Home

ଶ୍ରେଣୀଗୃହରେ ଅଚେତ ହେଲେ ୨ ଛାତ୍ର

ବେଗୁନିଆ/ ବୋଲଗଡ, ୧୭।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ୍‌ ଅଞ୍ଚଳରେ ଥିବା ଏକ ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିଲା। ପୂର୍ବାହ୍ନରେ ୨ ଜଣ ଅଷ୍ଟମ ଶ୍ରେଣୀର ଛାତ୍ର ବିଷାକ୍ତ ପଦାର୍ଥ ସେବନ କରି…

ପାର୍କିଂ, ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ କଲେ ମଲ୍‌ ଖୋଲିବା ମନା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଉଦ୍‌ଘାଟନ ଅପେକ୍ଷାରେ ଥିବା ଉତ୍କଳ କଳିକା ମଲ୍‌କୁ ଲାଗିଛି ଝଟ୍‌କା। ପାର୍କିଂ ସହ ଅନ୍ୟ କେତେକ ବ୍ୟବସ୍ଥା ନ ଥିବାରୁ ମଲ୍‌ ସଂକ୍ରାନ୍ତରେ ଟ୍ରାଫିକ ଡିସିପି ସାଗରିକା ତାଡ଼ ବିଡିଏକୁ ଅବଗତ କରାଇଛନ୍ତି। ପାର୍କିଂ ଓ ଅଗ୍ନି ନିରାପତ୍ତା…

ଟୁର୍‌ ଅପରେଟର୍‌ କରିପାରିବେ ଓଡ଼ିଶା ପର୍ଯ୍ୟଟନ ସମ୍ପଦର ପ୍ରଦର୍ଶନ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ସମ୍ପଦରେ ଭରପୂର। ଏଗୁଡ଼ିକର ଯଥାର୍ଥ ପ୍ରଦର୍ଶନ ଓ ବିପଣନ ଗୁରୁତ୍ୱପୂର୍ଣ୍ଣ ଅଟେ । ଏ ଦିଗରେ ଦେଶ ଓ ବିଦେଶର ଟୁର୍‌ ଅପରେଟର୍‌ମାନେ ଓଡ଼ିଶା ପ୍ରତି ଅଧିକ ଯତ୍ନବାନ ହେବାକୁ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ…

ଓଡ଼ିଆ ଫିଲ୍ମ ମେକରଙ୍କୁ ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଏକ୍ସିଲେନ୍ସ ଆୱାର୍ଡ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ସୋସାଇଟି ଫର୍‌ ଆକ୍‌ନଲେଜ୍‌ମେଣ୍ଟ୍‌ ଇନ୍‌ ୱାର୍କ ଏକ୍ସିଲେନ୍ସ (ଏସ୍‌ଏଡବ୍ଲ୍ୟୁଇ) ପକ୍ଷରୁ ଓଡ଼ିିଆ ଚଳଚ୍ଚିତ୍ର ନିର୍ମାତାଙ୍କୁ ସମ୍ମାନିତ କରାଯାଇଛି। ନିକଟରେ ଦୁବାଇରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ଯୁବ ଚଳଚ୍ଚିତ୍ର ନିର୍ମାତା ଅମୃତେନ୍ଦୁ ବରାଳଙ୍କୁ ଇଣ୍ଡିଆ ଇଣ୍ଟରନ୍ୟାଶ୍‌ନାଲ ଏକ୍ସିଲେନ୍ସ ଆୱାର୍ଡ…

ଟ୍ରେନ୍‌ରେ ‘ହାଉସଫୁଲ-୪’ ପ୍ରମୋଶନ

ଭୁବନେଶ୍ୱର, ୧୭।୧୦(ବ୍ୟୁରେ।): ଭାରତୀୟ ରେଳପଥ ପକ୍ଷରୁ ଆରମ୍ଭ ହେଲା ଚଳଚ୍ଚିତ୍ର ପ୍ରୋତ୍ସାହନ କାର୍ଯ୍ୟକ୍ରମ। ଆସନ୍ତା ୨୫ ଡିସେମ୍ବରରେ ଆସିବାକୁ ଥିବା ବଲିଉଡ଼ ଚଳଚ୍ଚିତ୍ର ‘ହାଉସଫୁଲ-୪’ର ପ୍ରମୋଶନ ପାଇଁ ୮ କୋଚ୍‌ ବିଶିଷ୍ଟ ସ୍ବତନ୍ତ୍ର ଟ୍ରେନ୍‌ ପ୍ରସ୍ତୁତ କରାଯାଇଛି। ଟ୍ରେନର ବାହାର ପାର୍ଶ୍ୱରେ…

ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଦେହାନ୍ତ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଗତ ୧୨ ତାରିଖରେ ନିଧନ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଦୋରା ୧୯୬୨ରେ ବୁର୍ଲା ଇଞ୍ଜିନିୟରିଂ କଲେଜରେ ଡିଗ୍ରୀ ଶେଷ କରିବା…

ସରିଲା ଚୌଦ୍ୱାର ରୂପଯାତ୍ରା, ଭସାଣି

ଚୌଦ୍ୱାର,୧୭।୧୦(ଡି.ଏନ୍‌.ଏ.): ଚୌଦ୍ୱାର ରୂପଯାତ୍ରା ଓ ଭସାଣି ଉତ୍ସବ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମେଲଣ ପଡ଼ିଆରେ ମଙ୍ଗଳବାର ରାତିରେ ମେଲଣ କରିଥିବା ୪୦ଟି ମେଢ଼ ବୁଧବାର ସକାଳୁ ଭସାଣ ଶୋଭାଯାତ୍ରା ଆରମ୍ଭ କରିଥିଲେ। ପୂର୍ବାହ୍ନ ପ୍ରାୟ ୯ଟାରୁ ମେଢ଼ଗୁଡ଼ିକ ପୂଜା…

ଫେବୃୟାରୀ ଯାଏ ଗ୍ରେ ଲିଷ୍ଟରେ ରହିବ ପାକ୍‌

ଇସ୍‌ଲାମାବାଦ, ୧୭ା୧୦(ପି.ଟି.): ଆତଙ୍କବାଦକୁ ନେଇ ପାକିସ୍ତାନ ଏକଘରକିଆ ହୋଇପଡ଼ିଥିବାବେଳେ ଏହାକୁ ପୁଣି ଏକ ଝଟକା ଲାଗିଛି। ପାକିସ୍ତାନକୁ ଆସନ୍ତା ୨୦୨୦ ଫେବୃୟାରୀ ମାସ ପର୍ଯ୍ୟନ୍ତ ଗ୍ରେ ଲିଷ୍ଟରେ ରଖିବା ଲାଗି ଏଫ୍‌ଏଟିଏଫ୍‌( ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ) ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଥିବା…

ଲିଙ୍ଗରାଜ ମନ୍ଦିର ପାର୍ଶ୍ୱ ସର୍ଭେ ୩ଦିନ ବଢ଼ିଲା

ପୁରୁଣା ଭୁବନେଶ୍ୱର/ ଭୁବନେଶ୍ୱର ୧୭।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ଐତିହ୍ୟ ତଥା ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହେବ। ଏଥିପାଇଁ ମଙ୍ଗଳବାରଠାରୁ ଦୁଇଦିନିଆ ସର୍ଭେ ଆରମ୍ଭ ହୋଇଥିଲା। ହେଲେ ଜବରଦଖଲ ସ୍ଥାନ ଚିହ୍ନଟ କରିବାରେ ବହୁ ସମୟ…

୧୦ ବର୍ଷୀୟା ଆଦିବାସୀଙ୍କୁ ୫୦ ହଜାରରେ ବିକ୍ରି

ଅହମଦାବାଦ,୧୭ା୧୦: ଗୁଜରାଟର ବନାସକାନ୍ଥାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ବିବାହ ପାଇଁ ତାଙ୍କ ୧୦ ବର୍ଷୀୟା ଝିଅଙ୍କୁ ୫୦ ହଜାର ଟଙ୍କାରେ ବିକ୍ରି କରିଦେଇଛନ୍ତି। ଉକ୍ତ ଆଦିବାସୀ ନାବାଳିକାଙ୍କୁ କିଣିଥିବା ଅସ୍‌ଓ୍ବାରାର ୩୫ ବର୍ଷୀୟ ଗୋବିନ୍ଦ ଠାକୁର…

ଗ୍ରାମ୍ୟ ଉନ୍ନୟନ ପ୍ରମୁଖ ଶାସନ ସଚିବଙ୍କ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତ: ବଢ଼ିବ ଜିଲା ମୁଖ୍ୟ ଚିକିତ୍ସାଳୟ ଶଯ୍ୟା ସଂଖ୍ୟା

ଜଗତ୍‌ସିଂହପୁର ଅଫିସ, ୧୭ା୧୦: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ଧରି ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟ (ଏମ୍‌ସିଏଚ୍‌) ୱାର୍ଡ ନିର୍ମାଣ ନେଇ ଦାବି ହୋଇ ଆସୁଥିଲା। ଅତୀତରେ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲେ ସୁଦ୍ଧା…

କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା

ଆଲିଗଡ଼, ୧୭ା୧୦(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ ଜିଲାରେ ଜଣେ ସ୍ଥାନୀୟ କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଜମି ବିବାଦକୁ ନେଇ ଏଭଳି ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି। ତାଙ୍କ ନାମ ମହମ୍ମଦ ଫାରୁକ୍‌। ସମ୍‌ସାଦ୍‌ ମାର୍କେଟ ନିକଟ ଅଫିସରେ ସେ ଥଇବାବେଳେ ମୋଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri