Home

ବିଳମ୍ବ ହେଉଛି ଓସା ନିର୍ବାଚନ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ସଚିବାଳୟ ସେବା ସଂଘ(ଓସା) ପକ୍ଷରୁ ପ୍ରତି ଦୁଇବର୍ଷରେ ଥରେ ନିର୍ବାଚନ ହୋଇଥାଏ। ୨୦୧୭ରେ ନିର୍ବାଚିତ ହୋଇଥିବା ପ୍ରତିନିଧିଙ୍କ କାର୍ଯ୍ୟକାଳ ଗତ ଜୁନ୍‌ରୁ ସମାପ୍ତ ହୋଇଛି। ଇତିମଧ୍ୟରେ ଦୁଇ ମାସ ବିତିଗଲାଣି, ହେଲେ ପରବର୍ତ୍ତୀ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ…

୨୩ରେ ୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ

ନୂଆଦିଲ୍ଲୀ,୨୬ା୮(ପି.ଟି.):ଉତ୍ତରପ୍ରଦେଶ, ତ୍ରିପୁରା, ଛତିଶଗଡ଼ ଓ କେରଳର ଗୋଟିଏ ଲେଖାଏ ବିଧାନସଭା ଆସନରେ ସେପ୍ଟେମ୍ବର ୨୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ରବିବାର ଏନେଇ ଘୋଷଣା କରିଛନ୍ତି। ସେହି ଆସନଗୁଡ଼ିକ ହେଲା ଛତିଶଗଡ଼ର ଦାନ୍ତଓ୍ବୋଡା, ତ୍ରିପୁରାର ବଧେରଘାଟ, ଉତ୍ତରପ୍ରଦେଶର ହମିରପୁର ଏବଂ…

କଶ୍ମୀର ସଚିବାଳୟରେ ତ୍ରିରଙ୍ଗା

ଶ୍ରୀନଗର,୨୬ା୮(ପି.ଟି.):୩୭୦ ଉଚ୍ଛେଦର ତିନି ସପ୍ତାହ ପରେ ଶ୍ରୀନଗରସ୍ଥିତ ସଚିବାଳୟରୁ ଜମ୍ମୁ-କଶ୍ମୀରର ପତାକା ହଟିଛି। ଏବେ ସେଠାରେ କେବଳ ତ୍ରିରଙ୍ଗା ଉଡ଼ୁଛି। ପୂର୍ବରୁ ସଚିବାଳୟ ଶୀର୍ଷରେ ଜାତୀୟ ପତାକା ସହ ଜମ୍ମୁ-କଶ୍ମୀରର ଲାଲ ପତାକା ଉଡ଼ୁଥିଲା। କାରଣ ସମ୍ବିଧାନର ଅନୁଚ୍ଛେଦ ୩୭୦ ରାଜ୍ୟକୁ…

ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ପତାକା ଦାବି

ଗୌହାଟୀ,୨୫ା୮:ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ସେଠାକାର ପତାକା ରଦ୍ଦ ହୋଇଛି। ଅନ୍ୟପକ୍ଷରେ ଏବେ ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ମାନ୍ୟତା ଓ ପତାକା ଦାବି ଜୋର ଧରିଛି। ସ୍ବତନ୍ତ୍ର ପତାକା ଓ ସ୍ବତନ୍ତ୍ର ସମ୍ବିଧାନ…

ବିବାହ ସରିବା ମାତ୍ରେ ଦୁର୍ଘଟଣା: ନବଦମ୍ପତିଙ୍କ ମୃତ୍ୟୁ

ଅରେଞ୍ଜ (ଟେକ୍ସାସ),୨୬ା୮: ବିବାହର ଖୁସି ମୁହୂର୍ତ୍ତକ ମଧ୍ୟରେ ପାଣିଫୋଟକା ଭଳି ମିଳାଇଗଲା। ବିବାହ ସମ୍ପନ୍ନ ହେବାର କେଇ ମିନିଟ ପରେ ଟ୍ରାକ୍ଟର ବୋଝେଇ ଏକ ଟ୍ରେଲର ଧକ୍କାଦେଲା। ବିବାହ ସ୍ଥଳରେ ଦୁର୍ଘଟଣାରେ ନବଦମ୍ପତିଙ୍କ ଜୀବନ ଗଲା। ପଛରେ ଛିଡ଼ା ହୋଇଥିଲେ ପରିବାର ସଦସ୍ୟ…

ମହାକାଶରେ ଆକାଉଣ୍ଟ ହ୍ୟାକ୍‌

ଓ୍ବାଶିଂଟନ୍‌, ୨୬ା୮(ଏଏଫ୍‌ପି):ମହାକାଶରେ ବ୍ୟାଙ୍କ ଆକାଉଣ୍ଟ ହ୍ୟାକ୍‌ ଘଟଣାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ ସତ୍ୟ। ଏହି ଘଟଣାର ତଦନ୍ତ କରିବାକୁ ଯାଉଛି ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’। ମହାକାଶଚାରୀ ଆନ୍ନେ ମ୍ୟାକ୍‌କ୍ଲେନଙ୍କ ବିରୋଧରେ ଆସିଛି ଏଭଳି ଅଭିଯୋଗ। ସେ ସ୍ପେସ୍‌…

ଆମ ଗାଁ ଆମ ବିକାଶ ଯୋଜନା : ସରକାରଙ୍କ ତଥ୍ୟର ତାଳମେଳ ନାହିଁ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ୨୦୧୮ ମାର୍ଚ୍ଚ ୫ ତାରିଖରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତ୍ୟେକ ଗ୍ରାମାଞ୍ଚଳର ବିକାଶ ଲାଗି ଆମ ଗାଁ ଆମ ବିକାଶ ଯୋଜନାର ଘୋଷଣା କରିଥିଲେ। ଏହାଦ୍ୱାରା ପ୍ରତି ପଞ୍ଚାୟତରେ ବିକାଶକାର୍ଯ୍ୟ ତ୍ୱରାନ୍ବିତ ହେବ ବୋଲି…

ଏକତାର ଚିତ୍ର ଆଙ୍କିଲେ ଟ୍ରମ୍ପ୍‌

ବିଆରିଜ୍‌,୨୬ା୮:ସାରା ବିଶ୍ୱରେ ଅର୍ଥନୈତିକ ମାନ୍ଦାବସ୍ଥା ଲାଗିରହିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫ୍ରାନ୍ସର ବିଆରିଜ୍‌ରେ ଚାଲିଥିବା ଜି-୭ ସମ୍ମିଳନୀରେ ଏକତାର ଚିତ୍ର ଆଙ୍କିଛନ୍ତି। ଏହି ଅବସରରେ ସେ ପାଶ୍ଚାତ୍ୟର ସହଯୋଗୀ ରାଷ୍ଟ୍ର ନେତାମାନଙ୍କ ସହ ବୈଠକ କରି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌…

ଜି-୭ରେ ଇରାନ ବହିର୍ବ୍ୟାପାର ମନ୍ତ୍ରୀ

ବିଆରିଜ୍‌,୨୬ା୮(ଏଏଫ୍‌ପି): ଫ୍ରାନ୍ସର ବିଆରିଜ୍‌ରେ ଚାଲିଥିବା ଜି-୭ ସମ୍ମିଳନୀରେ ଭାଗନେବା ପାଇଁ ରବିବାର ଇରାନର ବହିର୍ବ୍ୟାପାର ମନ୍ତ୍ରୀ ମହମ୍ମଦ ଜାଭେଦ ଜରିଫ୍‌ ଅତି ନାଟକୀୟ ଭାବେ ପହଞ୍ଚତ୍ଛନ୍ତି। ପରମାଣୁ କାର୍ଯ୍ୟକ୍ରମକୁ ନେଇ ଓ୍ବାଶିଂଟନ ଓ ତେହେରାନ ମଧ୍ୟରେ ଉତ୍ତେଜନା ଲାଗିରହିଥିବାବେଳେ ଫ୍ରାନ୍ସ ରାଷ୍ଟ୍ରପତି…

ଅକ୍ଟୋବର ୨ରୁ ପ୍ଲାଷ୍ଟିକ୍‌ ବର୍ଜ୍ୟ ବିରୋଧରେ ଗଣଆନ୍ଦୋଳନ ଆହ୍ବାନ

ନୂଆଦିଲ୍ଲୀ,୨୬ା୮(ପି.ଟି.): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ କରାଯିବାକୁ ଥିବାବେଳେ ଏହିଦିନକୁ ସ୍ମରଣୀୟ କରିବା ପାଇଁ ଭାରତକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ଦିଓ୍ବାଲି ପୂର୍ବରୁ ବିଭିନ୍ନ ସ୍ଥାନରେ ଜମା ହୋଇ ରହିଥିବା…

‘ନିଷ୍ଠୁରତାକୁ ସାମ୍ନା କରିଛନ୍ତି ବିରୋଧୀ’

ନୂଆଦିଲ୍ଲୀ,୨୬ା୮(ପି.ଟି.):ଶ୍ରୀନଗର ଗସ୍ତବେଳେ ବିରୋଧୀ ଜମ୍ମୁ-କଶ୍ମୀର ପ୍ରଶାସନର ନିଷ୍ଠୁରତା ଓ ସୁରକ୍ଷା ବଳର ନିର୍ମମତାର ସମ୍ମୁଖୀନ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ସେହିପରି ଗଣମାଧ୍ୟମ ସହ ମଧ୍ୟ ଅନୁରୂପ ବ୍ୟବହାର ଦେଖାଯାଉଛି। ୨୦ ଦିନ ହେଲା ଜମ୍ମୁ-କଶ୍ମୀରବାସୀଙ୍କ ସ୍ବାଧୀନତା ଓ…

୩୭୦ ଉଚ୍ଛେଦକୁ ବିରୋଧ କର

ଶ୍ରୀନଗର,୨୬ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ପାହ୍ୟା ପ୍ରତ୍ୟାହାର ନେଇ କେନ୍ଦ୍ରର ନିଷ୍ପତ୍ତି ସମସ୍ତ ଅନ୍ତର୍ଜାତୀୟ ଆଇନ ଓ ଜାତିସଂଘର ସଂକଳ୍ପନାମାକୁ ଉଲ୍ଲଂଘନ କରୁଛି। ଏହାଦ୍ୱାରା କଶ୍ମୀରରେ ଜନସଂଖା ପରିସଂଖ୍ୟାନରେ ପରିବର୍ତ୍ତନ ଆଣି ଉପନିବେଶ ସ୍ଥାପନ କରିବାକୁ ଚାହୁଁଛି କେନ୍ଦ୍ର। ତେଣୁ ଏଭଳି ଘଡ଼ିସନ୍ଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri