Home

ଲିଫ୍ଟ ବେସ୍‌ରେ ନିଆଁ, ଦୌଡ଼ିଲେ କର୍ମଚାରୀ

ଭୁବନେଶ୍ୱର, ୨୭।୫ (ବ୍ୟୁରୋ): ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ଏକ ଖବରକାଗଜ ସଂସ୍ଥା କାର୍ଯ୍ୟାଳୟର ଲିଫ୍ଟ ବେସ୍‌ରେ ରବିବାର ନିଆଁ ଲାଗିଯାଇଥିଲା। ଫଳରେ ଷଷ୍ଠ ମହଲା ପର୍ଯ୍ୟନ୍ତ ଧୂଆଁ ବ୍ୟାପିଯାଇଥିଲା। ଏହାଦେଖି କାର୍ଯ୍ୟାଳୟରେ ଆତଙ୍କ ଖେଳିଯାଇଥିଲା। କର୍ମଚାରୀମାନେ ଭୟଭୀତ ହୋଇପଡିବା ସହ ଚିତ୍କାର...

ମେ ୩୦, ସନ୍ଧ୍ୟା ୭ଟାରେ ଶପଥ ନେବେ ମୋଦି

ନୂଆଦିଲ୍ଲୀ, ୨୬।୫: ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୩୦ରେ ଶପଥ ନେବେ। ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଗୁରୁବାର ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତିଭବନରେ...

ସହଯୋଗୀଙ୍କ ମୃତଦେହ କାନ୍ଧେଇଲେ ସ୍ମୃତି ଇରାନୀ

ଲକ୍ଷ୍ନୌ, ୨୬।୫: ଆମେଠିର ନର୍ବନିର୍ବାଚିତ ଭାଜପା ଏମ୍‌ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା କରାଯାଇଛି। ଏହାକୁ ନେଇ ରାଜନୀତି ଜୋର ଧରିଥିବାବେଳେ ରବିବାର ତାଙ୍କ ପରିବାରକୁ ଭେଟିଛନ୍ତିି ସ୍ମୃତି ଇରାନୀ। ସେ ସୁରେନ୍ଦ୍ରଙ୍କ ମୃତଦେହକୁ କାନ୍ଧେଇ...

ମିଶ୍ରି ଖାଇଲେ ମିଳିବ ଏସବୁ ଉପକାର

ମିଶ୍ରିର ଅନେକ ଔଷଧିୟ ଗୁଣ ରହିଛି। ଏହା ଶର୍କରା ଜାତୀୟ ହୋଇଥିଲେ ମଧ୍ୟ ଅନେକ ରୋଗରୁ ମୁକ୍ତି ଦେଇଥାଏ। ଏକ ଗବେଷଣାରୁ ଜଣାପଡ଼ିଛି ଯେ, ମିଶ୍ରି ଖାଇଲେ ଶାରୀରିକ ଦୁର୍ବଳତା ହ୍ରାସ ପାଇ ଯୌବନ ପ୍ରାପ୍ତ ହୋଇଥାଏ। ଏହା ମୁଖ...

ଦୁଇ ବାଇକ୍‌ ଓ ଇଣ୍ଡିଗୋକୁ ଧକ୍କା ଦେଲା ଟ୍ରକ, ଜଣେ ଗୁରୁତର

ନୂଆଗାଁ,୨୬ା୫(ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁରଠାରେ ରବିବାର ପୂର୍ବାହ୍ନରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଦୁଇଟି ବାଇକ ଓ ଗୋଟିଏ ଇଣ୍ଡିଗୋକୁ ଧକ୍କାଦେଇଥିଲା। ଫଳରେ ଚାରି ଜଣ ଆହତ ହେବା ସହ ଜଣେ ମହିଳା ଗୁରୁତର ହୋଇ ଭୁବନେଶ୍ୱରସ୍ଥିତ...

ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ମୋ ପିତାଙ୍କୁ କଂଗ୍ରେସ କାର୍ଯ୍ୟକର୍ତ୍ତା ମାରିଛନ୍ତି ବୋଲି ଅଭିଯୋଗ କଲେ ପୁଅ

ଲକ୍ଷ୍ନୌ, ୨୬।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ହରାଇ କଂଗ୍ରେସ ଗଡ କୁହାଯାଉଥିବା ଆମେଠି ଲୋକ ସଭା ଆସନ ଜିତିଥିବା ଭାଜପା ନେତ୍ରୀ ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ହତ୍ୟା...

ନିର୍ବାଚନୀ ପରବର୍ତ୍ତୀ ହିଂସା : ବୋମାମାଡ଼, ୬ ଆହତ

ବ୍ରହ୍ମଗିରି,୨୬ା୫(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ନିର୍ବାଚନରେ ହାରଜିତ୍‌କୁ କେନ୍ଦ୍ର କରି ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଭାଟପଡ଼ା ଗ୍ରାମରେ ଘନଘନ ବୋମାମାଡ଼ରେ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୁରୀ ସଦର...

ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ: ସଜାଗ ହେଲା କେନ୍ଦୁଝର ଜିଲା ପ୍ରଶାସନ

କେନ୍ଦୁଝର,୨୬।୫(ସ୍ବ.ପ୍ର.): ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟିବା ପରେ ରବିବାର କେନ୍ଦୁଝର ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ବିଭିନ୍ନ ସଂସ୍ଥାଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଯାଞ୍ଚ କରାଯାଇଛି। ଜିଲା ଅଗ୍ନିସେବା ଅଧିକାରୀ ଶଶାଙ୍କ ମହାପାତ୍ରଙ୍କ ନେତୃତ୍ୱରେ ଏହି ଯାଞ୍ଚ ଆରମ୍ଭ...

ବନବିଭାଗର ଅବହେଳା: ଅସୁସ୍ଥ ମାଈ ହାତୀର ଜୀବନ ଗଲା

ଦେବଗଡ଼,୨୬ା୫(ସ୍ବ.ପ୍ର.): ଦେବଗଡ଼ ରେଞ୍ଜ ତଥା କଂସର ଫରେଷ୍ଟ ସେକ୍ସନ ଅଧୀନ ହିରନ୍‌ ଗ୍ରାମରେ ଗତ ଏପ୍ରିଲ ୬ ତାରିଖରୁ ଆଶ୍ରୟ ନେଇଥିବା ଅସୁସ୍ଥ ହାତୀର ସ୍ବାସ୍ଥ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଘଟିଥିବା ବେଳେ ଶନିବାର ରାତିରେ ନାଳହିଡରୁ ଖସିପଡ଼ି ପୁଣିଥରେ ଅସୁସ୍ଥ...

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆଜିଠାରୁ : ପଦକ ଲକ୍ଷ୍ୟରେ ଅପୂର୍ବୀ, ଅଞ୍ଜୁମ

ନୂଆଦିଲ୍ଲୀ, ୨୫।୫(ପି.ଟି.)- ଅନ୍ତର୍ଜାତୀୟ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ରାଇଫଲ୍‌/ପିସ୍ତଲ ବିଶ୍ୱକପ୍‌ ରବିବାରଠାରୁ ଜର୍ମାନୀର ମ୍ୟୁନିକ ସହରରେ ଆରମ୍ଭ ହେବାକୁ ଯାଉଛି। ଏହାହେବ ବର୍ଷର ୩ୟ ଶୁଟିଂ ବିଶ୍ୱକପ୍‌। ଏହି ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟାର୍‌ ଶୁଟର୍‌...

ବିଲମାଳରେ ପଡ଼ିଛି ଶିଶୁପୁତ୍ରର ମୃତଦେହ

ବଇଣ୍ଡା,୨୫।୫(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତ କଳାପାଟନାଳୀ ନିକଟସ୍ଥ ଅର୍ପତ ଘାଇ ବିଲମାଳରେ ଶନିବାର ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଉକ୍ତ ଶିଶୁକୁ କେହି ଜନ୍ମ କରି ଫିଙ୍ଗି ଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।...

ବଇଣ୍ଡାରେ ଚନ୍ଦନ ଯାତ୍ରା : ୪୦ ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ

ବଇଣ୍ଡା,୨୫।୫(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ପ୍ରସିଦ୍ଧ ୪୨ ତମ ବଇଣ୍ଡା ଚନ୍ଦନ ଯାତ୍ରା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିନୀତି ନିୟମ ଅନୁସାରେ ଯାତ୍ରା ପାଳନ କରାଯାଉଥିବାବେଳେ ସମଗ୍ର ଅଞ୍ଚଳ ଉତ୍ସବ ମୁଖର ହୋଇଉଠିଛି। ସକାଳେ ରାଧାକୃଷ୍ଣଙ୍କ ମନ୍ଦିରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri