Home

ବାଟବନା ହେଇଛେ ଆବାସ ଯୋଜନା: ପଲିଥିନ ତଲେ ମୁଡ଼ ଗୁଁଜିଛନ୍‌ ୭ ପରାନୀ କୁଟୁମ

ଲାଠୋର,୨୬।୮(ଡି.ଏନ୍‌.ଏ.):  ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦିଆଯାଉଛେ ବଲି ଡିଂଗ୍‌ରା ପିଟୁଛନ୍‌। ହେଲେ ଦେଖ୍‌ବାକେ ଗଲେ ଅନେକ ଜାଗାରେ ପରଶାସନିକ ଅବହେଲାର ଲାଗି ଅନେକ ହକ୍‌ଦାର ହିତାଧିକାରୀ ଇ ସୁବିଧାରୁ ବଁଚିତ୍‌…

ହିତାଧିକାରୀଙ୍କୁ ମିଳୁନି ପାଇଖାନା ନିର୍ମାଣ କାର୍ଯ୍ୟାଦେଶ

ଖଣ୍ଡପଡ଼ା,୨୬ା୮(ସ୍ବ.ପ୍ର.)- ସ୍ବଚ୍ଛ ଭାରତ ମିଶନ ଅଭିଯାନ ନିମନ୍ତେ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଥିଲେ ସୁଦ୍ଧା ବାସ୍ତବରେ ଏହା କେତେଦୂର କାର୍ଯ୍ୟକାରୀ ହୋଇପାରିଛି ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖଣ୍ଡପଡ଼ା ବ୍ଲକର ସିଂଘାପଡ଼ା ପଞ୍ଚାୟତରେ ଅନେକ ହିତାଧିକାରୀ…

ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ

ଦାରିଙ୍ଗବାଡ଼ି, ୨୬।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ଦିନକୁ ଦିନ ଦୁର୍ନୀତି ବୃଦ୍ଧି ପାଉଥିବାବେଳେ ମୃତ ଲୋକଙ୍କ ନାମରେ ହଜାର ହଜାର ଟଙ୍କା ଚଳୁ କରାଯାଇଥିବା ଘଟଣା ପଦାକୁ ଆସିଛି। ଉକ୍ତ ବ୍ଲକ ଶ୍ରାନିକେତା ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି ମୃତ…

ଟୋଲ ଆଦାୟ ନେଇ କୁହୁଳୁଛି ଅସନ୍ତୋଷ

କେନ୍ଦୁଝର, ୨୬ା୮(ଡି.ଏନ.ଏ.)-ଜାତୀୟ ରାଜପଥ ୨୦ ସମ୍ପ୍ରସାରଣ କାର୍ଯ୍ୟ ଏକ ଠିକା କମ୍ପାନୀକୁ ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ଚୁକ୍ତିନାମା କରାଯାଇ ନୂତନ ଭାବେ ନିର୍ମାଣ ପାଇଁ ଦିଆଯାଇଥିଲା। ପାଣିକୋଇଲିଠାରୁ ରିମୁଳି ପର୍ଯ୍ୟନ୍ତ ୧୬୬.୧୭୩ କି.ମି. ରାସ୍ତା ବୋଲି ଜଣାଯାଇଛି। ତେବେ ରାସ୍ତା…

ସ୍ବାସ୍ଥ୍ୟକେନ୍ଦ୍ର ଥାଇ ରୋଗୀଙ୍କୁ ମିଳୁନି ସେବା

କପ୍ତିପଦା,୨୬ା୮(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ଶିମିଳିପାଳ ପାଦଦେଶ ଆଦିବାସୀ ଅଧ୍ୟୁଷିତ କୁଳିଅଳମ୍‌ ପଞ୍ଚାୟତର ନଛିପୁରଠାରେ ୧୯୯୦ରେ ଖୋଲିଥିବା ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଥାଇ ନ ଥିଲା ପରି ଚାଲିଛି। କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ…

ବଜ୍ରପାତରୁ ସୁରକ୍ଷା ଦେବ ‘ମିଶନ ତାଳ’

କପ୍ତିପଦା,୨୬ା୮(ଡି.ଏନ୍‌.ଏ.)- ‘ମିଶନ ତାଳ’ର ଉଦ୍‌ଘାଟନୀ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପୁରସ୍କୃତ ଶିକ୍ଷକ ସନ୍ତୋଷ କୁମାର ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉତ୍ସବରେ ମୟୂରଭଞ୍ଜ ଜିଲା କପ୍ତିପଦା ମଣ୍ଡଳ ଶିକ୍ଷାଧିକାରୀ ଶଶୀଧର ସିଂହ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ…

ବସ୍ତା ଡାକ୍ତରଖାନାରେ ପଶିଲା ନର୍ଦ୍ଦମା ପାଣି

ବସ୍ତା, ୨୫।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଶନିବାର ରାତିରୁ ବର୍ଷା ଲାଗି ରହିବାରୁ ବସ୍ତା ଡାକ୍ତରଖାନାରେ ରବିବାର ହଠାତ୍‌ ନର୍ଦ୍ଦମା ପାଣି ପଶିଯାଇଥିଲା। ଡାକ୍ତରଖାନା ପାଖ ଡ୍ରେନ୍‌ରେ ଅନାବନ ସାମଗ୍ରୀ ଜମା ହୋଇ ରହିଥିବା ଏଭଳି ପରିସ୍ଥିତି ଉପୁଜିଥିଲା। ଫଳରେ ରୋଗୀ ଓ ସେମାନଙ୍କର…

ଦିନରେ ୨ କପ୍‌ ଗ୍ରୀନ୍‌ ଟି’…

ସକାଳେ ଗ୍ରୀନ୍‌ ଟି’ ପିଇବା ଦ୍ୱାରା ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟଗତ ସମସ୍ୟା ଦୂର ହୋଇଥାଏ। ଏଥିରେ ଅନେକ ପ୍ରକାର ଔଷଧୀୟ ଗୁଣ ରହିଛି। ନିୟମିତ ଗ୍ରୀନ୍‌ ଟି’ ପିଇଲେ କ୍ୟାନସରରୁ ମଧ୍ୟ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଳେଖ ରହିଛି। ଏହାକୁ…

ରେଳଷ୍ଟେଶନରେ କାହିଁକି ଗାଉଥିଲେ ଗୀତ, ଭାବପ୍ରବଣ ହୋଇ ଏହାର ଖୁଲାସା କଲେ ରାନୁ ମଣ୍ଡଳ

ଏବେ ପଶ୍ଚିମବଙ୍ଗର ରାନୁ ମଣ୍ଡଳଙ୍କୁ ନେଇ ଥମୁନି ଚର୍ଚ୍ଚା। ରେଳ ଷ୍ଟେଶନରେ ଗୀତ ଗାଇ ପେଟ ପୋଷୁଥିବା ରାନୁଙ୍କ ଭାଗ୍ୟ ସମ୍ପୂର୍ଣ୍ଣ ବଦଳିଯାଇଛି। ସେ ଏବେ ସେଲିବ୍ରିଟି ପାଲଟି ଯାଇଛନ୍ତି। ନିକଟରେ ସେ ବଲିଉଡ୍‌ରେ ଗୀତ ଗାଇବା ପରେ ତାଙ୍କ ଜୀବନକୁ…

ରକ୍ତଚାପ ମାପିବ ସ୍ମାର୍ଟଗ୍ଲାସ୍‌

ମାଇକ୍ରୋସଫ୍ଟ ନିଜ ସ୍ମାର୍ଟ ଗ୍ଲାସ୍‌(ଚଷମା)ର ଆସନ୍ତା ପିଢ଼ି ବିକଶିତ କରିବାରେ ଲାଗିଛି। ଏହା ରକ୍ତଚାପ ମାପିବା ଡିଭାଇସ୍‌ ରୂପେ କାମ କରିବ। ଏହାର ନା ଗ୍ଲୋବେଲା ରଖାଯାଇଛି। ଏହାକୁ ରକ୍ତଚାପ ମପାଯାଉଥିବା ଅନ୍ୟ କୌଣସି ଡିଭାଇସ୍‌ ତୁଳନାରେ ପିନ୍ଧିବା ଏବଂ ବ୍ୟବହାର…

ସିନ୍ଧୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ: କହିଲେ, ଦେଶ ତୁମ ପାଇଁ ଗର୍ବିତ

ନୂଆଦିଲ୍ଲୀ, ୨୫।୮: ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି ସିନ୍ଧ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସିନ୍ଧୁଙ୍କ ଏହି ସଫଳତା ପରେ ବିଦେଶରେ ଥାଇ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସିନ୍ଧୁଙ୍କ ପାଇଁ ଆମ…

ମା’ଙ୍କ ଜନ୍ମଦିନରେ ବଡ ଉପହାର ଭେଟି ଦେଲେ ସିନ୍ଧୁ

ବାସେଲ, ୨୫।୮: ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡମିଣ୍ଟନର ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି ଭାରତୀୟ ମହିଳା ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ। ସେ ପ୍ରଥମ ଭାରତୀୟ ଭାବେ ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନଶିପରେ ଦେଶ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri