Home

ବିଜେପୁରରେ ଜିତିବା ଭଳି ଲାଗୁନି, କାହିଁକି ବଡ଼ କଥା କହିବୁ: ସୁର

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନା ବିଜେଡି ପ୍ରାର୍ଥୀ ରୀତା ସାହୁ, ଭାଜପା ପ୍ରାର୍ଥୀ ସନତ ଗଡ଼ତିଆ ଏବଂ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ମଧ୍ୟରେ ଟକ୍କର ହେବା ଏବେ ପ୍ରଚାର ମଇଦାନକୁ ଓହ୍ଲାଉଛନ୍ତି ସମସ୍ତ ଦଳର ହେଭିଓ୍ବେଟ୍‌। ଗୋଟିଏ ପଟେ…

ଅମିତାଭ ବଚ୍ଚନଙ୍କୁ ନେଇ ଏମିତି ସ୍ବପ୍ନ ଦେଖିଥିଲେ ସ୍ମିତା ପାଟିଲ୍‌, ଯାହା ଗୋଟିଏ ଦିନ ପରେ ହୋଇଥିଲା ସତ

ବଲିଉଡ୍‌ ସବୁଠୁ ପ୍ରତିଭାସମ୍ପନ୍ନ ଅଭିନେତ୍ରୀ ସ୍ମିତା ପାଟିଲଙ୍କ ଆଜି ଶୁଭ ଜନ୍ମଦିନ। ନିଜ ଦମଦାର ଅଭିନୟ ପାଇଁଁ ହିନ୍ଦୀ ସିନେମା ଜଗତରେ ପରିଚିତ ଥିବା ସ୍ମିତାଙ୍କ ଫିଲ୍ମ କ୍ୟାରିୟର ୧୦ ବର୍ଷର ଥିଲେ ମଧ୍ୟ ସେ ନିଜ ଛାପ ଛାଡି ଯାଇଥିଲେ।…

ନିଶାସକ୍ତ ହୋଇ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

କଣ୍ଟାବାଞ୍ଜିି, ୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ଖଗସା ଗାଁର ଜଣେ ବ୍ୟକ୍ତି ତା’ଙ୍କ ବୃଦ୍ଧା କାକି ଓ ଭାଇକୁ ଗତ ୧୪ ତାରିଖରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ନେଇ ୧୫ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ…

୬ ବର୍ଷୀୟା ମଡେଲ ୟଲିନା ବିଶ୍ୱର ସବୁଠୁ ସୁନ୍ଦରୀ

ବିଶ୍ୱର ସବୁଠାରୁ ସୁନ୍ଦର ଏବଂ ବୁଦ୍ଧିମାନଙ୍କୁ ନେଇ ଅନେକ ପ୍ରତିଯୋଗିତା ଆୟୋଜିତ ହୋଇଥାଏ। ଏଥିରେ ଜଣଙ୍କୁ ଶ୍ରେଷ୍ଠ ବିବେଚିତ କରାଯାଇ ମୁକୁଟ ପିନ୍ଧାଯିବା ସହ ପୁରସ୍କୃତ କରାଯାଇଥାଏ। ଏବେ ଏହି ତାଲିକାରେ ଏକ ଛୋଟ ଝିଅର ନାମ ଯୋଡିହୋଇଯାଇଛି। ରୁଷ୍‌ର ମାତ୍ର…

ମୋଦିଙ୍କ ବୟାନ ପରେ ଭୟଭୀତ ପାକିସ୍ତାନ: କହିଲା, ସିନ୍ଧୁ ନଦୀକୁ ଅଟକାଇଲେ ମିଳିବ କଡ଼ା ଜବାବ

ଇସ୍‌ଲାମାବାଦ,୧୭।୧୦: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିନ୍ଧୁ ନଦୀର ପାଣିକୁ ଅଟକାଇ ଦିଆଯିବା ନେଇ କହିବା ପରେ ବିଚଳିତ ହୋଇପଡ଼ିଛି ପାକିସ୍ତାନ। ଏହାର ଜବାବରେ ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଡା. ମହମ୍ମଦ ଫୈଜଲ କହିଛନ୍ତି, ସିନ୍ଧୁ ହେଉଛି ଆପୋଷ ବୁଝାମଣା…

ଏହି ପ୍ରଶ୍ନର ଉତ୍ତର ମୋଦିଙ୍କୁ ପଚାରିବାକୁ କହିଲେ ଗାଙ୍ଗୁଲି

କୋଲକାତା,୧୭।୧୦: ଭାରତୀୟ ଦଳର ସଫଳତମ ଅଧିନାୟକ ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ଅଧ୍ୟକ୍ଷ ହେବା ନିଶ୍ଚିତ ହୋଇଯାଇଛି। ଏତେ ବଡ ପଦରେ ବସିବା ପୂର୍ବରୁ ନିଜ ଘର କୋଲକାତାକୁ ଯାଇଛନ୍ତି। ସେଠାରେ ତାଙ୍କର ଜୋରଦାର ସ୍ବାଗତ କରାଯାଇଥିଲା। ସେଠାରେ…

କଶ୍ମୀର ସେଓରେ ଆତଙ୍କବାଦୀଙ୍କ ସ୍ଲୋଗାନ୍‌: କାରବାର ବନ୍ଦ ପାଇଁ ପାକିସ୍ତାନର ଷଡ଼ଯନ୍ତ୍ର

ଶ୍ରୀନଗର,୧୭।୧୦: ଜମ୍ମୁ-କଶ୍ମୀରରେ ଚଳିତ ଋତୁରେ ସେଓ କାରବାରରେ ବାଧା ପହଞ୍ଚାଇବା ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ସେଥିପାଇଁ ସେଓ ବ୍ୟବସାୟ ଜଡ଼ିତ ଥିବା ଲୋକଙ୍କୁ ପାକିସ୍ତାନ ଇସାରାରେ ଆତଙ୍କବାଦୀମାନେ ଟାର୍ଗେଟ୍‌ କରିଛନ୍ତି। ସମ୍ପ୍ରତି କଠୁଆ ଜିଲାରୁ ଆସିଥିବା ସେଓ ପେଟିରେ ଆମକୁ…

ଦେବଗଡ଼ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ

ଦେବଗଡ଼, ୧୭।୧୦(ଡି.ଏନ୍‌.ଏ.): ସହର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହି ରାସ୍ତାରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଯାହାକୁ ନେଇ ଜନସାଧାରଣ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ…

ଅଭିନେତ୍ରୀଙ୍କ ପୁଅର ଭିଡିଓ ଭାଇରାଲ୍‌, ମୋଦି ଦେଲେ ଏଭଳି ପ୍ରତିକ୍ରିୟା

ନିକଟରେ ଅଭିନେତ୍ରୀ ଗୁଲ ପନାଗଙ୍କ କୁନି ପୁଅ ନିହାଲଙ୍କ ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ୍‌ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଭିଡିଓରେ ନିଜ ପ୍ରତିକ୍ରିୟା ଦେଇଛନ୍ତି। ଗୁଲ ପନାଗ ଟୁଇଟରରେ ନିଜ ପୁଅର ଏକ ଭିଡିଓ ଅପଲୋଡ…

ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ

ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ ନିର୍ବାଚନ ପ୍ରଚାର ଅବସରରେ କହିଛନ୍ତି ଯେଉଁ ପ୍ରତିଶ୍ରୁତି ଦେଇ ମୋଦି, ସରକାର ଗଠନ କରିଥିଲେ…

ଚାଇନା ତିଆରି ତ୍ରିରଙ୍ଗା ଆମଦାନୀ କରିବ ନାହିଁ ଭାରତ: ଫ୍ଲାଗ୍‌ କୋଡ୍‌ ଅବମାନନା ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: ଏଣିକି ଚାଇନାରେ ତିଆରି ଭାରତୀୟ ତ୍ରିରଙ୍ଗା ଆମଦାନୀ ହେବନାହିଁ। ବୈଦେଶିକ ବ୍ୟାପାର ମହାନିର୍ଦ୍ଦେଶାଳୟ ପକ୍ଷରୁ ଏ ନେଇ ଅଧିସୂଚନା ଜାରି ହୋଇଛି। ଭାରତୀୟ ଜାତୀୟ ପତାକାର ଫ୍ଲାଗ୍‌ କୋଡ୍‌କୁ ଅବମାନନା କରାଯାଉଥିବା ଅଭିଯୋଗ ହେବା ପରେ ଏଭଳି ନିଷ୍ପତ୍ତି ଗ୍ରହଣ…

ଏଣିକି ରାଜଧାନୀରେ ପାର୍କିଂ ହେବ ମହଙ୍ଗା: ୧୦ ଘଣ୍ଟା ପାଇଁ ଦେବାକୁ ପଡ଼ିବ ୧୦ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୧୦: ଦିନକୁ ଦିନ ବିଶ୍ୱରେ ଗ୍ଲୋବାଲ ଓ୍ବାର୍ମିଂ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପୃଥିବୀରେ ପରିବେଶ ପ୍ରଦୂଷଣ ମାତ୍ରା ମଧ୍ୟ ବୃଦ୍ଧି ପାଉଛି। ପରିବେଶ ପ୍ରଦୂଷଣ ମାତ୍ରା ବଢ଼ୁଥିବାରୁ ସରକାର ଏହାକୁ ରୋକିବା ପାଇଁ କିଛି ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri