Home

ଫ୍ରିଜ୍‌ ମରାମତି ଦୋକାନରେ ନିଆଁ : ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି

ବାଲେଶ୍ୱର ଅଫିସ, ୨୫।୫: -ବାଲେଶ୍ୱର ସହରସ୍ଥିତ ତେଲେଙ୍ଗାସାହି ରାସ୍ତାର ମ୍ୟୁନିସିପାଲିଟି କମ୍ପ୍ଲେକ୍ସରେ ଥିବା ଏକ ଫେବ୍ରିକ୍‌ ୟୁନିଟ୍‌ରେ କୌଣସି କାରଣରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ଲୋକମାନେ ମରାମତି ପାଇଁ ଦେଇଥିବା ଫ୍ରିଜ୍‌, ୱାଶିଂମେଶିନ ପୋଡ଼ି...

ମନ୍ତ୍ରୀ ପଦ ପାଇଁ ପୂଜାପାଠ

ଭୋଗରାଇ, ୨୫।୫(ଡି.ଏନ.ଏ.)-ନିର୍ବାଚନ ଫଳାଫଳ ଘୋଷଣା ପରେ ଉଭୟ ଭାଜପା ଓ ବିଜେଡିର ବିଜେତା ପ୍ରାର୍ଥୀଙ୍କୁ ମନ୍ତ୍ରୀପଦ ମିଳିବା ନେଇ ଦଳୀୟ କର୍ମୀଙ୍କୁ ଚିନ୍ତା ଘାରିଛି। ଭାଜପା ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଲୋକସଭା ଆସନରୁ ନିର୍ବାଚିତ ହେବା ପରେ...

ବାଲିଖାଦାନରେ ବଟି ଆଦାୟ ନେଇ ଗଣ୍ଡଗୋଳ : ଖଣ୍ଡା, ପ୍ଲାଷ୍ଟିକ ବନ୍ଧୁକ ଜବତ, ୩ ଗିରଫ

ବାଲେଶ୍ୱର ଅଫିସ, ୨୫।୫: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଦହପଡ଼ା ପଞ୍ଚାୟତର କଣ୍ଟାବଣିଆ ବାଲିଖାଦାନରେ ଦାଦା ବଟି ଆଦାୟକୁ ନେଇ ଗଣ୍ଡଗୋଳ ହୋଇଛି। ଏନେଇ ପୋଲିସ ଥାନାରେ ମାମଲା (ନଂ. ୧୪୩/୧୯) ରୁଜୁ କରି ଶନିବାର ସମ୍ପୃକ୍ତ ୩ଜଣ...

ତିନି ବଖରା ଜଳିଗଲା

ପୁରୁଣାକଟକ, ୨୫ା୫(ଡି.ଏନ.ଏ.) : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବୀରନସିଂହପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାମାଲ ଗ୍ରାମର ଅଚ୍ୟୁତ ମହାନନ୍ଦିଆଙ୍କ ଘରେ ନିଆଁଲାଗି ତିନି ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଶନିବାର ଅପରାହ୍ନ ପ୍ରାୟ ୨ଟା୩୦ରେ ପରିବାରର ସମସ୍ତେ ଶୋଇ...

ସ୍ବାସ୍ଥ୍ୟକେନ୍ଦ୍ର ଛାତରୁ କଙ୍କ୍ରିଟ ଖସିଲା

ଲାଠୋର, ୨୫ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ କଙ୍କ୍ରିଟ ଟୁକୁଡା ଖସି ପଡିଛି। ଶନିବାର ସକାଳ ୭ଟାରେ କର୍ମଚାରୀମାନେ ହସପିଟାଲ ଖୋଲିବା ପରେ ଏହା ଦେଖିବାକୁ ପାଇଥିଲେ। ଫାର୍ମାଶିଷ୍ଟ ଏବଂ କର୍ମଚାରୀମାନେ ଯେଉଁ...

ଜଳିଗଲା ୪ ବଖରା: ନିଆଁରେ ପୋଡ଼ି ୨ ଗୁରୁତର

ତିହିଡ଼ି, ୨୫।୫ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ଜଳିଯାଇଛି। ଗ୍ରାମର ଶଶିକାନ୍ତ ମଳିକ ଓ ସୁଧୀର ମଳିକଙ୍କର ୨ ବଖରା ଲେଖାଏ...

ନାଳପାଣି ପିଉଛନ୍ତି ଲୋକେ : ପ୍ରଶାସନର ଦୃଷ୍ଟି ପଡ଼ିବ କେବେ?

କୋଳିମାଟି,୨୫ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନସ୍ଥ ବୁଢ଼ୀକୁଦ ପଞ୍ଚାୟତ ସିଙ୍ଗନାଳୀ ଝୁମକା ସାହିର ଲୋକମାନେ ନାଳରୁ ପାଣି ପିଉଥିବା ଦେଖିବାକୁ ମିଳିଛି। ଏଠାରେ ଆଦିବାସୀ ଲୋକେ ବସବାସ କରୁଥିବାବେଳେ ଗାଁକୁ ଆସିବାକୁ ହେଲେ ବୈତରଣୀ ପାର ହୋଇ ଆସିବାକୁ...

ଧରାପଡ଼ିଲେ ଡକାୟତ, ବନ୍ଧୁକ ଓ ଭୁଜାଲି ଜବତ

ତିହିଡ଼ି,୨୫ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ତାଳପଦା ଗ୍ରାମରୁ ତିହିଡ଼ି ପୋଲିସ ଶୁକ୍ରବାର ରାତିରେ ଜଣେ ଡକାୟତଙ୍କୁ ଧରିଛି। ସେହି ଡକାୟତଙ୍କ ନାଁ ଦୀପକ ନାୟକ ଓରଫ କାଳିଆ। ପୋଲିସ ତାଙ୍କ ଠାରୁ ଗୋଟିଏ ବନ୍ଧୁକ ଓ ଭୁଜାଲି...

ଫିଲ୍ମ ଅପେକ୍ଷା ରିଲେସନଶିପ୍‌କୁ ନେଇ ଚର୍ଚ୍ଚାରେ ରହୁଛନ୍ତି ଏହି ଯୋଡ଼ି

ଆଜିକାଲି ଆଲିଆ ଭଟ୍ଟ ଏବଂ ରଣବୀର କପୁର ଫିଲ୍ମ ଅପେକ୍ଷା ରିଲେସନଶିପ୍‌କୁ ନେଇ ବେଶୀ ଚର୍ଚ୍ଚାରେ ରହୁଛନ୍ତି। ଅନ୍ୟପଟେ କପୁର ଏବଂ ଭଟ୍ଟ ପରିବାର ମଧ୍ୟ ଉଭୟ ଉଭୟଙ୍କ ପାଇଁ ସେତିକି ନିକଟତର ହେଲେଣି। ରଣବୀରଙ୍କ ମାତା ନୀତୁ କପୁର...

ପ୍ରଥମଥର ରାଜନୀତିରେ ପାଦ ଦେଇ ବାଜି ମାରିଲେ ଏହି ଦୁଇ ଅଭିନେତ୍ରୀ

କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଏଥର ଫିଲ୍ମ ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀ ଅଭିନେତା ପ୍ରଥମଥର ରାଜନୀତିରେ ପାଦ ଥାପି ନିର୍ବାଚନ ଲଢ଼ି ବିଜୟ ହାସଲ କରିଛନ୍ତି। ସେମାନଙ୍କ ମଧ୍ୟରୁ...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ସଲମାନ୍‌

୧୭ତମ ସାଧାରଣ ନିର୍ବାଚନରେ ଭାଜପା ଭଲ ପ୍ରଦର୍ଶନ କରିଛି। ସମଗ୍ର ଦେଶବାସୀ ଭାଜପାର ଏହି ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ର ଅଭିନେତା ଅଭିନେତ୍ରୀମାନେ। ପୂର୍ବରୁ ଅଜୟ ଦେବଗନ, ସୋଫି ଚୌଧୁରୀ,...

ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri