ମୋଦିଙ୍କ ତୁର୍କୀ ଗସ୍ତ ରଦ୍ଦ: ଏଫ୍ଏଟିଏଫ୍ ବୈଠକରେ ପାକିସ୍ତାନକୁ ସମର୍ଥନ କରିବା ମହଙ୍ଗା ପଡ଼ିଲା
ନୂଆଦିଲ୍ଲୀ,୨୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୁର୍କୀ ଗସ୍ତ ରଦ୍ଦ କରାଯାଇଛି। ପାକିସ୍ତାନକୁ ଫାଇନାନ୍ସିଆଲ୍ ଆକ୍ସନ୍ ଟ୍ୟାକ୍ସ୍ ଫୋର୍ସ(ଏଫ୍ଏଟିଏଫ୍) ବୈଠକରେ ତୁର୍କୀ ସମର୍ଥନ କରିଥିଲା। ଏହାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ନିଜର ତୁର୍କୀ ଗସ୍ତ ରଦ୍ଦ କରିଥିବା କୁହାଯାଉଛି। ମୋଦି ଅକ୍ଟୋବର ୨୭-୨୮ରେ…
ନାଇଟ୍ କ୍ଲବରେ ଗୋଟିଏ ରାତିରେ ୭ କୋଟି ଟଙ୍କା ଉଡାଇଛନ୍ତି କମଲନାଥଙ୍କ ଭଣଜା
ନୂଆଦିଲ୍ଲୀ,୨୦।୧୦: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ଭଣଜା ରତୁଲ ପୁରୀ ଆମେରିକାର ଏକ ନାଇଟ୍ କ୍ଲବରେ ଗୋଟିଏ ରାତିରେ ପାଖାପାଖି ୧୧ ଲକ୍ଷ ଡଲାର ବା ୭.୮ କୋଟି ଟଙ୍କା ଖର୍ଚ୍ଚ କରିଥିବା ଜଣାପଡିଛି। ମନି ଲଣ୍ଡରିଂ ମାମଲାରେ ରତୁଲଙ୍କ…
ମୋବାଇଲ୍ ଆଲୋକରେ ଶହୀଦ୍ ଯବାନଙ୍କ ଅନ୍ତିମ ସଂସ୍କାର: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଫିରୋଜାବାଦ,୨୦।୧୦: ଉତ୍ତରପ୍ରଦେଶ ଫିରୋଜାବାଦ୍ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ଶହୀଦ୍ ଯବାନଙ୍କ ଅନ୍ତିମ ସଂସ୍କାର ଅନ୍ଧାରରେ ମୋବାଇଲ୍ ଆଲୋକରେ କରାଯାଇଛି। ଏହା ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପ୍ରଶାସନ ପକ୍ଷରୁ କାହିଁକି ଆଲୋକର ବ୍ୟବସ୍ଥା କରାଗଲା…
ଟାର୍ଗେଟରେ ଦିଲ୍ଲୀ: ଦୀପାବଳିରେ ୪ଶହ ସ୍ଥାନରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ
ନୂଆଦିଲ୍ଲୀ,୨୦।୧୦: ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ରାଜଧାନୀ ଦିଲ୍ଲୀରେ ଏକ ବଡ ଆକ୍ରମଣ ଯୋଜନା କରୁଥିବା ସୂଚନା ଦେଇଛି ଗୁଇନ୍ଦା ସଂସ୍ଥା। ଏହି ଆତଙ୍କବାଦୀ ସଙ୍ଗଠନ ଦିଲ୍ଲୀର ପାଖାପାଖି ୪ଶହ ସ୍ଥାନକୁ ନିଜ ଟାର୍ଗେଟକୁ ନେଇଥିବା ଜଣାପଡିଛି। ଏଥିରେ ସାମିଲ ଅଛି ବଡ…
ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
ପୁରୀ ଅଫିସ,୨୦ା୧୦: କିଛି ଦିନର ବ୍ୟବଧାନ ପରେ ପୁରୀରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ସକାଳେ ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସକୁ ଉଚ୍ଛେଦ କରାଯାଉଛି। ଏହି ମାର୍କେଟ କମ୍ଲେକ୍ସ ଅସୁରକ୍ଷିତ ହୋଇପଡ଼ିଥିବା ନେଇ ପୌରସଂସ୍ଥା ପକ୍ଷରୁ ବ୍ୟବସାୟୀମାନଙ୍କୁ…
ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ୨ ଯବାନ ଶହୀଦ୍
ଶ୍ରୀନଗର,୨୦।୧୦: ଜମ୍ମୁ-କଶ୍ମୀର କୁପଓ୍ବାରା ଜିଲାରେ ରବିିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ୨ ଜଣ ଭାରତୀୟ ଯବାନ ଶହୀଦ୍ ହୋଇଥିବାବେଳେ ଜଣେ ସ୍ଥାନୀୟ ଲୋକଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକର ମୋର୍ଟାର ଶେଲିଂ ମାଡ଼ରେ ଗୋଟିଏ ଭାରତୀୟ ପୋଷ୍ଟ…
ଏଫ୍ଏସ୍ଏସ୍ଏଆଇ ରିପୋର୍ଟ: ବିଷାକ୍ତ ହେଉଛି ଦୁଗ୍ଧ; ପରୋକ୍ଷରେ କର୍କଟ ରୋଗକୁ ନିମନ୍ତ୍ରଣ
ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଖାଦ୍ୟପେୟରେ ଦୁଗ୍ଧ ଏକ ପ୍ରମୁଖ ଉପାଦାନ। ପିଲାଠାରୁ ଆରମ୍ଭ କରି ବୟସ୍କ ସମସ୍ତେ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଖାଇବାକୁ ପସନ୍ଦ କରନ୍ତି। ତେବେ ଅଧିକ ମୁନାଫା କମାଇବା ଆଶାରେ କେତେକ ଦୁଗ୍ଧ ବ୍ୟବସାୟୀ ମାରାତ୍ମକ ବିଷାକ୍ତ ପଦାର୍ଥକୁ ଏଥିରେ…
ଭୋଟ ପୂର୍ବରୁ ୧୮ ଲକ୍ଷ ଟଙ୍କା ଜବତ
ନାଗପୁର, ୨୦ା୧୦ (ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୧ରେ ହେବାକୁ ଥିବାବେଳେ ପୋଲିସ ଶୁକ୍ରବାର ରାତିରେ ୧୮ ଲକ୍ଷ ଟଙ୍କା ଜବତ କରିଥିବାବେଳେ ଭାଜପା ପ୍ରାର୍ଥୀ ପରିଣୟ ଫୁକେଙ୍କ ସହଯୋଗୀ ନୀତିନ ନୀଳକଣ୍ଠରାଓଙ୍କ ସମେତ ୪ ଜଣଙ୍କ ବିରୋଧରେ ମାମଲା ରୁଜୁ…
ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ଗୋୟଲଙ୍କ ପିଏସ୍ ମୃତ
ଶାହଜାହାନ୍ପୁର, ୨୦ା୧୦(ପି.ଟି.) : କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ସନ୍ତୋଷ ଗଙ୍ଗ୍ଓ୍ବାରଙ୍କ ବ୍ୟକ୍ତିଗତ ସଚିବ ବ୍ରିଜେଶ କୁମାର ତିଓ୍ବାରୀ (୪୪) ସଡ଼କ ଦୁର୍ଘଟଣାରେ ଶନିବାର ପ୍ରାଣ ହରାଇଛନ୍ତି। ତାଙ୍କ କାର୍ ଏକ ଟ୍ରକ୍ ସହ ଧକ୍କା ଖାଇବାରୁ ଏଭଳି ଘଟଣା…
କମଲେଶ ହତ୍ୟାକାଣ୍ଡ: ୫ ଗିରଫ
ଲକ୍ଷ୍ନୌ,୨୦ା୧୦ : ଉତ୍ତରପ୍ରଦେଶର ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀ ହତ୍ୟା ମାମଲାରେ ୫ ଜଣଙ୍କୁ ଗିରଫ କରାଯାଇଛି। ଶୁକ୍ରବାର କମଲେଶଙ୍କୁ ତାଙ୍କ ଲକ୍ଷ୍ନୌ ଘରେ ହତ୍ୟା କରାଯାଇଥିଲା। କମଲେଶଙ୍କ ସ୍ତ୍ରୀ ଦେଇଥିବା ଏତଲା ଆଧାରରେ ଉତ୍ତରପ୍ରଦେଶର ବିଜନୁର ଜିଲାରୁ ୨ ଜଣ…
କୋଠା ଭୁଶୁଡ଼ି ଜଣେ ମୃତ
ବଡୋଦରା,୨୦ା୧୦: ଗୁଜରାଟର ବଡୋଦରା ସହରରେ ଏକ ବହୁମହଲା କୋଠା ଭୁଶୁଡ଼ି ଜଣେ ପ୍ରାଣ ହରାଇଥିତ୍ବାବେଳେ ଭଗ୍ନାବଶେଷ ତଳେ ୭ ଜଣ ଫସିରହିଥିବା ଆଶଙ୍କା କରାଯାଉଛି। ୫ ମହଲା ବିଲ୍ଡିଂ ଭାଙ୍ଗିବା କାର୍ଯ୍ୟରେ ଶ୍ରମିକମାନେ ନିୟୋଜିତ ଥିଲାବେଳେ ଶନିବାର ସନ୍ଧ୍ୟାରେ ତାହା ଭୁଶୁଡ଼ି…
ଇଣ୍ଟରପୋଲ ଅଧିବେଶନ ଆୟୋଜନ କରିବ ଭାରତ
ନୂଆଦିଲ୍ଲୀ,୨୦ା୧୦(ପି.ଟି.): ୨୦୨୨ରେ ଇଣ୍ଟରପୋଲ୍ର ୯୧ତମ ସାଧାରଣ ଅଧିବେଶନ ଭାରତ ଆୟୋଜନ କରିବ। ଅଗଷ୍ଟ ୩୦ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ଇଣ୍ଟରପୋଲ୍ ମହାସଚିବ ଜୁରଗେନ୍ ଷ୍ଟକ୍ଙ୍କ ନିକଟରେ ଏନେଇ ପ୍ରସ୍ତାବ ରଖିଥିଲେ। ପ୍ରସ୍ତାବକୁ ଅନ୍ତର୍ଜାତୀୟ ପୋଲିସ ସଂସ୍ଥାର ସଦସ୍ୟ ରାଷ୍ଟ୍ରମାନେ ବିପୁଳ ସମର୍ଥନ…
Archives


