Home

ଡିସେମ୍ବରରେ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ପର୍ବ: କୂଳ ଲଂଘୁଛି ସମୁଦ୍ର, ଅଣ୍ଡାଦାନ ପ୍ରଭାବିତ ଆଶଙ୍କା

ଗଞ୍ଜାମ,୧୧ା୧୧(ଡି.ଏନ.ଏ.)-ଗଞ୍ଜାମ ନିକଟ ଋଷିକୁଲ୍ୟା ମୁହାଣଠାରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଏବଂ ଠିକ ମାସେ ପରେ ଅର୍ଥାତ ଜାନୁୟାରୀରେ ଅନୁକୂଳ ପାଗ ଓ ଦକ୍ଷିଣା ପବନ ବହିଲେ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ବିଭିନ୍ନ ସଂସ୍ଥା ଏବଂ ବନ…

ରାତି ପାହିଲେ ବାଲିଯାତ୍ରା: ରିକ୍ସାଚାଳକଙ୍କୁ ମିଳିଲା ପରିଚୟପତ୍ର

କଟକ ଅଫିସ, ୧୧।୧୧ : ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ଜୋର୍‌ଦାର୍‌ ପ୍ରସ୍ତୁତି କରାଯାଉଛି। ବାଲିଯାତ୍ରା ପଡ଼ିଆରେ ଷ୍ଟଲ ନିର୍ମାଣ କାମ…

ଅଯୋଧ୍ୟା ରାୟ: ପରିକଳ୍ପନାର ପ୍ରାଚୀର ଊର୍ଦ୍ଧ୍ୱରେ

ନୂଆଦିଲ୍ଲୀ,୧୧ା୧୧: ”ସେଠାରେ ଏପରି କିଛି ଅଛି, ଯାହା ଏକ ପ୍ରାଚୀରକୁ ଭଲପାଏ ନାହିଁ।“ ଆମେରିକୀୟ କବି ରବର୍ଟ ଫ୍ରଷ୍ଟ ଯେତେବେଳେ ଏହି ପଂକ୍ତି ଲେଖିଥିଲେ, ଏହା ଶହେ ବର୍ଷ ପରେ କେତେ ଉପଯୁକ୍ତ ଭାବେ ଭାରତର ସୁପ୍ରିମକୋର୍ଟ କ୍ଷେତ୍ରରେ ଲାଗୁ ହେବ,…

ବଢ଼ିବ ଶୀତ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରକୋପ କମିବା ପରେ ଶନିବାରଠାରୁ ରାଜ୍ୟରେ ଶୀତ ଅନୁଭୂତ ହେଉଛି। ଅଧିକାଂଶ ସ୍ଥାନରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ହ୍ରାସ ପରିଲକ୍ଷିତ ହୋଇଥିବାବେଳେ ରାତିରେ ତାପମାତ୍ରା ମଧ୍ୟ କମୁଛି। ରାଜ୍ୟର ୩ ସହରରେ ତାପମାତ୍ରା ୧୫ ଡିଗ୍ରୀ…

ଟି.ଏନ୍‌. ଶେଷାନଙ୍କ ପରଲୋକ

ନୂଆଦିଲ୍ଲୀ, ୧୧ା୧୧(ପି.ଟି.): ଦେଶର ନିର୍ବାଚନ ପ୍ରକ୍ରିୟାରେ ସଂସ୍କାର ଆଣି ଚର୍ଚ୍ଚିତ ହୋଇଥିବା ଭାରତର ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ତିରୁନେଲାଇ ନାରାୟଣ ଆୟର ଶେଷାନ (ଟି.ଏନ୍‌. ଶେଷାନ)ଙ୍କ ରବିବାର ଚେନ୍ନାଇଠାରେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ୧୦ମ…

ପଶ୍ଚିମବଙ୍ଗରେ ୧୦ ମୃତ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ମମତାଙ୍କୁ ମୋଦିଙ୍କ ପ୍ରତିଶ୍ରୁତି

କୋଲକାତା,୧୧ା୧୧(ପି.ଟି.): ସାମୁଦ୍ରିକ ବାତ୍ୟା ବୁଲ୍‌ବୁଲ୍‌ ପଶ୍ଚିମବଙ୍ଗ ଉପକୂଳ ଜିଲାଗୁଡ଼ିକରେ ବ୍ୟାପକ କ୍ଷତି ଘଟାଇବା ପରେ ବାଂଲାଦେଶରେ ପ୍ରବେଶ କରିଛି। ଏଥିରେ ପଶ୍ଚିମବଙ୍ଗରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ରବିବାର ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସାଙ୍ଗକୁ ୧୩୫ କିଲୋମିଟର ପର୍ଯ୍ୟନ୍ତ ବେଗରେ…

ବୁଲ୍‌ବୁଲ୍‌ : ପ୍ରାଥମିକ କ୍ଷୟକ୍ଷତି ଆକଳନ, ୩ ଲକ୍ଷ ହେକ୍ଟର ଫସଲ ନଷ୍ଟ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ବାତ୍ୟା ‘ବୁଲ୍‌ବୁଲ୍‌’ ଦ୍ୱାରା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର ଏବଂ ମୟୂରଭଞ୍ଜ ଆଦି ୬ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ଆକଳନ ଅନୁଯାୟୀ ଏହିସବୁ ଜିଲାର ପ୍ରାୟ ୩ ଲକ୍ଷ ହେକ୍ଟର ଚାଷଜମି ପ୍ରଭାବିତ ହୋଇଛି। ତନ୍ମଧ୍ୟରୁ…

ପ୍ରଶାସନର ଦୃଷ୍ଟି ଆଢୁଆଳରେ ଶୈବପୀଠ : ଯେଉଁଠି କଳା ପଥର ପାଲଟେ ଧଳା

ନୟାଗଡ଼ ଅଫିସ,୧୧ା୧୧: ନୟାଗଡ଼ ଜିଲା ସଦର ବ୍ଲକ ବିରୁଡ଼ା ପଞ୍ଚାୟତ ବାଘେରା ଗ୍ରାମସ୍ଥିତ ଶ୍ରୀଶ୍ରୀ ଧବଳେଶ୍ୱର ମହାଦେବ ବିଜେ ମନ୍ଦିର ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ରାଜାରାଜୁଡ଼ା ଅମଳରୁ ପ୍ରତିଷ୍ଠିତ ମନ୍ଦିରର ଯେଉଁଭଳି ଉନ୍ନତି ହେବା କଥା ତାହା ହୋଇନାହିଁ। ପାହାଡ଼…

ରାଜନଗରର ୩ ବୁଲ୍‌ବୁଲ୍‌

ରାଜନଗର, ୧୧।୧୧ (ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିବା ବେଳେ ରାଜନଗରକୁ ୩ ‘ବୁଲ୍‌ବୁଲ୍‌’ ଉପହାର ଦେଇଛି। ଗତ ୯ ତାରିଖରେ ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ବର୍ଷା, ପବନ ଲାଗି…

ବର୍ଷକର ଦାନା ନେଇଗଲା ବୁଲ୍‌ବୁଲ୍‌

ମାର୍ଶାଘାଇ/ଆଳି, ୧୧।୧୧ (ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ଜିଲାରେ ଶୁକ୍ରବାର ଓ ଶନିବାର ୨ଦିନ ପବନ ଓ ବର୍ଷା ଲାଗି ରହିଥିଲା। ଏଥିଯୋଗୁ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି।…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍‌ ଆଶଙ୍କା ଦୂର ହୋଇଥାଏ। ସେହିପରି ନିୟମିତ ଏପରି କଲେ ମେଦବହୁଳତାରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…

ଆଖି ସମସ୍ୟା ଥିଲେ ଆପଣନ୍ତୁ ଏହିସବୁ ଉପାୟ

ଆଖି ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଅଟେ। ଏହାଦ୍ୱାରା ଆମେ ସୁନ୍ଦର ପୃଥିବୀକୁ ଦେଖିବା ସଙ୍ଗେ ସଙ୍ଗେ ନିଜର ଜୀବନକୁ ଅତିବାହିତ କରିଥାଉ। ଏଥିପାଇଁ ଆଖିର ଯତ୍ନ ନେବା ଆମ ପାଇଁ ବହୁତ ଜରୁରୀ। ଜାଣନ୍ତୁ ଆଖି ସମସ୍ୟାର କିଛି ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?