Home

କିଡ୍‌ନୀ ଷ୍ଟୋନ୍‌ ସମସ୍ୟାରୁ ମୁକ୍ତି ପାଇଁ ଆପଣାନ୍ତୁ ଏହି ଉପାୟ

ଆଜିକାଲି ଅନେକ ରୋଗରେ ମଣିଷ ପୀଡିତ ହେଉଛି। ଅତ୍ୟାଧୁନିକ ଜୀବନଶୈଳୀ, ଖାଦ୍ୟପେୟର ନୀତି ନିୟମ ଓ ଫାଷ୍ଟ ଫୁଡ୍‌, ତେଲ ମସଲାଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ରୋଗର ଶୀକାର ହେଉଛି। ମଣିଷ କିଡ୍‌ନୀରେ ଷ୍ଟୋନ୍‌ ରହିବା ଭଳି ଏକ ଗହନ ସମସ୍ୟା…

ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କାର ସୁନା, ରୂପା ଗହଣା ଲୁଟ୍‌

ରୂପ୍‌ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଦୋକାନରୁ ଦୁର୍ବୃତ୍ତମାନେ ବୁଧବାର ରାତିରେ ଫିଲ୍ମ ଷ୍ଟାଇଲ୍‌ରେ ୧୦ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ ଗୁରୁବାର ବସ୍ତା ଥାନାରେ ଅଭିଯୋଗ…

ସଂରକ୍ଷିତ ଜଙ୍ଗଲରେ ହାତୀ ଶାବକ ମୃତ

ନୂଆଗାଁ, ୧୭।୧୦ (ଡି.ଏନ୍‌.ଏ.)- ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବୀରମିତ୍ରପୁର ବନାଞ୍ଚଳ ଅନ୍ତର୍ଗତ ହାତୀବାରୀ ଧୁମାଗୁଡା ନିକଟସ୍ଥ ରାଣୀବଗିଚା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ହାତୀ ଶାବକର ମୃତ୍ୟୁ ଘଟିଛି। ଖବରପାଇ ବନବିଭାଗ କର୍ମଚାରୀ ପହଞ୍ଚତ୍ ହାତୀ ଶାବକର ମୃତଦେହ ଜବତ…

ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ : ସେମିରେ ଇଲେଭେନ ଷ୍ଟାର ସୋନପୁର

ଅମରପାଲି, ୧୭।୧୦ (ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପଣ୍ଡିଆପାଲି ଖେଳ ପଡିଆରେ ହେଉଥିବା ୧୦ମ ଶହୀଦ ବିଭୀଷଣ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟର ଚତୁର୍ଥ ଦିବସ ଗୁରୁବାର ତିନୋଟି ମ୍ୟାଚ ଖେଳାଯାଇଥିଲା। ପ୍ରଥମ ମ୍ୟାଚ ଏମଏନସିସି ଉପୁଲା ଓ ବିଏମସିସି…

ଆଳୁରେ ନିର୍ମିତ ହୋଟେଲ

ଆଳୁରେ ନିର୍ମିତ ହୋଟେଲ। ପଢିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ଇଦାହେ ରାଜ୍ୟରେ ଆଳୁରେ ତିଆରି ଏକ ହୋଟେଲ ରହିଛି। ଏହି ଆଳୁର ଓଜନ ଛଅ ଟନ୍‌ ହେବ। ୟା ଭିତରେ ଗୋଟେ ରାତି ପାଇଁ ଭାରତୀୟ ମୁଦ୍ରାରେ ୧୮…

ସମବାୟ ସମିତି ସଭାପତିଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ଦାବି: ଏସ୍‌ପିଙ୍କୁ ଭେଟିଲେ ପରିବାରବର୍ଗ, ଗ୍ରାମବାସୀ

ସୋନପୁର,୧୭।୧୦(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ସେବା ସମବାୟ ସମିତି ସଭାପତି ପ୍ରଦୀପ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ୨୮ ଦିନ ବିତିଲାଣି । ପ୍ରଦୀପଙ୍କ ଭାଇ ଅଜିତଙ୍କ ଲିଖିତ ଅଭିଯୋଗ କ୍ରମେ ସୁବଳୟା ପୋଲିସ ଏକ ହତ୍ୟା ଘଟଣା…

ବିଜୟ ହଜାରେ ଟ୍ରଫି: କ୍ୱାର୍ଟର ଫାଇନାଲରେ ପୁଡୁଚେରୀ

ଡେରାଡୁନ,୧୭।୧୦(ପି.ଟି.)-ବିଜୟ ହଜାରେ ଟ୍ରଫିରେ ପୁଡୁଚେରୀ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ପୁଡୁଚେରୀ ୫ ଉଇକେଟରେ ଆସାମକୁ ପରାସ୍ତ କରି କ୍ୱାର୍ଟରକୁ ଉଠିଛି। ଟସ୍‌ ଜିତି ପୁଡୁଚେରୀ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ ପାଇଥିବା ଆସାମ ୩୬.୧…

ଡେନ୍‌ମାର୍କ ଓପନ୍‌ରୁ ସିନ୍ଧୁ, ସମୀରଙ୍କ ବିଦାୟ

ଓଡେଞ୍ଜ୍‌, ୧୭ା୧୦ (ପି.ଟି.)-ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ଡେନ୍‌ମାର୍କ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ଏହି ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ସୁପର ୭୫୦ଇଭେଣ୍ଟର ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ୫ମ ସିଡ୍‌ ସିନ୍ଧୁ କୋରିଆର ଆନ୍‌ ସି ୟଙ୍ଗ୍‌ଙ୍କଠାରୁ ୧୪-୨୧,…

ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୮୧ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି

ବାଲେଶ୍ୱର ଅଫିସ, ୧୭।୧୦-ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ବାଲେଶ୍ୱର ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ…

ବାଛୁରୀପଡ଼ାରେ ବାଣ କାରଖାନା ଠାବ: ୫ଲକ୍ଷ ଟଙ୍କାର ବିସ୍ଫୋରକ ସାମଗ୍ରୀ ଜବତ, ୨ ଗିରଫ

ରୂପ୍‌ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତବର୍ତ୍ତୀ ରୂପ୍‌ସା ନିକଟସ୍ଥ ବୈଶିଙ୍ଗା ଥାନା ବାଛୁରୀପଡ଼ା ଗାଁରେ ବେଆଇନ ବାଣ କାରଖାନା ଠାବ ହୋଇଛି। ସ୍ବତନ୍ତ୍ର ପୋଲିସ ଟିମ୍‌ ପକ୍ଷରୁ ବୁଧବାର ଓ ଗୁରୁବାର ୨ଦିନ ଧରି ଲଗାତର ଭାବେ ଚଢ଼ାଉ କରାଯାଇ ୫ଲକ୍ଷ…

୧୪ ବର୍ଷ ଅଡିଶନ ପରେ ଦେବ୍‌ ଆନନ୍ଦଙ୍କ ଭଣଜାଙ୍କୁ ମିଳିଲା ଅଭିନୟରେ ସୁଯୋଗ, ଦିନକୁ ମିଳୁଛି ୧୮ ହଜାର

ବଲିଉଡ୍‌ରେ ଷ୍ଟାର କିଡ୍‌ଙ୍କୁ ଅତି ସହଜରେ ସୁଯୋଗ ମିଳିଥାଏ। ଏପରି ସମସ୍ତେ ଭାବିଥାନ୍ତି। ମାତ୍ର ସମସ୍ତଙ୍କ କ୍ଷେତ୍ରରେ ଏହା ସତ ହୋଇ ନ ଥାଏ। ଏହାର ଏକ ବଡ଼ ଉଦାହରଣ ଏବେ ଦେଖିବାକୁ ମିଳିଛି। ନିଜ ସମୟର ଲୋକପ୍ରିୟ ନିର୍ଦ୍ଦେଶକ ବିଜୟ…

ବହି ଦୋକାନ ଯେଉଁଠି ନାହାଁନ୍ତି କୌଣସି କର୍ମଚାରୀ…

ଦୁବାଇର ‘ବୁକ୍‌ ହିରୋ’ ନାମକ ଏକ ବହି ଦୋକାନ ରହିଛି। ଏଠାରେ କେବଳ ବହି ରହିଛି। ଲୋକେ ଦୋକାନକୁ ଯାଇ ନିଜ ପସନ୍ଦର ବହି କିଣି ଉଚିତ ଦାମ୍‌ ପୈଠ କରି ଆସିଥାନ୍ତି। ସର୍ବସାଧାରଣଙ୍କ ବିଶ୍ୱାସରେ ଏହା ପରିଚାଳିତ ହୋଇଥାଏ। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri