ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମହିଳା ମୃତ
ଟାଙ୍ଗୀ(ଖୋର୍ଦ୍ଧା)/ଚିଲିକା,୧୮।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ୍ ହରିପୁର ଗ୍ରାମପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମରେ ଗୁରୁବାର ସକାଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମହିଳା ପ୍ରାଣ ହରାଇଛନ୍ତି। ମୃତା ମହିଳା ହେଲେ ସୁଜ୍ଞାନୀ ପଟ୍ଟନାୟକ(୨୫)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା…
ଛଟେଇ ପ୍ରତିବାଦରେ ବିଇଓ ଅଫିସ୍ ସମ୍ମୁଖରେ ପାଚିକାଙ୍କ ଧାରଣା
ଗଣିଆ,୧୮।୧୦(ଡି.ଏନ.ଏ.): ବିଦ୍ୟାଳୟର ପାଚିକା କାର୍ଯ୍ୟରୁ ଛଟେଇ କରାଯିବା ପ୍ରତିବାଦରେ ନୟାଗଡ଼ ଜିଲା ଗଣିଆ ବ୍ଲକ କରଡାପଡା ପଞ୍ଚାୟତ କରଡାପଡା ଗ୍ରାମସ୍ଥିତ ଜେ. ପ୍ରଧାନସିଂହ ମଧ୍ୟ ଇଂରାଜୀ ବିଦ୍ୟାଳୟର ପାଚିକା ସୁମିତ୍ରା ମୁଦୁଲି ଗୁରୁବାର ଗଣିଆ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା…
ମୃତ୍ତିକା ପରୀକ୍ଷା କାର୍ଯ୍ୟକ୍ରମ ବାଟବଣା : ୧୩ହଜାରରୁ ମାତ୍ର ୩ ହଜାର ଚାଷୀଙ୍କ ଜମିର ହୋଇଛି ପରୀକ୍ଷା
ନୟାଗଡ଼ ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ କୃଷିନୀତି ୨୦୧୩ ଅନୁଯାୟୀ ଚାଷୀଙ୍କ ଜମିର ମାଟି ପରୀକ୍ଷା ପାଇଁ ପ୍ରତି ଜିଲାରେ ମୃତ୍ତିକା ପରୀକ୍ଷା କେନ୍ଦ୍ର ରହିଛି। ଚାଷୀମାନେ ସେମାନଙ୍କ ଜମିରେ ଫସଲ ନ ହେଲେ ମାଟିର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ପରୀକ୍ଷା କେନ୍ଦ୍ରକୁ…
ଧାନ ଫସଲରେ ହଳଦୀଗୁଣ୍ଡି ପୋକ: ଚିନ୍ତାରେ ଚାଷୀ
ଭାପୁର,୧୮ା୧୦(ଡି.ଏନ୍.ଏ.): ନୟାଗଡ଼ା ଜିଲା ଭାପୁର ବ୍ଲକ ଅଞ୍ଚଳରେ ସମ୍ପ୍ରତି ଧାନ ଫସଲରେ ପୋକ ଚାଷୀମାନଙ୍କୁ ଚିନ୍ତାରେ ପକାଇଛି। ବ୍ଲକରେ ଥିବା ୧୦ ହଜାର ଏକର ଚାଷଜମି ମଧ୍ୟରୁ ୭ ହଜାର ଏକର ଜମିରେ ଧାନଚାଷ ହୋଇଥିବାବେଳେ ୩ ହଜାର ଏକରରୁ ଊର୍ଦ୍ଧ୍ୱ…
ଫନୀ ବିପନ୍ନ ଗୃହ କର୍ତ୍ତାଙ୍କୁ ୨କୋଟି ଟଙ୍କା ବଣ୍ଟନ
ଧର୍ମଶାଳା,୧୮ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲରେ ଚଳିତ ବର୍ଷ ଫନିବାତ୍ୟାରେ କ୍ଷତିଗ୍ରସ୍ତ ୬୨୭୯ ଜଣ ଗୃହକର୍ତ୍ତାଙ୍କୁ ଗୁରୁବାର ସୁଦ୍ଧା ୨କୋଟି ୭ଲକ୍ଷ ୭ହଜାର ୩ଶହ ଟଙ୍କା ତହସିଲ ପକ୍ଷରୁ ବ୍ୟାଙ୍କ ଜରିଆରେ ବଣ୍ଟନ କରାଯାଇଛି ବୋଲି ଧର୍ମଶାଳା ତହସିଲଦାର ସରୋଜ କୁମାର…
ଦୁର୍ଘଟଣାରେ ଭାଇ ମୃତ, ଭଉଣୀ ଗୁରୁତର
ଛତିଆ,୧୮ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ଛତିଆସ୍ଥିତ ମହାପୁରୁଷ ହାଡ଼ିଦାସ କଲେଜ ନିକଟରେ ଗୁରୁବାର ସକାଳେ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତ କରାଯାଇଛି। ମୃତ ଯୁବକ ଜଣଙ୍କ କଟକ ଜିଲା ଟାଙ୍ଗୀ ଥାନା ଭଟିମୁଣ୍ଡା…
ମଉଲିକ ସୁବିଧାରୁ ବଁଚିତ୍ ରାଧାପଡ଼ାବାସୀ
ଅତାବିରା, ୧୮।୧୦(ଡି.ଏନ୍.ଏ.)-କେନ୍ଦ୍ର ଆର ରାଏଜ୍ ସରକାର ଗାଁ ଗଁଲିନୁ ସହରତକ୍ ବାସ କରୁଥିବାର ଗରିବ୍ଦୁଖିକର ଲାଗି ଅବାସ ଯୋଜନାରେ ଘର, ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ଘରଡିହ, ବୁଢ଼ାବୁଢ଼ିକୁ ଭତା, ସମକର ଲାଗି ନିରମଲ ପିଇଲା ପାଏନ୍ର ବେବସ୍ତା କରୁଛନ୍। ହେଲେ ଦୁଖର…
୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ: ବଢୁଛି ଭିଡ଼, ଜମୁଛି ପୂଜା
ଢେଙ୍କାନାଳ ଅଫିସ, ୧୮।୧୦- କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା ଉତ୍ସବ ସାରା ରାଜ୍ୟରେ ସ୍ବତନ୍ତ୍ରତା ହାସଲ କରିଛି। ଚଳିତ ବର୍ଷ ଅନୁକୂଳ ପାଗ ଥିବାରୁ…
୭ ସପ୍ତାହ ଧରି କୋଇଲା ସଙ୍କଟ: ନାଲ୍କୋର ୮୦ ପଟ୍ ବନ୍ଦ
ବଅଁରପାଳ, ୧୭।୧୦ (ଡି.ଏନ୍.ଏ.)- ଅନୁଗୋଳ ଜିଲାରେ ଥିବା ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ବିଦ୍ୟୁତ୍ ପ୍ରକଳ୍ପରେ କୋଇଲା ସଙ୍କଟ ଲାଗି ରହିଛି। ଗତ ୭ ସପ୍ତାହ ହେଲା ତାଳଚେରସ୍ଥିତ ମହାନଦୀ କୋଲ୍ ଫିଲଡ୍ସ ଲିମିଟେଡ୍ (ଏମ୍ସିଏଲ୍)ରୁ ଆବଶ୍ୟକ ପରିମାଣର କୋଇଲା…
ପୌର ପ୍ରଶାସନର କାର୍ଯ୍ୟକୁ ନେଇ ସନ୍ଦେହରେ କର୍ମଚାରୀ: ୯ ମାସ ହେବ ଜମା ହେଉନି ଇପିଏଫ୍ ଅର୍ଥ
ଅନୁଗୋଳ ଅଫିସ, ୧୭ା୧୦- ଅନୁଗୋଳ ପୌରପାଳିକାରେ କାର୍ଯ୍ୟରତ କର୍ମଚାରୀଙ୍କ ଦରମାରୁ ପ୍ରତି ମାସରେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍) ବାବଦ ଅର୍ଥ କଟୁଛି। କିନ୍ତୁ କଟାଯାଉଥିବା ଅର୍ଥକୁ ପୌର ପ୍ରଶାସନ ଇପିଏଫ୍ ଫଣ୍ଡରେ ଜମା କରୁନାହିଁ। ଦୀର୍ଘ ୯ ମାସ ହେବ…
ବାର୍ କାଉନ୍ସିଲ ଗଲା ହିନ୍ଦୁ ମହାସଭା
ନୂଆଦିଲ୍ଲୀ,୧୮-୧୦(ପି.ଟି.):ଅଯୋଧ୍ୟା ମାମଲା ଶୁଣାଣିର ଶେଷଦିନରେ ରାମଙ୍କ ଜନ୍ମସ୍ଥାନ ରହିଥିବା ମ୍ୟାପ୍କୁ ଚିରିଦେଇଥିବା ମୁସ୍ଲିମ ପକ୍ଷ ଓକିଲ ରାଜୀବ ଧଓ୍ବନଙ୍କ ବିରୋଧରେ ହିନ୍ଦୁ ମହାସଭା ବାର୍ କାଉନ୍ସିଲ୍ ଅଫ୍ ଇଣ୍ଡିଆ (ବିସିଆଇ)ର ଦ୍ୱାରସ୍ଥ ହୋଇଛି। ରାଜୀବଙ୍କ ଏଭଳି କାର୍ଯ୍ୟକୁ ସଙ୍ଗଠନ ପକ୍ଷରୁ ଦୃଢ଼ନିନ୍ଦା…
ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜମି ଦେଲା ପାକିସ୍ତାନ
ନୂଆଦିଲ୍ଲୀ,୧୮-୧୦:ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜାଗା ଦେଇ ଭାରତର ଚିନ୍ତା ବଢ଼ାଇଦେଇଛି ପାକିସ୍ତାନ। ଗୁଜରାଟ ସୀମାନ୍ତ ହାରାମି ନାଲାରେ ଚାଇନାର ଏକ କମ୍ପାନୀକୁ ଉକ୍ତ ଜମି ଲିଜ୍ ସୂତ୍ରରେ ଦେଇଥିବା ଜଣାପଡ଼ିଛି। ଗୁଜରାଟ ସୀମାର ସାର୍ କ୍ରିକ୍ ଅଞ୍ଚଳ…
Archives


