Home

ପାଠ ପଢ଼ାଇବାକୁ କି ବିବାହ କରାଇବାକୁ ସମ୍ବଳ ନାହିଁ : ଭିନ୍ନକ୍ଷମ ଝିଅକୁ ବିକ୍ରି ପାଇଁ ବାପା ପ୍ରସ୍ତୁତ

କଣ୍ଟାମାଳ, ୧୪।୬ (ଡି.ଏନ.ଏ.) : ବୌଦ୍ଧ ଜିଲାରେ ଯୁବତୀ ଚାଲାଣ ର଼୍ୟାକେଟ ସକ୍ରିୟ ହୋଇ ପଡିଛନ୍ତି। ବିବାହ ନାଁରେ ପ୍ରତିବର୍ଷ ଶହ ଶହ ଯୁବତୀ ମଧ୍ୟପ୍ରଦେଶ, ଛତିଶଗଡ, ଉତ୍ତରପ୍ରଦେଶ ଓ ରାଜସ୍ଥାନ ଅଞ୍ଚଳରେ ବିକ୍ରି ହେଉଛନ୍ତି। ପୂର୍ବରୁ କଣ୍ଟାମାଳ ବ୍ଲକ...

ଜାପାନୀ ଜ୍ୱର ନେଲାଣି ୫୪ ଶିଶୁଙ୍କ ଜୀବନ: ଲିଚି ପିଇବାକୁ ନେଇ ସନ୍ଦେହ

ମୁଜାଫରପୁର, ୧୪।୬: ବିହାରର ମୁଜାଫରପୁର ଜିଲା ଓ ଆଖପାଖରେ ଗତ ୧୫ ଦିନ ମଧ୍ୟରେ ଏନ୍‌ସେଫାଲାଇଟ୍ସ ବା ଜାପାନୀ ଜ୍ୱରରେ ୪୭ ଶିଶୁଙ୍କ ଜୀବନ ଗଲାଣି। ତେବେ ବିହାର ସରକାର ଏହାକୁ ମାନିବାକୁ ନାରାଜ। ଏନ୍‌ସେଫାଲାଇଟ୍ସ ନୁହେଁ ହାଇପୋଗ୍ଲିସେମିଆ ବା...

ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଘଟଣା : କମାଣ୍ଡାଣ୍ଟଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଚନ୍ଦକାସ୍ଥିତ ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଦିଆଯାଉଥିବା ନେଇ ବୁଧବାର ଜଣେ ଟ୍ରେନି ଏସ୍‌ଆଇ ବିଶ୍ୱଜିତ୍‌ ବେହେରା ଚନ୍ଦକା ଥାନାରେ ଅଭିଯୋଗ କରିଥିଲେ। ଏଥିସହ ଅନ୍ୟ କେତେଜଣ ମଧ୍ୟ ଗଣମାଧ୍ୟମ ଆଗରେ ଅଭିଯୋଗ ଆଣିଥିଲେ। ତେବେ ଏସ୍‌ଓଜି କମାଣ୍ଡାଣ୍ଟ୍‌...

କୋଲକତା ପରେ ଦିଲ୍ଲୀ-ମୁମ୍ବାଇରେ ବି ଡାକ୍ତର ଆନ୍ଦୋଳନ ତେଜିଲା: ରୋଗୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି। ଦିଲ୍ଲୀ ଏମ୍ସର ରେସିଡେଣ୍ଟ ଡକ୍ଟର୍ସ ଆସୋସିଏସନ (ଆରଡିଏ)ର ସଦସ୍ୟମାନେ ଆକ୍ରମଣର ଶିକାର...

ଗୋଟିଏ କୋଣରେ ବସିରହିଲେ ଇମ୍ରାନ: ମୋଦି ହାତମିଳେଇଲେ ନାହିଁ କି କଥା ବି ହେଲେନି

ବିଶକେକ, ୧୪।୬: କିର୍ଗିଜିସ୍ତାନର ରାଜଧାନୀ ବିଶେକେକରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟି ପାକିସ୍ତାନ ଏବଂ ଆତଙ୍କବାଦ ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ପାକିସ୍ତାନ...

ନିଖୋଜ ବାୟୁସେନା ବିମାନର ବ୍ଲାକ୍‌ବକ୍ସ ମିଳିଲା:ସମସ୍ତ ୧୩ ଯାତ୍ରୀ ମୃତ

ନୂଆଦିଲ୍ଲୀ,୧୪ା୬:ନିଖୋଜ ବାୟୁସେନା ବିମାନ ଏନ୍‌-୩୨ର ଭଗ୍ନାବଶେଷ ଅରୁଣାଚଳର ଏକ ଘଞ୍ଚ ଜଙ୍ଗଲଘେରା ପାର୍ବତ୍ୟାଞ୍ଚଳରୁ ମିଳିଛି। ତେବେ ଏଥିରେ ଥିବା ସମସ୍ତ ୧୩ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତିି। ବାୟୁସେନା ପକ୍ଷରୁ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ବିମାନଟି ପିଟିହେବା ପରେ...

ଟିକ୍‌ଟକ୍‌ ପାଇଁ ଆତ୍ମହତ୍ୟା କଲେ ୨ ସନ୍ତାନର ମାଆ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ସଂକ୍ଷିପ୍ତ ଭିଡିଓ ପ୍ରସ୍ତୁତକାରୀ ଆପ୍‌ ଟିକ୍‌ଟକ୍‌ ପାଇଁ ତାମିଲନାଡୁର ୨ ସନ୍ତାନର ଜନନୀ ଜଣେ ୨୪ ବର୍ଷୀୟା ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ଅନୀତା ନାମ୍ନୀ ଏହି ମହିଳା ଟିକ୍‌ଟକ୍‌ରେ ଭିଡିଓ ପ୍ରସ୍ତୁତିରେ ବ୍ୟସ୍ତ ରହୁଥିବାବେଳେ ତାଙ୍କ ସ୍ବାମୀ ଏହାକୁ...

ସ୍ପେସ୍‌ ଷ୍ଟେଶନ ସ୍ଥାପନ କରିବ ଭାରତ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ଭାରତ ୨୦୩୦ ସୁଦ୍ଧା ନିଜସ୍ବ ସ୍ପେସ୍‌ ଷ୍ଟେଶନ ଲଞ୍ଚ୍‌ କରିବାକୁ ଯୋଜନା କରିଥିବା ଇସ୍ରୋ (ଇଣ୍ଡିଆନ୍‌ ସ୍ପେସ୍‌ ରିସର୍ଚ୍ଚ ଅର୍ଗାନାଇଜେଶନ୍‌)ର ଅଧ୍ୟକ୍ଷ କେ. ଶିବନ୍‌ ପ୍ରକାଶ କରିଛନ୍ତି। ଉକ୍ତ ସ୍ପେସ୍‌ ଷ୍ଟେଶନର ଓଜନ ପାଖାପାଖି ୨୦ ଟନ୍‌ ହେବ ବୋଲି...

ଅବସର ନେବେ ୯ ରାଜ୍ୟପାଳ

ନୂଆଦିଲ୍ଲୀ,୧୪ା୬: ଆଗାମୀ ୩ ମାସ ମଧ୍ୟରେ ପଶ୍ଚିମବଙ୍ଗ, କର୍ନାଟକ ଓ ଉତ୍ତରପ୍ରଦେଶ ସମେତ ୯ ରାଜ୍ୟର ରାଜ୍ୟପାଳଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏଥିସହ କେନ୍ଦ୍ର ସରକାର ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ, ଉମା ଭାରତୀ ଓ ଲୋକ ସଭାର...

ପଶ୍ଚିମବଙ୍ଗରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ:ଡାକ୍ତର ଆନ୍ଦୋଳନରୁ ତେଜିଲା ରାଜନୀତି

କୋଲକାତା,୧୪ା୬( ଆଇଏଏନ୍‌ଏସ୍‌):ପଶ୍ଚିମବଙ୍ଗର ଏକ ସରକାରୀ ହସ୍ପିଟାଲରେ ହିଂସା ପରେ ୩ ଦିନ ଧରି ଚାଲିଥିବା ଡାକ୍ତରଙ୍କ ଆନ୍ଦୋଳନ ରାଜନୈତିକ ରୂପ ନେଇଛି। ମୁଖ୍ୟମନ୍ତ୍ରୀ ମମତା ବାଜାର୍ନୀ ଏହାକୁ ଭାଜପା ଏବଂ ବାମଦଳଗୁଡ଼ିକର ଷଡ଼ଯନ୍ତ୍ରର ପରିଣାମ ବୋଲି ଅଭିହିତ କରିଥିବାବେଳେ ଗୈରିକ...

ସୋସିଆଲ ମିଡିଆରେ ବିଜେଡି-ଭାଜପା କଳି : ୩ ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସ

ନୟାଗଡ଼ ଅଫିସ,୧୪ା୬- ଦୁଇଜଣ ବ୍ୟକ୍ତିଙ୍କ ମଧ୍ୟରେ ସୋସିଆଲ ମିଡିଆରେ ବିଜେଡି-ଭାଜପା କଳି ଘଟଣାରେ ପୋଲିସ ୩ ଭାଜପା କର୍ମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ହେଲେ ପ୍ରିୟାପ୍ରୀତି ତୋଷଣ କରି ପୋଲିସ ବିଜେଡି କର୍ମୀଙ୍କୁ ଛାଡିଦେଇଥିବା ଅଭିଯୋଗ କରି...

ଖଣ୍ଡପଡ଼ା ସବ୍‌ଜେଲରୁ ଫେରାର କଏଦୀ ଗିରଫ

ଖଣ୍ଡପଡା,୧୪।୬(ସ୍ବ.ପ୍ର.): ନୟାଗଡ ଜିଲା ଖଣ୍ଡପଡା ସବ୍‌ଜେଲରୁ ପାଚେରି ଡେଇଁ ଫେରାର ଥିବା ଜଣେ କଏଦୀଙ୍କୁ ଫତେଗଡ଼ ଓ ଖଣ୍ଡପଡ଼ା ଥାନା ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଫତେଗଡ଼ ଥାନା ଅନ୍ତର୍ଗତ କରବର ଗ୍ରାମ ହାତୁଆସାହିର ତପନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri