Home

ବିମାନ ଆକ୍ରମଣରେ ତାଲିବାନ୍‌ କମାଣ୍ଡର ମୃତ

ଲୋଗାର,୧୦।୧୧: ଆଫଗାନିସ୍ତାନର ସେଣ୍ଟ୍ରାଲ ଲୋଗାର ଅଞ୍ଚଳରେ ରବିବାର ଆଫଗାନ ସେନାଙ୍କ ଦ୍ୱାରା କରାଯାଇଥିବା ବିମାନ ଆକ୍ରମଣରେ ତାଲିବାନ କମାଣ୍ଡରଙ୍କ ମୃତ୍ୟୁ ହୋଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତ କମାଣ୍ଡର ଓ୍ବଇସୁଦ୍ଦିନ ବୋଲି ଚିହ୍ନଟ ହୋଇଥିବା ବେଳେ ୩…

ଅଟଳ ବିହାରୀ ବାଜପେୟୀଙ୍କ ୨୫ ଫୁଟ ଉଚ୍ଚା ମୂର୍ତ୍ତି ନିର୍ମାଣ କରୁଛନ୍ତି ନନ୍ଦଲାଲ ପଣ୍ଡିତ

ଜୟପୁର,୧୦।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୨୫ ଫୁଟ ଉଚ୍ଚା ମୂର୍ତ୍ତି ନିର୍ମାଣ ଜାରି ରହିଛି। ଏହାକୁ ଖ୍ୟାତି ସମ୍ପନ୍ନ କାରିଗର ନନ୍ଦଲାଲ୍‌ ପଣ୍ଡିତ ନିର୍ମାଣ କରୁଛନ୍ତି। ଏହାକୁ ଆସନ୍ତା ମାସରେ ଉତ୍ତରପ୍ରଦେଶ ପଠାଯିବ। ନନ୍ଦଲାଲ୍‌ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ…

ଭାରତରେ ହୋଇପାରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୦।୧୧: ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ଭାରତରେ ବଡ ଧରଣର ଆକ୍ରମଣ ଯୋଜନା କରୁଥିବା ସୂଚନା ମିଳିଛି। କେତେ ଗୁଡିଏ ଗୁଇନ୍ଦା ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ସୂଚନା ଜଣେ ବରିଷ୍ଠ ଅଧିକାରୀ ଦେଇଛନ୍ତି। ମିଲେଟ୍ରି ଇଣ୍ଟଲିଜେନ୍ସ, ଦି…

ଫିଟ୍‌ନେସ୍‌ର ରାଜ୍‌ କହିଲେ ଆଲିଆ ଭଟ୍ଟ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ତାଙ୍କ ସୌନ୍ଦର୍ଯ୍ୟର ରାଜ୍‌ କହିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ତାଙ୍କୁ ଘରୋଇ ଖାଦ୍ୟ ଖାଇବାକୁ ଖୁବ୍‌ ଭଲ ଲାଗେ। ମାଆଙ୍କ ହାତରନ୍ଧା ଭାତ-ଡାଲି ତାଙ୍କର ବହୁ ପସନ୍ଦ। ତାଙ୍କୁ ଖେଚୁଡ଼ି ବହୁତ ଭଲ ଲାଗେ।…

ଅଜବ ଢଙ୍ଗରେ ଗର୍ଲଫ୍ରେଣ୍ଡ୍‌କୁ ପ୍ରପୋଜ କଲେ ଏହି ଯୁବକ

ନିଆରା ଢଙ୍ଗରେ ପ୍ରେମିକମାନେ ନିଜ ପ୍ରେମିକାଙ୍କୁ ପ୍ରପୋଜ୍‌ କରିଥିବାର ଦେଖିଥିବେ, କିନ୍ତୁ ଇଂଲଣ୍ଡର ଜଣେ ଯୁବକ ଛାତିରେ ଟାଟୁ କରି ନିଜ ଗର୍ଲଫ୍ରେଣ୍ଡକୁ ପ୍ରମୋଜ୍‌ କରିଛନ୍ତି। ଯୁବକ ଜଣଙ୍କ ଛାତିରେ ତୁମେ ମୋତେ ବିବାହ କରିବ କି? ହଁ କି ନାଁ…

୭ ଶହ ବର୍ଷ ଧରି ରାଜପୁତ୍‌ ପରିବାର ଦରଘାରେ କରୁଛନ୍ତି ସେବା: ମୁସଲମାନ୍‌ ଯୁବକ ଛଟ୍‌ ଘାଟ କରନ୍ତି ସଫା

ଇନ୍ଦୋର,୧୦।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ମଧ୍ୟପ୍ରଦେଶ ଇନ୍ଦୋରର ନନ୍ଦଲାଲ୍‌ପୁରା ଛକରେଥିତ୍ବା ହଜରତ୍‌ ଦୁଲ୍ଲା ସୈୟଦ୍‌ ସରକାରଙ୍କ ଦରଘାରେ ୭ଶହ ବର୍ଷ ଧରି ରାଜପୁତ୍‌ ପରିବାର ବିଭିନ୍ନ ସେବା କରୁଛନ୍ତି। ଏହି ପରିବାର…

କଂଗ୍ରେସ ରାଜ୍ୟର ଶତ୍ରୁ ନୁହେଁ: ସଞ୍ଜୟ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି ପାଗ ଭିଡୁଥିବା ବେଳେ ଏପଟେ ଶିବସେନା ନେତା ସଞ୍ଜୟ ରାଉତ ଗୋଟିଏ ପରେ ଗୋଟିଏ ମନ୍ତବ୍ୟ ଦେଇ ଚାଲିଛନ୍ତି। ଭାଜପା ସହ ମେଣ୍ଟ କରି ନିର୍ବାଚନ ଲଢିଥିବା ଶିବସେନା ଅଢେଇ…

ଏମିତି ଦେଶ, ଯେଉଁଠି ସନ୍ତାନ ଜନ୍ମ ଦେଲେ ମିଳେ ଲକ୍ଷାଧିକ ଟଙ୍କା

ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସନ୍ତାନ ଜନ୍ମ ଦେଲେ ମାତାପିତାଙ୍କୁ ପୁରସ୍କାର ସ୍ବରୂପ ମିଳିଥାଏ ଲକ୍ଷାଧିକ ଟଙ୍କା। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଦେଶ ହେଉଛି ଫିନ୍‌ଲ୍ୟାଣ୍ଡ। ଏଠାକାର ଲେଷ୍ଟିଜାର୍‌ଭେରେ ସନ୍ତାନ ଜନ୍ମ ହେଲେ ପ୍ରତି…

ବାତ୍ୟା ବୁଲ୍‌ବୁଲ୍‌ରେ ହୋଇଥିବା କ୍ଷୟକ୍ଷତିକୁ ନେଇ ମମତାଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୧୦।୧୧: ବାତ୍ୟା ବୁଲ୍‌ବୁଲ୍‌ ଶନିବାର ରାତିରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଜିଲାର ସାଗରଦୀପ ଓ ବାଂଲାଦେଶର ଖେପପୁରା ମଧ୍ୟରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଅନେକ କ୍ଷୟକ୍ଷତି ହେବା ସହ ୨ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

କଷ୍ଟକର ଗଣିତ ବୁଝିବାରେ ବାଳିକା ବି ଆଗୁଆ

ଓ୍ବାଶିଂଟନ,୧୦।୧୧: କଷ୍ଟକର ଗଣିତ ବୁଝିବାରେ ବାଳକମାନେ ଆଗୁଆ ରହିଥାନ୍ତି ବୋଲି ପୂର୍ବରୁ ହୋଇଥିବା ଏକ ଗବେଷଣାରେ ଉଲ୍ଲେଖ ହୋଇଥିଲା। ତେବେ ଏଥିରେ ବାଳିକା ମଧ୍ୟ ପଛୁଆ ନାହାଁନ୍ତି। ଏନେଇ ଆମେରିକା କାର୍ନିଙ୍ଗ୍‌ ମେଲାନ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ…

ବଢୁଛି ବିଶ୍ୱ ତାପନ: କମୁଛି ପେଙ୍ଗୁଇନ୍‌ ସଂଖ୍ୟା

ବୋଷ୍ଟନ୍‌,୧୦।୧୧: ବିଶ୍ୱ ତାପମାନ ଧୀରେଧୀରେ ବଢିବାରେ ଲାଗିଛି। ଏହାର ପ୍ରଭାବରେ ଆଣ୍ଟାର୍କଟିକାରେ ଥିବା ହିମ ପାହାଡ଼ ତରଳିବାରେ ଲାଗିଛି। ଏହା ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ଆସନ୍ତା ୨୧୦୦ ସୁଦ୍ଧା ଏଠାରେ ବାସ କରୁଥିବା…

ଲଣ୍ଡନ ଯିବେ ଶରିଫ

ଇସ୍‌ଲାମାବାଦ,୧୦।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଉନ୍ନତ ଚିକିତ୍ସା ଲାଗି ସୋମବାର ଲଣ୍ଡନ ଗସ୍ତ କରିବେ ବୋଲି ସୂଚନା ମିଳିଛି। କିଛିଦିନ ହେବ ଅସୁସ୍ଥ ଥିବା ଶରିଫ ଲାହୋରର ସର୍ଭିସେସ୍‌ ହସ୍ପିଟାଲରେ ଦୁଇ ସପ୍ତାହ ଚିକିତ୍ସିତ ହୋଇ ପରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?