅଭିଜିତ ବାନାର୍ଜୀଙ୍କୁ ସାକ୍ଷାତ୍‌ କରିଛନ୍ତିି। ଏହାପରେ ମୋଦି କହିଛନ୍ତି ଏହା ଏକ ଭଲ ସାକ୍ଷାତ୍‌କାର ଥିଲା। ମାନବ ସଶକ୍ତିକରଣ ପ୍ରତି ଅଭିଜିତଙ୍କ ଯେଉଁ ଦୃଷ୍ଟିଭଙ୍ଗି ରହିଛି ତାହା ସ୍ପଷ୍ଟ ବାରିହୋଇ ପଡିଛି।…

ଡ୍ରେନ୍‌ କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

କଟକ ଅଫିସ, ୨୨।୧୦: କଟକ ସୂତାହାଟ ଡ୍ରେନ୍‌ କଡ଼ରୁ ମଙ୍ଗଳବାର ଏକ ନବଜାତ ଶିଶୁକନ୍ୟା ଉଦ୍ଧାର କରାଯାଇଛି। ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତି ଶିଶିକନ୍ୟାଙ୍କୁ ଉଦ୍ଧାରକରି ଚିକତ୍ସା ନିମନ୍ତେ ଶିଶୁ ଭବନରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ନିଜକୁ କଳ୍‌କି ଭଗବାନ କହୁଥିବା ବିଜୟଙ୍କ ଆଶ୍ରମରେ ଚଢ଼ାଉ: ୫ଶହ କୋଟି ଟଙ୍କା ଜବତ

ଚେନ୍ନାଇ,୨୨।୧୦: ନିଜକୁ ବିଷ୍ଣୁଙ୍କ ଅବତାର କହି କଳକି ଭଗବାନ ନାଁରେ ବେଶ୍‌ ପରିଚିତ ଥିବା ୭୦ ବର୍ଷୀୟ ବିଜୟ କୁମାରଙ୍କ ଭିନ୍ନ ଭିନ୍ନ ଆଶ୍ରମରେ ଆୟକର ବିଭାଗ ଚଢ଼ାଉ କରିଛି। ଏହି ଚଢ଼ାଉରେ ପ୍ରାୟ ୫୦୦କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି।…

ଫସଲ ବିକି ୫୦ ହଜାର ଟଙ୍କା ସାଇତି ରଖିଥିଲେ କୃଷକ, ମୂଷା ଟିକି ଟିକି କରିଦେଲା

ଚେନ୍ନାଇ,୨୨।୧୦: ତାମିଲନାଡୁର କୋଏମ୍ବାଟୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ଫସଲ ବିକି ୫୦ ହଜାର ଟଙ୍କା ଜଣେ କୃଷକ ବାକ୍ସରେ ସାଇତି ରଖିଥିବାବେଳେ ତାକୁ ମୂଷା ଟିକି ଟିକି କରିଦେଇଛି। ସୂଚନାଯୋଗ୍ୟ, କୋଏମ୍ବାଟୁର ଜିଲାର ଭେଲିଂଗାଡୁ ଗ୍ରାମରେ ରହୁଥିବା ରଙ୍ଗରାଜ…

ଜମ୍ମୁ-କଶ୍ମୀର ଓ ଲଦାଖ ସରକାରୀ କର୍ମଚାରୀଙ୍କୁ ମୋଦିଙ୍କ ଦୀପାବଳି ଉପହାର: ୭ମ ବେତନ କମିଶନ ଲାଗୁ

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜମ୍ମୁ-କଶ୍ମୀର ଓ ଲଦାଖରେ କାମ କରୁଥିବା ସରକାରୀ କର୍ମଚାରୀଙ୍କୁ ଦୀପାବଳି ଉପହାର ଦେଇଛନ୍ତି। ଏଠାରେ ୭ମ ବେତନ କମିଶନ ଲାଗୁ କରାଯାଇଛି। କର୍ମଚାରୀଙ୍କୁ ୭ମ ବେତନ କମିଶନ ଲାଗୁ କରାଯିବା ପାଇଁ ସୁପାରିଶ୍‌ କରାଯାଇଥିଲା।…

ବିଭିନ୍ନ ଦାବିନେଇ ଚାଷୀଙ୍କ ରିଲେ ଅନଶନ

ସମ୍ବଲପୁର,୨୨ା୧୦(ବ୍ୟୁରୋ): ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନ୍ବୟ ସମିତି ଓ ଜିଲା କୃଷକ ସଂଗଠନର ମିଳିତ ଡାକରାରେ ମଙ୍ଗଳବାର ସମ୍ବଲପୁର ଜିଲାପାଳଙ୍କ ଅଫିସ ନିକଟରେ ଚାଷୀମାନେ ୨୪ଘଣ୍ଟିଆ ରିଲେ ଅନଶନ କରିଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମାରେ ଘରୋଇ କମ୍ପାନୀକୁ ସାମିଲ…

ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଯୋଡ଼ା, ୨୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ଓ୍ବାର୍ଡ ନଂ. ୩ ରେ ଥିବା ରାଉତ କମ୍ପ୍ଲେକ୍ସ ବିଲ୍ଡିଂର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ସକାଳେ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମଣ ପାତ୍ର (୫୦)। ପ୍ରକାଶ ଯେ, ଲକ୍ଷ୍ମଣ…

ଟ୍ରେନ୍‌ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଜୟପୁର, ୨୨।୧୦(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ବବିୟା ଟ୍ରେନ୍‌ ଲାଇନ୍‌ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ରାୟଗଡ଼ା ଜିଲା ଚିଲିକାମର ରିଙ୍କୁ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ରିଙ୍କୁ ବବିୟାସ୍ଥିତ କାଜୁ ମିଲ୍‌ରେ ଦୀର୍ଘଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri