ଓଡ଼ିଶାରେ ଗ୍ରାଣ୍ଡମାଷ୍ଟର କୋଚିଂ କ୍ୟାମ୍ପ
ଭୁବନେଶ୍ୱର, ୧୮।୧୦(କ୍ରୀଡ଼ା ପ୍ରତିନିଧି)- ଅଲ୍ ଓଡ଼ିଶା ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟର ଖେଳାଳି ଓ କୋଚ୍ଙ୍କ ପାଇଁ ଏକ କୋଚିଂ କ୍ୟାମ୍ପ ଚଳିତମାସ ୧୮ରୁ ୨୫ ପର୍ଯ୍ୟନ୍ତ ଏଠାରେ ଅନୁଷ୍ଠିତ ହେବ। କ୍ୟାମ୍ପରେ କୋଚିଂ ଦେବାପାଇଁ ଚିଲି ଗ୍ରାଣ୍ଡମାଷ୍ଟର ରୋଡ୍ରିଗୋ ଭାସ୍କ୍ବେଜ…
ମାନ୍ଦାବସ୍ଥାରୁ ଘର ବିକ୍ରି ୨୫% କମିଲା
ନୂଆଦିଲ୍ଲୀ,୧୮-୧୦: ମାନ୍ଦାବସ୍ଥା ପ୍ରଭାବରୁ ଦେଶର ୯ ପ୍ରମୁଖ ସହରରେ ଘର ବିକ୍ରି ୨୫% ହ୍ରାସ ଘଟିଛି। ଚଳିତ ଆର୍ଥତ୍କ ବର୍ଷ ଜୁଲାଇ-ସେପ୍ଟେମ୍ବର ସମୟରେ ଏହା ୬୫,୭୯୯ ୟୁନିଟ ରହିଛି। ଗତ ବର୍ଷ ସମାନ ସମୟରେ ଏହି ସହରଗୁଡିକରେ ୮୮, ୦୭୮ ୟୁନିଟ…
ନିବେଶ ଲାଗି ଭାରତ ପ୍ରକୃଷ୍ଟ ସ୍ଥାନ:ସୀତାରାମନ
ନୂଆଦିଲ୍ଲୀ,୧୮-୧୦: ନିବେଶ ଲାଗି ଭାରତ ଭଳି ପ୍ରକୃଷ୍ଟ ସ୍ଥାନ ନିବେଶକମାନେ ଅନ୍ୟ କେଉଁଠାରେ ପାଇବେ ନାହିଁ। ଭାରତରେ ଗଣତନ୍ତ୍ର ଏବଂ ପୁଞ୍ଜିବାଦକୁ ସମ୍ମାନ ଦେବା ଭଳି ପରିବେଶ ରହିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୟୁଏସ୍ ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ ଫୋରମରେ ସୂଚନା…
ନୀରବ ମୋଦିଙ୍କ ରିମାଣ୍ଡ ବଢିଲା
ନୂଆଦିଲ୍ଲୀ,୧୮-୧୦: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ରିମାଣ୍ଡ ଅବଧିକୁ ନଭେମ୍ବର ୧୧ଯାଏ ବଢାଯାଇଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ୧୩,୫୦୦ କୋଟିରୁ ଉର୍ଦ୍ଧ୍ୱ ଋଣ ଠକେଇ ମାମଲାରେ ଏବେ ତାଙ୍କ ନାମରେ ପ୍ରତ୍ୟାର୍ପଣ ମାମଲା ଚାଲିଛି। ସେ ଲଣ୍ଡନ ଜେଲରେ ଥିବା…
ସଙ୍କଟ ସ୍ଥିତିରେ ଅର୍ଥନୀତି: ମନମୋହନ ସିଂ
ନୂଆଦିଲ୍ଲୀ,୧୮-୧୦: ଦେଶର ପ୍ରତି ଅର୍ଥନୈତିକ ଅସୁବିଧା ଲାଗି ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ସରକାର ଉପା ସରକାରଙ୍କୁ ନିନ୍ଦା କରିବା ବନ୍ଦ କରନ୍ତୁ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର କହିଛନ୍ତି। ଦେଶରେ ବ୍ୟାଙ୍କିଙ୍ଗ କ୍ଷେତ୍ର ସମସ୍ୟା ଲାଗି ମନମୋହନ ସିଂ…
ବାଣିିଜ୍ୟିକ ଋଣ କ୍ଷେତ୍ରରେ ମନ୍ଥରତା
ମୁମ୍ବାଇ,୧୮-୧୦: ଜୁନ୍ ତ୍ରୈମାସ ଶେଷ ସୁଦ୍ଧା ବାଣିଜି୍ୟକ ଋଣ ଚାହିଦା ୨.୬%କୁ ହ୍ରାସ ଘଟି ୬୩.୮୦ ଲକ୍ଷ କୋଟି ଟଙ୍କା ରହିଛି। ଅଣୁ, କ୍ଷୁଦ୍ର, ମଧ୍ୟମ ଏବଂ ମଧ୍ୟ ତଥା ବୃହତ୍ତ ଶିଳ୍ପସଂସ୍ଥାଗୁଡିକୁ ଋଣ ପ୍ରଦାନ ହାର ହ୍ରାସ ଘଟିଥିବା ସିଡବୀ…
୨୦୦୮ ତୁଳନାରେ ବଡ ଏବେର ମାନ୍ଦାବସ୍ଥା
ମୁମ୍ବାଇ,୧୮-୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ବଜାରରେ ଚାହିଦା କମିବା ଅର୍ଥ ବ୍ୟବସ୍ଥା ଲାଗି ଏକ ପ୍ରମୁଖ ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି। ଆଇଏଲ ଆଣ୍ଡ ଏଫ୍ଏସ୍ ଭଳି ସଂସ୍ଥା ଦେବାଳିଆ ହେବା ଯୋଗୁ ଏହାର ପ୍ରଭାବ ଏବେ ଦେଶର…
ଦେଶରେ ବଢୁଛି ଆର୍ଥିକ ଅସମାନତା
ମୁମ୍ବାଇ,୧୮-୧୦: ଦେଶରେ ଲୋକମାନଙ୍କ ମଧ୍ୟରେ ଆୟର ଆକାଶ ପାତାଳ ତାରତମ୍ୟ ରହିଥିବା ଆଲୋଚନା ହେଉଥିବା ବେଳେ ଏହାକୁ ନେଇ ଅକେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥାଏ। ଅତି ଧନୀ ବ୍ୟକ୍ତିଙ୍କ ସଂଖ୍ୟା ମାତ୍ରାଧିକ ବଢୁଥିବା ବିଭିନ୍ନ ରିପୋର୍ଟରେ ପ୍ରକାଶ ପାଉଛି। ଆୟର ଅସମାନତା…
ଡାଇବେଟିସ୍ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…
କଞ୍ଚା ପନିର ସ୍ବାସ୍ଥ୍ୟ ପାଇଁ ବେଶ୍ ଲାଭଦାୟକ। ପନିରରେ ଓମେଗା-୩ ଏସିଡ୍ ରହିଥାଏ। ଏହା ରକ୍ତ ଶର୍କରାସ୍ତରକୁ ସନ୍ତୁଳିତ କରେ। ଏଥିରେ ପ୍ରଚୁର ପରିମାଣରେ କ୍ୟାଲସିୟମ ଓ ଫସ୍ଫରସ୍ ଥାଏ। ଏହା ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହିତ କୋଲେଷ୍ଟରଲ୍ସ୍ତରକୁ…
କିଡ୍ନୀ ଷ୍ଟୋନ୍ ସମସ୍ୟାରୁ ମୁକ୍ତି ପାଇଁ ଆପଣାନ୍ତୁ ଏହି ଉପାୟ
ଆଜିକାଲି ଅନେକ ରୋଗରେ ମଣିଷ ପୀଡିତ ହେଉଛି। ଅତ୍ୟାଧୁନିକ ଜୀବନଶୈଳୀ, ଖାଦ୍ୟପେୟର ନୀତି ନିୟମ ଓ ଫାଷ୍ଟ ଫୁଡ୍, ତେଲ ମସଲାଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ରୋଗର ଶୀକାର ହେଉଛି। ମଣିଷ କିଡ୍ନୀରେ ଷ୍ଟୋନ୍ ରହିବା ଭଳି ଏକ ଗହନ ସମସ୍ୟା…
ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କାର ସୁନା, ରୂପା ଗହଣା ଲୁଟ୍
ରୂପ୍ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଦୋକାନରୁ ଦୁର୍ବୃତ୍ତମାନେ ବୁଧବାର ରାତିରେ ଫିଲ୍ମ ଷ୍ଟାଇଲ୍ରେ ୧୦ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ ଗୁରୁବାର ବସ୍ତା ଥାନାରେ ଅଭିଯୋଗ…
ସଂରକ୍ଷିତ ଜଙ୍ଗଲରେ ହାତୀ ଶାବକ ମୃତ
ନୂଆଗାଁ, ୧୭।୧୦ (ଡି.ଏନ୍.ଏ.)- ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବୀରମିତ୍ରପୁର ବନାଞ୍ଚଳ ଅନ୍ତର୍ଗତ ହାତୀବାରୀ ଧୁମାଗୁଡା ନିକଟସ୍ଥ ରାଣୀବଗିଚା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ହାତୀ ଶାବକର ମୃତ୍ୟୁ ଘଟିଛି। ଖବରପାଇ ବନବିଭାଗ କର୍ମଚାରୀ ପହଞ୍ଚତ୍ ହାତୀ ଶାବକର ମୃତଦେହ ଜବତ…
Archives


