Home

ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍‌ କଲ୍‌

ଭୁବନେଶ୍ୱର,୨୮।୫(ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ମନ୍ତ୍ରୀପଦ ପାଇଁ ପକ୍ରିୟା ଆରମ୍ଭ ହୋଇଯାଇଛି। ଏଥିପାଇଁ ମଙ୍ଗଳବାର ସଂନ୍ଧ୍ୟାରେ ନବ ନିର୍ବାଚିତ କିଛି ବିଧାୟକଙ୍କ ପାଖକୁ ଫୋନ୍‌ କଲ୍‌ ଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ନିମାପଡ଼ା ବିଧାୟକ ସମୀର ଦାଶ, ମାହାଙ୍ଗା...

ସାପ କାମୁଡାରେ ନାବାଳିକାଙ୍କ ଜୀବନ ଗଲା

ସଜନାଗଡ଼, ୨୭।୫(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ନରଣପୁର ପଞ୍ଚାୟତ ନୂଆସାହି ଗ୍ରାମର ନୀଳକଣ୍ଠ ପାତ୍ରଙ୍କ ଝିଅ ନିନି(୮)ରବିବାର ବିଳମ୍ବିତ ରାତିରେ ଶୌଚ ପାଇଁ ଉଠିଥିଲେ। ତାଙ୍କୁ ଏକ ବିଷଧର ସାପ କାମୁଡ଼ି ଦେଇଥିଲା। ତାଙ୍କୁ ଚିକିତ୍ସା ନିମନ୍ତେ ପରିବାର...

ଏହି ଷ୍ଟାର କିଡ୍‌ସ ଦେଖିବାକୁ ଅବିକଳ ମାତାପିତାଙ୍କ ପରି

ବଲିଉଡ୍‌ର କିଛି ଅଭିନେତ୍ରୀ – ଅଭିନେତା ୯୦ ଦଶକରେ ବିବାହ କରି ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିସାରିଛନ୍ତି। ମେ ୨୭ ଅର୍ଥାତ ଆଜି ଶାହାରୁଖଙ୍କ ପୁଅ ଅବରାମଙ୍କ ଜନ୍ମଦିନ। ଏହି ଷ୍ଟାର କିଡ୍‌ସ ପିତା ଶାହାରୁଖଙ୍କ ଅବିକଳ ନକଲ।...

ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନ ବଞ୍ଚାଇଥିବା ୧୯ ମହାନ ବ୍ୟକ୍ତି ସମ୍ବର୍ଦ୍ଧିତ

କେନ୍ଦୁଝର,୨୭ା୫(ସ୍ବ.ପ୍ର.): ଦୁର୍ଘଟଣାଗ୍ରସ୍ତ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରି ଜୀବନ ବଞ୍ଚାଇବାରେ ସହାୟକ ହୋଇଥିବା ୧୯ ଜଣ ମହାନ ବ୍ୟକ୍ତିଙ୍କୁ କେନ୍ଦୁଝର ଏସ୍‌ପି ଜୟନାରାୟଣ ପଙ୍କଜ ସୋମବାର ୨ ହଜାର ଟଙ୍କା ପୁରସ୍କାର ଦେବା ସହ ମାନପତ୍ର ଦେଇ...

ରୋଗ ପ୍ରତିରୋଧକ ଶକ୍ତି କମାଏ ଅତ୍ୟଧିକ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ୍‌ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ...

ଭାଷା ବୁଝିବ ରୋବୋ

ଆଜିକାଲି ବିଭିନ୍ନ କ୍ଷେତ୍ରରେ ରୋବୋକୁ ବ୍ୟବହାର କରାଯାଉଛି। ବିଶେଷଭାବରେ ସ୍ବାସ୍ଥ୍ୟକ୍ଷେତ୍ରରେ ଏହାର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ସାଧାରଣତଃ ଜଣେ ମଣିଷ ଭାଷାକୁ ମଣିଷ ହିଁ ବୁଝିଥାଏ। ହେଲେ ଏଣିକି ଏହାକୁ ରୋବୋ ବୁଝିପାରିବ। ନିକଟରେ କର୍ନେଲ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ...

ଓଜନ କମାଇବାର ସହଜ ଉପାୟ

ଓଜନ ବଢ଼ିବା ଆଜିକାଲି ଏକ ସାଧାରଣ ସମସ୍ୟା। ଏହା ନିୟନ୍ତ୍ରଣରେ ନ ରହିଲେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ପରିଶ୍ରମ ଅନୁସାରେ ଆମକୁ ଆବଶ୍ୟକ ମୁତାବକ ବିଶ୍ରାମ ନେବାକୁ ପଡ଼ିଥାଏ। ତେଣୁ ପ୍ରତିଦିନ ଅତିକମ୍‌ରେ ୬-୭ ଘଣ୍ଟା ଶୁଅନ୍ତୁ।...

ଲିଭର : କିଛି କଥା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଲା ଲିଭର (ଯକୃତ)। ଏହାର କାର୍ଯ୍ୟଦକ୍ଷତା ପ୍ରତିହତ ହେଲେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଯାଇଥାଏ। ତେବେ ଲିଭର ସମ୍ପର୍କରେ ଜାଣନ୍ତୁ କିଛି କଥା… -ଲିଭରରୁ ନିର୍ଗତ ହେଉଥିବା ପିତ୍ତ ଶରୀରରେ ବୃଦ୍ଧିପାଉଥିବା...

ପ୍ରଫେସର ଅନ୍ତର୍ଯ୍ୟାମୀ ଆଚାର୍ଯ୍ୟ ଥିଲେ ଜଣେ କର୍ତ୍ତବ୍ୟନିଷ୍ଠ ବୈଜ୍ଞାନିକ

ବୈଜ୍ଞାନିକମାନେ ସାଧାରଣତଃ ଉଦାର ମନୋଭାବ ସମ୍ପନ୍ନ ହୋଇଥାନ୍ତି, କିନ୍ତୁ ସେମାନଙ୍କ ସାମାଜିକ ସମ୍ପର୍କ ଥାଏ ସୀମିତ। କାରଣ ସେମାନେ ବିଜ୍ଞାନାଗାରର ଚାରିକାନ୍ଥ ମଧ୍ୟରେ ଗବେଷଣାରତ ରହିବାକୁ ଅଧିକ ପସନ୍ଦ କରନ୍ତି। କେବଳ କେହି କେହି ଥାଆନ୍ତି ଏଥିରୁ ବ୍ୟତିକ୍ରମ। ସେମାନେ...

ଆଣ୍ଠୁଗଣ୍ଠି ବ୍ୟଥାର ଅତ୍ୟାଧୁନିକ ଚିକିତ୍ସା

ଆଣ୍ଠୁଗଣ୍ଠି ବାତରୋଗରେ ପ୍ରାୟ ପୃଥିବୀରେ ୬୦ ଭାଗ ଲୋକ କଷ୍ଟ ପାଉଛନ୍ତି। ଆମେ ଭାରତୀୟମାନେ ତଳେ ବସି କାମ କରୁଥିବା ଯୋଗୁ ଆଣ୍ଠୁ ବ୍ୟଥା ଅନ୍ୟ ଦେଶ ଅପେକ୍ଷା ପ୍ରାୟ ବହୁ ଗୁଣରେ ଅଧିକ। ଆଣ୍ଠୁଗଣ୍ଠି ବାତରୋଗ ସାଧାରଣତଃ ଦୁଇଟି...

ଜିଲାରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

କେନ୍ଦ୍ରାପଡା ଅଫିସ, ୨୭ା୫ : ଆସନ୍ତା ଜୁନ ସୁଦ୍ଧା ଓଡ଼ିଶାରେ ମୌସୁମୀ ବାୟୁ ପ୍ରବାହିତ ହେବ ବୋଲି ପାଣି ବିଭାଗ ପୂର୍ବନୁମାନ କରିଛି। ମାତ୍ର ଏହି ସୂଚନାକୁ ଜିଲା ସ୍ବାସ୍ଥ୍ୟ ବିଭାଗ, ବ୍ଲକ, ଜିଲା ପ୍ରଶାସନ ଓ ପୌର ପରିଷଦ...

ପ୍ରକଳ୍ପ ଅଛି : ପାଣି ଆସୁନି, ଅସୁବିଧା ଭୋଗୁଛନ୍ତି ୮ ୱାର୍ଡ଼ର ଲୋକେ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.)୨୭ା୫:  ପାନୀୟ ଜଳ ପ୍ରକଳ୍ପ ଥିଲେ ମଧ୍ୟ ଏହା କାର୍ଯ୍ୟକ୍ଷମ ହେଉ ନାହିଁ। ଫଳରେ ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ତର୍ଗତ କୁଳାସର, ନୀଳପଲ୍ଲୀ ଓ ବେଣୁଧର ଗ୍ରାମର ୮ ଓ୍ବାର୍ଡର ଲୋକେ ପାଣି ପାଇଁ ନାହିଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri