‘୨୦୩୦ ସୁଦ୍ଧା ବାଲ୍ୟ ବିବାହ ପ୍ରଥା ବନ୍ଦ ପାଇଁ ଖସଡ଼ା’
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟରୁ ବାଲ୍ୟ ବିବାହ ପ୍ରଥାକୁ ୨୦୩୦ ସୁଦ୍ଧା ସମ୍ପୂର୍ଣ୍ଣ ମୂଳୋତ୍ପାଟନ କରିବାକୁ ଖସଡା ପ୍ରସ୍ତୁତ କରାଯାଇଛି। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏଥିପାଇଁ ଗାଇଡ୍ଲାଇନ୍ସ ପ୍ରସ୍ତୁତ ହୋଇଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ(ଏନ୍ଏଫ୍ଏଚ୍ଏସ୍-୪) ୨୦୧୪-୧୫ ଅନୁଯାୟୀ, ରାଜ୍ୟରେ…
ମପାଯିବ କର୍ମଚାରୀଙ୍କ କାର୍ଯ୍ୟଦକ୍ଷତା
ଭୁବନେଶ୍ୱର, ୧୯ା୧୦ (ବ୍ୟୁରୋ): ମୋ ସରକାର ଏବଂ ୫-ଟି କାର୍ଯ୍ୟକାରୀ କ୍ଷେତ୍ରରେ ସରକାରୀ କର୍ମଚାରୀ ଓ ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତା ମପାଯିବ। ଏ ନେଇ କର୍ମଚାରୀମାନଙ୍କର ବାର୍ଷିକ କାର୍ଯ୍ୟଦକ୍ଷତା ରିପୋର୍ଟ ବା ଆନୁଆଲ ପରଫର୍ମାନ୍ସ ଆପ୍ରେଜାଲ ରିପୋର୍ଟ (ପିଏଆର) ପ୍ରସ୍ତୁତ କରାଯିବ। ଶୁକ୍ରବାର…
ରାହୁଲ କଲେଜ ଛାତ୍ରଙ୍କ ସହିତ ଖେଳିଲେ କ୍ରିକେଟ୍: ସୋସିଆଲ୍ ମିଡ଼ିଆରେ ଭିଡ଼ିଓ ଭାଇରାଲ
ରଓ୍ବୋରି,୧୯।୧୦: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ହରିୟାଣାରେ ବିଧାନସଭା ନିର୍ବାଚନ ପଚାର କରିବାକୁ ଯାଇଥିବା ସମୟରେ ନେଟ୍ରେ କିଛି ଛାତ୍ରଙ୍କ ସହିତ କ୍ରିକେଟ ଖେଳୁଥିବାର ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମହେନ୍ଦ୍ରଗଡ଼ରେ ଏକ ନିର୍ବାଚନୀ ସଭାରେ ଯୋଗଦେଇ…
ଅଲ୍ ଓଡ଼ିଶା ବାର୍ ଆସୋସିଏଶନ ବୈଠକ: ଯୋଗଦେଲେ ୯୩ ବାର୍ ଆସୋସିଏଶନ କର୍ମକର୍ତ୍ତା
କଟକ ଅଫିସ, ୧୯ା୧୦: ରାଜ୍ୟର ବିଭିନ୍ନ ଅଦାଲତରେ ଖାଲି ପଡ଼ିଥିବା ବିଚାରପତି ପଦବୀ ପୂରଣ, ହାଇକୋର୍ଟ ପକ୍ଷରୁ ରୁଜୁ ଅଦାଲତ ଅବମାନନା ମାମଲାକୁ ନେଇ ଶୁକ୍ରବାର ହାଇକୋର୍ଟ ବାର୍ ଆସୋସିଏଶନ ସମ୍ମିଳନୀ କକ୍ଷରେ ଅଲ୍ ଓଡ଼ିଶା ବାର୍ ଆସୋସିଏଶନର ବୈଠକ ଅନୁଷ୍ଠିତ…
କୌଣସି କାମ ଛୋଟ ନୁହେଁ: ଜନନୀ
ହାଇଦ୍ରାବାଦ,୧୯।୧୦: ତେଲେଙ୍ଗାନା ହାଇଦ୍ରାବାଦର ୨୦ ବର୍ଷିୟା ଯୁବତୀ ଜନନୀ ରାଓ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କାରଣ ସାମାଜିକ କଟକଣାକୁ ଭାଙ୍ଗି ସେ ଏବେ ସାଜିଛନ୍ତି ଫୁଡ୍ ଡେଲିଭରି ଏକଜ୍ୟୁକିଟିଭ। ଅନ୍ଲାଇନ୍ ଫୁଡ୍ ଅଡରିଂ ଆଣ୍ଡ ଡେଲିଭରି ପ୍ଲାଟଫର୍ମ…
ଭାରତ-ଆମେରିକା ପ୍ରତିରକ୍ଷା କାରବାର ୧୮ଶହ କୋଟି ଡଲାର ଛୁଇଁବ
ଓ୍ବାଶିଂଟନ,୧୯।୧୦: ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ-ଆମେରିକା ପ୍ରତିରକ୍ଷା କାରବାର ୧୮ଶହ କୋଟି ଡଲାର ଛୁଇଁବ। ଏନେଇ ପେଣ୍ଟାଗନ ପକ୍ଷରୁ ସୂଚନା ଦିଆଯାଇଛି। ୨୦୧୮ରେ ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା କାରବାର ସେତେ ଭଳ ନ ଥିଲେ ବି ପରବର୍ତ୍ତୀ ସମୟରେ…
ନଦିମଙ୍କ ଟେଷ୍ଟ ପଦାର୍ପଣ: ଟସ୍ ଜିତି ଭାରତର ବ୍ୟାଟିଂ
ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଝାଡଖଣ୍ଡ ବାମହାଦୀ ସ୍ପିନର ଶାହାବାଜ ନଦିମଙ୍କୁ ଅନ୍ତିମ ଏକାଦଶରେ ସ୍ଥାନ ମିଳିଛି ଓ ସେ ଟେଷ୍ଟ ପଦାର୍ପଣ କରିଛନ୍ତି। କୁଲଦୀବ…
ନ୍ୟାୟ ହିନ୍ଦୁ ସମାଜ ସପକ୍ଷରେ ଯିବ ବୋଲି ଆଶା କରୁଛୁ: ଭୈୟାଜୀ
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ସାରା ଦେଶରେ ଜାତୀୟ ନାଗରିକ ପଞ୍ଜିକା(ଏନ୍ଆରସି) ଲାଗୁ ହେବା ଉଚିତ। ଦେଶରେ ଅନୁପ୍ରବେଶ କରିଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ଏକ ରାଷ୍ଟ୍ରୀୟ ନୀତି ନିର୍ମାଣ ପୂର୍ବକ ତାଙ୍କ ପ୍ରତି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ। ସମ୍ପୂର୍ଣ୍ଣ ଦେଶରେ…
ଓଡ଼ିଶା ଟ୍ରାଭେଲ ବଜାର: ୫୩ ଷ୍ଟଲ୍ରେ ଓଡ଼ିଶା ପର୍ଯ୍ୟଟନ ଉତ୍ପାଦ
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫିକି ସହଯୋଗରେ ଭୁବନେଶ୍ୱରରେ ୩ୟ ଥର ପାଇଁ ଚାଲିଥିବା ଓଡ଼ିଶା ଟ୍ରାଭେଲ ବଜାର ଆନୁକୂଲ୍ୟରେ ୫୩ଟି ଷ୍ଟଲ ଖୋଲା ଯାଇଛି। ଶୁକ୍ରବାର ଏହି ଷ୍ଟଲ୍ଗୁଡ଼ିକୁ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ…
ଓଡ଼ିଶା ସିଆର୍ପିଏଫ୍ ମହାନିରୀକ୍ଷକଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍ପିଏଫ୍) ଓଡିଶା ସେକ୍ଟର ଭୁବନେଶ୍ୱରସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ନୂଆ ପୋଲିସ ମହାନିରୀକ୍ଷକ ଭାବେ ସଂଗ୍ରାମ କେଶରୀ ମହାନ୍ତି ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳରେ ୧୯୮୬ ବ୍ୟାଚର କ୍ୟାଡର…
ରେଲଓ୍ବେ ଚାକିରି ଦେବାକୁ କହି ଦେଢ଼ଲକ୍ଷ ଠକେଇ, ଯୁବକ ଗିରଫ
ପାତ୍ରପଡା,୧୯ା୧୦(ଡି.ଏନ.ଏ.): ରେଲଓ୍ବେରେ ଚାକିରି କରାଇ ଦେବା ଆଳରେ ଦେଢଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଝାଡଖଣ୍ଡ ରାଞ୍ଚି ଅଞ୍ଚଳର ଆଶିଷ ସିଂ(୨୮)। ଅଭିଯୋଗ ଅନୁଯାୟୀ, ଜଗତ୍ସିଂହପୁର ନୂଆଗଁ। ଅଞ୍ଚଳର ଅଜୟ…
କେନ୍ଦ୍ର, ଆସାମକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଏନ୍ଆର୍ସି କୋଅର୍ଡିନେଟରଙ୍କୁ ମଧ୍ୟପ୍ରଦେଶ ବଦଳି କର
ନୂଆଦିଲ୍ଲୀ,୧୯ା୧୦: ଆସାମ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) କୋଅର୍ଡିନେଟର ପ୍ରତୀକ୍ ହାଜେଲାଙ୍କୁ ମଧ୍ୟପ୍ରଦେଶ ବଦଳି କରିବା ଲାଗି ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ୍ ଏସ୍.ଏ. ବୋବ୍ଡେ ଏବଂ ଆର୍.ଏଫ୍.…
Archives


