ବିବିସି ୧୦୦ ପ୍ରଭାବଶାଳୀ ମହିଳା ତାଲିକାରେ ଓଡ଼ିଆ ଝିଅ ସୁସ୍ମିତା
ଲଣ୍ଡନ: ଅନ୍ତର୍ଜାତୀୟ ଗଣମାଧ୍ୟମ ସଂସ୍ଥା ବିବିସି ପକ୍ଷରୁ ୨୦୧୯ ପାଇଁ ପ୍ରକାଶିତ ବିଶ୍ୱର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସ୍ଥାନ ପାଇଛନ୍ତି ଓଡ଼ିଶାର କଟକ ଜିଲାର ସୁସ୍ମିତା ମହାନ୍ତି। ସ୍ପେସ୍ ରିସର୍ଚ୍ଚ ଓ ସ୍ପେସ୍ ସାଇନ୍ସ କ୍ଷେତ୍ରରେ ଜଣେ ପରିଚିତ ଚେହେରା…
ବଜାରକୁ ଆସିଲା ‘ଇଟ୍ କପ୍’
ହାଇଦ୍ରାବାଦ: ଦେଶବ୍ୟାପୀ ପ୍ଲାଷ୍ଟିକ୍ ବ୍ୟାନ୍ ହେବା ପରେ ପରିବେଶ ଉପଯୋଗୀ ବିଭିନ୍ନ ସାମଗ୍ରୀ ବଜାରରେ ଦେଖିବାକୁ ମିଳୁଛି। ବଜାରରେ ଏଭଳି ସାମଗ୍ରୀର ଚାହିଦା ମଧ୍ୟ ବଢ଼ୁଛି। ଏହାଭିତରେ ହାଇଦ୍ରାବାଦ୍ର ଏକ କମ୍ପାନୀ ଏଭଳି ଏକ କପ୍ ତିଆରି କରିଛି, ଯେଉଁଥିରେ ଥଣ୍ଡା…
ଆଫଗାନ ସେନା ଆକ୍ରମଣରେ ୧୬ ଆତଙ୍କବାଦୀ ନିହତ
କାବୁଲ,୧୯।୧୦: ଗତ ୨୪ ଘଣ୍ଟା ମଧ୍ୟରେ ଆଫଗାନିସ୍ତାନ ସେନାର ଅପରେଶନ ସମୟରେ ୧୬ ତାଲିବାନ ଓ ଆଇଏସ୍ ଆତଙ୍କବାଦୀ ନିହତ ହୋଇଥିବା ଶନିବାର ସୂଚନା ମିଳିଛି। ଖାମା ପ୍ରେସର ସୂଚନା ଅନୁଯାୟୀ ଏହି ଅପରେଶନ ସମୟରେ ଆଫଗାନ ସ୍ପେଶାଲ ଫୋର୍ସ ୮…
ହଷ୍ଟେଲରୁ ଖାଦ୍ୟ ଚୋରି: ଛାତ୍ରଙ୍କୁ ୨୦ ହଜାର ଜରିମାନା
ଲକ୍ଷ୍ନୌ : ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ଘଟିଛି ଅଜବ ଘଟଣା। ଭୋକରେ ଥିବା ଜଣେ ଛାତ୍ର ହଷ୍ଟେଲରୁ ଖାଦ୍ୟ ଚୋରିକରି ଖାଇବାରୁ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଲଗାଯାଇଛି। ବି.ଏ. ଦ୍ୱିତୀୟ ବର୍ଷରେ ପଢ଼ୁଥିବା ଆୟୁଷ ସିଂ ନାମକ ଛାତ୍ରଙ୍କୁ ଏଭଳି…
୨ ବର୍ଷ ପରେ ସେମିରେ ମରେ
ଆଣ୍ଟରେପ(ବେଲଜିୟମ), ୧୯।୧୦(ଏଏଫ୍ପି)- ପୂର୍ବତନ ୧ ନମ୍ବର ଖେଳାଳି ବ୍ରିଟେନ ଆଣ୍ଡି ମରେ ପ୍ରଥମଥର ପାଇଁ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୭ ଫ୍ରେଞ୍ଚ୍ ଓପନ୍ରେ ସେ ଶେଷଥର ପାଇଁ ସେମିଫାଇନାଲକୁ ଉଠିଥିଲେ। ୩୨ ବର୍ଷୀୟ ମରେ ୟୁରୋପିଆନ ଓପନ୍ ଟେନିସ୍ ଟୁର୍ନାମେଣ୍ଟରେ ୯୨…
ଦୀପାବଳିରେ ରିଲିଜ ହେବ ତିନୋଟି ବଡ଼ ଫିଲ୍ମ, ଅକ୍ଷୟ-ରାଜକୁମାରଙ୍କ ମଧ୍ୟରେ ହୋଇପାରେ ଟକ୍କର
ମୁମ୍ବାଇ: ଚଳିତ ବର୍ଷ ଦୀପାବଳିରେ ରିଲିଜ ହେବାକୁ ଯାଉଛି ବଲିଉଡ୍ର ତିନୋଟି ବଡ଼ ଫିଲ୍ମ। ଏଥିରେ ରହିଛି। ଅକ୍ଷୟ କୁମାରଙ୍କ ‘ହାଉସ୍ଫୁଲ-୪’, ତାପସୀ ପନ୍ନୁ-ଭୂମି ପେଡନେକର ଅଭିନୀତ ‘ସାଣ୍ଢ କି ଆନ୍ଖ’ ଏବଂ ରାଜକୁମାର ରାଓ ଅଭିନୀତ ‘ମେଡ ଇନ୍ ଚାଇନା’।…
କାର୍ତ୍ତିକ-ସାରାଙ୍କ ବ୍ରେକ୍ଅପ୍
ମୁମ୍ବାଇ: ବଲିଉଡ୍ ଷ୍ଟାର୍ ସାରା ଅଲି ଖାନ୍ ଏବଂ କାର୍ତ୍ତିକ ଆର୍ୟନ୍ଙ୍କ ଫ୍ୟାନ୍ସଙ୍କ ପାଇଁ ଏକ ଦୁଃଖ ଖବର। ବଲିଉଡ୍ର ଏହି କ୍ୟୁଟ୍ ଲଭ୍-ବାର୍ଡଙ୍କ ବ୍ରେକ୍ଅପ୍ ହୋଇଯାଇଥିବା ଶୁଣାଯାଉଛି। ବ୍ୟସ୍ତତା ଓ ସମୟ ଅଭାବ କାରଣରୁ ଏମାନଙ୍କ ବ୍ରେକ୍ଅପ୍ ହୋଇଯାଇଥିବା ଜଣାପଡ଼ିଛି।…
ମୁଣ୍ଡରେ କାର୍ଡବୋର୍ଡ ବକ୍ସ୍ ପିନ୍ଧି ପରୀକ୍ଷା ଦେଲେ ଶିକ୍ଷାର୍ଥୀ: ସୋସିଆଲ ମିଡ଼ିଆରେ ଭାଇରାଲ
ହାଭେରି,୧୯।୧୦: କର୍ନାଟକରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଭାଗଥ୍ ପିୟୁ କଲେଜରେ ପ୍ରଥମ ବାର୍ଷିକ ବିଜ୍ଞାନ ପରୀକ୍ଷାରେ ଶିକ୍ଷାର୍ଥୀମାନଙ୍କୁ ମୁଣ୍ଡରେ କାର୍ଡବୋର୍ଡ ବକ୍ସ୍ ପିନ୍ଧିବାକୁ ପଡ଼ିଛି। କପି ନକରିବା ଲାଗି କଲେଜ ମ୍ୟାନେଜମେଣ୍ଟ୍ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା…
ଜଳାଶୟରେ ବୁଡ଼ି ନାବାଳକ ମୃତ
ଛତ୍ରପୁର, ୧୯।୧୦: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଡୁଗୁଲ ଛକ ନିକଟ ଏକ ଅସ୍ଥାୟୀ ଜଳାଶୟରେ ବୁଡି ଶନିବାର ଜଣେ ନାବାଳକର ମୃତ୍ୟୁ ଘଟିଛି। ସେ ହେଲେ କଣମଣା ଓଡିଆର୍ପି କଲୋନୀର ସଞ୍ଜୟ ସେଠୀଙ୍କ ପୁଅ ଦିଗାମ୍ବର(୧୧)। ସୂଚନା ଅନୁଯାୟୀ, ଆଇଆର୍ଇ…
ଆରମ୍ଭ ହେଲା ସର୍ବବୃହତ୍ ଫିଟ୍ନେସ୍ ଚ୍ୟାଲେଞ୍ଜ
ଦୁବାଇ: ଦୁବାଇ। ଲକ୍ଜ୍ୟୁରି ଶପିଂ, ଅଲଟ୍ରାମଡର୍ନ ଆର୍କିଟେକ୍ଚର ଏବଂ ନାଇଟ୍ ଲାଇଫ୍ ପାଇଁ ପ୍ରସିଦ୍ଧି ଅର୍ଜନ କରିଥିବା ସ୍ବପ୍ନର ସହର। ମାତ୍ର ୫୦ ବର୍ଷ ଭିତରେ ପୃଥିବୀର ସମୃଦ୍ଧିଶାଳୀ ସହର ତାଲିକାରେ ନିଜ ନାମ ଯୋଡ଼ିପାରିଥିବା ଦୁବାଇରେ ରହିଛି ପର୍ଯ୍ୟଟନର ଅନନ୍ୟ…
ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବିକଲା କଂଗ୍ରେସ
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁରର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ସିବିଆଇ ତଦନ୍ତ ଦାବି କରାଯାଇଛି। କଂଗ୍ରେସ ଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଂଗ୍ରେସ ନେତା ସତ୍ୟ…
ସମୟାନୁବର୍ତ୍ତିତାରେ ଭାରତୀୟ ରେଳ ପଛୁଆ: ଆର୍ଟିଆଇ ରିପୋର୍ଟ
ନୂଆଦିଲ୍ଲୀ,୧୯।୧୦: ଭାରତୀୟ ରେଳ ବିଭାଗ ପକ୍ଷରୁ ଯାତ୍ରୀଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ତେବେ ସମୟାନୁବର୍ତ୍ତିତାରେ ଏହା ପଛୁଆ ରହିଥିବା ସୂଚନା ଅଧିକାର ଆଇନ (ଆର୍ଟିଆଇ) ଅନ୍ତର୍ଗତ ମିଳିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ପାସେଞ୍ଜର ଟ୍ରେନ୍ ଗୁଡ଼ିକ ମଧ୍ୟରୁ…
Archives


