Home

କମଲେଶ ହତ୍ୟାକାଣ୍ଡ: ଅପରାଧୀଙ୍କୁ ଧରାଇଦେଲେ ୨.୫ ଲକ୍ଷ ପୁରସ୍କାର

ଲକ୍ଷ୍ନୌ,୨୨ା୧୦(ପି.ଟି.): ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧଙ୍କୁ ଧରାଇଦେଲେ ୨.୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ଦିଆଯିବ ବୋଲି ଉତ୍ତରପ୍ରଦେଶ ପୋଲିସ ସୋମବାର ଘୋଷଣା କରିଛି। ସେମାନେ ୧୭ରେ ଲକ୍ଷ୍ନୌ ଆସି ନିଜକୁ ଶେଖ୍‌ ଅଶଫାକୁଲ…

ମହାରାଷ୍ଟ୍ର, ହରିୟାଣାରେ ପୁଣି ଭାଜପା

ନୂଆଦିଲ୍ଲୀ,୨୨ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ସୋମବାର ଶେଷ ହୋଇଛି। ଗୁରୁବାର ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ତେବେ ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ (ଏକ୍‌ଜିଟ୍‌ ପୋଲ୍‌)…

ଜିଲାରେ ପ୍ରଥମ: ସରପଞ୍ଚଙ୍କ ଅଭିଯୋଗ ଶୁଣାଣି

ନୟାଗଡ଼ ଅଫିସ,୨୨ା୧୦: ନୟାଗଡ଼ ଜିଲା ସଦର ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ସରପଞ୍ଚଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଜିଲାପାଳ ଓ ବିଭିନ୍ନ ନିର୍ବାଚନମଣ୍ଡଳୀରେ ବିଧାୟକଙ୍କ ଅଭିଯୋଗ ଶୁଣାଣି ହୋଇଥିବା ବେଳେ ସୋମବାର ପ୍ରଥମଥର ପାଇଁ ସରପଞ୍ଚଙ୍କ…

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ୭୪୮ ଅଭିଯୋଗ ପଞ୍ଜୀକୃତ

ମହାକାଳପଡା, ୨୨ା୧୦(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରେକର୍ଡ ସଂଖ୍ୟକ ୭୪୮ ଅଭିଯୋଗ ପଞ୍ଜିକୃତ ହୋଇଥିଲା। ଶିବିରରେ ୪୧ଟି ସାମୂହିକ ଓ ଅନ୍ୟଗୁଡିକ ବ୍ୟକ୍ତିଗତ ଅଭିଯୋଗ ହୋଇଥିଲା। ଜିଲାପାଳ ସମର୍ଥ…

ସାତକୋଶିଆରେ ଏନ୍‌ଟିସିଏର ୩ ଜଣିଆ ଟିମ୍‌:୨୫ ହେକ୍ଟରରେ ସୁନ୍ଦରୀ ଏନକ୍ଲୋଜର ଯୋଜନା

ବନ୍ତଳା, ୨୨ା୧୦(ଡି.ଏନ.ଏ.) ଶିଥିଳ ପଡ଼ିଥିବା ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସ୍ଥିତି ସହ ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀରର ଗତିବିଧି ଅନୁଧ୍ୟାନ ପାଇଁ ଜାତୀୟ ବ୍ୟାଘ୍ର ପ୍ରଧୀକରଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ)ର ଏକ ୩…

ଅବସର ନେଲେ ନଟରାଜ: ଦୁଇଦିନରେ ଦୁଇ ଅଭିଜ୍ଞ ଆଉଟ୍‌

କଟକ ଅଫିସ,୨୨ା୧୦- ଲଗାତର ଦୁଇଦିନରେ ରାଜ୍ୟର ଦୁଇ ଅଭିଜ୍ଞ କ୍ରିକେଟ ଖେଳାଳି କ୍ରିକେଟଠାରୁ ଦୂରେଇ ଯାଇଛନ୍ତି। ରବିବାର ପୂର୍ବତନ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ହଳଧର ଦାସ ଅବସର ଘୋଷଣା କରିଥିଲେ। ଏହାର ଗୋଟିଏ ଦିନ ପରେ ଅର୍ଥାତ ସୋମବାର ପୂର୍ବତନ ରଣ୍‌ଜୀ ଅଧିନାୟକ…

ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ନେସ୍କୋ ଶକ୍ତି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ବୈଠକ ସଂଘ କାର୍ଯ୍ୟାଳୟରେ ରବିବାର ହରିଶ୍‌ ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫ଟି ଜିଲାର କର୍ମକର୍ତ୍ତା ଯୋଗଦେଇ ସାଙ୍ଗଠନିକ ସ୍ଥିତି ଓ ସଂଘର ବିଭିନ୍ନ ଦାବି…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ମହୁରେ ଅନେକ ପୋଷକ ତତ୍ତ୍ୱ ରହିଥାଏ। ପ୍ରତିଦିନ ସକାଳେ ଚାମୁଚେ ମହୁ ଖାଇଲେ କୋଲେଷ୍ଟରଲସ୍ତର ନିୟନ୍ତ୍ରିତ ହୋଇଥାଏ। ଫଳରେ ହାର୍ଟଆଟାକ୍‌ ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଉଷୁମ ପାଣିରେ ମହୁ ଏକ ଚାମୁଚେ ମିଶାଇ ପିଇଲେ ମେଦବହୁଳତା…

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ହ୍ବାଇଟ୍‌ ଟି

ମୋଟାପଣ ଓ କୋଲେଷ୍ଟୋରଲ୍‌ ବୃଦ୍ଧିକୁ ନେଇ ଚିନ୍ତିତ ଥିବା ବ୍ୟକ୍ତିଙ୍କ ପାଇଁ ଆସିଛି ନୂଆ ଫର୍ମୁଲା। ହ୍ବାଇଟ୍‌ ଟି’। ଏହା ଆପଣଙ୍କ ସ୍ବାସ୍ଥ୍ୟକୁ ସୁନ୍ଦର, ସତେଜ ରଖିବା ସହ ବିଭିନ୍ନ ପ୍ରକାର ରୋଗରୁ ମଧ୍ୟ ମୁକ୍ତ ରଖିବ। ଏବେ ମନରେ ପ୍ରଶ୍ନ…

ଭାରତ, ପାକିସ୍ତାନ ଉଭୟ ଦେଶ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି ଏହି ୩ କ୍ରିକେଟର

କ୍ରିକେଟର ସବୁଠୁ ବଡ ପ୍ଲାଟଫର୍ମ ହେଉଛି ଟେଷ୍ଟ କ୍ରିକେଟ। ତେବେ କ୍ରିକେଟର ସବୁଠୁ ରୋମାଞ୍ଚକ ମ୍ୟାଚ୍‌ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଏ। ଟେଷ୍ଟ ହେଉ କି ଏକଦିବସୀୟ ଉଭୟ ଦେଶ ମଧ୍ୟରେ ମ୍ୟାଚ୍‌ ଚାଲିରେ ସାରା ବିଶ୍ୱର ନଜର ରହିଥାଏ।…

ଟେଷ୍ଟରେ କାହିଁକି ଧଳା ଶର୍ଟ ପିନ୍ଧନ୍ତି କ୍ରିକେଟର

୧୯୦୦ ମସିହା ପୂର୍ବରୁ କ୍ରିକେଟରଙ୍କ ଡ୍ରେସ୍‌ କୋଡ୍‌ ନିର୍ଦ୍ଧାରଣ ନ ଥିଲା। ସାଧାରଣ ଡ୍ରେସ୍‌ ପିନ୍ଧି କ୍ରିକେଟରମାନେ ପଡିଆକୁ ଓହ୍ଲାଉଥିଲେ। ସେ ସମୟରେ କେବଳ ଟେଷ୍ଟ କ୍ରିକେଟ ଖେଳାଯାଉଥିଲା। ପ୍ରତି ଟେଷ୍ଟ ମ୍ୟାଚ୍‌ ୬ ଦିନ ଯାଏ ସକାଳୁ-ସନ୍ଧ୍ୟା ପର୍ଯ୍ୟନ୍ତ ଖେଳା…

ଯେଉଁଠି ସାପ ମୃତ୍ୟୁରେ ଶୁଦ୍ଧିକ୍ରିୟା ପାଳନ କରାଯାଏ

ଭାରତରେ ଏଭଳି ଏକ ଗାଁ ରହିଛି, ଯେଉଁଠାରେ ଯୌତୁକ ଭାବେ ବିଷାକ୍ତ ସାପ ଦିଆଯାଏ। ଏହି ପରମ୍ପରା ମଧ୍ୟପ୍ରଦେଶର ଗୌରିଆ ସମୁଦାୟଙ୍କ ମଧ୍ୟରେ ରହିଛି। ପରମ୍ପରା ଢେର୍‌ ଦିନରୁ ନିର୍ବାହ କରାଯାଉଛି। ମା୍ଯଯତା ରହିଛି, ଯଦି କୌଣସି ବ୍ୟକ୍ତି ନିଜ ଝିଅକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri