Home

ବିଜେପୁର ଉପନିର୍ବାଚନ: ୧ଟା ସୁଦ୍ଧା ୩୭.୧୦% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା…

ମତଦାନ ସାବ୍ୟସ୍ତ କଲେ ସଚିନ ତେନ୍ଦୁଲକର

ମୁମ୍ବାଇ,୨୧।୧୦: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ସୋମବାର ନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ମହାରାଷ୍ଟ୍ର ବିଧାନସଭାର ୨୮୮ଟି ଆସନ ପାଇଁ ଭୋଟିଂ ପ୍ରକ୍ରିୟା ଚାଲିଥିବାବେଳେ ସଚିନ ସ୍ତ୍ରୀ ଅଞ୍ଜଳି ଏବଂ ପୁଅ ଅର୍ଜୁନଙ୍କ ସହ ଭୋଟ ଦେବା ପାଇଁ ପହଞ୍ଚିଥିଲେ। ବାନ୍ଦ୍ରା ପୋଲିଂ…

ବିଦାୟ ନେଲେ ମା’ ଗଜଲକ୍ଷ୍ମୀ

ଗଞ୍ଜାମ,୨୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ବଡ଼ବଜାର ଅସ୍ଥାୟୀ ପୂଜା ମଣ୍ଡପରେ ୮ ଦିନ ଧରି ପୂଜା ପାଉଥିବା ଧନଦାତ୍ରୀ ମା’ ଗଜଲକ୍ଷ୍ମୀ ରବିବାର ସନ୍ଧ୍ୟାରେ ସହରବାସୀଙ୍କଠାରୁ ବିଦାୟ ନେଇଛନ୍ତି। ଏହି ଅବସରରେ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶେଷ ଦିନରେ ସନ୍ଧ୍ୟା ଆଳତି ଏବଂ…

ଡ୍ରେସିଂ ରୁମ୍‌ରେ ନାଚିଲେ ବିରାଟ କୋହଲି, ଜାଣନ୍ତୁ କାହିଁକି

ରାଞ୍ଚି,୨୧।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ଭାରତର ସ୍ଥିତି ମଜଭୁତ ରହିଛି। ପ୍ରଥମ ଦିନରେ ଶତକ ଏବଂ ଦ୍ୱିତୀୟ ଦିନରେ ଦ୍ୱିଶତକ ମାରି ଟିମ ଇଣ୍ଡିଆ ପାଇଁ ସଙ୍କଟମୋଚକ ସାଜିଛନ୍ତି ହିଟମ୍ୟାନ ରୋହିତ୍‌ ଶର୍ମା। ତାଙ୍କୁ ସାଥ ଦେଇଥିବା ଆଜିଙ୍କ୍ୟ…

ଏଡ୍‌ସ ତୁଳନାରେ ଅଧିକ ମାରାତ୍ମକ ସାଜିଛି ସିଫିଲିସ୍‌: ୧୦ ବର୍ଷରେ ବଢ଼ିଛି ୭୦ ପ୍ରତିଶତ

ଓ୍ବାଶିଂଟନ,୨୧।୧୦: ପୃଥିବୀରେ ଏଡ୍‌ସ ତୁଳନାରେ ଅଧିକ ମାରାତ୍ମକ ରୋଗ ଭାବେ ଏବେ ସିଫିଲିସ୍‌ ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୦ ବର୍ଷ ମଧ୍ୟରେ ଏହି ରୋଗୀଙ୍କ ସଂଖ୍ୟାରେ ୭୦ ପ୍ରତିଶତ ବୃଦ୍ଧି ପାଇଥିବା ଗଣମାଧ୍ୟମ ସଂସ୍ଥା ରୟଟର୍ସ ଦ୍ୱାରା ପ୍ରକାଶିତ…

ପିଠି ଯନ୍ତ୍ରଣା ପାଇଁ ନୂଆ ଇଞ୍ଜେକ୍‌ଶନ

ପିଠି ଯନ୍ତ୍ରଣାରୁ ଉପଶମ ପାଇବା ପାଇଁ ଆମେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇଥାଉ। ଏପରିକି କେତେକ ଘରୋଇ ଉପଚାର ମାଧ୍ୟମରେ ଏହି ଯନ୍ତ୍ରଣାକୁ କେତେକାଂଶରେ ଲାଘବ ମିଳିଥାଏ। ଏପରି ସମସ୍ୟାରୁ ତୁରନ୍ତ ଉପଶମ ପାଇବା ପାଇଁ ନିକଟରେ ଏକ ଇଞ୍ଜେକଶନ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟରେ ଅନିୟମିତତା : ନ୍ୟାୟିକ ତଦନ୍ତ ଦାବି କରି ଭାଜପାର ଗଣଧାରଣା

ଭଣ୍ଡାରିପୋଖରୀ,୨୧।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଭଣ୍ଡାରିପୋଖରୀ ଭାଜପା ଶାଖା ପକ୍ଷରୁ ଜିଲା ସଭାପତି ବଦ୍ରିନାରାୟଣ ଧଳଙ୍କ ନେତୃତ୍ୱରେ ସୋମବାର ବିଶାଳ ଗଣଧାରଣା ଓ ପ୍ରତିବାଦ ସଭା କରାଯାଇଛି। ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ବ୍ୟାପକ ଦୁର୍ନୀତି,…

ପୋଖରୀ ଭିତରେ ବୁଡ଼ିଗଲା କାର୍‌ : ଚାଳକ ଫେରାର

ପାଟଣା,୨୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚମ୍ପୁଆ ତୁରୁମୁଙ୍ଗା ରାସ୍ତାର ବୁଢ଼ିକାପୁଡି ପଞ୍ଚାୟତ ଲକ୍ଷ୍ମୀପଶି ରାସ୍ତାପାର୍ଶ୍ୱରେ ଥିବା ଏକ ପୋଖରୀ ଭିତରେ ରବିବାର ବିଳମ୍ବିତ ରାତିରେ ଏକ କାର୍‌ ବୁଡ଼ି ଯାଇଛି। ସୂଚନାଯୋଗ୍ୟ, ଏହି କାର୍‌ଟି ଏକ ଚୋରା ଚାଲାଣ ହେଉଥିବା…

ଶ୍ରୀବନ୍ତପୁରରେ ଯୁବକଙ୍କୁ ହତ୍ୟା : ଦୁଇ ଅଭିଯୁକ୍ତ ଅଟକ

ରସୁଲପୁର,୨୧।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଶ୍ରୀବନ୍ତପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଅଚ୍ୟୁତ ସ୍ବାଇଁଙ୍କ ପୁଅ ଶ୍ୟାମସୁନ୍ଦର(୨୪)। ରବିବାର ରାତି ପ୍ରାୟ ୧୦ଟାରେ ରମେଶ ଓ ତାଙ୍କ ସ୍ତ୍ରୀ ବେଲମୁଣ୍ଡାଙ୍କୁ ଗାଳିଗୁଲଜ କରୁଥିଲେ।…

ଟଙ୍କା ପାଇଁ ଆଇଟମ୍‌ ଗାର୍ଲ ସାଜିଥିଲେ ହେଲେନ୍‌

ବଲିଉଡ୍‌ର ସବୁଠାରୁ ଚର୍ଚ୍ଚିତ ଡ୍ୟାନ୍ସର ଥିଲେ ହେଲେନ। ୨୧ ନଭେମ୍ବର ୧୯୩୮ରେ ବର୍ମାରେ ଜନ୍ମିତ ଏହି ଆଙ୍ଗ୍ଲୋ ଇଣ୍ଡିଆନ ଅଭିନେତ୍ରୀ ବଲିଉଡ୍‌ରେ ନିଜର ପ୍ରଭାବ ବିସ୍ତାର କରି ରଖିଥିଲେ। ବଲିଉଡ୍‌ରେ ସେ ଆଇଟମ ଗର୍ଲ ଭାବେ ପରିଚିତ ଥିଲେ। ରିଲରେ ନିଜ…

ପିଇଓଙ୍କ ରହସ୍ୟଜନକ ମୃତ୍ୟୁ ଘଟଣା : ସିବିଆଇ ତଦନ୍ତ ଦାବିରେ ଭାଜପାର ଯାଜପୁର ବନ୍ଦ

ଯାଜପୁର ଅଫିସ,୨୧।୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ପିଇଓ (ପଞ୍ଚାୟତ ନିିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ବାଳଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିରେ ଭାଜପାର ଜିଲା ବନ୍ଦ ଡାକରା ଦିଆଯାଇଛି। ସୋମବାର ସକାଳ ୬ଟାରୁ ଜିଲାର ବ୍ୟାସନଗର,…

ଉତ୍ତରପ୍ରଦେଶ ଉପନିର୍ବାଚନ: ରାମପୁରରୁ ଧରା ପଡ଼ିଲେ ସମାଜବାଦୀ ପାର୍ଟିର ୭ ନକଲି ଏଜେଣ୍ଟ

ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ୧୧ଟି ବିଧାନସଭା ଆସନ ପାଇଁ ସୋମବାର ମତଦାନ ଜରି ରହିଛି। ରାମପୁର ବିଧାନସଭା ଆସନର ବିଭିନ୍ନ ମତଦାନ କେନ୍ଦ୍ରରୁ ୭ ଜଣ ନକଲି ଏଜେଣ୍ଟ୍‌ ଧରାପଡ଼ିଛନ୍ତି। ସେମାନେ ସମାଜବାଦୀ ପାର୍ଟି ପାଇଁ କାମ କରୁଥିବା ପଚରାଉଚରା ସମୟରେ ପୋଲିସକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri