ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତଦେହ ଉଦ୍ଧାର
ଜୟପୁର,୧୨।୧୧: ରାଜସ୍ଥାନରେ ଥିବା ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଏଥିରେ କେତେକ ବିଦେଶୀ ପକ୍ଷୀ ମଧ୍ୟ ରହିଥିବା କୁହାଯାଉଛି। ହ୍ରଦର ଜଳ ଦୂଷିତ ହେବା ଅବା କୌଣସି ଭୁତାଣୁ ଜନିତ ରୋଗରୁ ପକ୍ଷୀଙ୍କ ମୃତ୍ୟୁ…
ସିକାଗୋରେ ପ୍ରବଳ ବରଫପାତ: ୧୨୦୦ରୁ ଊର୍ଦ୍ଧ୍ୱ ବିମାନ ଉଡାଣ ବାତିଲ
ଓ୍ବାଶିଂଟନ୍,୧୨।୧୧: ଆମେରିକାର ସିକାଗୋ ଓ ଆଖପାଖ ଅଞ୍ଚଳରେ ପ୍ରବଳ ବରଫପାତ ହୋଇଛି। ସିକାଗୋ ଓହରା ଓ ମିଡଓ୍ବେ ଅନ୍ତଃରାଷ୍ଟ୍ରୀୟ ବିମାନ ବନ୍ଦରର ରନଓ୍ବେ ସନ୍ଧ୍ୟା ପର୍ଯ୍ୟନ୍ତ ବରଫ ଚାଦରରେ ଢ଼ାଙ୍କି ହୋଇଯାଇଥିଲା। ଏଥିଯୋଗୁ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ବିମାନ ଉଡାଣକୁ ବାତିଲ…
ହୋଶଙ୍ଗାବାଦ୍ରେ ରହିଛି ଗୁରୁ ନାନକଙ୍କ ହାତଲେଖା ଗୁରୁ ଗ୍ରନ୍ଥ ସାହିବ
ହୋଶଙ୍ଗାବାଦ୍,୧୨।୧୧: ଗୁରୁ ନାନକଙ୍କ ୫୫୦ତମ ଜୟନ୍ତୀ ମଧ୍ୟପ୍ରଦେଶର ହୋଶଙ୍ଗାବାଦ୍ଠାରେ ଥିବା ଗୁରୁ ସିଂ ସଭା ଗୁରୁଦ୍ୱାରାରେ ମହା ସମାରୋହରେ ପାଳିତ ହେଉଛି। ନର୍ମଦା ନଦୀ କୂଳରେ ଥିବା ଏହି ଗୁରୁଦ୍ୱାରାରେ ଗୁରୁ ନାନକଙ୍କ ହାତଲେଖା ଗୁରୁ ଗ୍ରନ୍ଥ ସାହିବ ରହିଛି। ଏଥିରେ…
ଚାନ୍ଦବାଲିରେ ବୋଇତ ବନ୍ଦାଣ ଉତ୍ସବ
ଚାନ୍ଦବାଲି,୧୨ା୧୧(ଡି.ଏନ୍.ଏ.): କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବୋଇତ ବନ୍ଦାଣ ଉତ୍ସବ ପାଳନ ପାଇଁ ଭଦ୍ରକ ଜିଲାର ଉଭୟ ଚାନ୍ଦବାଲି ଓ ଧାମରା ଅଞ୍ଚଳ ମଙ୍ଗଳବାର ଉତ୍ସବମୁଖର ହୋଇଉଠିଛି। ଚାନ୍ଦବାଲି ‘ଆମ ପରମ୍ପରା’ ସଙ୍ଗଠନ ପକ୍ଷରୁ ୭ଜଣ ସାଧବ ଶନିବାର…
ବିଶ୍ୱର ସବୁଠାରୁ ଦାମୀ କଙ୍କଡ଼ା: ମୂଲ୍ୟ ୩୨ ଲକ୍ଷ ୬୬ହଜାର
ପ୍ରାଚୀନ ସମୟର ବିରଳ ଜିନିଷର ନିଲାମ ହୋଇଥାଏ। ଏଥିପାଇଁ କୋଟି କୋଟି ଟଙ୍କାର ଡାକରା ହୁଏ। ବିଶ୍ୱରେ ଏମିତି ଅନେକ କୋଟିପତି ରହିଛନ୍ତି ଯେଉଁମାନଙ୍କର ପ୍ରାଚୀନ ଜିନିଷ ଏକାଠି କରିବାର ସଉକ ରହିଛି। ହେଲେ ଆଶ୍ଚର୍ଯ୍ୟର କଥା ଏକ କଙ୍କଡ଼ାର ନିଲାମ…
ଖୁବ୍ଶୀଘ୍ର ଶପଥ ନେବେ ହରିୟାଣା କ୍ୟାବିନେଟ
ହରିୟାଣା,୧୨।୧୧: ହରିୟାଣା ବିଧାନସଭାରେ ଏପର୍ଯ୍ୟନ୍ତ ମନ୍ତ୍ରୀମାନଙ୍କ ଶପଥଗ୍ରହଣ କାର୍ଯ୍ୟକ୍ରମ ହୋଇନାହିଁ। ଅକ୍ଟୋବର ୨୭ରୁ ମୁଖ୍ୟମନ୍ତ୍ରୀ ଭାବେ ଭାଜପାର ମନୋହର ଲାଲ ଖଟ୍ଟର ଶପଥ ନେଇଥିବା ବେଳେ ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତ ଚୌତାଲା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ହେଲେ…
ଭାରତୀୟ କ୍ରିକେଟ ଟିମ୍ ବସ୍ରେ ସ୍ବଚ୍ଛ ଭାରତର ବାର୍ତ୍ତା
ଇନ୍ଦୋର,୧୨।୧୧: ଆସନ୍ତା ୧୪ ତାରିଖରେ ଆରମ୍ଭ ହେବାକୁ ଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ ଖେଳିବାକୁ ଭାରତ ଓ ବାଂଲାଦେଶ କ୍ରିକେଟ ଦଳ ଇନ୍ଦୋରରେ ପହଞ୍ଚିଛନ୍ତି। ନାଗପୁରରୁ ଆସି ସ୍ବତନ୍ତ୍ର ବିମାନ ଯୋଗେ ଦେବୀ ଅହଲ୍ୟାବାଈ ହୋଲକାର ବିମାନବନ୍ଦରରେ ଦୁଇ ଦଳ ପହଞ୍ଚିଛନ୍ତି।…
ଉତ୍ତରାଖଣ୍ଡରେ ଭୂକମ୍ପ ଝଟ୍କା
ଡେରାଡୁନ,୧୨।୧୧: ଉତ୍ତରାଖଣ୍ଡ ପିଥରାଗଡ଼ ଜିଲାର କିଛି ଅଞ୍ଚଳରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଛି। ଭୂକମ୍ପର କେନ୍ଦ୍ରସ୍ଥଳ ପିଥରାଗଡ଼ ରହିଥିବା ଜଣାପଡ଼ିଛି। ସକାଳ ୭ଟା ୩୦ରେ ପିଥରାଗଡ଼ର ମୁନସିୟାରି, ଡିଡିହାଟ ସମେତ ବହୁ ସ୍ଥାନରେ…
ମୁନ୍ନି ପରେ ‘ମୁନ୍ନା ବଦ୍ନାମ୍ ହୁଆ’..ଗୀତ ରିଲିଜ୍
ଦବଙ୍ଗ-୩ର ଜବରଦସ୍ତ ଟ୍ରେଲର ରିଲିଜ୍ ହେବା ପରେ ଏବେ ବ୍ୟାକ୍ ଟୁ ବ୍ୟାକ୍ ଗୀତ୍ଗୁଡିକ ମଧ୍ୟ ରିଲିଜ୍ ହୋଇଛି। ଦବଙ୍ଗ ଫିଲ୍ମର ମୁନ୍ନି ବଦ୍ନାମ ହୁୟି..ଗୀତଟି ଦର୍ଶକଙ୍କଠାରେ ବେଶ୍ ଲୋକପ୍ରିୟ ହୋଇଥିବାବେଳେ ଦବଙ୍ଗ-୩ରେ ମୁନ୍ନି ନୁହେଁ, ‘ମୁନ୍ନା ବଦ୍ନାମ୍ ହୁଆ’ ଗୀତଟିର…
ଦେଶର ବିଭିନ୍ନ ଅଞ୍ଚଳରେ ବୁଲିବୁଲି ପାଠ ପଢ଼ାଉଛନ୍ତି ସାଇକେଲ୍ ଗୁରୁ
ମିର୍ଜାପୁର,୧୨।୧୧: ସାଇକେଲରେ ଭ୍ରମଣ କରି ଦେଶର ବିଭିନ୍ନ ଅଞ୍ଚଳରେ ପାଠ ପଢ଼ାଉଛନ୍ତି ସାଇକେଲ ଗୁରୁ ଆଦିତ୍ୟ କୁମାର। ସେ ଦେଶର ବିଭିନ୍ନ ରାଜ୍ୟ ଭ୍ରମଣ କରି ୫ ଲକ୍ଷ କିଲୋମିଟର ପଥ ଅତିକ୍ରମ କରିଛନ୍ତି। ଇତିମଧ୍ୟରେ ସେ ବହୁ ଲୋକଙ୍କୁ ଭେଟି…
ଭେଣ୍ଟିଲେଟରରେ ସୁର ସାମ୍ରାଜ୍ଞୀ
ମୁମ୍ବାଇ,୧୨।୧୧: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍କରଙ୍କ ଶ୍ୱାସକ୍ରିୟାରେ ସଂକ୍ରମଣ ଯୋଗୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ସୋମବାର ତାଙ୍କୁ ମୁମ୍ବାଇର ବ୍ରିଚ୍ କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ମଙ୍ଗଳବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି।…
ଭାରତୀୟ ବୋଲରଙ୍କ କୀର୍ତ୍ତିମାନ, କ୍ରିକେଟ ଇତିହାସରେ ପ୍ରଥମଥର ପାଇଁ ଗୋଟିଏ ବର୍ଷରେ ୩ ଜଣ ବୋଲର ନେଲେ ହ୍ୟାଟ୍ରିକ୍
ସାଧାରଣତଃ ଭାରତୀୟ କ୍ରିକେଟ ଇତିହାସରେ ବ୍ୟାଟ୍ସମ୍ୟାନ୍ ଅପେକ୍ଷା ବୋଲରଙ୍କ ପ୍ରଭାବ କମ୍ ଥିବା କୁହାଯାଏ। କିନ୍ତୁ ଭାରତୀୟ ବୋଲର ଏହାକୁ ଭୁଲ୍ ପ୍ରମାଣିତ କରିଛନ୍ତି। ଏବେ ବୋଲରମାନେ ମଧ୍ୟ ପ୍ରତି ମ୍ୟାଚରେ ନିଜ ଜଲଓ୍ବା ଦେଖାଇବାକୁ ପଛାଉନାହାନ୍ତି। ଫଳସ୍ବରୂପ ଗୋଟିଏ ବର୍ଷରେ…

