ବିକାଶର ନାଁ ଗଁଧ୍ ନାଇଁ, ତଥାପି ବିତୁଛେ ଜୀବନ୍
ଭବାନୀପାଟଣା, ୩ା୬ (ଡି.ଏନ୍.ଏ): କଳାହାଣ୍ଡି ଜିଲାର ଜୟପାଟଣା ବ୍ଲକ ଅଁଲାଭଟା ପଁଚେତ୍ର ପାହାଡ଼ ସିଘେ ପଟାକୁସୁମୀ, ଟେଣ୍ଡକାଚୁଆଁ, କର୍ଲାକୋଟ, ଦାବ୍ରିଘାଟି, କରାଘାଟି ଲେଖେଁ ଗାଁମାନ ରହିଛେ। ଗୁଟେ ଅପହଁଚ୍ ଇଲାକା ସଂଗେ ଅଣ ସର୍ବେକ୍ଷଣ ଭୂଇଁରେ ଇ ଗାଁମାନ ବସିଥିଲାବେଲେ...
ଆଇସିସି ବିଶ୍ୱକପ୍: ଇଂଲଣ୍ଡ- ପାକିସ୍ତାନ ମୁକାବିଲା ଆଜି
ଲଣ୍ଡନ,୩।୫(ଏଏଫପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଚଳିତ ଦ୍ୱାଦଶ ସଂସ୍କରଣରେ ଆୟୋଜକ ତଥା ହଟ୍ ଫେଭରାଇଟ ଇଂଲଣ୍ଡ ସୋମବାର ୧୯୯୨ ଚାମ୍ପିୟନ ପାକିସ୍ତାନକୁ ଭେଟିବ। ନଟିଂହାମର ଟ୍ରେଣ୍ଟ ବ୍ରିଜ୍ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଉପରେ ଏବେ ସାରା...
ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ
ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ ସାଲିଆ ସାହି ବସ୍ତି ବିକାଶ ପରିଷଦ ଅଞ୍ଚଳର ସନ୍ତୋଷ ରେଡ୍ଡୀ ଓ...
ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ ଗିରଫ
ଭୁବନେଶ୍ୱର,୩ା୬(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଉଥିବା ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ କୁମାର ପାଇକରାୟଙ୍କୁ ରବିବାର କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ରବିବାର ଗିରଫ କରିଛି। ଏଥିସହ ତାଙ୍କ ଘରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଜବତ ବିସ୍ଫୋରକ ସାମଗ୍ରୀ ମଧ୍ୟରେ...
ଅଲିଭା ସ୍ବାକ୍ଷର ଛାଡ଼ିଗଲେ ‘କଳ୍ପନା’
(ରତନ ନାୟାର) ଢେଙ୍କାନାଳ ଅଫିସ, ୩।୬: ପିଲାଟି ଦିନରୁ ଦୁଃସାହସୀ ଥିଲେ କଳ୍ପନା। ପିଲାବେଳୁ ଏଭରେଷ୍ଟ ଶିଖର ଛୁଇଁବା ସ୍ବପ୍ନ ଦେଖିଥିଲେ ସେ। ଏହି ଇଚ୍ଛା ପୂରଣ କରିବାକୁ ସେ ୨୦୦୪ ଏବଂ ୨୦୦୬ରେ ଅଭିଯାନ ଆରମ୍ଭ କରିଥିଲେ। ହେଲେ ପ୍ରତିକୂଳ...
ବାଙ୍କୋଇ ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡ଼ି
ବୋଲଗଡ଼,୩ା୬(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇଠାରେ ଚାଲିଥିବା ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଠାରେ ରାମଲୀଳା ଯାତ୍ରା ପ୍ରାୟ ଏକମାସ ଧରି ଚାଲିଥିଲା। ଶନିବାର ରାତ୍ରିରେ ରାମଲୀଳା ସ୍ଥଳୀରେ ରାମରାବଣ ଯୁଦ୍ଧ ଦୃଶ୍ୟ ପରିବେଷିତ ହୋଇଥିଲା। ଗୋଟିଏ...
ଅନ୍ଧାରରେ ରୋଗୀ, ପ୍ରତିକାର ନାହିଁ
ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍ କାଟ୍ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ ସହିବାକୁ ପଡୁଛି। ବିଭିନ୍ନ ସମୟରେ ଲୋ- ଭୋଲଟେଜ୍ ସମସ୍ୟା ଯୋଗୁ ୱାର୍ଡଗୁଡିକରେ ବଲ୍ବ...
ସିଙ୍ଗାପୁରରେ ଚାକିରି ଦେବା ନାଁରେ ଠକେଇ- କ୍ରାଇମ୍ ଡିଏସ୍ପିଙ୍କୁ ମିଳିଲା ତଦନ୍ତ ଦାୟିତ୍ୱ
ବ୍ରହ୍ମପୁର ଅଫିସ,୩ା୬-ସିଙ୍ଗାପୁରରେ ଚାକିରି ଦେବା କହି ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ଓ ବିଶାଖାପାଟଣା ସମେତ ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ପାଠୁଆ ବେକାରି ଯୁବକଙ୍କଠାରୁ କୋଟିଏ ଟଙ୍କା ଠକେଇ ହୋଇଛି। ଏନେଇ ଶତାଧିକ ଯୁବକ ବ୍ରହ୍ମପୁର ଏସ୍ପି...
ବିଶ୍ୱ ହେଭିଓ୍ବେଟ୍ ଟାଇଟଲ ଜିତିଲେ ରୁଇଜ୍
ନ୍ୟୁୟର୍କ, ୩ା୬(ଏଏଫ୍ପି)-ହେଭିଓ୍ବେଟ୍ ବକ୍ସିଂ ଇତିହାସରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି ଆମେରିକାର ଆଣ୍ଡି ରୁଇଜ୍ ଜୁନିୟର। ସ୍ଥାନୀୟ ମାଡିସନ ସ୍କୋୟାର ଗାର୍ଡେନରେ ଅନୁଷ୍ଠିତ ଏକ ଲଢେଇରେ ଆନ୍ଥୋନୀ ଜୋଶୁଆଙ୍କୁ ପରାସ୍ତ କରି ତାଙ୍କଠାରୁ ଆଇବିଏଫ୍, ଡବ୍ଲ୍ୟୁବିଓ ଏବଂ ଡବ୍ଲ୍ୟୁବିଏ ଓ୍ବାଲର୍ଡ ହେଭିଓ୍ବେଟ୍...
ସାବିତ୍ରୀ ବଜାର: ଦରଦାମ୍ ଅନିୟନ୍ତ୍ରିତ
ଭଦ୍ରକ ଅଫିସ, ୩।୬ – ଆଜି ସାବିତ୍ରୀ ବ୍ରତ। ବ୍ରତଧାରୀମାନେ ସାବିତ୍ରୀଙ୍କୁ ପୂଜା କରି ନିଜ ସ୍ବାମୀଙ୍କ ମଙ୍ଗଳ କାମନା କରିଥାନ୍ତି। ଏଥିଲାଗି ସେମାନେ ସାବିତ୍ରୀଙ୍କୁ ପୂଜାର୍ଚ୍ଚନା କରି ବିଭିନ୍ନ ଫଳ ସମର୍ପଣ କରିଥାନ୍ତି। ଏବର୍ଷ ସାବିତ୍ରୀ ପୂଜା ବାଜାରରେ...
ବିଜୟ ଦ୍ୱାରରେ ଭାରତ-ଏ
ବେଙ୍ଗାଲୁରୁ, ୩।୬- ହୁବ୍ଲୀସ୍ଥିତ ନେହେରୁ ଷ୍ଟାଡିୟମ୍ରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ ବିପକ୍ଷରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍ଅଫିସିଆଲ ଟେଷ୍ଟ ମ୍ୟାଚ୍ରେ ଭାରତ-ଏ ବିଜୟ ଦ୍ୱାରଦେଶରେ ପହଞ୍ଚତ୍ଛି। ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଭାରତ-ଏ ପକ୍ଷରୁ ଧାର୍ଯ୍ୟ ୪୩୦ ରନ୍ର ଟାର୍ଗେଟ୍କୁ ପିଛାକରି...
ମେଦବହୁଳତାରୁ ଦୂରେଇ ରଖେ ଏହି ସହଜ ଉପାୟ…
ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଦୈନଦିନ ଜୀବନରେ କିଛି ସହଜ ଉପାୟ ଦ୍ୱାରା ଏଥିରୁ ଦୂରେଇ ହୋଇ ରହିଥାଏ। ମଦେବହୁଳତା କମାଇବାରେ ଘି କୁଆଁରୀ ବା ଆଲୋଭେରା ରସ୍ ବେଶ୍...
Archives


