ହାତୀକୁ ସୁରକ୍ଷା ଦେବା ଲାଗି ଖଣିକମ୍ପାନୀକୁ ତାଗିଦ: ଜୁରୁଡ଼ି ଅଞ୍ଚଳରେ ବୁଲୁଛନ୍ତି ୧୭ ହାତୀ
ଯୋଡ଼ା, ୩୦।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବନପାଳଙ୍କ ଅଞ୍ଚଳରେ ୧୭ଟି ହାତୀ ଘୁରିବୁଲୁଥିବା ଖବର ହସ୍ତଗତ ହୋଇଛି। ଯୋଡ଼ା ବନପାଳ ପିଅନ ନାଏକଙ୍କ ସୂଚନା ମୁତାବିକ ଜୁରୁଡ଼ି ଖଣି ଅଞ୍ଚଳରେ ୧୭ଟି ହାତୀ ପ୍ରାୟ ଏକ ମାସ ଧରି ବିଭିନ୍ନ...
ରାଜସ୍ଥାନ ହାଇକୋର୍ଟଙ୍କ ନିର୍ଦ୍ଦେଶ; ଅପାଠୁଆଙ୍କୁ ମିଳିବନି ଡ୍ରାଇଭିଂ ଲାଇସେନ୍ସ
ଜୟପୁର,୩୦-୫: ରାଜସ୍ଥାନ ହାଇକୋର୍ଟ ଅପାଠୁଆ ଡ୍ରାଇଭରଙ୍କୁ ଡ୍ରାଇଭିଂ ଲାଇସେନ୍ସ ଜାରି ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣିକିଆ ଖଣ୍ଡପୀଠ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ଯେ, ରାସ୍ତା କଡରେ ଦର୍ଶାଯାଇଥିବା ନିର୍ଦ୍ଦେଶ, ସାଇନ୍ ବୋର୍ଡ ଅଥବା ସତର୍କ ଚେତାବନୀ ପଢି ପାରୁ...
ଚାଷୀଙ୍କ ପାଇଁ ଆସିବ ପେନସନ ବ୍ୟବସ୍ଥା
ନୂଆଦିଲ୍ଲୀ,୩୦-୫: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ସ୍କିମ୍ ଜରିଆରେ ସାଧାରଣ ନିର୍ବାଚନ ପୂର୍ବରୁ ଦେଶର ୧୨ କୋଟି ଚାଷୀ ପରିବାରଙ୍କୁ ସହାୟତା ପ୍ରଦାନ କରିବା ପରେ ଏବେ ନରେନ୍ଦ୍ର ମୋଦି ସରକାର ଅନ୍ନଦାତାଙ୍କ ପାଇଁ ଆଉ ଏକ ବୃହତ ଯୋଜନା...
ଜିଓରେ ୫୦୦୦ କର୍ମଚାରୀଙ୍କୁ ଛଟେଇ
ମୁମ୍ବାଇ,୩୦-୫: ରିଲାଏନ୍ସ ଜିଓ ଇନ୍ଫୋକମ୍ ବ୍ୟୟଭାର କମାଇ କାର୍ଯ୍ୟକାରୀ ଲାଭକୁ ଅଧିକ କରିବା ଲକ୍ଷ୍ୟରେ କର୍ମଚାରୀ ଛଟେଇ ଉପରେ ଗୁରୁତ୍ୱ ଦେଇଛି। ଜାନୁୟାରୀ-ମାର୍ଚ୍ଚ ତ୍ରୈମାସରେ କମ୍ପାନୀର ଅପରେଟିଂ ମାର୍ଜିନ(କାର୍ଯ୍ୟକାରୀ ଲାଭ) ହ୍ରାସ ପାଇଥିଲା। ଜିଓ ପକ୍ଷରୁ କଣ୍ଟ୍ରାକ୍ଟରେ ଥିବା ଏବଂ...
ଆଇସିସି ବିଶ୍ୱକପ୍: ଇଂଲଣ୍ଡ- ଦକ୍ଷିଣ ଆଫ୍ରିକା ଉଦ୍ଘାଟନୀ ମୁକାବିଲା
ଲଣ୍ଡନ,୩୦।୫(ଏଏଫ୍ପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଲଣ୍ଡନର କେନିଂଟନ ଓଭାଲ ଗ୍ରାଉଣ୍ଡରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ଉଦ୍ଘାଟନୀ ମ୍ୟାଚ୍ରେ ପରସ୍ପରକୁ ଭେଟିବେ। ଇଂଲଣ୍ଡର ଗତ...
ଲର୍ଡସରେ କୋହଲିଙ୍କ ମହମ ପ୍ରତିମୂର୍ତ୍ତି ଉନ୍ମୋଚିତ
ଲଣ୍ଡନ,୩୦।୫(ପି.ଟି.)- ଆଇସିସି ବିଶ୍ୱକପ୍ ଶୁଭାରମ୍ଭ ଅବସରରେ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଭାରତୀୟ ଅଧିନାୟକ ତଥା ବ୍ୟାଟିଂ ସୁପରଷ୍ଟାର ବିରାଟ୍ କୋହଲିଙ୍କ ମହମ ପ୍ରତିମୂର୍ତ୍ତୀ ଉନ୍ମୋଚନ କରାଯାଇଛି। ଜଣାଶୁଣା ଓ୍ବାକ୍ସ ମ୍ୟୁଜିୟମ ମ୍ୟାଡମ ତୁସାଦ ଏହାର ଉନ୍ମୋଚନ କରିଛି। ଗୁରୁବାରଠାରୁ ଜୁଲାଇ...
ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..
ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ନବୀନ ନୂତନ ମନ୍ତ୍ରୀମଣ୍ଡଳର ୨୦...
ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ
ହାଟଡିହୀ,୨୯ା୫(ସ୍ବ.ପ୍ର): ହାଟଡିହୀ ବ୍ଲକ ଅନ୍ତର୍ଗତ ସୁନ୍ଦରାପାଳ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ା ମୃତ ଯୁବକ ଜଣଙ୍କ ହାଟଡିହୀ ବ୍ଲକର ସୋସୋ ଥାନା ଅନ୍ତର୍ଗତ ବରାଙ୍ଗ ଗା୍ରମର ପ୍ରକାଶ ଜେନା...
୧୦ବର୍ଷ ପରେ କାକଟପୁରକୁ ମନ୍ତ୍ରୀପଦ:ପ୍ରଥମ ଥର ବିଜୟୀ ହୋଇ ତୁଷାରକାନ୍ତି ହେଲେ ମନ୍ତ୍ରୀ, କର୍ମୀ ମନାଇଲେ ଉତ୍ସବ
କାକଟପୁର,୨୯।୫(ଡି.ଏନ୍.ଏ.): କାକଟପୁର ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ପ୍ରଥମ ଥର ଲାଗି ଇଂ ତୁଷାରକାନ୍ତି ବେହେରା ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ନିର୍ବାଚନ ପୂର୍ବର ଘଟଣାକ୍ରମକୁ ଯଦି ଦେଖାଯାଏ,...
ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନବୀନଙ୍କୁ ପଦ ଓ ଗୋପନୀୟତାର ଶପଥ...
ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍ କଲ୍
ଭୁବନେଶ୍ୱର,୨୮।୫(ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ମନ୍ତ୍ରୀପଦ ପାଇଁ ପକ୍ରିୟା ଆରମ୍ଭ ହୋଇଯାଇଛି। ଏଥିପାଇଁ ମଙ୍ଗଳବାର ସଂନ୍ଧ୍ୟାରେ ନବ ନିର୍ବାଚିତ କିଛି ବିଧାୟକଙ୍କ ପାଖକୁ ଫୋନ୍ କଲ୍ ଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ନିମାପଡ଼ା ବିଧାୟକ ସମୀର ଦାଶ, ମାହାଙ୍ଗା...
ସାପ କାମୁଡାରେ ନାବାଳିକାଙ୍କ ଜୀବନ ଗଲା
ସଜନାଗଡ଼, ୨୭।୫(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍ପୁର ଥାନା ଅଧୀନ ନରଣପୁର ପଞ୍ଚାୟତ ନୂଆସାହି ଗ୍ରାମର ନୀଳକଣ୍ଠ ପାତ୍ରଙ୍କ ଝିଅ ନିନି(୮)ରବିବାର ବିଳମ୍ବିତ ରାତିରେ ଶୌଚ ପାଇଁ ଉଠିଥିଲେ। ତାଙ୍କୁ ଏକ ବିଷଧର ସାପ କାମୁଡ଼ି ଦେଇଥିଲା। ତାଙ୍କୁ ଚିକିତ୍ସା ନିମନ୍ତେ ପରିବାର...
Archives


