Home

ଧୋନୀଙ୍କୁ ମନେପକାଇଲେ ପାକିସ୍ତାନ କ୍ରିକେଟରଙ୍କ ସ୍ତ୍ରୀ

କରାଚି,୨୨।୧୦: ପାକିସ୍ତାନ କ୍ରିକେଟ ଟିମର କ୍ୟାପଟେନ ସରଫରାଜ ଅହମ୍ମଦଙ୍କୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଟେଷ୍ଟ ଓ ଟି-୨୦ ଅନ୍ତର୍ଜାତୀୟ ଟିମର କ୍ୟାପଟେନ ପଦରୁ ବହିଷ୍କାର କରିଛି। ତାଙ୍କ ସ୍ଥାନରେ ଆଝାର ଅଲୀଙ୍କୁ ଟେଷ୍ଟ ଏବଂ ବାବର ଆଜମଙ୍କୁ ଟି-୨୦ ଦଳର…

ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ନଓ୍ବାଜ

ଇସ୍‌ଲାମାବାଦ୍‌,୨୨।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଜେଲ୍‌ରେ ବନ୍ଦୀ ଥିବା ନଓ୍ବାଜଙ୍କ ସୋମବାର ବିଳମ୍ବିତ ରାତିରେ ବ୍ଲଡ ପ୍ଲେଟଲେଟ କାଉଣ୍ଟ ତଳ ସ୍ତରକୁ ଚାଲିଯାଇଛି। ଫଳରେ ତାଙ୍କୁ ଗୁରୁତର ଅବସ୍ଥାରେ ଲାହୋରର ଏକ ଆର୍ମି ହସ୍ପିଟାଲରେ…

୨ ମାସ ପରେ ଚିଦାମ୍ବରମ୍‌ଙ୍କୁ ଜାମିନ୍‌: ଅକ୍ଟୋବର ୨୪ ପର୍ଯ୍ୟନ୍ତ ରହିବେ ତିହାର ଜେଲ୍‌ରେ

ନୂଆଦିଲ୍ଲୀ,୨୨।୧୦: ଆଇଏନ୍‌ଏକ୍ସ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ଜାମିନ୍‌ ମିଳିଛି। ମାମଲାର ବିଚାର କରି ୨ ମାସ ପରେ ସୁପ୍ରିମ୍‌କୋର୍ଟ ମଙ୍ଗଳବାର ଜାମିନ୍‌ ମଞ୍ଜୁର କରିଛନ୍ତି। ବ୍ୟକ୍ତିଗତ ଭାବେ ଏକ ଲକ୍ଷ ଟଙ୍କାର ମୁଚାଲିକାରେ ତାଙ୍କୁ ଜାମିନ୍‌ ମିଳିଛି। ତେବେ…

ଉତ୍ତର ପରେ ଏବେ ଦକ୍ଷିଣ ଭାରତ ପାଳି: କର୍ନାଟକ,କେରଳରେ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୨।୧୦: ଉତ୍ତର ଭାରତରେ ପ୍ରବଳ ବର୍ଷା ଜାରି ରହିବା ପରେ ଏବେ ଦକ୍ଷିଣ ଭାରତରେ ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ନାଟକ, କେରଳ ଏବଂ ତାମିଲନାଡୁରେ ଲଗାତାର ବର୍ଷା ଲାଗି ରହିଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ପୁଣି ପରମାଣୁ ଯୁଦ୍ଧର ଧମକ ଦେଲା ପାକିସ୍ତାନ

ଇସ୍‌ଲାମାବାଦ,୨୨।୧୦: ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ପୁଣି ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଇଛନ୍ତି। ସେ କହିଛନ୍ତି ଏଥର ପାରମ୍ପରିକ ଯୁଦ୍ଧ ହେବ ନାହିଁ। ୪-୬ ଦିନ ପର୍ଯ୍ୟନ୍ତ ତୋପ ଚାଲିବନି, ବିମାନ ଆକ୍ରମଣ ବା ନୌସେନା ଦ୍ୱାରା ମଧ୍ୟ ଗୁଳି…

ବିଦ୍ୟୁତ ସର୍ଟଶର୍କିଟରୁ ଅଗ୍ନିକାଣ୍ଡ: ୬ ବଖରା ଜଳିଗଳା; ୫ ଗୋରୁ, ୯ ଛେଳି ଜୀବନ୍ତ ଦଗ୍ଧ

ବନ୍ତ,୨୨।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ କୁଆଁର୍ଦ୍ଦା (ଅଘିରା ଗଢ଼ିଆ) ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବାସଗୃହ ଓ ଗୁହାଳ ସମେତ ୬ ବଖରା ଜଳିଯାଇଛି। ଗ୍ରାମର ସମ୍ଭୁନାଥ ନାୟକ, କୈଳାସ ନାୟକ, ଭରତ ନାୟକ, କାହ୍ନୁ…

ଗୋଆରେ ବୁଲା ଗାଈ ଖାଉଛନ୍ତି ମାଛ-ମାଂସ: ଅଭ୍ୟାସ ପରିବର୍ତ୍ତନ କରି ଶାକାହାରୀ କରିବାକୁ ମନ୍ତ୍ରୀ ଦେଲେ ପରାମର୍ଶ

ପଣଜୀ,୨୨।୧୦: ଗୋଆରେ ବୁଲା ଗାଈ ରାସ୍ତାରେ ପଡ଼ିଥିବା ମାଛ-ମାଂସ ଖାଉଛନ୍ତି। ଏହା ଦ୍ୱାରା ସେମାନଙ୍କଠାରେ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଛି। ତେବେ ସେମାନଙ୍କର ଅଭ୍ୟାସରେ ପରିବର୍ତ୍ତନ ଅଣାଯାଇ ଶାକାହାରୀ କରିବାକୁ ମନ୍ତ୍ରୀ ମାଇକଲ ଲୋବୋ ପରାମର୍ଶ ଦେଇଛନ୍ତି। ମନ୍ତ୍ରୀଙ୍କ…

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ବଦଳିଲା ପାଣିପାଗ। ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…

ରାଞ୍ଚି ଟେଷ୍ଟ ହାତେଇ ୩-୦ ସିରିଜ୍‌ କ୍ଲିନ୍‌ ସୁଇପ୍‌ କଲା ଭାରତ

ରାଞ୍ଚି,୨୨।୧୦: ଆଉ ଏକ ବୃହତ ବିଜୟ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ। ଝାଡଖଣ୍ଡ କ୍ରିକେଟ ଆସୋସିଏସନ (ଜେଏସସିଏ) ଷ୍ଟାଡିୟମରେ ଚାଲିଥିବା ତୃତୀୟ ଟେଷ୍ଟର ଚତୁର୍ଥ ଦିବସରେ ଭାରତ ଭ୍ରମଣକାରୀ ଦଳକୁ ଇନିଂଶ ଏବଂ ୨୦୨ ରନ୍‌ ପରାସ୍ତ…

ବନବିଭାଗର ଚଢ଼ାଉ: ୬୦ ହଜାରରୁ ଊଦ୍ଧର୍‌ବ ମୂଲ୍ୟର ଶାଳ ଚୌକାଠ ଜବତ, ୨ ଫେରାର

ପାଟଣା,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ତୁରୁମୁଙ୍ଗା କେନ୍ଦୁଝର ରାସ୍ତାର ଭାଲୁଘର ଗ୍ରାମରେ ବନବିଭାଗ ମଙ୍ଗଳବାର ସକାଳେ ଚଢ଼ାଉକରି ଚୋରା କାଠ ଚାଲାଣ କରୁଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିଛି। ଏଥିରେ ପ୍ରାୟ ଏକ ଶହ ଖଣ୍ଡ ଶାଳ…

ମାତ୍ର ୫୦ ଟଙ୍କା ଦେଇ ଷ୍ଟାଡିୟମରେ ବସି କୋହଲି, ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂର ମଜା ଉଠାଇପାରିବେ ଦର୍ଶକ

କୋଲକାତା,୨୨।୧୦:ଟେଷ୍ଟ କ୍ରିକେଟ ପ୍ରତି ଦର୍ଶକଙ୍କ ଆକର୍ଷଣ ବଢାଇବା ପାଇଁ ବେଙ୍ଗଲ କ୍ରିକେଟ ଆସୋସିଏସନ୍‌(ସିଏବି) ଏକ ଅଭିନବ ଉପାୟ ଆପଣାଇଛି। ନଭେମ୍ବର ୨୨ରୁ ୨୬ ପର୍ଯ୍ୟନ୍ତ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଭାରତ ଏବଂ ବାଂଲାଦେଶ ଦ୍ୱିତୀୟ ଟେଷ୍ଟ ଖେଳାଯିବ। ଏହି…

ଚନ୍ଦ୍ରୟାନ-୧କୁ ପୁରିଲା ୧୧ ବର୍ଷ

ନୂଆଦିଲ୍ଲୀ,୨୨।୧୦: ଅକ୍ଟୋବର ୨୨ ଠିକ୍‌ ଆଜିର ଦିନରେ ହିଁ ଚନ୍ଦ୍ରୟାନ-୧କୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଚନ୍ଦ୍ରକୁ ପ୍ରେରଣ କରିଥିଲା। ୨୦୦୮ରେ ଏହା ପ୍ରେରଣ କରାଯାଇଥିବା ବେଳେ ଏବେ ଏହାକୁ ପୂରଣ ହୋଇଛି ୧୧ ବର୍ଷ। ହେଲେ ଆଜିବି ଚନ୍ଦ୍ରୟାନ-୧ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri