Home

ବନ ବିଭାଗର ଚଢ଼ାଉ : ଲକ୍ଷାଧିକ ଟଙ୍କାର କାଠ ସହ ବାଇକ ଜବତ, ୪ ଗିରଫ

ବଡ଼ବିଲ,୧୭।୧୦(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲରୁ ଗଛ କାଟି ଚୋରା ଚାଲାଣ ବେଳେ ୪ କାଠ ମାଫିଆଙ୍କୁ ବୁଧବାର ରାତିରେ ବନବିଭାଗ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡ଼ଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମ ଜିଲା…

ଏହି ଜିଲାରେ ୧ କିଲୋ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ ଦେଲେ ମିଳୁଛି ୧ କିଲୋ ଚାଉଳ

ହାଇଦ୍ରାବାଦ୍‌,୧୭।୧୦: ଦେଶକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବା ପାଇଁ ପ୍ରୟାସ ଚାଲିଛି। ନିକଟରେ ଛତିଶଗଡର ଅମ୍ବିକାପୁରରେ ଏକ ‘ଗାର୍ବେଟ୍‌ କାଫେ’ ଖୋଲାଯାଇଛି। ଯେଉଁଠି ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ ଦେଲେ ପେଟ ପୂରା ଖାଇବାକୁ ମିଳୁଛି। ସେହିପରି ତେଲେଙ୍ଗାନାର ମୁଲୁଗୁ ଜିଲାରେ ମଧ୍ୟ ଏକ ଭିନ୍ନ…

ପୂରଣ ହେଲା ଆଲିଆଙ୍କ ସ୍ବପ୍ନ

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରିରେ କାମ କରିବାର ୭ ବର୍ଷ ପରେ ମହେଶ ତନୟା ଆଲିୟା ଭଟ୍ଟଙ୍କ ସ୍ବପ୍ନ ପୂରଣ ହେବାକୁ ଯାଉଛି। ଭଂସାଲି ପ୍ରଡକ୍ସନ ସହ କାମ କରିବାକୁ ଆଲିଆ ଦୀର୍ଘଦିନ ଧରି ଆଶା ବାନ୍ଧି ଥିଲେ। କିନ୍ତୁ ସଞ୍ଜୟଲୀଲା ଭଂସାଲିଙ୍କ…

୫୦ ସିଏଚ୍‌ସିରେ ମିଳିବ ସ୍ଥାୟୀ ଚକ୍ଷୁ ଚିକିତ୍ସା ସୁବିଧା

ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ରାଜ୍ୟରୁ ଅନ୍ଧତ୍ୱ ଦୂରୀକରଣ ଲାଗି ଚଳିତ ଆର୍ଥିକ ବର୍ଷରେ ନିଆଯିବ ନୂତନ ପଦକ୍ଷେପ। ପୂର୍ବରୁ ୧୦ ଜିଲାରେ ଭ୍ରାମ୍ୟମାଣ ଚକ୍ଷୁ ଚିକିତ୍ସା କେନ୍ଦ୍ର କାର୍ଯ୍ୟକାରୀ ହୋଇଥିବାବେଳେ ଏବେ ଆଉ ୧୦ ଜିଲାରେ ଏହାକୁ ପ୍ରଚଳନ କରାଯିବ। ଏହାସହ…

୧୧ବର୍ଷରେ ୭୩ କୋଟି ଟଙ୍କାର କୂଅ ପାଣି ଚୋରି: ୬ ଜଣଙ୍କ ବିରୋଧରେ ମାମଲା

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ର ମୁମ୍ବାଇରେ ପୋଲିସ କୂଅ ପାଣି ଚୋରି ଅଭିଯୋଗରେ ୬ ଜଣଙ୍କ ବିରୋଧରେ ଏକ ମାମଲା ଦାଏର କରିଛି। ୧୧ ବର୍ଷ ମଧ୍ୟରେ ଅଭିଯୁକ୍ତମାନେ ୭୩ କୋଟି ୧୯ ଲକ୍ଷ ଟଙ୍କାର ଭୂତଳ ଚୋରି କରିଥିବା ପୋଲିସ ସୂଚନା ଦେଇଛି।…

ଅଲଟ୍ରା ସାଉଣ୍ଡ୍‌ ମେଶିନ ଲାଗି ଜିଲାପାଳ ଦେଲେ ୭.୫ ଲକ୍ଷର ଚେକ୍‌

ଭଦ୍ରକ ଅଫିସ,୧୭।୧୦: ଦୀର୍ଘବର୍ଷ ଧରି ଜିଲା ଚିକିତ୍ସାଳୟରେ ଅଲଟ୍ରା ସାଉଣ୍ଡ ମେଶିନ ଅଚଳ ଥିବା କାରଣରୁ ରୋଗୀ ନାନା ସମସ୍ୟା ଭୋଗୁଥିଲେ। ଏବେ ନୂଆ ମେଶିନ କିଣାଯିବା ପାଇଁ ଜିଲା ରେଡ୍‌କ୍ରସ ପାଣ୍ଠିରୁ ୭.୫ ଲକ୍ଷ ଟଙ୍କା ଜିଲାପାଳ ଜ୍ଞାନରଞ୍ଜନ ଦାସ…

ତାୱା ଫ୍ରାଏଡ୍‌ ଖଇଙ୍ଗା

ସୁଆଦିଆ ଖାଦ୍ୟ ଖାଇବାକୁ ସମସ୍ତେ ଇଚ୍ଛା ରଖିଥାନ୍ତି। ସେଥିପାଇଁ ଯେଉଁ ହୋଟେଲ ବା ରେଷ୍ଟୁରାଣ୍ଟରେ ସୁସ୍ବାଦୁ ଖାଦ୍ୟ ମିଳେ ସେଠାରେ ଗ୍ରାହକଙ୍କ ବେଶ୍‌ ଭିଡ଼ ଜମେ। ପର୍ଯ୍ୟଟକଙ୍କ ସହର ପୁରୀରେ ଶହଶହ ହୋଟେଲ ଓ ରେଷ୍ଟୁରାଣ୍ଟରେ ପର୍ଯ୍ୟଟକଙ୍କୁ ଦୃଷ୍ଟିରେ ରଖି ବିଭିନ୍ନ…

ଜାହ୍ନବୀଙ୍କ ଖୁସି

ଜାହ୍ନବୀ କପୁର ଏବେ ଖୁସିରେ ଉଛୁଳୁଛନ୍ତି। ଦିନ ଯେତିକି ପାଖେଇ ଆସୁଛି ତାଙ୍କର ଉତ୍କଣ୍ଠା ସେତିକି ବଢ଼ି ବଢ଼ି ଚାଲିଛି। ହେଲେ କ’ଣ ପାଇଁ ଜାଣନ୍ତି ? କାରଣ ସେ ଅଭିନୟ କରିବାକୁ ଯାଉଥିବା ହିନ୍ଦୀ ସିନେମା ‘ଦୋସ୍ତାନା-୨’ର ଶୁଟିଂ ଆସନ୍ତା…

ଇତିହାସକୁ ସାହିତ୍ୟ ମାଧ୍ୟମରେ ଲୋକପ୍ରିୟ କରିବାକୁ ଚେଷ୍ଟା କରେ

ପ୍ରଫେସର ନୀହାର ରଞ୍ଜନ ପଟ୍ଟନାୟକ। ୧୯୫୭ ଫେବୃୟାରୀ ୭ରେ ଜନ୍ମଗ୍ରହଣ କରିଥିବା ପ୍ରଫେସର ପଟ୍ଟନାୟକ କିସ୍‌ ଡିମ୍‌ଡ ବିଶ୍ୱବିଦ୍ୟାଳୟର ପ୍ରୋ-ଭାଇସ୍‌ ଚାନ୍ସଲର ଭାବେ କାର୍ଯ୍ୟରତ। ଉତ୍କଳ ବିଶ୍ୱବିଦ୍ୟାଳୟରୁ ଇତିହାସରେ ଏମ୍‌ଏ, ଏମ୍‌ଫିଲ୍‌, ପିଏଚ୍‌ଡି, ଡିଲିଟ୍‌ ସାରିବା ପରେ ଗଜପତି ଜିଲା ପାରଳାଖେମୁଣ୍ଡିରେ…

ଅଯୋଧ୍ୟା ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ରାୟକୁ ସ୍ବୀକାର କରିବି: ଇକ୍‌ବାଲ୍‌ ଅନସାରୀ

ନୂଆଦିଲ୍ଲୀ,୧୭।୧୦: ଅଯୋଧ୍ୟା ମାମଲାରେ ଏତେ ବର୍ଷ ପରେ ସୁପ୍ରିମ୍‌କୋର୍ଟ ରାୟର ନିକଟବର୍ତ୍ତୀ ହୋଇଛନ୍ତି। ଦୀର୍ଘଦିନ ଧରି ଏଠାରେ ଚାଲିଥିବା ରାଜନୀତି ଏବେ ବନ୍ଦ ହୋଇଯିବ। ସ୍ଥାନୀୟ ଲୋକଙ୍କ ବିକାଶ ହେବାର ସମ୍ଭାବନା ରହିବ ବୋଲି ଏହି ମାମଲାରେ ଜଡ଼ିତ ଥିବା ଇକ୍‌ବାଲ୍‌…

ଜଣେ ଇଞ୍ଜିନିୟରରୁ ଭାରତର ସଫଳତମ ବୋଲର୍‌

ଭାରତୀୟ କ୍ରିକେଟ ଦଳରେ ‘ଜମ୍ବୋ’ ନାମରେ ପରିଚିତ ଅନିଲ କୁମ୍ବଲେ ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ଭାରତୀୟ ଦଳର ପୂର୍ବତନ କୋଚ ଥିବା ଅନିଲ କୁମ୍ବଲେ ଜଣେ ସ୍ପିନର୍‌ ଭାବେ ଭାରତ ପାଇଁ ଅନେକ ରେକର୍ଡ ହାସଲ କରିଛନ୍ତି। କିନ୍ତୁ…

‘ପେଟ୍‌ ବ୍ଲଡ୍‌ ବ୍ୟାଙ୍କ’

ନ୍ୟୁୟର୍କ: ପାଳିତ ପ୍ରାଣୀଙ୍କ ପାଇଁ ବ୍ଲଡ୍‌ ବ୍ୟାଙ୍କ ଏବଂ ପ୍ଲାଜମା ସେଣ୍ଟର। ଏଠାରେ ସେମାନେ ରକ୍ତ ଦାନ କରିପାରିବେ। ଆବଶ୍ୟକସ୍ଥଳେ ରକ୍ତ ମଧ୍ୟ ନେଇପାରିବେ। ଗୃହପାଳିତ ପ୍ରାଣୀଙ୍କ ପ୍ରତି ବଢୁଥିବା ଦୁର୍ବଳତାକୁ ନଜରରେ ରଖି ଏପରି ଅଭିନବ ବ୍ୟବସ୍ଥା ଆରମ୍ଭ କଲେଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri