Home

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ହ୍ବାଇଟ୍‌ ଟି

ମୋଟାପଣ ଓ କୋଲେଷ୍ଟୋରଲ୍‌ ବୃଦ୍ଧିକୁ ନେଇ ଚିନ୍ତିତ ଥିବା ବ୍ୟକ୍ତିଙ୍କ ପାଇଁ ଆସିଛି ନୂଆ ଫର୍ମୁଲା। ହ୍ବାଇଟ୍‌ ଟି’। ଏହା ଆପଣଙ୍କ ସ୍ବାସ୍ଥ୍ୟକୁ ସୁନ୍ଦର, ସତେଜ ରଖିବା ସହ ବିଭିନ୍ନ ପ୍ରକାର ରୋଗରୁ ମଧ୍ୟ ମୁକ୍ତ ରଖିବ। ଏବେ ମନରେ ପ୍ରଶ୍ନ…

ଭାରତ, ପାକିସ୍ତାନ ଉଭୟ ଦେଶ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି ଏହି ୩ କ୍ରିକେଟର

କ୍ରିକେଟର ସବୁଠୁ ବଡ ପ୍ଲାଟଫର୍ମ ହେଉଛି ଟେଷ୍ଟ କ୍ରିକେଟ। ତେବେ କ୍ରିକେଟର ସବୁଠୁ ରୋମାଞ୍ଚକ ମ୍ୟାଚ୍‌ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଏ। ଟେଷ୍ଟ ହେଉ କି ଏକଦିବସୀୟ ଉଭୟ ଦେଶ ମଧ୍ୟରେ ମ୍ୟାଚ୍‌ ଚାଲିରେ ସାରା ବିଶ୍ୱର ନଜର ରହିଥାଏ।…

ଟେଷ୍ଟରେ କାହିଁକି ଧଳା ଶର୍ଟ ପିନ୍ଧନ୍ତି କ୍ରିକେଟର

୧୯୦୦ ମସିହା ପୂର୍ବରୁ କ୍ରିକେଟରଙ୍କ ଡ୍ରେସ୍‌ କୋଡ୍‌ ନିର୍ଦ୍ଧାରଣ ନ ଥିଲା। ସାଧାରଣ ଡ୍ରେସ୍‌ ପିନ୍ଧି କ୍ରିକେଟରମାନେ ପଡିଆକୁ ଓହ୍ଲାଉଥିଲେ। ସେ ସମୟରେ କେବଳ ଟେଷ୍ଟ କ୍ରିକେଟ ଖେଳାଯାଉଥିଲା। ପ୍ରତି ଟେଷ୍ଟ ମ୍ୟାଚ୍‌ ୬ ଦିନ ଯାଏ ସକାଳୁ-ସନ୍ଧ୍ୟା ପର୍ଯ୍ୟନ୍ତ ଖେଳା…

ଯେଉଁଠି ସାପ ମୃତ୍ୟୁରେ ଶୁଦ୍ଧିକ୍ରିୟା ପାଳନ କରାଯାଏ

ଭାରତରେ ଏଭଳି ଏକ ଗାଁ ରହିଛି, ଯେଉଁଠାରେ ଯୌତୁକ ଭାବେ ବିଷାକ୍ତ ସାପ ଦିଆଯାଏ। ଏହି ପରମ୍ପରା ମଧ୍ୟପ୍ରଦେଶର ଗୌରିଆ ସମୁଦାୟଙ୍କ ମଧ୍ୟରେ ରହିଛି। ପରମ୍ପରା ଢେର୍‌ ଦିନରୁ ନିର୍ବାହ କରାଯାଉଛି। ମା୍ଯଯତା ରହିଛି, ଯଦି କୌଣସି ବ୍ୟକ୍ତି ନିଜ ଝିଅକୁ…

ବିଜେପୁର ଉପନିର୍ବାଚନ: ୭୨% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ସା ୫ଟାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ଶେଷ ସୁଦ୍ଧା ୭୨% ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ…

ଛୋଟ ପରଦାରେ ନଜର ଆସିବେ ଗ୍ରେସୀ ସିଂହ

‘ଲଗାନ୍‌’ ଏବଂ ‘ମୁନ୍ନା ଭାଇ ଏମ୍‌ବିବିଏସ୍‌’ ପରି ଫିଲ୍ମରେ ଅଭିନୟ କରିସାରିଥିବା ଅଭିନେତ୍ରୀ ଗ୍ରେସୀ ସିଂହଙ୍କୁ ଏବେ ପୁଣିଥରେ ଛୋଟ ପରଦାରେ ଦେଖିବାକୁ ମିଳିବ। ଗ୍ରେସୀ ୨୦୧୫ରେ ଛୋଟ ପରଦାରୁ ଅଭିନୟରେ କ୍ୟାରିୟର ଆରମ୍ଭ କରିଥିଲେ। ଏଥିରେ ସେ ସନ୍ତୋଷୀ ମା’…

ଲେଜର ଲାଇଟ୍‌ରେ ଦୀପାବଳି ପାଳିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୧।୧୦:ରାଜଧାନୀ ଦିଲ୍ଲୀରେ ଏବେ ବାୟୁ ପ୍ରଦୂଷଣ ବଢିବାରେ ଲାଗିଛି। ଏମିତିକି ଲୋକେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜଧାନୀରେ ପ୍ରଦୂଷଣ ମୁକ୍ତ ଦୀପାବଳି ପାଳନ କରିବାକୁ ଅନୁରୋଧ କରିଛନ୍ତି ଦିଲ୍ଲୀ…

ସାଭରକରଙ୍କୁ ପ୍ରଶଂସା କଲେ କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଭି

ନୂଆଦିଲ୍ଲୀ,୨୧।୧୦: ସ୍ବାଧୀନତା ସଂଗ୍ରାମୀ ବୀର ସାଭରକରଙ୍କୁ ନେଇ ରାଜନୀତି ଜୋର ଧରିଛି। ବରିଷ୍ଠ କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଭି ଟୁଇଟ କରି ସାଭରକରଙ୍କ ବାବଦରେ ମତ ରଖିଛନ୍ତି। ସେ କହିଛନ୍ତି, ସାଭରକର ଜଣେ ସ୍ବାଧୀନତା ସଂଗ୍ରାମୀ। ଦଳିତଙ୍କ ନ୍ୟାୟ ପାଇଁ…

୧୪ ହସ୍ପିଟାଲ, ସପିଂ ମଲକୁ ନୋଟିସ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୧୪ଟି ହସ୍ପିଟାଲ ଓ ସପିଂ ମଲକୁ ବିଡିଓ ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଜ୍ଞପ୍ତି ପରେ ବି ବେଆଇନ ପାର୍କିଂ ଫି’ ଆଦାୟ ଅଭିଯୋଗରେ ଏହି ନୋଟିସ ଜାରି କରାଯାଇଛି। ନିର୍ଦ୍ଧାରିତ ପାର୍କିଂ ଏରିଆକୁ ଖାଲି…

ଏହି ମନ୍ଦିରରେ ସାହାନାଇ ବଜାନ୍ତି ମୁସଲମାନ୍‌…

ଝାଡ଼ଖଣ୍ଡର ଭାଗଲପୁର ସହର ଉତ୍ତର-ପୂର୍ବରେ ପ୍ରବାହିତ ଗଙ୍ଗା ନଦୀ କୂଳରେ ଅବସ୍ଥିତ ବାବା ବୁଦ୍ଧେଶ୍ୱରନାଥଙ୍କ ମନ୍ଦିରକୁ ବାବା ବୁଢ଼ାନାଥଙ୍କ ମନ୍ଦିର ବୋଲି ଲୋକେ କୁହନ୍ତି । ଏହି ମନ୍ଦିରଟି ଚାରିଶହ ବର୍ଷର ପୁରୁଣା ଏଠାରେ ସାହାନାଇ ବଜାଇଥାନ୍ତି ସ୍ବର୍ଗୀୟ ଝୋଲେଲାହ ଖାଁଙ୍କ…

ପରଦାକୁ ଆସୁଛି ‘ଇଣ୍ଡିଆନ୍‌-୨’

ସୁପରଷ୍ଟାର କମଲ ହାସନ ନିଜ ଆଗାମୀ ଫିଲ୍ମ ଇଣ୍ଡିଆନ୍‌-୨କୁ ନେଇ ବ୍ୟସ୍ତ ଅଛନ୍ତି। ପାଖାପାଖି ୪୦ କୋଟି ଟଙ୍କାରେ ନିର୍ମିତ ଏହି ଫିଲ୍ମର ଶୁଟିଂ ଏବେ ଭୋପାଳରେ ଚାଲିଛି। ଫିଲ୍ମଟି ଆକ୍ସନ ଥ୍ରୀଲର୍‌ ଉପରେ ଆଧାରିତ ହୋଇଛି। ଫିଲ୍ମରେ ଅଭିନେତା ଅନିଲ…

ବିନା ବିରତିରେ ୧୯ ଘଣ୍ଟା ଉଡି ରେକର୍ଡ କଲା ଯାତ୍ରୀବାହି ବିମାନ

ସିଡ୍‌ନୀ,୨୧।୧୦: ବିଶ୍ୱରେ ପ୍ରଥମ ଥର ଲାଗି ବିନା ବିରତିରେ ଏକ ଯାତ୍ରୀବାହି ବିମାନ ୧୯ ଘଣ୍ଟା ୧୬ ମିନିଟ୍‌ ଉଡି ରେକର୍ଡ ସୃଷ୍ଟି କରିଛି। ବିମାନଟି ଆମେରିକାର ନ୍ୟୁୟର୍କରୁ ଅଷ୍ଟ୍ରେଲିଆର ସିଡ୍‌ନୀ ପର୍ଯ୍ୟନ୍ତ ଯାତ୍ରା କରିଥିଲା। ଯାତ୍ରୀବାହି ବିମାନ ଭାବେ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri