ଫୁସ୍ଫୁସ୍ କ୍ୟାନସର୍ରୁ ରକ୍ଷାକରେ ଗାଜର
ଷ୍ଟେଟ୍ ୟୁନିଭର୍ସିଟି ଅଫ୍ ନ୍ୟୁୟର୍କର ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଏକ ଗବେଷଣା ଅନୁସାରେ, ଯେଉଁ ବ୍ୟକ୍ତି ବିଟା କ୍ୟାରୋଟିନ ଅଧିକ ଗ୍ରହଣ କରିଥାନ୍ତି, ସେମାନଙ୍କଠାରେ ଅନ୍ୟଲୋକଙ୍କ ତୁଳନାରେ ଫୁସ୍ଫୁସ୍ କ୍ୟାନସର୍ ଆଶଙ୍କା କମ୍ ଦେଖାଯାଏ। ଗବେଷଣାରୁ ଜଣାପଡ଼ିଛି, ସପ୍ତାହରେ ଦୁଇଥର...
ଯେଉଁଠି ପ୍ରତିଦିନ ବୃଦ୍ଧିପାଉଛି ଗଣେଶଙ୍କ ମୂର୍ତ୍ତିର ଉଚ୍ଚତା
ଛତିଶଗଡ଼ର ଦାନ୍ତେୱାଡ଼ା ଅଞ୍ଚଳର ଢୋଲକଲ ପାହାଡ଼ରେ ରହିଛି ଏକ ରହସ୍ୟମୟ ଗଣେଶ ମୂର୍ତ୍ତି। ପ୍ରାୟ ୧୧୦୦ ବର୍ଷ ପୁରୁଣା ଏହି ମୂର୍ତ୍ତିଟିର ଉଚ୍ଚତା ପ୍ରତିଦିନ ବୃଦ୍ଧି ପାଇଥାଏ। ସମୁଦ୍ର ପତ୍ତନଠାରୁ ୧୩ହଜାର ଫୁଟ୍ ଉଚ୍ଚରେ ଏହା ଅବସ୍ଥିତ। ମୂର୍ତ୍ତିର ଉଚ୍ଚତା...
ଗୁରୁବାର ହେବ ଏହି ଅଭିନେତ୍ରୀଙ୍କ ଭାଗ୍ୟ ପରୀକ୍ଷା
ଲୋକସଭା ନିର୍ବାଚନର ଫଳାଫଳ ଗୁରୁବାର ଜଣାପଡ଼ିବ। ଏନେଇ ରାଜନୈତିକ ବାତାବରଣ ବେଶ୍ ସରଗରମ ହୋଇଉଠିଛି। ଏ କ୍ଷେତ୍ରରେ ଫିଲ୍ମ ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀଙ୍କର ମଧ୍ୟ ଭାଗ୍ୟ ପରୀକ୍ଷା ହେବ। ଏମାନଙ୍କ ମଧ୍ୟରୁ ଜଣେ ଅଭିନେତ୍ରୀ ହେଉଛନ୍ତି ନୁସ୍ରତ ଜହାନ। ସେ...
ଭାରତର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନର ବଢୁଛି ଚିନ୍ତା
ନୂଆଦିଲ୍ଲୀ, ୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ମେ ୨୩ ଘୋଷଣା ହେବ। ଏହାକୁ ଦେଶରେ ଯେତିକି ଚର୍ଚ୍ଚା, ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଚାଲିଛି ତର୍କ ବିତକର୍କ। କିଏ ହେବ ଭାରତର ପ୍ରଧାନମନ୍ତ୍ରୀ ଏନେଇ ପାକିସ୍ତାନ ଗଣମାଧ୍ୟମରେ ଚାଲିଛି...
ବେଡ୍ରୁମ୍ରୁ ଏମିତି ଶବ୍ଦ ଶୁଣି ଭୟରେ ଥରି ଉଠୁଥିଲେ ଦମ୍ପତି, ଜାଣନ୍ତୁ ଏ ଶବ୍ଦ କ’ଣ ଥିଲା
ଭାବିଲେ ଆପଣ ବେଡ୍ରୁମ୍ରେ ଥିବେ, ସେହି ରୁମ୍ରୁ ଅଜବ ଶବ୍ଦ ଆସୁଥିବ। ନା ଶାନ୍ତିରେ ବସିପାରିବେ ନା ଶୋଇପାରିବେ। ଭୟରେ ଦେହ ଥରି ଉଠିବ। ଏମିତି ଏକ ଘଟଣା ସ୍ପେନ୍ରେ ଘଟିଛି। ଗ୍ରେନେଡାରେ ରହୁଥିବା ଏକ ପରିବାରରେ ଏମିତି କିଛି...
୭ ଗାଈଙ୍କୁ ବଳାତ୍କାର କରି ଜେଲରେ ଅଭିଯୁକ୍ତ
ଅଯୋଧ୍ୟା, ୨୨।୫: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଥିବା ଏକ ଗୋଶାଳାରେ ୭ ଗାଈଙ୍କୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, କରତାଲିଆ ଗୋଶାଳାରେ ରାଜ କୁମାର ନାମକ ଜଣେ...
ଭୋଟ ଗଣତି କେନ୍ଦ୍ରରେ ଅଧିକାରୀଙ୍କ ସମୀକ୍ଷା
ବ୍ରହ୍ମପୁର ଅଫିସ,୨୨ା୫ : ଚଳିତ ସାଧାରଣ ନିର୍ବାଚନର ଭୋଟ୍ ଗଣତି ପାଇଁ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଛି। ବ୍ରହ୍ମପୁରର ଶିଳ୍ପ ତାଲିମ ଅନୁଷ୍ଠାନ(ଆଇଟିଆଇ)ରେ ଦିଗପହଣ୍ଡି, ଚିକିଟି ଏବଂ ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟ ଗଣତି ହେବ । ସେହିଭଳି ସରକାରୀ...
ଘରେ ୨୨ଟି ସିସିଟିଭି ଲଗାଇଲେ ସ୍ବାମୀ: ଏକଥା ଜାଣିବାରୁ ସ୍ତ୍ରୀ କଲେ ଏମିତି..
ବେଙ୍ଗାଲୁରୁ, ୨୨।୫: କର୍ନାଟକ ବେଙ୍ଗାଲୁରୁରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ଉପରେ ନଜର ରଖିବା ପାଇଁ ଘରେ ୨୨ଟି ସିସିଟିଭି କ୍ୟାମେରା ଲଗାଇଛନ୍ତି ସ୍ବାମୀ। ଏକଥା ଜାଣିବା ପରେ ସ୍ତ୍ରୀ ରାଗିଯାଇ ସ୍ବାମୀଙ୍କ ମୁଣ୍ଡକୁ କ୍ରିକେଟ ବ୍ୟାଟରେ...
ପୋଲିସକୁ ଦେଖି ଅପହରଣକାରୀ ନିଜକୁ ମାରିଲେ ଗୁଳି
ପ୍ରୟାଗରାଜ, ୨୨।୫: ଉତ୍ତର ପ୍ରଦେଶର ପ୍ରୟାଗରାଜ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ମଙ୍ଗଳବାର ଜଣେ ଠିକାଦାରଙ୍କୁ ପୁଅକୁ ଅପହରଣ କରିନେଇଥିବା ଜଣେ ଅପହରଣକାରୀ ପୋଲିସକୁ ଦେଖି ଭୟରେ ନିଜକୁ ଗୁଳି ମାରିଛନ୍ତି। ସୂଚନାଯୋଗ୍ୟ, ଅଲ୍ଲାପୁରରେ ରହୁଥିବା ରଣବୀର ସିଂହଙ୍କ ଜଣେ...
ଏକସଙ୍ଗରେ ୬ଟି ସନ୍ତାନ ଜନ୍ମଦେଲେ ମହିଳା: ରାଷ୍ଟ୍ରପତି ଜଣାଇଲେ ଶୁଭେଚ୍ଛା
ଓ୍ବାର୍ଶ, ୨୨।୫: ୟୁରୋପୀୟ ଦେଶ ପୋଲାଣ୍ଡରେ ଜଣେ ମହିଳା ପ୍ରଥମଥର ପାଇଁ ୬ଟି ସନ୍ତାନ ଜନ୍ମ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏହାକୁ ନେଇ ପୋଲାଣ୍ଡରେ ଏକ ଖୁସିର ମାହୋଲ ସୃଷ୍ଟି ହୋଇଛି। ସେଠାକାର ରାଷ୍ଟ୍ରପତି ଆନ୍ଦ୍ରଜେଜ ଡୁଡା ଉକ୍ତ ମାତାପିତାଙ୍କୁ...
ହାତରେ ହାତ ଛନ୍ଦି ବୁଲୁଥିଲେ ଏହି ଯୋଡ଼ି, କ୍ୟାଚ୍ କରିନେଲା କ୍ୟାମେରା
ହାତରେ ହାତ ଛନ୍ଦି ବଲିଉଡ୍ର ଏହି ଯୋଡ଼ି କାର୍ରେ ବୁଲୁଥିଲେ। ଫଟୋଗ୍ରାଫରଙ୍କ କ୍ୟାମେରାକୁ ଦେଖି ମୁହଁ ଲୁଚାଇଦେଲେ। କିନ୍ତୁ ଲୁଚିଛି ନା ଗୋଡ଼ ଦି’ଟା ଦିଶୁଛି ପରି ଏହି ଯୋଡ଼ିଙ୍କୁ ସେତେବେଳକୁ କ୍ୟାଚ୍ କରି ନେଇଥିଲା କ୍ୟାମେରା। ଆମେ ଆଉ...
ମହଙ୍ଗା ପଡିଲା ମନ୍ତବ୍ୟ: ସିଦ୍ଧୁଙ୍କ ବିରୋଧରେ ବାହାରିଲେ ୬ ମନ୍ତ୍ରୀ
ଜଳନ୍ଧର, ୨୨।୫: ଭାଜପା ଛାଡି କଂଗ୍ରେସ ଯୋଗଦେବା ପରେ ବି ନବଜୋତ ସିଂହ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ଏହି ପୂର୍ବତନ କ୍ରିକେଟର ତଥା ପଞ୍ଜାବ ସରକାରରେ ମନ୍ତ୍ରୀ ଥିବା ସିଦ୍ଧୁଙ୍କ ଅଡୁଆ ପୁଣି ବଢିଛି । ମୁଖ୍ୟମନ୍ତ୍ରୀ ଅମରିନ୍ଦର...
Archives


