Home

ଆଜି ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର, ୮ା୬(ବ୍ୟୁରୋ): ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡଙ୍ଗୀ କେନ୍ଦ୍ରମନ୍ତ୍ରୀଭାବେ ଶପଥ ନେବାପରେ ପ୍ରଥମ ଥର ପାଇଁ ଶନିବାର ଓଡିଶା ଆସୁଛନ୍ତି। ସେମାନଙ୍କ ସହ ରାଜ୍ୟ ପ୍ରଭାରୀ ଅରୁଣ ସିଂ ମଧ୍ୟ ରାଜ୍ୟ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନେ...

କାଳିଆ ଯୋଜନା: ୩୨୩୪ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କୃଷକ ଆସିଷ୍ଟାନ୍ସ ଫର ଲାଇଭଲିହୁଡ୍‌ ଆଣ୍ଡ ଇନ୍‌କମ ଅଗ୍‌ମେଣ୍ଟେଶନ (କାଳିଆ) ଯୋଜନା ସକାଶେ ୩,୨୩୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଯୋଜନାରେ ଚଳିତ ବର୍ଷ ଯୋଗ୍ୟ ହିତାଧିକାରୀଙ୍କୁ...

ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ବିବାହ ସମ୍ପନ୍ନ : ରୋଶଣିରେ କମ୍ପିଲା ଦେଓଗଁ।

ଢେଙ୍କାନାଳ ଅଫିସ, ୮।୬- ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳର ଜିଲାର ପ୍ରମୁଖ ଶୈବପୀଠ। ବାଜାବାଣ, ରୋଶଣି ସାଙ୍ଗକୁ ଶିବସ୍ତୋତ୍ରରେ ପରିବେଶ ମୁଖରିତ ହୋଇଉଠିଥିବାବେଳେ ଦବଦମ୍ପତିଙ୍କ ବିବାହରେ ସାମିଲ ହୋଇଥିଲେ ହଜାର ହଜାର ଶ୍ରଦ୍ଧାଳୁ। କପିଳାସ...

୫୬୮ ଏକର ଜଙ୍ଗଲ ଜମି ଗାଏବ

କଟକ ଅଫିସ, ୮।୬: ରାଜଧାନୀ ଭୁବନେଶ୍ୱରର ୫୬୮ ଏକର ଜଙ୍ଗଲ ଜମି ଗାଏବ ହୋଇଯାଇଛି। ଏହାକୁ ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି)ରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟି ଖୋର୍ଦ୍ଧା ଜିଲାପାଳ ଓ ଖୋର୍ଦ୍ଧା ବନଖଣ୍ଡ...

ଘରଭଙ୍ଗା ତଦନ୍ତରେ ଅନିୟମିତତା: ତହସିଲ କାର୍ଯ୍ୟାଳୟ ଘେରିଲେ ବାତ୍ୟା ବିପନ୍ନ

ବାଲିଆ,୮।୬: ଫନୀ ବାତ୍ୟା ପ୍ରଭାବରେ ବିରିଡ଼ି ତହସିଲ ଅଞ୍ଚଳରେ ବହୁ ଲୋକଙ୍କ ଘର ଭାଙ୍ଗିଯାଇଥିଲେ ମଧ୍ୟ ଅଦ୍ୟାବଧି ସେମାନଙ୍କୁ ପଲିଥିନ୍‌ ଖଣ୍ଡେ ମିଳିପାରିଲା ନାହିଁ। ଏପରି କି ଘରଭଙ୍ଗା ତଦନ୍ତ ଠିକ୍‌ ଭାବେ ନ ହେବାରୁ ବିପନ୍ନ ପରିବାର ଆରଆଇଙ୍କ...

ବକେୟା ଦରମା ଦାବିରେ ଛଟେଇ ଶ୍ରମିକଙ୍କ ଧାରଣା

କାଳିଆପାଣି,୮ା୬(ଡି.ଏନ୍‌.ଏ.): ଇଡ଼କଲ ତୈଳଙ୍ଗୀ ଖଣି କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବେକୟାଦରମା ପ୍ରଦାନ ଦାବିରେ ଛଟେଇ ଶ୍ରମିକମାନେ ଧାରଣା ଦେଇଛନ୍ତି। ଦୀର୍ଘ ସମୟଧରି ଧାରଣା ଜାରି ରହିଥିଲେ ମଧ୍ୟ ଧାରଣସ୍ଥଳକୁ ଖଣି କର୍ତ୍ତୃପକ୍ଷ ଆସି ନ ଥିଲେ। ଶେଷରେ ଶ୍ରମିକମାନେ ନିରାଶ...

ଜଗନମୋହନଙ୍କ ନିଷ୍ପତ୍ତିକୁ ଶ୍ରୀକାନ୍ତଙ୍କ ସମର୍ଥନ: କହିଲେ ଏହା ‘ଐତିହାସିକ’; ଓଡ଼ିଶାରେ ଅତିକମ୍‌ରେ ୩ ଜଣଙ୍କୁ କରାଯାଉ

ଭୁବନେଶ୍ୱର,୭।୬(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡିଙ୍କ ମନ୍ତ୍ରୀମଣ୍ଡଳରେ ୫ଜଣ ଉପ ମୁଖ୍ୟମନ୍ତ୍ରୀ ରହିବେ। ଏ ନେଇ ସେ ଶୁକ୍ରବାର ଘୋଷଣା କରିବା ପରେ ଦେଶ ତଥା ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ବିଶେଷକରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ,...

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୭।୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣପୁର୍ବ ମୌସୁମୀ ବାୟୁ କେର ଛୁଇଁବ ବୋଲି ଅନୁମାନ କରିଛି ଜାତୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଉତ୍ତର ପୂର୍ବ ରାଜ୍ୟ ଯଥା: ଆସାମ, ମେଘାଳୟ,...

ଦାମ ପୁଣି ବିଜେଡିକୁ ଫେରିବା ପ୍ରସଙ୍ଗ: ପୁଅ ସମ୍ବିତ କହିଲେ ‘ବାପା ଭାଜପାକୁ ଯାଇ ଖୁସି ନ ଥିବା ଭଳି ଲାଗୁଛି’

ଭୁବନେଶ୍ୱର,୭।୬(ବ୍ୟୁରୋ): ଭାଜପାର ବରିଷ୍ଠ ନେତା ଡା. ଦାମୋଦର ରାଉତ ପୁଣି ଘର ବାହୁଡ଼ା କରିବା ନେଇ ଚର୍ଚ୍ଚା ଜୋର ଧରିଛି। ପୁଅ ତଥା ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ଶୁକ୍ରବାର ଏ ନେଇ ଟିପ୍ପଣୀ ଦେବା ପରେ ଦାମ ବିଜେଡିକୁ...

ବଦଳିଲା ଶାହଙ୍କ ଠିକଣା

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ଗୁରୁ ଦାୟିତ୍ୱ ବହନ କରିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଠିକଣା ଏବେ ବଦଳି ଯିବ। ୧୧, ଆକବର ରୋଡ ବଦଳରେ ଏବେ ଶାହ ରହିବେ ୬ଏ, କ୍ରିଷ୍ଣା ମେନନ ମାର୍ଗ ରେସିଡେନ୍ସରେ।...

ବର୍ଷା ପାଇଁ ପୂଜାର୍ଚ୍ଚନା

କେନ୍ଦୁଝର,୭ା୬(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ବଉଳମାଳ ଗ୍ରାମ ତଥା ଆଖପାଖ ଅଞ୍ଚଳରେ ବର୍ଷା ହୋଇ ନ ଥିବାରୁ ଚାଷୀକୁଳ ହତାଶ ହୋଇପଡ଼ିଛନ୍ତିା ଫଳରେ ଲୋକେ ବର୍ଷା ହେବା ପାଇଁ ଗ୍ରାମଦେବୀଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ଇନ୍ଦ୍ରଦେବଙ୍କୁ ପ୍ରାର୍ଥନା କରି...

‘କାଳିଆ’ ଲାଗି ବ୍ୟୟବରାଦ ବଢ଼ିଲା, ଉପକୃତ ହେବେ ୩୨.୩୪ଲକ୍ଷ କୃଷକ ପରିବାର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟ ସରକାର ‘କାଳିଆ’ ଯୋଜନା ଲାଗି ଅଧିକ ବ୍ୟୟବରାଦ କରିଛନ୍ତି।  ଯୋଜନା ଲାଗି ଅଧିକ ୩୨୩୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହାଫଳରେ ୩୨.୩୪ ଲକ୍ଷ କୃଷକ ପରିବାର ଉପକୃତ ହେବେ। ଏଥିରେ ୫୦ଲକ୍ଷ କ୍ଷୁଦ୍ର ଓ ନାମମାତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri