କଠୁଆରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀର କଠୁଆ ଜିଲାରେ ଶନିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସ୍ଥାନୀୟ ହୀରାନଗର ସେକ୍ଟରର ମାନ୍ୟାରି-ଚୋରଗଲି ଅଞ୍ଚଳରେ ପାକିସ୍ତାନ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ ହୋଇଛି। ସକାଳ ୭ଟା ୩୦ରେ ପାକିସ୍ତାନ ପୋଷ୍ଟରୁ ଏଭଳି କରାଯାଇଥିଲା। ଏହାର ଜବାବରେ ଭାରତୀୟ…
ଆଜି ସରିବ ବିଜେପୁର ଉପନିର୍ବାଚନ ପ୍ରଚାର: ଭୋଟରଙ୍କ ମନ ଜିଣୁଛନ୍ତି ଷ୍ଟାର ପ୍ରଚାରକ
ବିଜେପୁର, ୧୯।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ପ୍ରଚାର ଶନିବାର ସନ୍ଧ୍ୟା ସୁଦ୍ଧା ଶେଷ ହେବ। ଷ୍ଟାର ପ୍ରଚାରକମାନେ ପହଞ୍ଚି ମତଦାତାଙ୍କ ମନ ଜିଣୁଥିବା ବେଳେ ତିନିଦଳ ଭିନ୍ନ ଭିନ୍ନ ପନ୍ଥା ଅବଲମ୍ବନ କରୁଥିବା ପରିଲକ୍ଷିତ ହେଉଛି। ନିର୍ବାଚନ ପ୍ରଚାର ଆରମ୍ଭରୁ…
ଘର ପାଇଁ ଦୀପାବଳିରେ କିଣନ୍ତୁ ଏସବୁ ଆସବାବପତ୍ର…
ଆଲୋକର ପର୍ବ ଦୀପାବଳିରେ ଘରକୁ ନୂଆ ଜିନିଷ କିଣି ଆଣିବାକୁ କେତେକ ସୌଭାଗ୍ୟ ବର୍ଦ୍ଧକ ବୋଲି ମନେ କରିଥାନ୍ତି। ତେବେ ବାସ୍ତୁଶାସ୍ତ୍ର ଅନୁସାରେ ଘର ଓ କାର୍ଯ୍ୟାଳୟ ପାଇଁ ଆସବାବପତ୍ର କିଣିଲେ ଶୁଭ ହୋଇଥାଏ। ଏହି ଅବସରରେ ଶାଗୁଆନ୍ ଓ ଶାଳ…
ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: କଂଗ୍ରେସ ପରେ ସିବିଆଇ ତଦନ୍ତ ଦାବି କଲା ଭାଜପା
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପ୍ରଥମେ କଂଗ୍ରେସ ସିବିଆଇ ତଦନ୍ତ ଦାବି କରିଥିଲା। ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ନେତା ପ୍ରକାଶ ମିଶ୍ର ମଧ୍ୟ ଘଟଣାର…
ସର୍ଫରାଜଙ୍କ ବହିଷ୍କାର : ଅସମ୍ବେଦନଶୀଳ ଟୁଇଟ୍ ନେଇ ପିସିବି କ୍ଷମା ମାଗିଲା
ନୂଆଦିଲ୍ଲୀ, ୧୯।୧୦: ଏକ ଅସମ୍ବେଦନଶୀଳ ଟୁଇଟ୍ କରି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଶେଷରେ କ୍ଷମା ମାଗିଛି। ସର୍ଫରାଜ ଅହମ୍ମଦଙ୍କୁ ଟେଷ୍ଟ ଓ ଟି୨୦ ଅଧିନାୟକ ପଦରୁ ବହିଷ୍କାର କରିବା ପରେ ପିସିବି ତା’ର ଟୁଇଟର ହ୍ୟାଣ୍ଡଲ୍ରେ ଏକ ଭିଡିଓ ଅପଲୋଡ…
ଜନ୍ସନ୍ ବେବି ପାଉଡ଼ରରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ: ୩୩ ହଜାର ପାଉଡ଼ର ବଜାରରୁ ଫେରାଇ ନେଲା କମ୍ପାନୀ
ନୂଆଦିଲ୍ଲୀ,୧୯।୧୦: ଜନ୍ସନ୍ ବେବି ପାଉଡ଼ରରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ ରହିଛି। ଏଥିରେ ଆଜବେଷ୍ଟସ୍ ରହିଥିବା ଆମେରିକା ଫୁଡ୍ ଆଣ୍ଡ୍ ଡ୍ରଗ୍ସ୍ ଆଡ଼ମିନିଷ୍ଟ୍ରେଶନ୍ ଯାଞ୍ଚ୍ ରିପୋର୍ଟରେ ଦର୍ଶାଯାଇଛି। ରିପୋର୍ଟ ପ୍ରକାଶ ପାଇବା ପରେ କମ୍ପାନୀ ପକ୍ଷରୁ ୩୩ ହଜାର ବେବି ପାଉଡ଼ର ଡବା…
୨୦୩୦ ସୁଦ୍ଧା ନିର୍ମାଣ ହେବ ୨୧ ନୂଆ ନ୍ୟୁକ୍ଲିୟର ରିଆକ୍ଟର: ଶକ୍ତି ଉତ୍ପାଦନରେ ବଢ଼ିବ ଆତ୍ମନିର୍ଭରଶୀଳତା
ନୂଆଦିଲ୍ଲୀ,୧୯।୧୦: ଆସନ୍ତା ୨୦୩୦ ସୁଦ୍ଧା ଦେଶରେ ୨୧ଟି ନୂଆ ନ୍ୟୁକ୍ଲିୟର ରିଆକ୍ଟର ନିର୍ମାଣ କରାଯିବ। ଇତିମଧ୍ୟରେ ୭ଟି ପ୍ରକଳ୍ପର କାର୍ଯ୍ୟ ଜାରି ରହିଛି। ଖୁବ୍ ଶୀଘ୍ର ୧୭ଟି ନୂଆ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବ। ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଆଣବିକ ଶକ୍ତି…
ରୋହିତଙ୍କ ଶତକ: ଭାରତର ପ୍ରତ୍ୟାବର୍ତ୍ତନ
ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଭାରତ ଲଞ୍ଚ୍ ସୁଦ୍ଧା ୨୩ ଓଭରରେ ୩ ଉଇକେଟ ହରାଇ ୭୨ ରନ…
୫ ବର୍ଷରେ ହରିୟାଣା କ୍ୟାବିନେଟ୍ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ
ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍ଙ୍କ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମ୍ପତ୍ତି ୬୨ ପ୍ରତିଶତ ବୃଦ୍ଧି ପାଇଛି। ଏହା ମହାରାଷ୍ଟ୍ରର ୨୫ରୁ…
ଅନ୍ତିମ ଟେଷ୍ଟ: ସ୍ଥିତି ସମ୍ଭାଳିଲେ ରୋହିତ- ରାହାନେ
ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଭାରତ ଲଞ୍ଚ୍ ସୁଦ୍ଧା ୨୩ ଓଭରରେ ୩ ଉଇକେଟ ହରାଇ ୭୨ ରନ…
ବଲାଙ୍ଗୀରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଫୁ: ଶ୍ରମ ବିଭାଗ କିରାଣି ଖୋଲାଖୋଲି ଲାଞ୍ଚ ନେବାର ଭିଡିଓ ଭାଇରାଲ
ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀର ଜିଲାର ସରକାରୀ ଅଧିକାରୀଙ୍କ ୫-ଟି କିମ୍ବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଖାତିର ନାହିଁ। ବିଭିନ୍ନ ଯୋଜନାରେ ଦୁର୍ନୀତି ଚାଲିଛି। ଏପରିକି ଖୋଲାଖୋଲି ଲାଞ୍ଚ ନେଉଛନ୍ତି ସରକାରୀ କର୍ମଚାରୀ। ଏପରି ଏକ ଘଟଣାକ୍ରମେ ଜିଲା ଶ୍ରମ ବିଭାଗ କିରାଣି…
ସରକାରୀ ସ୍କୁଲରେ ୫୦ରୁ କମ୍ ବୟସର ପୁରୁଷ ଶିକ୍ଷକ ଛାତ୍ରୀଙ୍କୁ ପଢାଇ ପାରିବେନି
ଜଇପୁର,୧୯।୧୦: ରାଜସ୍ଥାନର ସରକାରୀ ବାଳିକା ବିଦ୍ୟାଳୟରେ ଏଣିକି ୫୦ ବର୍ଷରୁ କମ୍ ବୟସର ପୁରୁଷ ଶିକ୍ଷକ ଛାତ୍ରୀମାନଙ୍କୁ ପାଠ ପଢାଇ ପାରିବେ ନାହିଁ। ଶୁକ୍ରବାର ଶିକ୍ଷାମନ୍ତ୍ରୀ ଗୋବିନ୍ଦ ସିଂ ଡୋଟାସର ଏହି ସୂଚନା ଦେଇଛନ୍ତି। ଏମାନଙ୍କ ସ୍ଥାନରେ ଶିକ୍ଷୟିତ୍ରୀମାନଙ୍କୁ ନିଯୁକ୍ତ କରାଯିବ।…
Archives


