ଉପନିର୍ବାଚନ ଫଳାଫଳ ପରେ ବହୁମତ ପାଇଁ ୟେଦୁରପ୍ପା ସରକାର ଆବଶ୍ୟକ କରିବେ ୬ ବିଧାୟକଙ୍କ ସମର୍ଥନ
ବେଙ୍ଗାଲୁରୁ,୧୩।୧୧: କର୍ନାଟକର ୧୫ଟି ବିଧାନସଭା ଆସନରେ ଡିସେମ୍ବର ୫ରେ ଉପନିର୍ବାଚନ ହେବ। ସମ୍ପ୍ରତି କର୍ନାଟକରେ ମୋଟ ବିଧାୟକ ସଂଖ୍ୟା ୨୦୭ ରହିଛି। ସରକାର ଗଠନ ପାଇଁ ଆବଶ୍ୟକ କୁହୁକ ସଂଖ୍ୟା ୧୦୪ ଥିବାବେଳେ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦୁରପ୍ପାଙ୍କ ପାଖରେ ୧୦୬ ବିଧାୟକଙ୍କ ସମର୍ଥନ…
ଏମିତି ବିବାହ ବାର୍ଷିକୀ ପାଳନ କରିବେ ଦୀପ୍ବୀର
ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ଏବଂ ରଣବୀର ସିଂ ନଭେମ୍ବର ୧୪ରେ ପ୍ରଥମ ବିବାହ ବାର୍ଷିକୀ ପାଳନ କରିବେ। ୨୦୧୮ରେ ଉଭୟଙ୍କ ବିବାହ ଖୁବ୍ ଆଡମ୍ବରରେ ଇଟାଲୀରେ ହୋଇଥିଲା। ପ୍ରଥମ ବିବାହ ବାର୍ଷିକୀକୁ ମନେରଖିବା ପାଇଁ ପରିବାର ସହ ସମୟ ବିତାଇବେ…
ଅଯୋଗ୍ୟ ଘୋଷିତ ୧୭ ବିଧାୟକ ଲଢ଼ିପାରିବେ ନିର୍ବାଚନ: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୩।୧୧: କର୍ନାଟକର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ନିର୍ବାଚନ ଲଢ଼ିପାରିବେ ବୋଲି ବୁଧବାର ସୁପ୍ରିମ୍କୋର୍ଟ ରାୟ ଦେଇଛନ୍ତି। ଏହି ଘଟଣାରେ ବାଚସ୍ପତିଙ୍କ ନିଷ୍ପତ୍ତି ଠିକ୍ ଥିବା କୋର୍ଟ କହିଛନ୍ତି। ଫଳରେ ଅଯୋଗ୍ୟ ଘୋଷିତ ବିଧାୟକାମାନେ ଆଶ୍ୱସ୍ତ ହୋଇଛନ୍ତି। କୋର୍ଟଙ୍କ ରାୟ ଅନୁସାରେ…
ରାଜୌରୀରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୧୩।୧୧: ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା ସୃଷ୍ଟି ଲାଗି ପାକିସ୍ତାନ ଲଗାତାର ପ୍ରୟାସ ଜାରି ରଖିଛି। ବୁଧବାର ପାକିସ୍ତାନ ପୁଣି ଥରେ ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଲକ୍ଷ୍ୟ କରି ଭାରତୀୟ ପୋଷ୍ଟଗୁଡିକ ଉପରେ ମୋର୍ଟାର ଶେଲିଂ ମାଡ଼…
ଦରମା ନ ମିଳିବାରୁ ଅଭିନବ ପ୍ରତିବାଦ: କାର୍ଯ୍ୟାଳୟ ଭିତରେ ଅଳିଆ ଫିଙ୍ଗିଲେ ସଫେଇ କର୍ମଚାରୀ
ବାରିପଦା ଅଫିସ,୧୩।୧୧: ବାରିପଦା ପୌର ପରିଷଦର ସଫେଇ କାର୍ଯ୍ୟରେ ନିୟୋଜିତ ସଫେଇ କର୍ମଚାରୀମାନେ ମଙ୍ଗଳବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ବୁଧବାର ସକାଳେ ପୌର କାର୍ଯ୍ୟାଳୟ ଭିତରେ ଅଳିଆ ଫିଙ୍ଗି ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ଦରମା ପ୍ରଦାନ ଦାବିରେ ଏହି ଆନ୍ଦୋଳନ…
ଫିଲ୍ମରୁ ଦୂରେଇଲେ ଅମିତାଭ୍ ବଚ୍ଚନ୍
ମୁମ୍ବାଇ: ଯିଏ ବଲିଉଡ୍ର ଫ୍ୟାନ୍, ସେ ବିଗ୍ ବି ଅମିତାଭ୍ ବଚ୍ଚନ୍ଙ୍କ ଫ୍ୟାନ୍ ହୋଇଥିବ ନିଶ୍ଚୟ। ଏଣୁ ଆମ ସମସ୍ତଙ୍କ ପାଇଁ ଏକ ଦୁଃଖ ଖବର। ଦଶନ୍ଧି ଦଶନ୍ଧି ଧରି ନିଜ ଅଭିନୟ ଆଉ ବ୍ୟକ୍ତିତ୍ୱ ମାଧ୍ୟମରେ ଦର୍ଶକଙ୍କ ହୃଦୟରେ ଘର…
ବିଶ୍ୱ ଦୟା ଦିବସ: ଜୀବନକୁ ସ୍ପର୍ଶ କରେ ଦୟା
ଦୟା ଜୀବନକୁ ବଦଳାଇଦିଏ। ଏହା ଆନନ୍ଦର ଅଗ୍ରଦୂତ। ଯେଉଁମାନେ ଦୟାର ଅଲୌକିକତା ଅନୁଭବ କରିଛନ୍ତି ସେମାନେ ସବୁବେଳେ ଦୟାଳୁ। ଦୟା ଭାବ ମାନବ ଜୀବନର ଏକ ମୌଳିକ ଅଂଶ। ଏହା ଜାତି, ଧର୍ମ,ସମ୍ପ୍ରଦାୟ, ଲିଙ୍ଗଗତ ପାର୍ଥକ୍ୟ ତଥା ରାଜନୀତିର ବାଦ ବିବାଦକୁ…
ଇସ୍ରାଏଲ୍ ବୋମାମାଡ଼ରେ ପାଲେଷ୍ଟାଇନ୍ ଆତଙ୍କବାଦୀ ମୁଖ୍ୟ ବାହା ଅବୁ ନିହତ
ଗାଜା,୧୩।୧୧: ଇସ୍ରାଏଲ୍ ବୋମାମାଡ଼ରେ ପାଲେଷ୍ଟାଇନ୍ ଆତଙ୍କବାଦୀ ମୁଖ୍ୟ ବାହା ଅବୁ ଅଲ୍-ଅଟ୍ଟା ନିହତ ହୋଇଛନ୍ତି। ଗାଜା ଅଞ୍ଚଳରେ ଇସ୍ରାଏଲ୍ ମିଳିତ ସୈନ୍ୟ ବାହିନୀ ପକ୍ଷରୁ ପ୍ରବଳ ବୋମାମାଡ଼ କରାଯାଇଥିଲା। ବୋମାମାଡ଼ରେ ବାହା ଅବୁ ଏବଂ ତାଙ୍କ ସ୍ତ୍ରୀଙ୍କ ସହିତ ୧୦ ଜଣଙ୍କ…
୧୮ବର୍ଷ ପରେ ଚପଲ ପିନ୍ଧିବେ ଦେବଦାସ
କିଶନଗଞ୍ଜ,୧୩।୧୧: ବିହାରର କିଶନଗଞ୍ଜର ଦେବଦାସ ଏବେ ୧୮ ବର୍ଷ ପରେ ଚପଲ ପିନ୍ଧିବେ। ରାମମନ୍ଦିର ନିର୍ମାଣ ନହେଲେ ସେ ଚପଲ ପିନ୍ଧିବେନି ବୋଲି ୨୦୦୧ରେ ଶପଥ ନେଇଥିଲେ। ସେହିଦିନଠାରୁ ସେ ବିନା ଚପଲରେ ଯିବା ଆସିବା କରୁଥିଲେ। ଏବେ ସୁପ୍ରିମ୍କୋର୍ଟଙ୍କ ରାୟ…
ଆଜି ଛାଡ଼ଖାଇ: ଆମିଷ ବଜାରରେ ପ୍ରବଳ ଭିଡ
ଭୁବନେଶ୍ୱର,୧୩।୧୧: ଆଜି ରାଜ୍ୟରେ ଛାଡଖାଇ ପାଳନ କରାଯାଉଛି। ଗତ ଏକ ମାସ ହେବ ନିରାମିଷ ଭୋଜନ କରିଥିବା ଲୋକେ ଆଜି ଆମିଷ ଖାଇବେ। ଏନେଇ ଆମିଷ ବଜାରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଆଜି ବୁଧବାର ଥିବାରୁ ଭୋରରୁ ମାାଛ, ମାଂସ…
୮ମ ଶ୍ରେଣୀ ସ୍କୁଲ ଛାତ୍ରଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ
କୋରୁକୋଣ୍ଡା/ମାଲକାନଗିରି, ୧୩।୧୧(ଡି.ଏନ.ଏ):ମାଲକାନଗିରି ଜିଲା କୋରୁକୋଣ୍ଡାରେ ବୁଧବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କେନ୍ଦ୍ରାଗୁମ୍ପା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହଷ୍ଟେଲ ପରିସରରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣଙ୍କ ହେଲେ…
ଆଜି ବନକଲାଗି: ୪ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ ଅଫିସ,୧୩।୧୧:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ…

