Home

ଷ୍ଟେଶନ୍‌ ବଜାର ମା’ଶ୍ୟାମାକାଳୀ ପୂଜା : ଚାନ୍ଦି ଅଳଙ୍କାର ମେଢ଼ ସଜ୍ଜା ଉପରେ ଗୁରୁତ୍ୱ

ଯାଜପୁର ରୋଡ, ୨୧ା୧୦(ନି.ପ୍ର.): ଯାଜପୁର ରୋଡ ସହର ସ୍ଥିତ ଷ୍ଟେଶନ୍‌ ବଜାରରେ ୧୯୫୮ରୁ ମା’ ଶ୍ୟାମାକାଳୀଙ୍କୁ ପୂଜା କରାଯାଉଛି। ଏଠାରେ ପୂଜା ଆରମ୍ଭ ହେବା ପୂର୍ବରୁ ସ୍ଥାନୀୟ ଲୋକମାନେ କାଳୀପୂଜା ଦେଖିବା ପାଇଁ ଭଦ୍ରକ ଜିଲା ଯାଉଥିଲେ। ଏହାକୁ ଦେଖି ସହରରେ…

ବାଲିଆରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ବରୀ,୨୧ା୧୦(ସ୍ବ.ପ୍ର.): ଯାଜପୁର ଜିଲାବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟ ନିକଟରେ ରବିବାର ବରୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ବିଜେଡି ସଭାପତି ଅଭିନ୍ନ କୁମାର ଜେନାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଟିପ୍ପର ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା, ଦୁଇ ଭାଇ ଗିରଫ

ଧର୍ମଶାଳା/ଜେନାପୁର,୨୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଳରାମପୁର ଛକଠାରେ ଟିପ୍ପର ଧକ୍କାରେ ତଳଗଡ଼ ଗ୍ରାମର ପ୍ରଦୀପ ମଲିକଙ୍କ ମୃତ୍ୟୁ ମାମଲାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୨ ଜଣଙ୍କୁ…

ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ବିକ୍ଷୋଭ: ପୋଲିସ ଗୁଳିରେ ୪ ମୃତ, ୫୦ ଆହତ

ଢାକା,୨୧ା୧୦: ମୁସ୍‌ଲିମ ବହୁଳ ବାଂଲାଦେଶର ଭୋଲା ଜିଲାରେ ଏକ ଆପତ୍ତିଜନକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ରବିବାର ଦୁଇ ସମ୍ପ୍ରଦାୟ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ଏହାକୁ ନେଇ ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବିକ୍ଷୋଭ ଚାଲିଥିବାବେଳେ ପୋଲିସ ଗୁଳିରେ ୪ ମୃତ ଓ…

ବ୍ରାଡ୍‌ମ୍ୟାନଙ୍କ ୭୧ ବର୍ଷର ରେକର୍ଡକୁ ଟପିଲେ ରୋହିତ୍‌

ରାଞ୍ଚତ୍, ୨୧।୧୦- ଭାରତୀୟ ଷ୍ଟାର୍‌ ବ୍ୟାଟ୍ସମ୍ୟାନ ରୋହିତ୍‌ ଶର୍ମା (୨୧୨ ରନ) କ୍ୟାରିୟରର ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ କରିବା ଅବସରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛନ୍ତି। ଘରୋଇ ମାଟିରେ ସର୍ବାଧିକ ଟେଷ୍ଟ ଆଭରେଜ ହାସଲ କରିବାରେ ସେ ଅଷ୍ଟ୍ରେଲିଆର…

୩ ରୁପା ମୂର୍ତ୍ତି ଉଦ୍ଧାର

ବାଲୁଗାଁ,୨୧ା୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ନିକଟ ଛେଡାପଦରସ୍ଥିତ ଶାଳିଆ ନଦୀର ଝିଞ୍ଜିରି ଶଙ୍ଖଠାରୁ ରବିବାର ୩ ରୁପା ନିର୍ମିତ ମୂର୍ତ୍ତି ଉଦ୍ଧାର ହୋଇଛି। ନୂଆ ଭଳି ଲାଗୁଥିବା ମୂର୍ତ୍ତିଗୁଡିକ ପାଣିରୁ ଉଦ୍ଧାର ହେବା ସମସ୍ତଙ୍କୁ ଚକିତ କରିଛି। ପ୍ରକାଶ ଯେ, ରବିବାର…

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୮ ମୃତ

ଡେରାଡୁନ,୨୧ା୧୦(ପି.ଟି.): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲା ଅନ୍ତର୍ଗତ ଚଣ୍ଡିକାଧରଠାରେ ଭୂସ୍ଖଳନ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ଶନିବାର ରାତିରେ ସେମାନେ ଦୁଇଟି ବାଇକ୍‌ ଓ ଗୋଟିଏ କାରରେ ଯାଉଥିଲାବେଳେ ମାଟି ଅତଡ଼ା ତଳେ ଚାପି ହୋଇଯାଇଥିଲେ। ମାଟି ଅତଡା ସହିତ ଏକ…

ତୁର୍କୀ-ସିରିଆ ଅସ୍ତ୍ରବିରତିର ତୃତୀୟ ଦିନ: ସୀମାରେ ଗଲାଣି ୨୧ ଜୀବନ

ଡମାସ୍‌କସ୍‌,୨୧ା୧୦(ଆଇଏଏନ୍‌ଏସ୍‌): ସିରିଆର ଉତ୍ତରପୂର୍ବାଞ୍ଚଳରେ ତୁର୍କୀର ଆକ୍ରମଣକୁ ବନ୍ଦ କରିବା ଲାଗି ୩ ଦିନ ପୂର୍ବେ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ରାଜିନାମା ହୋଇଥିଲା। ଏହାପରଠାରୁ ସୀମାନ୍ତରେ ୨୦ ସାଧାରଣ ନାଗରିକ ଓ ଜଣେ ତୁର୍କୀ ସୈନ୍ୟ ନିହତ ହେଲେଣି। ଏଥିସହିତ ଅନ୍ୟ…

ସହରକୁ ଜଳଯୋଗାଣ ବନ୍ଦ : ଜନସ୍ବାସ୍ଥ୍ୟ ବିଭାଗ ବେଫିକର

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ସହରକୁ ଦୈନିକ ଆବଶ୍ୟକ ଅନୁଯାୟୀ ଜଳ ଯୋଗାଣ ହେଉ ନ ଥିବାବେଳେ ଏବେ ୩ଦିନ ହେଲା ସମ୍ପୂର୍ଣ୍ଣ ବନ୍ଦ ହୋଇଛି। ଫଳରେ ସହରବାସୀ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ସମାଧାନ ବଦଳରେ ଜନସ୍ବାସ୍ଥ୍ୟ ବିଭାଗ ବେଫିକର…

୯ରେ କର୍‌ତାରପୁର କରିଡର ଉଦ୍‌ଘାଟନ

ଲାହୋର,୨୧ା୧୦(ପି.ଟି.): ବହୁପ୍ରତୀକ୍ଷିତ କର୍‌ତାରପୁର କରିଡର ଉଦ୍‌ଘାଟନ ନଭେମ୍ବର ୯ରେ ହେବ ବୋଲି ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ରବିବାର ଘୋଷଣା କରିଛନ୍ତି। ଏହି ପ୍ରସ୍ତାବିତ କରିଡର କର୍‌ତାରପୁରର ଦର୍‌ବାର ସାହିବ ସହ ପଞ୍ଜାବ ଗୁର୍‌ଦାସପୁରର ଡେରା ବାବା ନାନକ ପୀଠକୁ ସଂଯୋଗ…

ଭଏସ୍‌ ଅଫ ନୟାଗଡ଼ ସିଜନ୍‌-୨ ଆରମ୍ଭ : ଭାଗ ନେଲେ ୮୫ ପ୍ରତିଯୋଗୀ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ କ୍ଲବ ଆନୁକୂଲ୍ୟରେ ରବିବାର ଭଏସ୍‌ ଅଫ ନୟାଗଡ଼ ସିଜନ-୨ର ପ୍ରଥମ ପର୍ଯ୍ୟାୟ ଅଡ଼ିଶନ ରୋଟାରି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କ୍ଲବ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଙ୍ଗୀତ ଭିତ୍ତିକ ପ୍ରତିଯୋଗିତାକୁ ଏସ୍‌ପି ଶଶିଭୂଷଣ ଶତପଥୀ ମୁଖ୍ୟ…

ହତ୍ୟା ଅଭିଯୁକ୍ତ ୩ ବର୍ଷ ପରେ ଗିରଫ

ନୟାଗଡ଼ ଅଫିସ,୨୧ା୧୦: ୩ ବର୍ଷ ତଳେ ହତ୍ୟାକାଣ୍ଡ ଘଟାଇ ଫେରାର ଥିବା ଜଣେ ଯୁବକଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି। ସେ ହେଲେ ଦୁର୍ଗାପ୍ରସାଦ ଗ୍ରାମର କିଶୋର ମାଝି ଓରଫ କୁମ୍ପା। ଘଟଣାରୁ ପ୍ରକାଶ ଯେ, ଘଡ଼ୁଆଳ ଗ୍ରାମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri