Home

ମୁଣ୍ଡ ଉପରେ ଝୁଲୁଛି ବିପଦ

ବନ୍ତ, ୧୯।୧୦ (ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ପୋଡ଼ାପାଟଣା ଗ୍ରାମ ଯେନାସାହି ନିକଟରେ ଦୀର୍ଘଦିନ ଧରି ବିଦ୍ୟୁତ୍‌ ତାର କମ୍‌ ଉଚ୍ଚରେ ଝୁଲି ରହିଛି। ମୁଣ୍ଡ ଉପରେ ବିପଦ ଝୁଲୁଥିବା ବେଳେ ସେହି ବାଟ ଦେଇ ଲୋକେ ଯିବାଆସିବା କରୁଥିବାରୁ…

୨ ପୋଲିସ କର୍ମଚାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୯ା୧୦: ଦୁର୍ଘଟଣା ଘଟାଇଥିବା ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଏବଂ ଜଣେ ବ୍ୟକ୍ତିଙ୍କଠାରୁ ଟଙ୍କା ମାଗିବା ନୟାଗଡ଼ ଜିଲାର ଦୁଇଜଣ ପୋଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିଛି। ଏସ୍‌ପି ଶଶିଭୂଷଣ ଶତପଥୀ ଉଭୟଙ୍କୁ ନିଲମ୍ବିତ…

ଜାତୀୟ ରାଜପଥ କାର୍ଯ୍ୟରେ ମନ୍ଥରତା

ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଦେଇ ଯାଇଛି ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥ। ଏହି ରାଜପଥର ଶିମିଳିସାହିଠାରୁ କିରିଆଲାଞ୍ଜି ପର୍ଯ୍ୟନ୍ତ ୭ କିଲୋମିଟର ରାସ୍ତା ପ୍ରଶସ୍ତୀକରଣ ଓ ଉନ୍ନତୀକରଣ ପାଇଁ ଯୋଜନା କରାଯାଇ କାମ ଆରମ୍ଭ କରାଯାଇଥିଲା। ହେଲେ କାମର ମନ୍ଥରତା ଯୋଗୁ…

କେତେବେଳେ ଖାଇବେ ନାହିଁ ଫଳ

ଋତୁ ଅନୁଯାୟୀ ଫଳ ଖାଇବା ସ୍ବାସ୍ଥ୍ୟ ପକ୍ଷେ ଭଲ ବୋଲି ଡାକ୍ତରମାନେ କହିଥାଆନ୍ତି। ଏମିତିକି ସକାଳୁ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି କୁହାଯାଏ। କାରଣ ଫଳରେ ଥିବା ଭିଟାମିନ୍ସ, ମିନେରାଲ୍ସ, ଫାଇବର ଓ ଆଣ୍ଟିଅକ୍ସିଡାଣ୍ଟ ଶରୀରକୁ ସୁସ୍ଥ ରଖିବାରେ…

ହେବ ଚାଷ ଜମିକୁ ପାଣି ମାଡ଼ୁନି:ଘାଇ ବନ୍ଦ କଲେ ଗ୍ରାମବାସୀ

ବଇଣ୍ଡା,୧୯।୧୦(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତରେ ଥିବା ଟିଲିମୁଣ୍ଡା ଜଳସେଚନ ପ୍ରକଳ୍ପର ହେଡଓ୍ବାଲ ନିକଟରେ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ନାଳ ଗୁଡ଼ିକରେ ବାହାରକୁ ଚାଲି ଯାଉଥିବାବେଳେ ମାସେ ହେବ ଚାଷ ଜମିକୁ ପାଣି ମା଼ଡି ପାରୁ…

ଏନ୍‌ସେଫାଲାଇଟିସ୍‌ ଜିଲା ଟାସ୍କଫୋର୍ସ ବୈଠକ:୧୧ ନଭେମ୍ବରରୁ ଟିକାକରଣ

ଅନୁଗୋଳ ଅଫିସ, ୧୯ା୧୦ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଟିକାକରଣ ଅଭିଯାନର ଜିଲା ଟାସ୍କ ଫୋର୍ସ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶିକ୍ଷଣ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଏଥିରେ ଅଧ୍ୟକ୍ଷତା କରି ଟିକାକରଣ ଅଭିଯାନର…

ପାସେଞ୍ଜର ଯାନ ବିକ୍ରି ୨୦% କମିଲା

ନୂଆଦିଲ୍ଲୀ,୧୯-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଦେଶ ମଧ୍ୟରେ ପାସେଞ୍ଜର ଯାନ ବିକ୍ରି ୨୦% ହ୍ରାସ ଘଟିଛି। ଏହି ସମୟରେ ଯାନ ବିକ୍ରି ୨୦.୧% ହ୍ରାସ ଘଟି ୧,୫୭,୯୭୨ ୟୁନିଟ ରହିଛି। ଅଟୋ ନିର୍ମାତାମାନେ ଗ୍ରାହକଙ୍କୁ ଚଳିତ ବର୍ଷ ଆକର୍ଷଣୀୟ ଅଫର ପ୍ରଦାନ…

ବାର୍ଷିକ ପରୀକ୍ଷାକୁ ଆଉ ୪ମାସ ବାକି: ଏଯାଏ ପୁସ୍ତକ ଯୋଗାଇ ପାରିଲେନି ସରକାର

ମାଲକାନଗିରି,୧୯।୧୦ (ଡି.ଏନ୍‌.ଏ.)- ଚଳିତବର୍ଷ ମାଲକାନଗିରି ଜିଲାର ୪୨ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରୀକ୍ଷା ଫଳାଫଳ ନୈରାଶ୍ୟଜନକ ଥିବାରୁ ସରକାର ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କ ବାର୍ଷିକ ଇନକ୍ରିମେଣ୍ଟ ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍‌…

ସିରିଜ କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ରାଞ୍ଚି,୧୯।୧୦(ପି.ଟି.)- ସ୍ଥାନୀୟ ଝାଡଖଣ୍ଡ ଷ୍ଟେଟ୍‌ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଆୟୋଜନ ହେବାକୁ ଯାଉଛି। ପ୍ରଥମ ଦୁଇଟି ମ୍ୟାଚ୍‌ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ…

ପ୍ରୋ କବାଡ଼ି ଲିଗ୍‌: ଦବଙ୍ଗ- ଓ୍ବାରିୟର୍ସ ଟାଇଟଲ ମୁକାବଲା

ଅହମ୍ମଦାବାଦ,୧୯।୧୦(ପି.ଟି.)-ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ର ଚଳିତ ସପ୍ତମ ସଂସ୍କରଣ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ଟାଇଟଲ ପାଇଁ ଦବଙ୍ଗ ଦିଲ୍ଲୀ ଓ ବେଙ୍ଗଲ ଓ୍ବାରିୟର୍ସ ଫାଇନାଲ ମୁକାବିଲାରେ ଅବତୀର୍ଣ୍ଣ ହେବେ। ଉଭୟ ଦଳ ପ୍ରଥମ ଫାଇନାଲ ଖେଳିବାକୁ ଯାଉଥିବାରୁ ଏଥର କେପିଏଲ୍‌ରେ…

ଡ଼ାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ କଦଳୀଫୁଲ

କଦଳୀଫୁଲକୁ ଡ଼ାଇବେଟିସ୍‌ ରୋଗୀ ସିଝାଇ କିମ୍ବା କଞ୍ଚା ଖାଇବା ଉଚିତ୍‌। ଏହା ଦ୍ୱାରା ସର୍କରା ସ୍ତର କମ୍‌ ହୁଏ। ଶରୀରରେ ହିମୋଗ୍ଲୋବିନ ମାତ୍ରାକୁ ବଢ଼ାଏ କାରଣ ଏହା ଫାଇବର୍‌ ଓ ଆଇରନ୍‌ରେ ଭରପୂର। ଏଥିରେ ଆଣ୍ଟିଅକ୍ସିଡ଼ାଣ୍ଟ ଗୁଣ ଥାଏ। ଯାହା କ୍ୟାନ୍‌ସର…

ନଡ଼ିଆ କ୍ଷୀରରେ ହେୟାର ମାସ୍କ

ନିଜକୁ ସୁନ୍ଦର ଦେଖାଯିବା ପାଇଁ ସମସ୍ତେ ବିଭିନ୍ନ ପ୍ରକାରର ଜିନିଷ ବ୍ୟବହାର କରନ୍ତି। ଆଜିକାଲି ହେୟାର ଷ୍ଟ୍ରେଟନିଂ କରିବା ଏକ ଫ୍ୟାଶନରେ ପରିଣତ ହେଲାଣି। ହେୟାର ଷ୍ଟ୍ରେଟନିଂ କରି ଫ୍ୟାଶନେବୁଲ ଲାଗିବାକୁ ସବୁ ଯୁବତୀଙ୍କ ଇଚ୍ଛା। ହେଲେ ପାର୍ଲରରେ ଏହାକୁ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri