Home

ପାକିସ୍ତାନ ଧୂଳିଝଡ଼ ଭାରତ ମୁହାଁ: ଉତ୍ତର ଭାରତରେ ଆଲର୍ଟ ଜାରି

ଇସଲାମାବାଦ୍‌/ନୂଆଦିଲ୍ଲୀ,୧୨।୬: ପାକିସ୍ତାନ ଏବଂ ଆଫଗାନୀସ୍ତାନରୁ ଧୂଳିଝଡ଼ ଭାରତ ମୁହାଁ ହୋଇଛି। ଏହା ବୁଧବାର ଅପରାହ୍ନ ସୁଦ୍ଧା ଉତ୍ତରଭାରତରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ଉତ୍ତରଭାରତରେ ଆଲର୍ଟ ଜାରି ହୋଇଛି। ଧୂଳିଝଡ଼ ଯୋଗୁ ଆଗାମୀ ୨-୩ଦିନ...

ଡରାଉଛି ବାତ୍ୟା ‘ବାୟୁ’: ୩ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଗଲା

ଗାନ୍ଧୀନଗର, ୧୨।୬: ଧିରେ ଧିରେ ଭୟଙ୍କର ରୂପ ନେଉଛି ବାତ୍ୟା ‘ବାୟୁ’। ଦକ୍ଷିଣ ପୂର୍ବ ଆରବସାଗରରୁ ସୃଷ୍ଟ ଲଘୁଚାପ ଧିରେ ଧିରେ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଉଛି। ଜୁନ ୧୩ ତାରିଖ ସକାଳେ ଏହା ଗୁଜରାଟ ଉପକୂଳ ଅତିକ୍ରମ କରିବ...

‘ଚନ୍ଦ୍ରଯାନ-୨’ର ପ୍ରଥମ ଚିତ୍ର ଜାରି କଲା ଇସ୍ରୋ

ହାଇଦ୍ରାବାଦ୍‌, ୧୨।୬: ଗତ ୧୦ବର୍ଷ ଭିତରେ ଦ୍ୱିତୀୟଥର ଚନ୍ଦ୍ରକୁ ଯିବା ପାଇଁ ପ୍ରସ୍ତୁତି ଚଳାଇଛି ଭାରତ। ଆସନ୍ତା ୯ରୁ ୧୬ ତାରିଖ ମଧ୍ୟରେ ଇସ୍ରୋ ଚନ୍ଦ୍ରକୁ ଏହାର ଦ୍ୱିତୀୟ ଅଭିଯାନ ଚନ୍ଦ୍ରଯାନ-୨ ପଠାଇବ। ଏହା ପୂର୍ବରୁ ମଡ୍ୟୁଲ୍ସଗୁଡିକର ପ୍ରଥମ ଚିତ୍ର...

୨୦୧୮ରେ ଆସିଛି ଅଧିକ ସାମୁଦ୍ରିକ ଝଡ଼: ୭ ବାତ୍ୟା ନେଇଛି ୩ଶହ ୪୩ ଜୀବନ

ନୂଆଦିଲ୍ଲୀ,୧୨।୬: ଦେଶରେ ୧୯୬୭ଠାରୁ ବର୍ତ୍ତମାନ ସୁଦ୍ଧା ୫୨ ବର୍ଷ ମଧ୍ୟରେ ୧୨୧ ସାମୁଦ୍ରିକ ଝଡ଼ ଆସିଛି। ସେଥିମଧ୍ୟରୁ ୨୦୧୮ରେ ଅଧିକ ଝଡ଼ ହୋଇଛି। ଏଥିରେ ୩ ଶହ୪୩ ଲୋକଙ୍କ ମୃତ୍ୟୁ ଘଟିଥିବା ଭାରତୀୟ ପରିସଂଖ୍ୟାନ ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ...

ଘରୁ ବାହାରିଲା ୧୩ ନାଗ, ବାବୁ ସାହିରେ ଆତଙ୍କ

ଧାମନଗର,୧୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ବାବୁ ସାହିର ଖଗେଶ୍ୱର ମହାକୁଡ଼ଙ୍କ ଘରୁ ଗୋଟିଏ ନାଗୁଣୀ ସହ ୧୨ ନାଗ ଛୁଆ ଉଦ୍ଧାର କରାଯାଇଛି। ମଙ୍ଗଳବାର ଏକ ମୃତ ନାଗ ଛୁଆ ଦେଖିବା ପରେ ଖଗେଶ୍ୱର ସ୍ନେକ ହେଲ୍ପଲାଇନକୁ...

କେନ୍ଦୁଝରରେ ଥମୁନି କଳା ପଲ୍‌ସର ଆତଙ୍କ: ପାଟଣାରେ ଦୁର୍ବୃତ୍ତ ଲୁଟି ନେଲେ ୧ ଲକ୍ଷ ୯୩ ହଜାର ଟଙ୍କା, ଲୁଟେରାଙ୍କ ଟେର୍‌ ପାଉନି ପୋଲିସ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଥମୁନି କଳା ପଲ୍‌ସର ଆତଙ୍କ। ବିଶେଷକରି ପର୍ବ ପର୍ବାଣୀ ସମୟରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇ ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି। ଏହି କ୍ରମରେ ପାଟଣା ଥାନା ପାଟଣା ସାହାରପଡା ଦେଇ ଯାଇଥିବା...

ବିହାରରେ ଜାପାନୀ ଜ୍ୱର ଆତଙ୍କ: ଗଲାଣି ୩୧ ଶିଶୁଙ୍କ ଜୀବନ

ପାଟନା, ୧୨।୬: ବିହାରରେ ଏବେ ଜାପାନୀ ଜ୍ବର ବା ଏନ୍ସେଫାଲାଇଟିସ ଜ୍ବର ଆତଙ୍କ ସୃଷ୍ଟି କରିଛି। ଏଥିରେ ଆକ୍ରାନ୍ତ ହୋଇ ୩୧ ଶିଶୁ ପ୍ରାଣ ହରାଇଲେଣି। ମୁଜାଫରପୁରରେ ପରିସ୍ଥିତି ଭୟାନକ ହୋଇଛି। ସ୍ଥାନୀୟ ଶ୍ରୀକୃଷ୍ଣ ମେମୋରିଆଲ ମେଡିକାଲ କଲେଜ ହସ୍ପିଟାଲରେ...

ପ୍ରଧାମମନ୍ତ୍ରୀ ମୋଦିଙ୍କୁ ଆଶ୍ୱାସନା ଦେଇ ଟ୍ରୋଲ ହେଲେ ହାର୍ଦ୍ଦିକ

ଅହମ୍ମଦାବାଦ୍‌, ୧୨।୬: ଭାରତୀୟ ବାୟୁସେନା ପରିବହନ ବିଭାଗର ନିଖୋଜ ବିମାନ ଏନ-୩୨ ଆଠ ଦିନ ପରେ ଠାବ ହୋଇଛି। ମଙ୍ଗଳବାର ଭାରତୀୟ ବାୟୁସେନାର ଏମଆଇ-୧୭ ବିମାନ ଆକଶ ମାର୍ଗରେ ସର୍ଚ୍ଚ ଅପରେସନ କରୁଥିବାବେଳେ ଅରୁଣାଚଳ ପ୍ରଦେଶର ସିଅଙ୍ଗ ଜିଲାର ପେୟୁମ...

ପଶ୍ଚିମବଙ୍ଗରେ ଥମୁନି ହିଂସା: ପୁଣି ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତଦେହ ମିଳିଲା

କୋଲକାତା, ୧୨।୬: ପଶ୍ଚିମବଙ୍ଗରେ ଥମୁନି ହିଂସା। ବୁଧବାର ମାଳଦାରେ ଦୁଇଦିନ ହେଲା ନିଖୋଜ ଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଭାଜପା କାର୍ଯ୍ୟକର୍ତ୍ତାମାନେ ଘଟଣାକୁ ବିରୋଧ ପ୍ରଦର୍ଶନ କରି ରାସ୍ତାକୁ...

ଲୋକ ସଭା ଉପବାଚସ୍ପତି ପଦ ଓ୍ବାଇଏସଆର୍‌ କଂଗ୍ରେସକୁ ଦିଆଯାଇପାରେ

ନୂଆଦିଲ୍ଲୀ. ୧୨।୬: ଆନ୍ଧ୍ର ପ୍ରଦେଶର ଜଗନମୋହନଙ୍କ ନେତୃତ୍ୱାଧୀନ ଓ୍ବାଇଏସଆର କଂଗ୍ରେସକୁ ଏଥର ଲୋକ ସଭା ଉପବାଚସ୍ପତି ପଦ ଅଫର୍‌ ଭାଜପା ଦେଇପାରେ। ମଙ୍ଗଳବାର ଭାଜପା ସାଂସଦ ଜିଭିଏଲ ନରସିଂହା ରାଓ ମୁଖ୍ୟମନ୍ତ୍ରୀ ଜଗନଙ୍କୁ ଭେଟିବା ପରେ ଏହି ଚର୍ଚ୍ଚା ଜୋର...

ଅଭିନନ୍ଦନଙ୍କ ମଜାକ ଉଡାଇଲା ପାକିସ୍ତାନ

ଇସଲମାବାଦ୍‌, ୧୨।୫: ଇଂଲଣ୍ଡ ଚାଲିଥିବା କ୍ରିକେଟ ବିଶକପରେ ଜୁନ୍‌ ୧୬ ଏକ ହାଇ ଭୋଲ୍ଟଟେଜ୍‌ ମ୍ୟାଚ୍‌। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଭାରତ ଏବଂ ପାକିସତନା ପୁଣି ଥରେ ପରସ୍ପରକୁ ଭେଟିବେ। ଏଥିପାଇଁ ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ବଢିଯାଇଛି।...

ନେପାଳରେ ମୃତ ଓଡ଼ିଆ ତୀର୍ଥଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୬: ନେପାଳରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଓ ତୀର୍ଥଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ମୃତକଙ୍କ ପରିବାରକୁ ସହାୟତା ଯୋଗାଇଦିଆଯିବା ସହ ଆହତଙ୍କ ଚିକିତ୍ସା ପାଇଁ ନେପାଳରେ ଉଦ୍ୟମ ଚାଲିଛି ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri