Home

ବିଡିଏ ନିର୍ଦ୍ଦେଶକୁ ମାନିଲେନି ମଲ୍‌ କର୍ତ୍ତୃପକ୍ଷ:ଖୋଲାଖୋଲି ପାର୍କିଂ ଫି ଆଦାୟ କଲେ

ଭୁବନେଶ୍ୱର, ୧୮-୧୦ (ସ୍ଥିତପ୍ରଜ୍ଞ ମିଶ୍ର):ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌, ମଲ୍‌, ଆପାର୍ଟମେଣ୍ଟରେ ପାର୍କିଂ ଫି ଆଦାୟ ବନ୍ଦ କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବୁଧବାର ନିର୍ଦ୍ଦେଶ ଦେଇଥିଲେ। ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

ଇନୋଭେଶନ ଇଣ୍ଡେକ୍ସ:ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ

ନୂଆଦିଲ୍ଲୀ,୧୮-୧୦:ରାଜ୍ୟଗୁଡ଼ିକର ଇନୋଭେଶନ ସାମର୍ଥ୍ୟ ଓ ପ୍ରଦର୍ଶନକୁ ତଉଲିବା ଲାଗି ନୀତି ଆୟୋଗ ପକ୍ଷରୁ ଗୁରୁବାର ପ୍ରଥମ ଥର ଭାରତର ନବପ୍ରବର୍ତ୍ତନ ସୂଚକାଙ୍କ (ଇନୋଭେଶନ ଇଣ୍ଡେକ୍ସ) ପ୍ରକାଶ ପାଇଛି। ବୃହତ୍‌ ରାଜ୍ୟ ବର୍ଗରେ ଓଡ଼ିଶା ଦ୍ୱାଦଶ ସ୍ଥାନରେ ରହିଛି। ଏହି ରାଜ୍ୟକୁ ପୁଞ୍ଜିପ୍ରବାହ…

ଆମ୍ବଡାଳ ପଡ଼ି ଛାତ୍ର ମୃତ

ନିରାକାରପୁର,୧୮-୧୦(ଡି.ଏନ.ଏ.):ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବଗଛର ବିରାଟ ଡାଳ ପଡି ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ହେଲେ…

ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

ଖୁଣ୍ଟା,୧୮ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଗୁରୁବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ମେଡିକାଲ ପରିସରରେ ହୋହଲ୍ଲା କରିଥିଲେ। ଖବରପାଇ ଖୁଣ୍ଟା ଥାନା ଆଇଆଇସି ନବକୃଷ୍ଣ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ବିଦ୍ୟାଳୟରେ ଉତ୍ତେଜନା

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଏକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜନୈକା ଷଷ୍ଠ ଶ୍ରେଣୀର ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏଥିନେଇ ଗୁରୁବାର ବିଦ୍ୟାଳୟ ପରିସରରେ ଉତ୍ତେଜନା…

ଇକୋ ସେନି୍ସଟିଭ୍‌ ଜୋନ ନାଁରେ ଉଚ୍ଛେଦକୁ ବିରୋଧ: ୨୮୫ ଗାଁ ବାସିନ୍ଦାଙ୍କ ବିକ୍ଷୋଭ ଶୋଭାଯାତ୍ରା

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲାର ଶିମିଳିପାଳ ଅଞ୍ଚଳରୁ ୨୮୫ ଗ୍ରାମର ଆଦିବାସୀ ମୂଳବାସିନ୍ଦାମାନଙ୍କୁ ଇକୋ-ସେନ୍ସିଟିଭ୍‌ ଜୋନ ବାହାନାରେ ଉଚ୍ଛେଦ କରିବା ଯୋଜନାକୁ ବିରୋଧ କରାଯାଇଛି। ଏଥିନେଇ ଜିଲା ପେସା ଗ୍ରାମସଭା କୋଅର୍ଡିନେଶନ କମିଟି ପକ୍ଷରୁ ଗୁରୁବାର ମଧୁବନ ପଡ଼ିିଆଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ…

୭ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର, ୧୮।୧୦-ଜଳେଶ୍ୱର ଅବକାରୀ ବିଭାଗ ଦ୍ୱାରା ବୁଧବାର ୩୦୫ ଗ୍ରାମ (୩୨ଲକ୍ଷ ଟଙ୍କା)ର ବ୍ରାଉନ୍‌ସୁଗାର ଧରାପଡ଼ିବା ପରେ ପୁଣି ଗୁରୁବାର ଜଳେଶ୍ୱର ପୋଲିସ ଦ୍ୱାରା ୭୦ଗ୍ରାମ୍‌ର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ହେବ। ଜଳେଶ୍ୱରରୁ…

ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ବାଦ୍‌: ଧାରଣାରେ ବସିଲେ ଆବେଦନକାରୀ

ଖଇରା, ୧୮।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତର ବହୁ ଗରିବ ପରିବାର ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ବାଦ୍‌ ପଡିଛନ୍ତି। ଏହାର ପ୍ରତିବାଦ କରି ଶତାଧିକ ଗ୍ରାମବାସୀ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ବସିଛନ୍ତି। ଯୋଗ୍ୟ ଆବେଦନକାରୀଙ୍କ ନାମ…

୨୦୨୩ ହକି ବିଶ୍ୱକପ୍‌ ଆୟୋଜନ: ବିଡ୍‌ ଦାଖଲ କଲା ଭାରତ

ଲାଉସେନ,୧୮।୧୦(ପି.ଟି.)- ୨୦୨୩ରେ ଆୟୋଜନ ହେବାକୁଥିବା ହକି ବିଶ୍ୱକପ୍‌ର ଆଗାମୀ ସଂସ୍କରଣ ଆୟୋଜନ କରିବାକୁ ଭାରତ ଦାବି ଉପସ୍ଥାପନା କରିଛି। ଭାରତ ସମେତ ୩ଟି ଦେଶ ଏ ନେଇ ବିଡ୍‌ ଦାଖଲ କରିଛନ୍ତି ବୋଲି ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସୂଚନା ଦେଇଛି।…

ପୂର୍ବତନ ଅଲିମ୍ପିକ ଚାମ୍ପିୟନ ଲି’ଙ୍କ ଅବସର

ନୂଆଦିଲ୍ଲୀ, ୧୮।୧୦ (ପି.ଟି.)- ପୂର୍ବତନ ଅଲିମ୍ପିକ ଚାମ୍ପିୟନ ଲି ଜୁଇ ରୁଇ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନରୁ ଅବସର ଘୋଷଣା କରିଛନ୍ତି। ଓ୍ବାଲର୍‌ଡ ବ୍ୟାଡ୍‌ମିଣ୍ଟନ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପକ୍ଷରୁ ଗୁରୁବାର ଏହା କୁହାଯାଇଛି। ୨୮ ବର୍ଷୀୟା ଏହି ଚାଇନିଜ ବ୍ୟାଡ୍‌ମିଣ୍ଟନ ଖେଳାଳି ୨୦୧୨ ଲଣ୍ଡନ…

ଜାତୀୟ ଜୁନିୟର ଖୋଖୋ ପାଇଁ ଓଡ଼ିଶା ଦଳ ମନୋନୀତ

ଭୁବନେଶ୍ୱର, ୧୮।୧୦(କ୍ରୀଡ଼ା ପ୍ରତିନିଧି)- ଗୁଜରାଟର ସୁରଟଠାରେ ଜାତୀୟ ଜୁନିୟର ଖୋଖୋର ୩୯ତମ ସଂସ୍କରଣଚଳିତମାସ ୧୯ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବାପାଇଁ ମନୋନୀତ ଓଡ଼ିଶା ଦଳ ଗୁରୁବାର ସୁରଟ ଯାତ୍ରା କରିଛି। ବାଳିକା ଦଳ: ପୁଷ୍ପା ମାରାଣ୍ଡି, ସବ୍‌ନମ୍‌…

ବାଂଲାଦେଶ ଦଳରେ ଆରାଫତ, ଅଲ୍‌ ଅମିନ

ଢାକା, ୧୮।୧୦(ପି.ଟି.)- ଭାରତ ଓ ବାଂଲାଦେଶ ମଧ୍ୟରେ ଆସନ୍ତା ମାସରେ ୩ ମ୍ୟାଚ ବିଶିଷ୍ଟ ଟି୨୦ କ୍ରିକେଟ ସିରିଜ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଗୁରୁବାର ୧୫ ଜଣିଆ ବାଂଲାଦେଶ ଦଳ ଘୋଷିତ ହୋଇଛି। ଦଳକୁ ବାମହାତୀ ସ୍ପିନର ଆରାଫତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri