ବାତ୍ୟା ବାୟୁ ମୌସୁମୀକୁ ଉଡ଼ାଇନେବା ଆଶଙ୍କା: ଉତ୍ତରଭାରତ ହୋଇପାରେ ପ୍ରଭାବିତ
ନୂଆଦିଲ୍ଲୀ,୧୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧୀରେଧୀରେ ଦେଶରେ ପ୍ରବେଶ କରିବା ପ୍ରକ୍ରିୟା ଜାରି ରହିଛି। ତେବେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ମୌସୁମୀକୁ ଉଡ଼ାଇନେବା ଆଶଙ୍କା ଦେଖାଦେଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।...
ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ
ଅହମ୍ମଦାବାଦ୍ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ ଲାଣ୍ଡଫଲ୍ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର...
ନାସା ଲଞ୍ଚ୍ କରିବ ଟ୍ବିନ୍ ସାଟେଲାଇଟ୍
ଓ୍ବାଶିଂଟନ୍: ଆମେରିକୀୟ ମହାକାଶ ଗବେଷଣା କେନ୍ଦ୍ର ନାସା ଦୁଇଟି କ୍ଷୁଦ୍ର ସାଟେଲାଇଟ୍ ମହାକାଶକୁ ଲଞ୍ଚ୍ କରିବ। ପୃଥିବୀର ଉପର ବାୟୁମଣ୍ଡଳରେ ସାମରିକ ଓ ଏୟାରଲାଇନ୍ ଯୋଗାଯୋଗ ଏବଂ ଜିପିଏସ୍ ସିଗ୍ନାଲ୍ କ୍ଷେତ୍ରରେ ଉପୁଜିଥିବା ଅସୁବିଧା ଦୂରକରିବାରେ ଏହା ସହାୟକ ହୋଇପାରିବ।...
ପ୍ରତ୍ୟାହାର ହୋଇପାରେ ଏଟିଏମ୍ ଚାର୍ଜ: ଆର୍ବିଆଇ ଗଠନ କଲା ସମୀକ୍ଷା କମିଟି
ମୁମ୍ବାଇ,୧୨-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଏନ୍ଇଏଫ୍ଟି ଏବଂ ଆର୍ଟିଜିଏସ୍ ଉପରେ ଲାଗୁଥିବା ଶୁଳ୍କ ପ୍ରତ୍ୟାହାର କରିନେଇଛି। ତେବେ ଅଟୋମେଟେଡ ଟେଲର ମେଶିନ(ଏଟିଏମ୍) ବ୍ୟବହାର ଲାଗି ଲାଗୁଥିବା ଚାର୍ଜ ଆଦାୟର ସମୀକ୍ଷା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଏକ କମିଟି ଗଠନ...
ଆଇବିଏମ୍ଠାରୁ ବଡ଼ କମ୍ପାନୀ ହେଲା ଟିସିଏସ୍
ନୂଆଦିଲ୍ଲୀ,୧୨ା୬: ଦେଶର ଶୀର୍ଷ ଆଇଟି ସେବା ପ୍ରଦାନକାରୀ କମ୍ପାନୀ ଟାଟା କନସଲଟାନ୍ସି ସର୍ଭିସ(ଟିସିଏସ୍) ବିଶ୍ୱର ଶୀର୍ଷ କମ୍ପାନୀମାନଙ୍କ ମଧ୍ୟରେ ଅନ୍ୟତମ ଆଇବିଏମ୍କୁ ବଜାର ପୁଞ୍ଜୀକରଣରେ ପଛରେ ପକାଇ ଏକ ନମ୍ବର ସ୍ଥାନକୁ ଉଠିଆସିଛି। ସୋମବାର ଟିସିଏସ୍ର ବଜାର ପୁଞ୍ଜୀକରଣ ୮.୩୭...
ଏବର୍ଷ ବଢ଼ିବନି ବିଦ୍ୟୁତ୍ ଶୁଳ୍କ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟରେ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ହେବ ନାହିଁ। ପୂର୍ବ ବର୍ଷ ଭଳି ଘରୋଇ ଉପଭୋକ୍ତାମାନେ ବିଦ୍ୟୁତ୍ ଦେୟ ପଇଠ କରିବେ। ବିଦ୍ୟୁତ୍ ଉତ୍ପାଦନ ଓ ବଣ୍ଟନ କମ୍ପାନୀଗୁଡିକର ଶୁଳ୍କ ବୃଦ୍ଧି ଆବେଦନର ଶୁଣାଣି...
ରିଲାଏନ୍ସ ଯୋଗାଇବ ସବ୍ସିଡିଯୁକ୍ତ ଏଲ୍ପିଜି
ନୂଆଦିଲ୍ଲୀ,୧୨-୬: ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ଦେଶରେ ରୋଷେଇ ଗ୍ୟାସ୍ ଅର୍ଥାତ ଏଲ୍ପିଜି ସିଲିଣ୍ଡର ଯୋଗାଉଛନ୍ତି। ତେବେ ଘରୋଇ କମ୍ପାନୀଙ୍କୁ ସବ୍ସିଡିଯୁକ୍ତ ରୋଷେଇ ଗ୍ୟାସ୍ ଯୋଗାଇବା ଲାଗି ସୁଯୋଗ ଦେବାକୁ ଦେଶର ସର୍ବବୃହତ ଗ୍ୟାସ୍ ଉତ୍ପାଦନକାରୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଦାବି କରିଛି।...
ଭାରତ ବିରୋଧରେ ଟ୍ରମ୍ପ ମୁହଁ ଖୋଲିଲେ: ଆମେରିକା ମୋଟରସାଇକେଲ ଉପରେ ୫୦% ଟାରିଫ ସ୍ବୀକାର୍ଯ୍ୟ ନୁହେଁ
ଓ୍ବାଶିଂଟନ,୧୨-୬: ଟାରିଫ ବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ ବିରୋଧରେ ପୁନର୍ବାର ମୁହଁ ଖୋଲି ଚାପ ପକାଇବା ରାଜନୀତି ଆରମ୍ଭ କରିଛନ୍ତି। ଆମେରିକାରୁ ଆସୁଥିବା ମୋଟରସାଇକେଲ ଉପରେ ଭାରତ ଟାରିଫ ହାରକୁ ୧୦୦ରୁ ୫୦ ପ୍ରତିଶତକୁ...
କେଉଁଠି ପାଳିବେ ରଜ
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ପାଖେଇ ଆସିଛି ରଜ। ପୋଡ଼ପିଠାରୁ ଆରମ୍ଭ କରି ରଜ ପାନଖିଆ ଓ ରଜ ଦୋଳି ଖେଳ, ଯାହାର ଅପେକ୍ଷା ରହିଥାଏ ପ୍ରତି ଓଡ଼ିଆ ଘରେ। ପର୍ବକୁ ଆହୁରି ଆକର୍ଷଣୀୟ କରିବା ପାଇଁ ଗଁାଠୁ ସହର, ସବୁଠି ଆରମ୍ଭ ହୋଇଗଲାଣି ସଜବାଜ।...
ଗରମରେ ସିଝୁଛି ଓଡ଼ିଶା: ୧୫ ଯାଏ ନିସ୍ତାର ନାହିଁ
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ସମଗ୍ର ରାଜ୍ୟ ଗରମ ଓ ଗୁଳୁଗୁଳିରେ ସିଝୁଛି। ସତେ ଯେପରି ଆକାଶରୁ ଅଗ୍ନି ବର୍ଷୁଛି। ପ୍ରଚଣ୍ଡ ଗ୍ରୀଷ୍ମ ପରିବେଶକୁ ଉତ୍ତପ୍ତ କରି ଦେଇଛି। ମଣିଷଠାରୁ ଆରମ୍ଭ କରି ପଶୁପକ୍ଷୀ ତ୍ରାହି ତ୍ରାହି ଡାକୁଛନ୍ତି। ଖରା ତାତି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଥିବା...
ବର୍ଷା ପୂର୍ବରୁ କାମ ସାରିବାକୁ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ନୂଆଗାଁ (ଡି.ଏନ.ଏ)/ନୟାଗଡ଼ ଅଫିସ,୧୨।୬- ନୟାଗଡ ଜିଲାପାଳଙ୍କ ସଦ୍ଭାବନା ଗୃହରେ ମଙ୍ଗଳବାର ଅପରାହ୍ନ ୫ଟାରେ ରାଜ୍ୟ କୃଷି, ମତ୍ସ୍ୟ, ପଶୁପାଳନ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଆବାହକତ୍ୱରେ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି...
ସମ୍ପୂର୍ଣ୍ଣାଙ୍କୁ ଗ୍ରହଣ କଲେ ବାଙ୍ଗାଲୋରର ଦମ୍ପତି
ସୋନପୁର,୧୨।୬(ନି.ପ୍ର.)ସୁବର୍ଣ୍ଣପୁରର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର(ସା)ରେ ରହୁଥିବା ଶିଶୁ କନ୍ୟା(ସମ୍ପୂର୍ଣ୍ଣା)ଙ୍କୁ ବାଙ୍ଗାଲୋରରେ ରହୁଥିବା ଦମ୍ପତି ମଙ୍ଗଳବାର ଗ୍ରହଣ କରିଛନ୍ତି। ଏହି ଶିଶୁକୁ ଜିଲା ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ହିମାଂଶୁ ଭୂଷଣ ନାୟକ ସମ୍ପୃକ୍ତ ଆଇଟି ଇଞ୍ଜିନିୟର ଦମ୍ପତିଙ୍କୁ ପ୍ରଦାନ...
Archives


